Shuru
Apke Nagar Ki App…
କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ। କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ।
Live Odisha NewsUpdate District reporter
କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ। କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ।
More news from Odisha and nearby areas
- Post by SOUMYA RANJAN1
- Post by Manoj kumar baliyarsingh4
- Post by Rakesh Behera2
- ତା.15/04/2026 ରିଖ ପ୍ରକାଶିତ ସି ବି ଏସ ଇ ପରୀକ୍ଷା ଫଳରେ ପୁରୀ ଜିଲ୍ଲା ଉତ୍କର୍ଷତା ଦେଖାଇ ସାରା ରାଜ୍ୟ ରେ ଅନ୍ୟ ମାନଙ୍କ ପାଇଁ ଉଦାହରଣ ହୋଇଅଛି। ପୁରୀ ଜିଲ୍ଲା ମଦର୍ସ ପବ୍ଲିକ ସ୍କୁଲ, ଗୋରୁଆଳ ର ଛାତ୍ରୀ ଟିନା ରଥ ଶତ ପ୍ରତିଶତ (୫୦୦ ରୁ ୫୦୦) ନମ୍ବର ରଖି ରାଜ୍ୟ ତଥା ଦେଶରେ ପୁରୀ ଜିଲ୍ଲା ର ନାମ କୁ ନମ୍ବର ୧ ରେ ପ୍ରତିପାଦନ କରିଛନ୍ତି । ଏହି ଉତ୍କର୍ଷତା ପାଇଁ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଛାତ୍ରୀ ଟିନା ଙ୍କୁ ସମ୍ବର୍ଦ୍ଧନା ଦେବା ସହିତ ମାତା ରେଣୁପ୍ରଭା ଦାଶ ଓ ପିତା ସମୀର କୁମାର ରଥ ଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ଉକ୍ତ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀ ଏନ ତିରୁମାଲା ନାୟକ, ଜିଲ୍ଲା ଶିକ୍ଷଧିକାରୀ ଦୀପକ କୁମାର ପାଢ଼ୀ ଉପସ୍ଥିତ ଥିଲେ।ଏହି ଉତ୍କର୍ଷତା ପାଇଁ ପୁରୀ ଜିଲ୍ଲାର ନାମ ରଖି ଥିବାରୁ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଅଭିନନ୍ଦନ ଦେବା ସହିତ ଛାତ୍ରୀ ଟିନା ର ଭବିଷ୍ୟତ ଉତ୍ତୋରୋତ୍ତର ଉନ୍ନତି କାମନା କରିଛନ୍ତି। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର1
- 33 % reservation bill to empower status of living and living stutas upliftment.1
- Post by Darbar Tv1
- Post by SOUMYA RANJAN1
- Post by Darbar Tv1
- ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପ୍ରାଥମିକ କୃଷି ସେବା ସମବାୟ ସମିତି ପରିସରରେ ଆଜି ବାର୍ଷିକ ଅଧିବେସନ ସହ ବାର୍ଷିକ ବଜେଟ ଅଧିବେଶନ ଗୃହୀତ ହୋଇଯାଇଛି. ଏଥିରେ ସଭାପତି, ସମ୍ପାଦକ, ସମସ୍ତ ସଦସ୍ୟ ସଦସ୍ୟା, ମହିଳା ସଂଗଠନ ସଦସ୍ୟା ପ୍ରମୁଖ ଉପସ୍ଥିତ ହୋଇଥିଲେ. #krusi o krusak paribar #hindol nagarik foram #1