logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

*ପର୍ଯ୍ୟଟନ ସଚିବ ଙ୍କୁ ହରିହର ସାଗର, ମୋହନଗିରି, ସାକୁଶ ମନ୍ଦିର ଉର୍ନତିକରଣ ପାଈଁ ଦାବି ପତ୍ର ପ୍ରଦାନ* ମ.ରାମପୁର, ୦୧/୦୮, ( ନି.ପ୍ର ): ରାଜ୍ୟ ସରକାର ପର୍ଯ୍ୟଟନ ବିଭାଗ ସଚିବ ବଳବିନ୍ଦର ସିଂହ ଙ୍କ ଶନିବାର କଳାହାଣ୍ଡି ଗ୍ରସ୍ତ ଅବସର ରେ ମ. ରାମପୁର ବିଜେପି ମ.ରାମପୁର ମଣ୍ଡଳ ସଭାପତି ଯଜ୍ଞସେନ ପଣ୍ଡା ଙ୍କ ସମନ୍ୟୁୟ ରେ ଏକ ପ୍ରତିନିଧି ମଣ୍ଡଳ ଭବାନୀପାଟଣା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଜାଇ ସାକ୍ଷାତ ଆଲୋଚନା କରିଥିଲେ ଅଞ୍ଚଳ ପର୍ଯ୍ୟଟନ ପ୍ରକଳ୍ପ ଭାବେ ବିଭିନ୍ନ ଯୋଜନା ଗ୍ରହଣ ସକାଶେ. ଏ ନେଇ ମ. ରାମପୁର ସହର ସ୍ଥିତ ୬୨ ଏକର ପରିମିତ ହରିହର ସାଗର ଉର୍ନତିକରଣ, ସୌନ୍ଦର୍ଯ୍ୟକରଣ, ମୋହନଗିରି ଐତିହାସିକ ଶିବ ମନ୍ଦିର ସୌନ୍ଦର୍ଯ୍ୟକରଣ, ମନ୍ଦିର ସଂଲଗ୍ନ କାଲିଗଙ୍ଗା ନଦୀ ତଟ ସୌନ୍ଦର୍ଯ୍ୟ କାର୍ଯ୍ୟ, ଉରଲା ଦାନି ଗ୍ରାମପଞ୍ଚାୟତ ର ସାକୁଶ ସ୍ଥିତ ନାଟରାଜ ଶିବ ମନ୍ଦିର ସୌନ୍ଦର୍ଯ୍ୟ କରଣ, ବିକାଶ, ତିନୋଟି ନଦୀ ମୁହାଣ ବିକାଶ ଆଦି କାର୍ଯ୍ୟ ପର୍ଯ୍ୟଟନ ବିଭାଗ ନିଜ ପ୍ରକଳ୍ପ ଭାବେ ଗ୍ରହଣ କରି କଳାହାଣ୍ଡି ଜ଼ିଲା ପର୍ଯ୍ୟଟନ ମାନଚିତ୍ର ରେ ସ୍ଥାନିତ କରିବା ସହିତ ଆର୍ଥିକଅନୁଦାନ ପ୍ରଦାନ ପାଈଁ ନିବେଦନ କରିଥିଲେ. ଉକ୍ତ ଦାବିପତ୍ର କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ଙ୍କ ଉପସ୍ଥିତ ରେ ରାଜ୍ୟ ପର୍ଯ୍ୟଟନ ସଚିବ ବଳବିନ୍ଦର ସିଂହ ଙ୍କୁ ପ୍ରଦାନ କରି ଆଲୋଚନା କରିଥିଲେ.ଉକ୍ତ ପ୍ରତିନିଧି ମଣ୍ଡଳ ବିଜେପି ମ. ରାମପୁର ମଣ୍ଡଳ ସଭାପତି ଯଜ୍ଞସେନ ପଣ୍ଡା,ବରିଷ୍ଠ ସାମ୍ବାଦିକ ତଥା ସାମାଜିକ କର୍ମୀ ଶଶି ଭୂଷଣ ପ୍ରହରାଜ,ମୋହନଗିରି ମଣ୍ଡଳ ସଭାପତି ଖ୍ରୀଷ୍ଟଦତ୍ତ ରାଉତ, ଆଇନଜୀବି ବିଜୟ ମହାଖୁଡ଼, ରୁଦ୍ର ପ୍ରସାଦ ମହାନ୍ତି, ନିର୍ମଳ ମହାଖୁଡ଼ ପ୍ରମୁଖ ସାମିଲ ହେଇଥିଲେ. ! ଜିଲ୍ଲାପାଳ କାର୍ଯ୍ୟାଳୟ ପରିସର ରେ ସଚିବ ଙ୍କୁ ଦାବିପତ୍ର ପ୍ରଦାନ ସହିତ ପ୍ରତିନିଧି ମଣ୍ଡଳ ଆଲୋଚନା କରୁଛନ୍ତି !

