Shuru
Apke Nagar Ki App…
ଢେଙ୍କାନାଳ ସହର ର ମୁଖ୍ୟ ଷ୍ଟ୍ରାଡିୟମ ଠାରେ ଆରମ୍ଭ ହେବାକୁ ଯାଉଛି ଢେଙ୍କାନାଳ ପ୍ରମିୟର ଲିଗ ସହରର ବଛାବଛା ଖେଳାଳି ଙ୍କୁ ନୋଇ 6 ଟି ଟିମ
Dipak Kumar Nayak
ଢେଙ୍କାନାଳ ସହର ର ମୁଖ୍ୟ ଷ୍ଟ୍ରାଡିୟମ ଠାରେ ଆରମ୍ଭ ହେବାକୁ ଯାଉଛି ଢେଙ୍କାନାଳ ପ୍ରମିୟର ଲିଗ ସହରର ବଛାବଛା ଖେଳାଳି ଙ୍କୁ ନୋଇ 6 ଟି ଟିମ
More news from Odisha and nearby areas
- ଓଡିଶା ର ଅନ୍ୟ ଏକ ପର୍ବ ପାଞ୍ଚିମ ଓଡିଶା ଗଣପର୍ବ ନୂଆଖାଇ ଏଥିରେ ସାମିଲ ହୋଇଛନ୍ତି. ପୂର୍ବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ପଞ୍ଚିମ ଓଡିଶା ର ଗଣପବ ନୂଆଖାଇ ଏଥିରେ ସାମିଲ ହେଇଛନ୍ତି ପୂବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ1
- ଗଣେଶ ବଜାର ରେ ଗଣେଶ ପୂଜା ଅନୁଷ୍ଠିତ କିଛି ନିଆରା ପ୍ରୟାସ ରେ ସଜିତ1
- ପବିତ୍ର ଗଣେଶ ଚତୁର୍ଥୀ ରେ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ କଲରାଗଡ ଛକ ରେ ଏକ ଅତ୍ୟାଧୁନିକ ବ୍ୟାମ୍ ଶାଳା (ଭିର୍ ଫିଟନେସ୍ )ଉଦଘାଟନ ହୋଇଯାଇଛି | ପବିତ୍ର ଗଣେଶ ଚତୁର୍ଥୀ ରେ ତିଗିରିଆ ଥାନା ଅନ୍ତର୍ଗତ ଗୋଡିଝରିଆ କଲରାଗଡ ଛକ ରେ ଏକ ଅତ୍ୟାଧୁନିକ ବ୍ୟାମ୍ ଶାଳା (ଭିର୍ ଫିଟନେସ୍ )ଉଦଘାଟନ ହୋଇଯାଇଛି | ଅଞ୍ଚଳ ର ଯୁବକ ଯୁବତୀ ମାନେ ସୁନ୍ଦର ସ୍ୱାସ୍ଥ୍ୟ ଗଢିବା ପାଇଁ ଯୁବ ସମାଜସେବୀ ବଲ୍ଲଭ ପାତ୍ର ବହୁ ଟଙ୍କା ଖର୍ଚ୍ଚ କରି ଏହି ବ୍ୟାମ୍ ଶାଳା କୁ ତିଆରି କରିଛନ୍ତି , ଯୋଉଠାରେ କି ମାଗଣା ରେ ଯୁବକ ଯୁବତୀ ମାନେ ନିଜର ନାମ ପଞ୍ଜିକରଣ କରି ବ୍ୟାମ୍ କରିପାରିବେ | ଆଜି ର ଏହି ଉଦଘାଟନ ଉତ୍ସବ କୁ ରାଜ୍ୟ ତଥା ଦେଶ ର ଖ୍ୟାତନାମ ବଡିବିଲଡର ଅମିତ୍ ଭୂୟାଂ ଯେ କି ମିଷ୍ଟ ର ୱାଲଡ୍ ଓ ମିଷ୍ଟରଏସିଆ ସମ୍ମାନ ପାଇଛନ୍ତି,ଶୁଭଙ୍କର ରାଉତ ଗୋଳ୍ଡ ମେଡାଲିଷ୍ଟ ଓ ମିଷ୍ଟର ଓଡିଶା ସମ୍ମାନ ପାଇଛନ୍ତି,ଜଗନ୍ନାଥ ଖୁଣ୍ଟିଆ ଯେକି ମିଷ୍ଟର ଓଡିଶା,ୱାର୍ଲଡ ,ସମ୍ମାନ ପାଇଛନ୍ତି ଏମାନେ ଯୋଗଦେଇ ଏହି ଭିର୍ ଫିଟନେସ୍ କୁ ଉଦଘାଟନ କରିବା ସହିତ ସ୍ଥାନୀୟ ଅଞ୍ଚଳ ର ଶହ ଶହ ଯୁବକ ମାନଙ୍କ ସହିତ ଏକ ବାଇକ ରାଲି କରି ଗୋଡିଝରିଆ,ଭିରୁଡା,ଅଚଳକୋଟ ,ତିଗିରିଆ,ପାଞ୍ଚଗାଁ ଆଦି ଗ୍ରାମ ଭ୍ରମଣ କରାଯାଇ ବ୍ୟାୟାମ୍ ଲୋକ ଙ୍କର କେତେ ଉପକାରୀ ପ୍ରଚାର ପ୍ରସାର କରାଯାଇଥିଲା | ପରିଶେଷ ରେ ସାମ୍ବାଦିକ ମାନଙ୍କୁ ସମ୍ମାନିତ କରାଯିବା ସହ ଅତିଥିମାନେ ବ୍ୟାୟାମ ର ଉପକାରିତା ବିଷୟରେ ଉପସ୍ଥିତ ଲୋକ ଙ୍କୁ ନିଜର ଭାଷଣ ମାଧ୍ୟମ ରେ ବୁଝାଇ ଥିଲେ | ଏହି କାର୍ଯ୍ୟକ୍ରମ କୁ ବଦ୍ରି ବିଶ୍ୱାଳ ପରିଚାଳନା କରିଥିବା ବେଳେ ସଂଗ୍ରାମ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।1
- ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା ଫୁଲନଖରା ରାସ୍ତାର ଶୋଚନୀୟ ଦୁରାବସ୍ଥା ଏବେ ସ୍ଥାନୀୟ ବାସିନ୍ଦା ଏବଂ ନିୟମିତ ଯାତାୟାତ କରୁଥିବା ପଥଚାରୀଙ୍କ ପାଇଁ ଏକ ବଡ଼ ସମସ୍ୟା #LatestNews #UpdateNews #apanankakhabara #Niali #news #OdishaNews #odisha1
- ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ୨୫ ବର୍ଷର ଜନସେବାକୁ ସମ୍ମାନ: ସେପ୍ଟେମ୍ବର ୧୭ରୁ ଦେଶବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’, ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’ । ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha1
- ମହିମା ପୀଠରେ ନବାନ୍ନ ଖାଇ ନୂଆଁଖାଇ ପାଳିଲେ ମହିମା ଧର୍ମାବଲମ୍ବୀ ସାଧୁସନ୍ଥ କାମାକ୍ଷାନଗର ମହିମା ପୀଠରେ ପାଳିତ ହୋଇଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ମହିମା ଧର୍ମାବଲମ୍ବୀ ସାଧୁସନ୍ଥ ଓ ସନ୍ୟାସୀନୀମାନେ ନବାନ୍ନ ଖାଇ ଏହି ପର୍ବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରିଛନ୍ତି।1
- ରାସୋଳ ଥାନା ବେଡାପଡା ଗାଁରେ ଦେଖାଦେଇଛି ଅଭାବନୀୟ ଘଟଣା. ବିଦ୍ୟୁତ ସଂସ୍ପର୍ଶ ରେ ଆସି ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗଣରେ ଆଜି ଗାଧୋଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶ ରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ମୃତକ ଉପମା ବେହେରା ଗାଧୋଉବାକୁ ଯିବା ବେଳେ ଧନ ଫସଲ ସୁରକ୍ଷା ପାଇଁ ସୋଲାର କରେଣ୍ଟ ତାର ରେ ବିଦ୍ୟୁତ ସଂଯୋଗ କରାଯାଇଥିବାରୁ ତାଙ୍କର ମୃତ୍ୟୁ ଘଟିଛି.1
- ଯୋରନ୍ଦା ରେ ସୋଲାର କରେଣ୍ଟ ଖାଇ ଚାଷୀ ବାବାଲି ସେଠି ଆହlତ1