ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ଯାଏଁ ଚାଲିବ ଏହି ବଜେଟ ଅଧିବେଶନ। ପ୍ରଥମ ଦିନରେ ବିଧାନସଭାରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ନିଜର ଅଭିଭାଷଣ ରଖିଥିଲେ। ଜୟ ଜଗନ୍ନାଥ କହି ବିଧାନସଭାରେ ଅଭିଭାଷଣ ଆରମ୍ଭ କରିଥିଲେ ରାଜ୍ୟପାଳ। ଦିବଂଗତ ଓ ସହିଦ ଅଧିକାରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ରାଜ୍ୟପାଳ। ୨୦୩୬ରେ ଓଡ଼ିଶା ଗଠନକୁ ଶହେବର୍ଷ ପୂରିବ। ଏହାକୁ ଦୃଷ୍ଟିରେ ରଖି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ୨୦୩୬ ସୁଦ୍ଧା ଓଡ଼ିଶାକୁ ୫ଶହ ବିଲିୟନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଡଲାର ଅର୍ଥନୀତିରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଥିବା ରାଜ୍ୟପାଳ କହିଥିଲେ। ରାଜ୍ୟପାଳ ଆହୁରି କହିଥିଲେ ଯେ, ଓଡ଼ିଶାରେ ଦୁଇଟି ଅତ୍ୟାଧୁନିକ ସେମିକଣ୍ଡକ୍ଟର ୟୁନିଟ ସ୍ଥାପନକୁ ଅନୁମୋଦନ କରାଯାଇଛି। ୨୦୪୭ ସୁଦ୍ଧା ମୁଣ୍ଡପିଛା ଆୟ ୩୨ ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ବହୁମୁଖୀ ଦାରଦ୍ର୍ୟକୁ ୫ ପ୍ରତିଶତକୁ କମାଇବା ଉପରେ ଗୁରୁତ୍ୱ ଦିଆଯାଇଛି। ମହିଳା ଶ୍ରମଶକ୍ତି ଅଂଶଗ୍ରହଣକୁ ୭୦ ପ୍ରତିଶତ ବୃଦ୍ଧି ଲକ୍ଷ୍ୟ ରହିଛି।

- nuapata word no 04 bmc1
- ଭୁବନେଶ୍ୱର ପିମଜି ଠାରେ CT & B.Ed ବେକାରୀ ପକୋଡ଼ି ବିକି ଅଭିନଵ ପ୍ରତିବାଦ1
- ଭୁବନେଶ୍ୱର: ମଙ୍ଗଳବାରଠୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ମୋନ ଚରଣ ମାଝୀଙ୍କ ସମେତ ବିଭିନ୍ନ ଦଳର ବିଧାୟକମାନେ ଗୃହରେ ନିର୍ଦ୍ଧାରିତ ସମୟରେ ପ୍ରବେଶ କରିଥିଲେ। ଦେଖନ୍ତୁ ଭିଡିଓ।1
- Post by Thabira Majhi1
- Post by Gagan Bhoi1
- ଓଡିଶା ରେ ହେବ କ୍ଲିନ୍ ଟେକ୍ ଏକ୍ସପୋ1
- ବ୍ୟାଟେରୀ ଚାଳିତ ଗାଡ଼ି ଅଫିସ୍ କୁ ଫୋନ୍ ଆସୁଥିଲେ ମଧ୍ୟ ଫୋନ ଉଠାଉନାହାନ୍ତି କର୍ମଚାରୀ। ନିଘୋଡ଼ ନିଦରେ ଶୋଇ ପରି ରାଇଜକୁ ବୁଲିବାକୁ ଯାଇଛନ୍ତି କର୍ମଚାରୀ। ଜରୁରୀକାଳୀନ ସେବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ି ଅଫିସକୁ ରୋଗୀ ମାନେ ଫୋନ କଲେ ମଧ୍ୟ ଫୋନ ଉଠାଉନାହାନ୍ତି କର୍ମଚାରୀ।1
- ବିଜେଡି ସରକାର ଚଣ୍ଡିଖୋଲ ଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ଦ୍ଵିତୀୟ କ୍ୟାମ୍ପସ ଆରମ୍ଭ ହୋଇଥିଲା। ଦେଢ଼ ବର୍ଷ ହେଲା ସେ ବିଲଡିଂଗୁଡିକ ଭୁତ କୋଠି ହୋଇସାରିଲଣି।1