logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ, ସୁସଜିତ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ ତାଳଚେର :- ଗତ ସେପ୍ଟେମ୍ବର ୧୪ ରୁ ଆରମ୍ଭ ହୋଇଥିବା ପ୍ରସିଦ୍ଧ ତାଳଚେର ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ ହୋଇ ଉଠିଛି l ସୁସଜିତ ଆଲୋକ ମାଳାରେ ଝଲସୁଛି ପ୍ରଭୁ ଗଣପତି ଙ୍କ ପୂଜା ମଣ୍ଡପ l ପ୍ରାୟ ୧୦୦ ଟି ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଛନ୍ତି l ଅପରାହ୍ନରୁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି l ସହର ମଧ୍ୟରେ ବିଭିନ୍ନ ପ୍ରକାରର ଦୋକାନ ସାଙ୍ଗକୁ ଦୋଳି ପଡିବା ଯୋଗୁଁ ଏହାର ମଜା ନେଉଛନ୍ତି ଶ୍ରଦ୍ଧାଳୁ l ଆସନ୍ତା ସେପ୍ଟେମ୍ବର ୨୬ ରିଖରେ ବାବା ଗଣେଶଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି l ତାଳଚେର ଟାଉନ ଠାରୁ ହାଣ୍ଡିଧୁଆ ପର୍ଯ୍ୟନ୍ତ ଗହଳି ଲାଗି ରହିଛି l କେତେକ ପୂଜା ମଣ୍ଡପରେ ସଂନ୍ଧ୍ୟାରେ ଗଣେଶଙ୍କ ଲଡ଼ୁ ଭୋଗ ଶ୍ରଦ୍ଧାଳୁ ମାନଙ୍କୁ ଦିଆଯାଉଥିବାର ଦେଖିବାକୁ ମିଳିଛି l ପାଗ ଅନୁକୂଳ ଥିବାରୁ ଗହଳି ହେଉଛି l ପୂଜାକୁ ଦୃଷ୍ଟିରେ ରଖି ସହରରେ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି l ତାଳଚେର କଲେଜ ପଡିଆ ଏବଂ ବାଇପାସ ପଡିଆ ଠାରେ ମିନବଜାର ଓ ଦୋଳି ପଡିଛି l

1 hr ago
user_Priya Madhaba Das
Priya Madhaba Das
Journalist ତାଳଚେର ସଦର, ଅନୁଗୁଳ, ଓଡ଼ିଶା•
1 hr ago

ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ, ସୁସଜିତ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ ତାଳଚେର :- ଗତ ସେପ୍ଟେମ୍ବର ୧୪ ରୁ ଆରମ୍ଭ ହୋଇଥିବା ପ୍ରସିଦ୍ଧ ତାଳଚେର ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ ହୋଇ ଉଠିଛି l ସୁସଜିତ ଆଲୋକ ମାଳାରେ ଝଲସୁଛି ପ୍ରଭୁ ଗଣପତି ଙ୍କ ପୂଜା ମଣ୍ଡପ l ପ୍ରାୟ ୧୦୦ ଟି ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଛନ୍ତି l ଅପରାହ୍ନରୁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି l ସହର ମଧ୍ୟରେ ବିଭିନ୍ନ ପ୍ରକାରର ଦୋକାନ ସାଙ୍ଗକୁ ଦୋଳି ପଡିବା ଯୋଗୁଁ ଏହାର ମଜା ନେଉଛନ୍ତି ଶ୍ରଦ୍ଧାଳୁ l ଆସନ୍ତା ସେପ୍ଟେମ୍ବର ୨୬ ରିଖରେ ବାବା ଗଣେଶଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି l ତାଳଚେର ଟାଉନ ଠାରୁ ହାଣ୍ଡିଧୁଆ ପର୍ଯ୍ୟନ୍ତ ଗହଳି ଲାଗି ରହିଛି l କେତେକ ପୂଜା ମଣ୍ଡପରେ ସଂନ୍ଧ୍ୟାରେ ଗଣେଶଙ୍କ ଲଡ଼ୁ ଭୋଗ ଶ୍ରଦ୍ଧାଳୁ ମାନଙ୍କୁ ଦିଆଯାଉଥିବାର ଦେଖିବାକୁ ମିଳିଛି l ପାଗ ଅନୁକୂଳ ଥିବାରୁ ଗହଳି ହେଉଛି l ପୂଜାକୁ ଦୃଷ୍ଟିରେ ରଖି ସହରରେ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି l ତାଳଚେର କଲେଜ ପଡିଆ ଏବଂ ବାଇପାସ ପଡିଆ ଠାରେ ମିନବଜାର ଓ ଦୋଳି ପଡିଛି l

