Shuru
Apke Nagar Ki App…
ସୁନ୍ଦର ଗଡ଼ ଜ଼ିଲ୍ଲା ବଣାଇ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଥିବା ବେଳେ ଘର ଭାଙ୍ଗି ଫସଲ ନଷ୍ଟ କରୁଛି ସୁନ୍ଦର ଗଡ଼ ଜ଼ିଲ୍ଲା ବଣାଇ ଅଞ୍ଚଳରେ ପୁଣି ହାତୀ ଆତଙ୍କ ଖେଳି ଯାଇଛି l ବଣାଇ ବ୍ଲକର ବିଭିନ୍ନ ଅଞ୍ଚଳରେ ହାତୀ ଆତଙ୍କ ଖେଳାଉଥିବା ବେଳେ ଘର ଦ୍ୱାର ଭାଙ୍ଗି ଫସଲ ନଷ୍ଟ କରୁଛି l ବନ ବିଭାଗ ଘଉଡ଼ାଇବା ପାଇଁ ଚେଷ୍ଟା କଲେ ମଧ୍ୟ ବିଫଳ ହେଉଛି l ବାରମ୍ବାର ହାତୀ ଆସିବା ଯୋଗୁଁ ଧାନ ଫସଲ ନଷ୍ଟ କରିବା ସହିତ ଘର ଦ୍ୱାର ଭାଙ୍ଗି ଦେଉଥିବା କାରଣରୁ ଲୋକେ ଭୟଭୀତ ହେଉଛନ୍ତି l ବନ କର୍ମଚାରୀ ନିଆଁ ହୁଳା ଦେଖାଇ ଘଉଡ଼ାଇବା ପାଇଁ ଚେଷ୍ଟା କଲେ ମଧ୍ୟ ହାତୀ ଯିବାର ନା ଧରୁନି l ଗ୍ରାମ୍ୟ ଜଙ୍ଗଲ ଭିତରକୁ ନ ଯିବାକୁ ଜନ ସାଧାରଣଙ୍କୁ ବାରଣ କରା ଯାଉଛି l ବେଳେ ବେଳେ ହାତୀ ସହର ଭିତରକୁ ପଶି ଆସି ଉତ୍ପାତ ମଚାଉଛି l ତେଣୁ ତୁରନ୍ତ ହାତୀକୁ ଅନ୍ୟତ୍ର ପଠାଇବାକୁ ଜନ ସାଧାରଣ ଦାବୀ କରୁଛନ୍ତି l
ପ୍ରଦୀପ କୁମାର ସାହୁ
ସୁନ୍ଦର ଗଡ଼ ଜ଼ିଲ୍ଲା ବଣାଇ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଥିବା ବେଳେ ଘର ଭାଙ୍ଗି ଫସଲ ନଷ୍ଟ କରୁଛି ସୁନ୍ଦର ଗଡ଼ ଜ଼ିଲ୍ଲା ବଣାଇ ଅଞ୍ଚଳରେ ପୁଣି ହାତୀ ଆତଙ୍କ ଖେଳି ଯାଇଛି l ବଣାଇ ବ୍ଲକର ବିଭିନ୍ନ ଅଞ୍ଚଳରେ ହାତୀ ଆତଙ୍କ ଖେଳାଉଥିବା ବେଳେ ଘର ଦ୍ୱାର ଭାଙ୍ଗି ଫସଲ ନଷ୍ଟ କରୁଛି l ବନ ବିଭାଗ ଘଉଡ଼ାଇବା ପାଇଁ ଚେଷ୍ଟା କଲେ ମଧ୍ୟ ବିଫଳ ହେଉଛି l ବାରମ୍ବାର ହାତୀ ଆସିବା ଯୋଗୁଁ ଧାନ ଫସଲ ନଷ୍ଟ କରିବା ସହିତ ଘର ଦ୍ୱାର ଭାଙ୍ଗି ଦେଉଥିବା କାରଣରୁ ଲୋକେ ଭୟଭୀତ ହେଉଛନ୍ତି l ବନ କର୍ମଚାରୀ ନିଆଁ ହୁଳା ଦେଖାଇ ଘଉଡ଼ାଇବା ପାଇଁ ଚେଷ୍ଟା କଲେ ମଧ୍ୟ ହାତୀ ଯିବାର ନା ଧରୁନି l ଗ୍ରାମ୍ୟ ଜଙ୍ଗଲ ଭିତରକୁ ନ ଯିବାକୁ ଜନ ସାଧାରଣଙ୍କୁ ବାରଣ କରା ଯାଉଛି l ବେଳେ ବେଳେ ହାତୀ ସହର ଭିତରକୁ ପଶି ଆସି ଉତ୍ପାତ ମଚାଉଛି l ତେଣୁ ତୁରନ୍ତ ହାତୀକୁ ଅନ୍ୟତ୍ର ପଠାଇବାକୁ ଜନ ସାଧାରଣ ଦାବୀ କରୁଛନ୍ତି l
More news from ଓଡ଼ିଶା and nearby areas
- ମୋହନ ଚରଣ ମାଝୀ : ଭୋଟ ବ୍ୟାଙ୍କ ନୁହନ୍ତି, ମହିଳା ହେଉଛନ୍ତି ଶକ୍ତି ସ୍ୱରୂପିଣୀ । ପୁର୍ବ ସରକାରରେ ମହିଳାମାନଙ୍କୁ କେବଳ ରାଜନୈତିକ ସାଧନ ପାଇଁ ଉପଯୋଗ କରୁଛନ୍ତି । ମୋହନ ଚରଣ ମାଝୀ : ଭୋଟ ବ୍ୟାଙ୍କ ନୁହନ୍ତି, ମହିଳା ହେଉଛନ୍ତି ଶକ୍ତି ସ୍ୱରୂପିଣୀ । ପୁର୍ବ ସରକାରରେ ମହିଳାମାନଙ୍କୁ କେବଳ ରାଜନୈତିକ ସାଧନ ପାଇଁ ଉପଯୋଗ କରୁଛନ୍ତି । ସମ୍ବଲପୁର, ଓଡ଼ିଶା #Sambalpur #Odisha1
