logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବରଗଡ଼ ନବ ନିର୍ମିତ ବଡ଼ଦାଣ୍ଡରେ ଶୁଣ୍ଢି ସମାଜ ପକ୍ଷରୁ ଭକ୍ତ ମାନଙ୍କୁ ପୋଡ଼ପିଠା(ଛେନାପୋଡ଼) ପ୍ରସାଦ ବଣ୍ଟନ। ଶୁଣ୍ଢି ସମାଜର ଛେନା ପୋଡ଼ ପ୍ରସାଦ ବଣ୍ଟନ। ବରଗଡ଼ ତା:୦୨.୦୮. ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ବରଗଡ଼ ନବ ନିର୍ମିତ ବଡ଼ଦାଣ୍ଡରେ ଶୁଣ୍ଢି ସମାଜ ପକ୍ଷରୁ ଭକ୍ତ ମାନଙ୍କୁ ପୋଡ଼ପିଠା(ଛେନାପୋଡ଼) ପ୍ରସାଦ ବଣ୍ଟନ କରାଯାଇଥିଲା । ସର୍ବ ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କ ଠାରେ ପୋଡ଼ପିଠା ଅର୍ପଣ କରାଗଲା ପରେ ଶ୍ରୀଗୁଣ୍ଡିଚା ଦର୍ଶନ ରେ ଆସିଥିବା ସମସ୍ତ ଭକ୍ତମାନଙ୍କୁ ଛେନାପୋଡ଼ ପ୍ରସାଦ ପାନୀୟ ଜଳ ବଣ୍ଟନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ସମାଜର ସଭାପତି ଶ୍ରୀ ଉଦ୍ଧବ ଚରଣ ବେହେରା ଓ ଉପଦେଷ୍ଟା ଡ଼. ପାଣ୍ଡବ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ସାବଧାନରେ ସମାଜର ନାରୀନେତ୍ରୀ ମାନଙ୍କ ଦ୍ୱାରା ଭକ୍ତ ମାନକୁ ପ୍ରସାଦ ବଣ୍ଟନ କରାଗଲା ,ବରଗଡ଼ ଶୁଣ୍ଢି ସମାଜର ଏହି ଅଭିନବ ପ୍ରୟାସ କୁ ସମସ୍ତେ ଭୂଷୟୀ ପ୍ରଶଂସା କରିଥିଲେ।ଏହି କାର୍ଯ୍ୟକ୍ରମକୁ ନାରୀ ସଭାପତି ଅନୁପମା ବେହେରା,ସୁଜାତା ବେହେରା,ମିଲିପମା ବେହେରା,ଦିପ୍ତିଲତା ବେହେରା,ରୋଜି ବେହେରା,ମୀନାକ୍ଷୀ ପରିଡ଼ା, ଦୀପମାଲା ସାହୁ,ରୀତା ବେହେରା,ସୁନୀତା ବେହେରା,ସଞ୍ଜୁ ବେହେରା,ସୀମା ବେହେରା, ସତ୍ୟପ୍ରିୟା ବେହେରା,ବବିତା ବେହେରା,ମାମି ସାହୁ,ଇନ୍ଦ୍ରାବତୀ ବେହେରା,ଅଶୋକ ପରିଡ଼ା,ହିମାଂଶୁ ବେହେରା,ସୁଧୀର ସାହୁ,ଗଣେଶ ବେହେରା,ମୋରାରଜୀ ସାହୁ,ଶିବ ବେହେରା,ନୀଳମାଧବ ସାହୁ,ଅଶୋକ ବେହେରା,ରବୀନ୍ଦ୍ର ସାହୁ,ଶରତ ବେହେରା, କୌସ୍ତବ ବେହେରା,ନିରଞ୍ଜନ ବେହେରା,ଅଶ୍ୱିନୀ ବେହେରା ସହଯୋଗ କରିଥିଲେ,ଆସନ୍ତା ବର୍ଷ ଏହି କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବାପାଇଁ ସମସ୍ତେ ମତ ଦେଇଥିଲେ ।

4 hrs ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•
4 hrs ago
7fd5f4f0-43c5-454f-a16e-662cc3736388

More news from Odisha and nearby areas
  • ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି । (ରିପୋର୍ଟ, ବିଭୁ ପ୍ରସାଦ ଶତପତି) ଢେଙ୍କାନାଳ ସଦର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଜଣେ ମହିଳା ପହଞ୍ଚି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି। ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟାର ଧମକ ମଧ୍ୟ ଦେଇଛନ୍ତି। ସୁଚନା ମୁତାବକ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଞ୍ଚଳର ଜନୈକା ମହିଳା ସେହି ଥାନା ଅଞ୍ଚଳ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଯୁବକ ବିବାହର ପ୍ରତିଶୃତି ଦେବାରୁ ତାଙ୍କ ସହିତ ମହିଳା ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ କିଛି ଦିନ ପରେ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମହିଳା HIV ସଂକ୍ରମିତ ଅଛନ୍ତି। ଏହାପରେ ଯୁବକ ମଧ୍ୟ HIV ସଂକ୍ରମିତ ହୋଇଥିବା ଜଣାପଡିଥିଲା। ହେଲେ ଯୁବକ ମହିଳାଙ୍କୁ ବିବାହ କରିବାକୁ ନାରାଜ।ଯୁବକ ଜଣଙ୍କ ଅନ୍ୟ ଯୁବତୀ ଓ ମହିଳାଙ୍କ ସହିତ ସମ୍ପର୍କ ରଖି ଏବେ କାମାକ୍ଷାନଗର ଅଞ୍ଚଳରେ HIV ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି ବୋଲି ମହିଳା ଅଭିଯୋଗ କରିଛନ୍ତି। ପୂର୍ବେ ବିବାହ ପାଇଁ ପ୍ରତିଶୃତି ଦେଇ ଥିବା ବେଳେ ଏଚ ଆଇବି ରେ ଆକ୍ରାନ୍ତ ଜାଣି ବିବାହ ପାଇଁ ଏବେ ରାଜି ନ ଥିବା ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି।
    1
    ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି
ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଅଭିଯୋଗ ନା ଧମକ.ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟା କରିଦେବି ।
(ରିପୋର୍ଟ, ବିଭୁ ପ୍ରସାଦ ଶତପତି)
ଢେଙ୍କାନାଳ ସଦର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।ଜଣେ ମହିଳା ପହଞ୍ଚି ଜିଲ୍ଲାପାଳଙ୍କୁ ଅଭିଯୋଗ କରିଛନ୍ତି। ମୋ ପ୍ରେମିକକୁ HIV ମୋତେ ବି HIV,ଆମକୁ ବାହା କରିଦିଅ ନ ହେଲେ ଆତ୍ମହତ୍ୟାର ଧମକ ମଧ୍ୟ ଦେଇଛନ୍ତି।
ସୁଚନା ମୁତାବକ କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଞ୍ଚଳର ଜନୈକା ମହିଳା ସେହି ଥାନା ଅଞ୍ଚଳ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ। ଯୁବକ ବିବାହର ପ୍ରତିଶୃତି ଦେବାରୁ ତାଙ୍କ ସହିତ ମହିଳା ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ କିଛି ଦିନ ପରେ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମହିଳା HIV ସଂକ୍ରମିତ ଅଛନ୍ତି। ଏହାପରେ ଯୁବକ ମଧ୍ୟ HIV ସଂକ୍ରମିତ ହୋଇଥିବା ଜଣାପଡିଥିଲା। ହେଲେ ଯୁବକ ମହିଳାଙ୍କୁ ବିବାହ କରିବାକୁ ନାରାଜ।ଯୁବକ ଜଣଙ୍କ ଅନ୍ୟ ଯୁବତୀ ଓ ମହିଳାଙ୍କ ସହିତ ସମ୍ପର୍କ ରଖି ଏବେ କାମାକ୍ଷାନଗର ଅଞ୍ଚଳରେ HIV ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି ବୋଲି ମହିଳା ଅଭିଯୋଗ କରିଛନ୍ତି। ପୂର୍ବେ ବିବାହ ପାଇଁ ପ୍ରତିଶୃତି ଦେଇ ଥିବା ବେଳେ ଏଚ ଆଇବି ରେ ଆକ୍ରାନ୍ତ ଜାଣି ବିବାହ ପାଇଁ ଏବେ ରାଜି ନ ଥିବା ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    7 hrs ago
  • ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ। ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
    1
    ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
ଲଗାଣ ବର୍ଷାରେ ଧୋଇଗଲା ଧାନ ପହ୍ଲା।ଚାଷ କୁ ନେଇ ଚାଷୀଙ୍କ ଙ୍କ ଚିନ୍ତା। ସରକାରୀ ସହାୟତା ପାଇଁ ସରକାରଙ୍କୁ ନିବେଦନ।
    user_Lili Bhue
    Lili Bhue
    ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    4 hrs ago
  • ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା। ସୁବର୍ଣ୍ଣପୁର ଜିଲ୍ଲାରେ ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।
    1
    ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।
ସୁବର୍ଣ୍ଣପୁର ଜିଲ୍ଲାରେ ସୋନପୁର ସହରର ଟାଉନ ହଲ ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। tanusha ପରିବାର ଦ୍ୱାରା।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    7 hrs ago
  • ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ #rishitv #sambalpuri #days #sambalpur #paschimodisha #news #odisha #cm #MohanCharanMajhi #wishes
    1
    ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟ ମନ୍ତ୍ରୀ ଶ୍ରୀ 
ମୋହନ ଚରଣ ମାଝୀ 
#rishitv #sambalpuri #days #sambalpur 
#paschimodisha #news #odisha #cm
#MohanCharanMajhi #wishes
    user_Ranjan hota
    Ranjan hota
    Sonepur, Odisha•
    22 hrs ago
  • କାନ୍ଥ ପଡ଼ି ବୁଧାଗୁରୁତ୍ତର, ଉଧାର କଳା ଅଗ୍ନିଷ। ବାହୀନି l ଏଭଳି ଏକ ଘଟଣା ଘଟୁଛି ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନାଏକ୍ ପଡ଼ା ଗ୍ରାମରେ
    1
    କାନ୍ଥ ପଡ଼ି ବୁଧାଗୁରୁତ୍ତର, ଉଧାର କଳା ଅଗ୍ନିଷ। ବାହୀନି l ଏଭଳି ଏକ ଘଟଣା ଘଟୁଛି ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନାଏକ୍ ପଡ଼ା ଗ୍ରାମରେ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    43 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.