More news from ଓଡ଼ିଶା and nearby areas
  • ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ, ସୁସଜିତ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ ତାଳଚେର :- ଗତ ସେପ୍ଟେମ୍ବର ୧୪ ରୁ ଆରମ୍ଭ ହୋଇଥିବା ପ୍ରସିଦ୍ଧ ତାଳଚେର ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ ହୋଇ ଉଠିଛି l ସୁସଜିତ ଆଲୋକ ମାଳାରେ ଝଲସୁଛି ପ୍ରଭୁ ଗଣପତି ଙ୍କ ପୂଜା ମଣ୍ଡପ l ପ୍ରାୟ ୧୦୦ ଟି ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଛନ୍ତି l ଅପରାହ୍ନରୁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି l ସହର ମଧ୍ୟରେ ବିଭିନ୍ନ ପ୍ରକାରର ଦୋକାନ ସାଙ୍ଗକୁ ଦୋଳି ପଡିବା ଯୋଗୁଁ ଏହାର ମଜା ନେଉଛନ୍ତି ଶ୍ରଦ୍ଧାଳୁ l ଆସନ୍ତା ସେପ୍ଟେମ୍ବର ୨୬ ରିଖରେ ବାବା ଗଣେଶଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି l ତାଳଚେର ଟାଉନ ଠାରୁ ହାଣ୍ଡିଧୁଆ ପର୍ଯ୍ୟନ୍ତ ଗହଳି ଲାଗି ରହିଛି l କେତେକ ପୂଜା ମଣ୍ଡପରେ ସଂନ୍ଧ୍ୟାରେ ଗଣେଶଙ୍କ ଲଡ଼ୁ ଭୋଗ ଶ୍ରଦ୍ଧାଳୁ ମାନଙ୍କୁ ଦିଆଯାଉଥିବାର ଦେଖିବାକୁ ମିଳିଛି l ପାଗ ଅନୁକୂଳ ଥିବାରୁ ଗହଳି ହେଉଛି l ପୂଜାକୁ ଦୃଷ୍ଟିରେ ରଖି ସହରରେ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି l ତାଳଚେର କଲେଜ ପଡିଆ ଏବଂ ବାଇପାସ ପଡିଆ ଠାରେ ମିନବଜାର ଓ ଦୋଳି ପଡିଛି l
    1
    ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ, ସୁସଜିତ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ 
ତାଳଚେର :- ଗତ ସେପ୍ଟେମ୍ବର ୧୪ ରୁ ଆରମ୍ଭ ହୋଇଥିବା ପ୍ରସିଦ୍ଧ ତାଳଚେର ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ ହୋଇ ଉଠିଛି l ସୁସଜିତ ଆଲୋକ ମାଳାରେ ଝଲସୁଛି ପ୍ରଭୁ ଗଣପତି ଙ୍କ ପୂଜା ମଣ୍ଡପ l ପ୍ରାୟ ୧୦୦ ଟି ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଛନ୍ତି l ଅପରାହ୍ନରୁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି l ସହର ମଧ୍ୟରେ ବିଭିନ୍ନ ପ୍ରକାରର ଦୋକାନ ସାଙ୍ଗକୁ ଦୋଳି ପଡିବା ଯୋଗୁଁ ଏହାର ମଜା ନେଉଛନ୍ତି ଶ୍ରଦ୍ଧାଳୁ l ଆସନ୍ତା ସେପ୍ଟେମ୍ବର ୨୬ ରିଖରେ ବାବା ଗଣେଶଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି l ତାଳଚେର ଟାଉନ ଠାରୁ ହାଣ୍ଡିଧୁଆ ପର୍ଯ୍ୟନ୍ତ ଗହଳି ଲାଗି ରହିଛି l କେତେକ ପୂଜା ମଣ୍ଡପରେ ସଂନ୍ଧ୍ୟାରେ ଗଣେଶଙ୍କ ଲଡ଼ୁ ଭୋଗ ଶ୍ରଦ୍ଧାଳୁ ମାନଙ୍କୁ ଦିଆଯାଉଥିବାର ଦେଖିବାକୁ ମିଳିଛି l ପାଗ ଅନୁକୂଳ ଥିବାରୁ ଗହଳି ହେଉଛି l ପୂଜାକୁ ଦୃଷ୍ଟିରେ ରଖି ସହରରେ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି l ତାଳଚେର କଲେଜ ପଡିଆ ଏବଂ ବାଇପାସ ପଡିଆ ଠାରେ ମିନବଜାର ଓ ଦୋଳି ପଡିଛି l