- ଚାଷୀଙ୍କ ସାଥୀ - ବରଗଡ଼ ଆରଏମସି ,ସମସ୍ତ ଚାଷୀ ଭାଇ ମାନଙ୍କୁ ନୁଆଁଖାଇର ଶୁଭେଚ୍ଛା ଓ ଅଭିନନ୍ଦନ.... ଚାଷୀଙ୍କ ସାଥୀ - ବରଗଡ଼ ଆରଏମସି ,ସମସ୍ତ ଚାଷୀ ଭାଇ ମାନଙ୍କୁ ନୁଆଁଖାଇର ଶୁଭେଚ୍ଛା ଓ ଅଭିନନ୍ଦନ....1
- ଢେଙ୍କାନାଳ ଇଫୁନା ଓ ଇଫୁନା ପକ୍ଷରୁ ବିଶ୍ଵ ଗଣତନ୍ତ୍ର ଦୀବସ ୨୦୨୬ ପାଳିତ ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ।ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" "ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ" "ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ" ଢେଙ୍କାନାଳ : ତା.୧୬.୦୯.୨୦୨୬ରିଖ : ( ) :ସ୍ଥାନୀୟ ଉଫୁନା କାର୍ଯ୍ୟାଳୟରେ ପ୍ରାତଃ ୦୮ ଘଟିକା ସମୟରେ ଇଣ୍ଡିଆନ୍ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନ୍ ସ୍ ଆସୋସିଏସନ୍(ଇଫୁନା) ଓ ଉତ୍କଳ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ (ଉଫୁନା) ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଅନୁଷ୍ଠିତ ସଭାକୁ ଇଫୁନାର ମହାସଚିବ ତଥା ୱାର୍ଲ୍ଡ ଫେଡରେସନ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ ର ଭାଇସ୍ ଚେୟାରମ୍ୟାନ୍ ସୁରେଶ ଶ୍ରୀବାସ୍ତବ ଓ ଇଫୁନାର ଜାତୀୟ ଉପ-ସଭାପତି ତଥା ଉଫୁନାର ରାଜ୍ୟ ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଥିଲେ।ଉଫୁନାର ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ।ଅନ୍ୟତମ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ପୂର୍ବତନ ବିଚାରପତି ଭିକାରୀ ଚରଣ ରାଉତ ସ୍ଵୀୟ ବକ୍ତବ୍ୟରେ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ । ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" ବୋଲି ଦୃଢ଼ ମତବ୍ୟକ୍ତ କରିଥିଲେ।ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ,ଡ.ପ୍ରମୋଦ କୁମାର ନାୟକ,ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ସମ୍ପାଦକ ସରୋଜ ଶତପଥୀ,ସଭାପତିତ୍ୱ କରିଥିବା ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ,ପରିବେଶବିତ୍ ଉପେନ୍ଦ୍ର ରାଉତ,ଡ.ଅନୁପମା ମିଶ୍ର,ଡା.ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଓ ଅନ୍ୟତମ ସମ୍ମାନିତ ବକ୍ତା ଭାବରେ ସ୍ଵୀୟ ସ୍ଵୀୟ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରି ଗୋଟିଏ ଓଡ଼ିଆ ସନେଟ୍ ଓ ଗୋଟିଏ ଇଂରାଜୀ ସନେଟ୍ ଆବୃତ୍ତି କରିଥିଲେ ଓ ସ୍ୱୀୟ ବକ୍ତବ୍ୟରେ ବିଶ୍ୱ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୫ ତାରିଖରେ ସାରା ବିଶ୍ୱରେ ପାଳିତ ହୁଏ।ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦୦୭ ମସିହାରେ ଏହି ଦିବସର ଶୁଭାରମ୍ଭ କରାଯାଇଥିଲା।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ଗଣତାନ୍ତ୍ରିକ ପ୍ରକ୍ରିୟା,ମୂଲ୍ୟବୋଧ ଏବଂ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ତଥା ମଜଭୁତ କରିବା।ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ।ଏଥିରେ ଜନମତ ଓ ସ୍ୱାଧୀନତାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥାଏ।ଭାରତ ପରି ଏକ ବିଶାଳ ଗଣତାନ୍ତ୍ରିକ ଦେଶରେ ଏହି ଦିବସର ଗୁରୁତ୍ୱ ଅନେକ ଅଧିକ।ଏହି ଅବସରରେ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ବିଭିନ୍ନ ଅନୁଷ୍ଠାନରେ ସଚେତନତା ସଭା ଓ ଆଲୋଚନାଚକ୍ର ଆୟୋଜନ କରାଯାଏ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ କହିଥିଲେ ଯେ ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ।ବର୍ତ୍ତମାନ ସମୟରେ ଗଣତନ୍ତ୍ର ସମ୍ମୁଖରେ ଅନେକ ଆହ୍ୱାନ ରହିଛି,ଯେପରିକି ଦୁର୍ନୀତି,ଅଶିକ୍ଷା ଏବଂ ସାମାଜିକ ଅସମାନତା।ସମସ୍ତ ବକ୍ତାମାନଙ୍କ ଚିନ୍ତାଧାରା ଅନୁଯାୟୀ,ଯୁବପିଢ଼ି ଶିକ୍ଷିତ ଓ ସଚେତନ ହେଲେ ହିଁ ଗଣତନ୍ତ୍ର ଅଧିକ ସୁଦୃଢ଼ ହୋଇପାରିବ।ଏହି ଦିବସରେ ଆମେ ସମସ୍ତେ ମିଳିମିଶି ଆମର ଗଣତାନ୍ତ୍ରିକ ଅଧିକାର ଓ କର୍ତ୍ତବ୍ୟକୁ ସଠିକ୍ ଭାବେ ପାଳନ କରିବା ପାଇଁ ସଂକଳ୍ପ ନେବା ଉଚିତ ବୋଲି ପ୍ରକାଶ କରିଥିଲେ।ଏହି ସଭାରେ ସାର୍ଥକ ପଟ୍ଟନାୟକ, ଇଂ.ଅବିନାଶ ଦାସ,ଇଂ.ଯୁଧିଷ୍ଟିର ସାହୁ,ଲକ୍ଷ୍ମୀଧର ଶତପଥୀ, ବିପିନ ବିହାରୀ ବେହେରା,ତରୁଣ କୁମାର ବିଶ୍ୱାଳ,ବସନ୍ତ କୁମାର ବିଶ୍ୱାଳ,ରବିନାରାୟଣ ପଟ୍ଟନାୟକ,ଲକ୍ଷ୍ମୀଧର ଶତପଥୀ,ଗିରିଶ ଚନ୍ଦ୍ର ସାମଲ,ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ଲକ୍ଷ୍ମୀଧର ବାରିକ,ଦିଲ୍ଲୀପ କୁମାର ସାହୁ,ଶ୍ରୀକାନ୍ତ କୁମାର ସାହୁ ଓ ଅକାନନ୍ଦ ଭୋଳ ପ୍ରମୁଖ ଉଫୁନାର ସମସ୍ତ ଶତାଧିକ ସହଯୋଗୀ ସଦସ୍ୟା,ସଦସ୍ୟ ମଧ୍ୟ ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଏଥିରେ ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ। ସମାଜସେବୀ ସରୋଜ କୁମାର ଶତପଥି ସ୍ୱାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋକୁଳ ଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ।ଏହି ସଭାରେ ଢେଙ୍କାନାଳ ଜିଲ୍ଲାର କୋଣ ଅନୁକୋଣରୁ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦାନ କରି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।1
- ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର1
- ସତ୍ୟରମ୍ଭା ନାଟ୍ୟ କଳା ସଂସଦର କଳାକାରଙ୍କୁ ନେଇ ନୁଆଁଖାଇ ଭେଟଘାଟ ସତ୍ୟରମ୍ଭା ନାଟ୍ୟ କଳା ସଂସଦର କଳାକାରଙ୍କୁ ନେଇ ନୁଆଁଖାଇ ଭେଟଘାଟ ବରପାଲି : ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତ୍ୟରମ୍ଭା ନାଟ୍ୟ କଳା ସଂସଦ, ସତଲମାର ୮୦ ଓ ୯୦ ଦଶକର ବହୁଚର୍ଚ୍ଚିତ ନାଟକ ‘ସାବତମା’ ଏବଂ ନାଟିକା ‘ମହିଷାସୁର ବଧ’ର କଳାକାରମାନଙ୍କୁ ନେଇ ଏକ ନିଆରା ନୁଆଁଖାଇ ଭେଟଘାଟ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ଗଣେଶ ପୂଜା କମିଟି ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ବିଜୟ ପାତ୍ର ଓ ବିଘ୍ନେଶ ସାହୁ ଏହାର ଆୟୋଜନରେ ପ୍ରମୁଖ ଭୂମିକା ନେଇଥିଲେ। ଦିନେଶ ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବାବେଳେ ପଙ୍କଜ ସାହୁ, ସରୋଜ ସାହୁ, ସଂଜୀବ ପଣ୍ଡା ଓ ସୁନୀଲ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି ଅବସରରେ ସତ୍ୟରମ୍ଭା ନାଟ୍ୟ କଳା ସଂସଦ ସହ ଜଡ଼ିତ ଦିବଂଗତ କଳାକାରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ପୁରୁଣା ଓ ନୂଆ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୁରୁଣା କଳାକାରମାନଙ୍କ ସ୍ମୃତିଚାରଣ ସହ ନାଟ୍ୟ ଜଗତରେ ସେମାନଙ୍କ ଅବଦାନକୁ ମଧ୍ୟ ସ୍ମରଣ କରାଯାଇଥିଲା। ଅନ୍ୟପକ୍ଷରେ, ସତ୍ୟରମ୍ଭା ନାଟ୍ୟ କଳା ସଂସଦର ବହୁଚର୍ଚ୍ଚିତ ନାଟକ ‘ସାବତମା’ର ୫୦ ବର୍ଷ ପୂର୍ତ୍ତି ଅବସରରେ ଆଗାମୀ ଦିନରେ ଏହି ନାଟକକୁ ପୁଣିଥରେ ମଞ୍ଚସ୍ଥ କରିବା ନେଇ କାର୍ଯ୍ୟକ୍ରମରେ ସହମତି ପ୍ରକାଶ ପାଇଥିଲା। ଏହି ନିଷ୍ପତ୍ତି ପୁରୁଣା ନାଟ୍ୟ କଳାକାରଙ୍କ ସ୍ମୃତିକୁ ପୁନର୍ଜୀବିତ କରିବା ସହ ନୂଆ ପିଢ଼ିକୁ ମଞ୍ଚ କଳା ସହ ଯୋଡ଼ିବାରେ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା।1
- 📰 रेलवे ट्रैक पर बकरियों का झुंड, ट्रेन के आगे आने से कई बकरियों की मौत; बड़ा हादसा टला प्रतापगढ़: कुंडा के हथिगवां थाना क्षेत्र के कृष्णा राम का पुरवा, बिसाहिया के पास रेलवे लाइन पर आज बड़ी लापरवाही का मामला सामने आया। लखनऊ से प्रयाग जंक्शन जा रही इंटरसिटी एक्सप्रेस के सामने अचानक बकरियां आ गईं। बताया जा रहा है कि कृष्णा राम का