1 hr ago
user_ପୟଧର ସାହୁ
ପୟଧର ସାହୁ
ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
1 hr ago
70553f68-f4f8-4451-b4a2-c5b40b235d43

*ପର୍ଯ୍ୟଟନ ସଚିବ ଙ୍କୁ ହରିହର ସାଗର, ମୋହନଗିରି, ସାକୁଶ ମନ୍ଦିର ଉର୍ନତିକରଣ ପାଈଁ ଦାବି ପତ୍ର ପ୍ରଦାନ* ମ.ରାମପୁର, ୦୧/୦୮, ( ନି.ପ୍ର ): ରାଜ୍ୟ ସରକାର ପର୍ଯ୍ୟଟନ ବିଭାଗ ସଚିବ ବଳବିନ୍ଦର ସିଂହ ଙ୍କ ଶନିବାର କଳାହାଣ୍ଡି ଗ୍ରସ୍ତ ଅବସର ରେ ମ. ରାମପୁର ବିଜେପି ମ.ରାମପୁର ମଣ୍ଡଳ ସଭାପତି ଯଜ୍ଞସେନ ପଣ୍ଡା ଙ୍କ ସମନ୍ୟୁୟ ରେ ଏକ ପ୍ରତିନିଧି ମଣ୍ଡଳ ଭବାନୀପାଟଣା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଜାଇ ସାକ୍ଷାତ ଆଲୋଚନା କରିଥିଲେ ଅଞ୍ଚଳ ପର୍ଯ୍ୟଟନ ପ୍ରକଳ୍ପ ଭାବେ ବିଭିନ୍ନ ଯୋଜନା ଗ୍ରହଣ ସକାଶେ. ଏ ନେଇ ମ.

d51f233e-ff32-4c71-93c1-3e45a8d6ab25

ରାମପୁର ସହର ସ୍ଥିତ ୬୨ ଏକର ପରିମିତ ହରିହର ସାଗର ଉର୍ନତିକରଣ, ସୌନ୍ଦର୍ଯ୍ୟକରଣ, ମୋହନଗିରି ଐତିହାସିକ ଶିବ ମନ୍ଦିର ସୌନ୍ଦର୍ଯ୍ୟକରଣ, ମନ୍ଦିର ସଂଲଗ୍ନ କାଲିଗଙ୍ଗା ନଦୀ ତଟ ସୌନ୍ଦର୍ଯ୍ୟ କାର୍ଯ୍ୟ, ଉରଲା ଦାନି ଗ୍ରାମପଞ୍ଚାୟତ ର ସାକୁଶ ସ୍ଥିତ ନାଟରାଜ ଶିବ ମନ୍ଦିର ସୌନ୍ଦର୍ଯ୍ୟ କରଣ, ବିକାଶ, ତିନୋଟି ନଦୀ ମୁହାଣ ବିକାଶ ଆଦି କାର୍ଯ୍ୟ ପର୍ଯ୍ୟଟନ ବିଭାଗ ନିଜ ପ୍ରକଳ୍ପ ଭାବେ ଗ୍ରହଣ କରି କଳାହାଣ୍ଡି ଜ଼ିଲା ପର୍ଯ୍ୟଟନ ମାନଚିତ୍ର ରେ ସ୍ଥାନିତ କରିବା ସହିତ ଆର୍ଥିକଅନୁଦାନ ପ୍ରଦାନ ପାଈଁ ନିବେଦନ କରିଥିଲେ. ଉକ୍ତ ଦାବିପତ୍ର କଳାହାଣ୍ଡି ଜିଲ୍ଲାପାଳ