    user_Priya Madhaba Das
    Priya Madhaba Das
    Journalist ତାଳଚେର ସଦର, ଅନୁଗୁଳ, ଓଡ଼ିଶା•
    1 hr ago
  • ରାସୋଳ ଥାନା ବେଡାପଡା ଗାଁରେ ଦେଖାଦେଇଛି ଅଭାବନୀୟ ଘଟଣା. ବିଦ୍ୟୁତ ସଂସ୍ପର୍ଶ ରେ ଆସି ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗଣରେ ଆଜି ଗାଧୋଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶ ରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ମୃତକ ଉପମା ବେହେରା ଗାଧୋଉବାକୁ ଯିବା ବେଳେ ଧନ ଫସଲ ସୁରକ୍ଷା ପାଇଁ ସୋଲାର କରେଣ୍ଟ ତାର ରେ ବିଦ୍ୟୁତ ସଂଯୋଗ କରାଯାଇଥିବାରୁ ତାଙ୍କର ମୃତ୍ୟୁ ଘଟିଛି.
    1
    ରାସୋଳ  ଥାନା ବେଡାପଡା ଗାଁରେ ଦେଖାଦେଇଛି ଅଭାବନୀୟ ଘଟଣା. ବିଦ୍ୟୁତ ସଂସ୍ପର୍ଶ ରେ ଆସି ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ.
ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗଣରେ ଆଜି ଗାଧୋଇବାକୁ ଯାଇ ବିଦ୍ୟୁତ ସଂସ୍ପର୍ଶ ରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ମୃତକ ଉପମା ବେହେରା ଗାଧୋଉବାକୁ ଯିବା ବେଳେ ଧନ ଫସଲ ସୁରକ୍ଷା ପାଇଁ ସୋଲାର କରେଣ୍ଟ ତାର ରେ ବିଦ୍ୟୁତ ସଂଯୋଗ କରାଯାଇଥିବାରୁ ତାଙ୍କର ମୃତ୍ୟୁ ଘଟିଛି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    20 hrs ago
  • ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର
    1
    ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    38 min ago
  • Hyderabad Dholpet Ganesh in Dhenkanal Bajrang Club’s Grand Ganesh Puja ganesh puja dhenkanal dhenkanalnewsodisha
    1
    Hyderabad Dholpet Ganesh in Dhenkanal
Bajrang Club’s Grand Ganesh Puja


ganesh puja dhenkanal
dhenkanalnewsodisha
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    8 hrs ago
  • ଓଡିଶା ର ଅନ୍ୟ ଏକ ପର୍ବ ପାଞ୍ଚିମ ଓଡିଶା ଗଣପର୍ବ ନୂଆଖାଇ ଏଥିରେ ସାମିଲ ହୋଇଛନ୍ତି. ପୂର୍ବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ପଞ୍ଚିମ ଓଡିଶା ର ଗଣପବ ନୂଆଖାଇ ଏଥିରେ ସାମିଲ ହେଇଛନ୍ତି ପୂବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ
    1
    ଓଡିଶା ର ଅନ୍ୟ ଏକ ପର୍ବ ପାଞ୍ଚିମ ଓଡିଶା ଗଣପର୍ବ ନୂଆଖାଇ  ଏଥିରେ ସାମିଲ ହୋଇଛନ୍ତି. ପୂର୍ବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ 
ପଞ୍ଚିମ ଓଡିଶା ର ଗଣପବ ନୂଆଖାଇ ଏଥିରେ ସାମିଲ ହେଇଛନ୍ତି ପୂବତନ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    19 hrs ago
  • ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ର ଙ୍କ ଦ୍ୱାରା ୦୫.୩୨ AM ରେ ସମାପ୍ତ ହେଲା ଜୟ ଜଗନ୍ନାଥ ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ର ଙ୍କ ଦ୍ୱାରା ୦୫.୩୨ AM ରେ ସମାପ୍ତ ହେଲା 🙏ଜୟ ଜଗନ୍ନାଥ 🙏 Lions Gate opening rituals completed by 𝑆ℎ𝑟𝑒𝑒 𝑉𝑖𝑡𝑎𝑟𝑐ℎℎ𝑎 𝑀𝑜ℎ𝑎𝑝𝑎𝑡𝑟𝑎 at 05.32 AM 🙏 𝐉𝐚𝐲 𝐉𝐚𝐠𝐚𝐧𝐧𝐚𝐭𝐡 🙏 Dated 16/09/2026🙏❤️ #jagannathpuri #JagannathDham #jagannathpuritemple #jagannathpremi
    1
    ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ର ଙ୍କ ଦ୍ୱାରା ୦୫.୩୨ AM ରେ ସମାପ୍ତ ହେଲା 
ଜୟ ଜଗନ୍ନାଥ ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ର ଙ୍କ ଦ୍ୱାରା ୦୫.୩୨ AM ରେ ସମାପ୍ତ ହେଲା 
🙏ଜୟ ଜଗନ୍ନାଥ 🙏
Lions Gate opening rituals completed by 𝑆ℎ𝑟𝑒𝑒 𝑉𝑖𝑡𝑎𝑟𝑐ℎℎ𝑎 𝑀𝑜ℎ𝑎𝑝𝑎𝑡𝑟𝑎 at 05.32 AM 
🙏 𝐉𝐚𝐲 𝐉𝐚𝐠𝐚𝐧𝐧𝐚𝐭𝐡 🙏
Dated 16/09/2026🙏❤️ #jagannathpuri #JagannathDham #jagannathpuritemple #jagannathpremi
    user_Sudhansu Ranjan satapathy
    Sudhansu Ranjan satapathy
    Badamba, Cuttack•
    5 hrs ago
  • ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ ଆଠଗଡ ବ୍ଲକ୍ ଅନ୍ତର୍ଗତ କୁମାରପୁର ପଞ୍ଚାୟତ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ,
    1
    ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ
ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ ଆଠଗଡ ବ୍ଲକ୍ ଅନ୍ତର୍ଗତ କୁମାରପୁର ପଞ୍ଚାୟତ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ,
    user_MANAS SAHOO
    MANAS SAHOO
    Local News Reporter ଆଠଗଡ଼, କଟକ, ଓଡ଼ିଶା•
    5 hrs ago
  • ବେଡାପଡା ଗ୍ରାମରେ କରେଣ୍ଟ ତାରବାଡ ଲାଗି ମହିଳାଙ୍କ ମୃତ୍ୟୁ ଅଭିଯୋଗ
    1
    ବେଡାପଡା ଗ୍ରାମରେ କରେଣ୍ଟ ତାରବାଡ ଲାଗି ମହିଳାଙ୍କ ମୃତ୍ୟୁ ଅଭିଯୋଗ
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.