Shuru
Apke Nagar Ki App…
ସଫଳ ଦିଗରେ ଆମେରିକା ଓ ଇରାନ ଆଲୋଚନା ହେଉ ଥିଵାର ସୂଚନା ରହୁଛି ଫଳାଫଳ ଆଗକୁ ଜଣା ପଡିବ ଶାନ୍ତି ପ୍ରତିଷ୍ଠା ପାଇଁ ଇସଲାମାବାଦରେ ହେବ ବୈଠକ ବିଭିନ୍ନ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆମେରିକା ଓ ଇରାନର ପ୍ରତିନିଧୂ ଦଳ ଚଳିତ ସପ୍ତାହ ଶେଷ ସୁଦ୍ଧା ଇସଲାମାବାଦରେ ଏକାଠି ହେବେ
ମାନସ କୁମାର ଦାସ
ସଫଳ ଦିଗରେ ଆମେରିକା ଓ ଇରାନ ଆଲୋଚନା ହେଉ ଥିଵାର ସୂଚନା ରହୁଛି ଫଳାଫଳ ଆଗକୁ ଜଣା ପଡିବ ଶାନ୍ତି ପ୍ରତିଷ୍ଠା ପାଇଁ ଇସଲାମାବାଦରେ ହେବ ବୈଠକ ବିଭିନ୍ନ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆମେରିକା ଓ ଇରାନର ପ୍ରତିନିଧୂ ଦଳ ଚଳିତ ସପ୍ତାହ ଶେଷ ସୁଦ୍ଧା ଇସଲାମାବାଦରେ ଏକାଠି ହେବେ
More news from ଓଡ଼ିଶା and nearby areas
- Post by NEWS MANORANJAN1
- Post by Darbar Tv1
- ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ପ୍ରତିଯୋଗୀ କଲେ ଜଗା ଦର୍ଶନ #FeminaMissIndia #SJTA #Srimandir1
- ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୂଳିଙ୍ଗି ଗ୍ରାମ ପଞ୍ଚାୟତର ତେଲାପଲ୍ଲୀ ଗ୍ରାମରେ ବହୁ ପ୍ରାଚୀନ କାଳରୁ ଗାଁ ଶେଷ ମୁଣ୍ଡରେ ପୂଜା ପାଉଥିବା ଏକ ଦେବୀ ବା ଶକ୍ତି ସଂକେତ ପ୍ରତିମା l ଏକ ପଥରରେ ସିନ୍ଦୂର ଆଦି ବୋଳି ତାହା ଚାରିପଟେ ମାଟି ଘୋଡାରେ ସଜାଇ ଶଙ୍ଖା, ଶାଢିରେ ସଜାଇ ପ୍ରତୀକାତ୍ମକ ଭାବେ ପୂଜା କରାଯାଏ l ମା ମାଳୁଆଣି, ବୁଢ଼ୀ ଠାକୁରାଣୀ, ନେଲା ଆମ୍ମା , ଚଞ୍ଚଳା ଆମ୍ମମା ଗ୍ରାମଦେବତୀ ରୂପରେ ପୂଜା ପାଇ ଆସୁଛନ୍ତି l ତେଲାପଲ୍ଲୀ ଗ୍ରାମର ସେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ହୋଇଥିବାରୁ ପ୍ରତ୍ୟେକଶୁଭ କାର୍ଯ୍ୟ ଯଥା ବିବାହ ବ୍ରତ ଆଦି କାର୍ଯ୍ୟରେ ପ୍ରଥମେ ମାଙ୍କ ପାଖରେ ଶରଣଗତ ହୋଇଥାନ୍ତି l ମା ମାଳୁଆଣି ପ୍ରତ୍ୟକ୍ଷ ଠାକୁରାଣୀ ଡାକିଲେ ଶୁଣନ୍ତି l ପ୍ରତ୍ୟକ୍ଷ ଠାକୁରାଣୀ ବୋଲି ଚାରିଆଡ଼େ ମାଆଙ୍କର ହୁରିପଡେ l ଲୋକମାନଙ୍କର ଅଗାଧ ବିଶ୍ବାସକୁ ମା ପଣତକାନିରେ ଘୋଡାଇ ଅନନ୍ତ ଚକ୍ଷୁର ଆଡୁଆଳରେ ଗ୍ରାମର ପ୍ରତ୍ୟେକ ବ୍ୟକ୍ତିଙ୍କୁ ରଖିଛନ୍ତି l ମାଙ୍କର ଇତିହାସ ଜେଜେ ମାଙ୍କ ଗପ ପେଡିରୁ କେବେ ସରିନି ତ ସତ ସେହିପରି ଅଲୌକିକ ଘଟଣା ଗ୍ରାମବାସୀଙ୍କ ଜୀବନରେ ଘଟିଛି l ସେହି ମାଳୁଆଣି ମାଆଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଗଞ୍ଜାମର ସୁପରିଚିତ ଜଣା ଶୁଣା ମଞ୍ଚ ନାଟ୍ୟ ନିର୍ଦ୍ଦେଶକ ଗୁରୁ ଶ୍ରୀ CH.ରାଜୀବ ଲୋଚନ ରେଡ୍ଡୀ ସାରଙ୍କ ଜନ୍ମ ମାଟି ତେଲାପଲ୍ଲୀ ଅଜି ଚଳ ଚଞ୍ଚଳ l ଗ୍ରାମବାସୀଙ୍କ ଆନନ୍ଦ ନ କହିଲେ ସରେ ଚଳିତ ୨୦.୦୪.୨୦୨୬ ସୋମବାର ଠାରୁ ୨୪.୦୪.୨୦୨୬ ଶୁକ୍ରବାର ପର୍ଯ୍ୟନ୍ତ ପଞ୍ଚଦିନ ବ୍ୟାପି ତେଲାପଲ୍ଲୀ ଗ୍ରାମରେ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ l ପ୍ରତି ଦିନ ଘୃତ ଯଜ୍ଞ , ଅର୍ଣ୍ଣ ଯଜ୍ଞ, ନାମ ଯଜ୍ଞ, ଜ୍ଞାନଯଜ୍ଞାଦି ମହା ସମରରେ ଅନୁଷ୍ଠିତ ହବ ସେଥିରେ ମୂଖ୍ୟ ପଣ୍ଡିତ ସରୋଜ କୁମାର ଶତପଥି, ମୁଖ୍ୟ ପୁରୋହିତ କାଳୁ ଚରଣ ରଥ , ମହନ୍ତ ଶ୍ରୀ ସନାତନ ଦାସ ଜି ମହାରାଜ, ବାବାଜୀ ଶ୍ରୀ ନାରାୟଣ ଦାସ ଜି ମହାରାଜ ଯୋଗଦାନ ଦେଇ କାର୍ଯ୍ୟକୁ ସଫାଲ୍ୟ ମଣ୍ଡିତ କରିବେ l ସହପରିବାର ଓ ସବା ନ୍ଧବ ଉକ୍ତ ଧାର୍ମିକ ଅନୁଷ୍ଠାନରେ ସହଯୋଗ କରି ବିଭୁକୃପା ଲାଭ କରିବାକୁ ତେଲାପଲ୍ଲୀ ଗ୍ରାମବାସୀଙ୍କ ଓ ମଞ୍ଚ ନାଟ୍ୟ ନିର୍ଦ୍ଦେଶକ ଗୁରୁଶ୍ରୀ ରାଜୀବ ରେଡ୍ଡୀସାରଙ୍କ ଏକାନ୍ତ ନିବେଦନ l1
- Post by ରିପୋର୍ଟର:ବିଶ୍ୱଜିତ୍ ପଟ୍ଟନାୟକ...2
- Significant Women Empowerment and Support by PM Modi ji which is a historic step.1
- Post by SOUMYA RANJAN1
- Post by NEWS MANORANJAN1