4609d831-f6d3-4a42-a8e2-5d953eb83905

ସଚିନ ପାୱାର ଙ୍କ ଉପସ୍ଥିତ ରେ ରାଜ୍ୟ ପର୍ଯ୍ୟଟନ ସଚିବ ବଳବିନ୍ଦର ସିଂହ ଙ୍କୁ ପ୍ରଦାନ କରି ଆଲୋଚନା କରିଥିଲେ.ଉକ୍ତ ପ୍ରତିନିଧି ମଣ୍ଡଳ ବିଜେପି ମ. ରାମପୁର ମଣ୍ଡଳ ସଭାପତି ଯଜ୍ଞସେନ ପଣ୍ଡା,ବରିଷ୍ଠ ସାମ୍ବାଦିକ ତଥା ସାମାଜିକ କର୍ମୀ ଶଶି ଭୂଷଣ ପ୍ରହରାଜ,ମୋହନଗିରି ମଣ୍ଡଳ ସଭାପତି ଖ୍ରୀଷ୍ଟଦତ୍ତ ରାଉତ, ଆଇନଜୀବି ବିଜୟ ମହାଖୁଡ଼, ରୁଦ୍ର ପ୍ରସାଦ ମହାନ୍ତି, ନିର୍ମଳ ମହାଖୁଡ଼ ପ୍ରମୁଖ ସାମିଲ ହେଇଥିଲେ. ! ଜିଲ୍ଲାପାଳ କାର୍ଯ୍ୟାଳୟ ପରିସର ରେ ସଚିବ ଙ୍କୁ ଦାବିପତ୍ର ପ୍ରଦାନ ସହିତ ପ୍ରତିନିଧି ମଣ୍ଡଳ ଆଲୋଚନା କରୁଛନ୍ତି !

More news from ଓଡ଼ିଶା and nearby areas
  • 🌹🌹🌹🌹🌹🌹🌹🌹🌹
    1
    🌹🌹🌹🌹🌹🌹🌹🌹🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    12 hrs ago
  • ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,
    4
    ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l 
ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,
    user_Pramod kumar Dandasena
    Pramod kumar Dandasena
    ବାଲିଗୁଡା, କନ୍ଧମାଳ, ଓଡ଼ିଶା•
    20 hrs ago
  • Post by Nilakantha Kumar
    1
    Post by Nilakantha Kumar
    user_Nilakantha Kumar
    Nilakantha Kumar
    Gochhapada, Kandhamal•
    12 hrs ago
  • କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ସମ୍ବଲପୁରୀ ଦିନ ର ଜଣାଇଲେ ଶୁଭେଚ୍ଛା
    1
    କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ସମ୍ବଲପୁରୀ ଦିନ ର ଜଣାଇଲେ ଶୁଭେଚ୍ଛା
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    1 hr ago
  • ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
    1
    ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ  ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।
    user_କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି ଖବର
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    7 hrs ago
  • ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି
    1
    ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
    1
    କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    5 hrs ago
  • ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ
    1
    ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି 
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ  ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। 
ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ
    user_Gopal Das Mahananda
    Gopal Das Mahananda
    Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.