ବୁଗୁଡ଼ାରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ମାରାଥନ ଦୌଡ଼ ଆୟୋଜନ! ବୁଗୁଡ଼ା ସ୍ଥିତ ଶ୍ରୀକର ଭଞ୍ଜ କ୍ରୀଡ଼ା ଓ ସାଂସ୍କୃତିକ ସଂଘ ପକ୍ଷରୁ ଆସନ୍ତା ୨୯ ଅଗଷ୍ଟ ୨୦୨୬ (ଶନିବାର) ଜାତୀୟ କ୍ରୀଡ଼ା ଦିବସ ଅବସରରେ ଏକ ମାରାଥନ ଦୌଡ଼ ଆୟୋଜନ କରାଯିବ। ଭାରତର ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀକୁ ସ୍ମରଣ କରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ସଂଘ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ମାରାଥନରେ ଅଂଶଗ୍ରହଣକାରୀମାନେ ସକାଳ ୫.୩୦ଟାରେ କଲେଜ ରୋଡ଼ ସ୍ଥିତ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚିବେ। ସକାଳ ୬ଟାରେ ମାରାଥନ ଦୌଡ଼ ଆରମ୍ଭ ହେବ। ଅଂଶଗ୍ରହଣକାରୀଙ୍କୁ ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟମ ମାନିବା, ପର୍ଯ୍ୟାପ୍ତ ଜଳପାନ ଓ ସ୍ୱଚ୍ଛତା ବଜାୟ ରଖିବାକୁ ଅନୁରୋଧ କରାଯାଇଛି। ସଂଘର ସଭାପତି ଡ଼ଃ ସୁବାଷ ଚନ୍ଦ୍ର ପରିଡ଼ାଙ୍କ ଆହ୍ୱାନ କ୍ରମେ ସମସ୍ତ ସଦସ୍ୟ ଓ କ୍ରୀଡ଼ାପ୍ରେମୀଙ୍କୁ ଏହି ମାରାଥନରେ ଯୋଗଦେଇ “ଫିଟନେସ୍, ଏକତା ଓ ଜାତୀୟତା”ର ବାର୍ତ୍ତା ପ୍ରସାର କରିବାକୁ ଅନୁରୋଧ କରାଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଯୁବପିଢ଼ୀଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି ସହ ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହନ ମିଳିବ ବୋଲି ଆଶା କରାଯାଉଛି।

- my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha4
- ତ୍ରିରଙ୍ଗା ରେ ତ୍ରିରଙ୍ଗା ଛଳନା ରଙ୍ଗରେ ସାରା ଦୁନିଆ ରଙ୍ଗା1
- ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ1
- ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews1
- ଗଞ୍ଜାମ ଗୋଳାବନ୍ଧ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଗୋଳାବନ୍ଧ ଓ ଛେଳିଗଡ଼ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ ପ୍ୟାକେଜ୍ ଘୋଷଣା କରାଯାଇଛି । ଗୋପାଳପୁର ନିର୍ବାଚନ ମଣ୍ଡଳୀର ଗୋଳାବନ୍ଧର ନୋଳିଆ ବିସ୍ଥାପିତ ପରିବାରଙ୍କୁ ମିଳିଛି ବଡ଼ ଆଶ୍ୱାସନା । ଗଞ୍ଜାମ ଗୋଳାବନ୍ଧ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଗୋଳାବନ୍ଧ ଓ ଛେଳିଗଡ଼ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ ପ୍ୟାକେଜ୍ ଘୋଷଣା କରାଯାଇଛି ।1
- ନୟାଗଡ଼ରେ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ଆନ୍ଦୋଳନ ବେଳେ ଉତ୍ତେଜନା ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଉତ୍ତେଜନା1
- my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha4
- ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।1