पुरवा गांव के दो लोगों की बकरियां रेलवे ट्रैक पर पहुंच गई थीं। ट्रेन के सामने आने से कई बकरियां चपेट में आ गईं। स्थानीय लोगों के मुताबिक, 30 से अधिक बकरियों के कटने की बात सामने आ रही है, हालांकि मृत बकरियों की वास्तविक संख्या की आधिकारिक पुष्टि अभी नहीं हुई है। बताया जा रहा है कि ट्रेन चालक की सूझबूझ से बड़ा हादसा टल गया। यदि समय रहते ट्रेन को नियंत्रित नहीं किया जाता, तो स्थिति और गंभीर हो सकती थी। स्थानीय लोगों का आरोप है कि रेलवे ट्रैक के आसपास इस तरह की घटनाएं पहले भी होती रही हैं। बावजूद इसके सुरक्षा व्यवस्था और निगरानी को लेकर सवाल उठ रहे हैं। लोगों का कहना है कि यदि कुंडा जीआरपी और रेलवे प्रशासन ने समय रहते ध्यान नहीं दिया, तो भविष्य में किसी बड़े हादसे से इनकार नहीं किया जा सकता। फिलहाल, घटना को लेकर जिम्मेदार अधिकारियों की कार्रवाई और बकरियों के रेलवे ट्रैक तक पहुंचने की परिस्थितियों को लेकर स्थानीय स्तर पर सवाल उठ रहे हैं। 📰 रेलवे ट्रैक पर बकरियों का झुंड, ट्रेन के आगे आने से कई बकरियों की मौत; बड़ा हादसा टला प्रतापगढ़: कुंडा के हथिगवां थाना क्षेत्र के कृष्णा राम का पुरवा, बिसाहिया के पास रेलवे लाइन पर आज बड़ी लापरवाही का मामला सामने आया। लखनऊ से प्रयाग जंक्शन जा रही इंटरसिटी एक्सप्रेस के सामने अचानक बकरियां आ गईं। बताया जा रहा है कि कृष्णा राम का पुरवा गांव के दो लोगों की बकरियां रेलवे ट्रैक पर पहुंच गई थीं। ट्रेन के सामने आने से कई बकरियां चपेट में आ गईं। स्थानीय लोगों के मुताबिक, 30 से अधिक बकरियों के कटने की बात सामने आ रही है, हालांकि मृत बकरियों की वास्तविक संख्या की आधिकारिक पुष्टि अभी नहीं हुई है। बताया जा रहा है कि ट्रेन चालक की सूझबूझ से बड़ा हादसा टल गया। यदि समय रहते ट्रेन को नियंत्रित नहीं किया जाता, तो स्थिति और गंभीर हो सकती थी। स्थानीय लोगों का आरोप है कि रेलवे ट्रैक के आसपास इस तरह की घटनाएं पहले भी होती रही हैं। बावजूद इसके सुरक्षा व्यवस्था और निगरानी को लेकर सवाल उठ रहे हैं। लोगों का कहना है कि यदि कुंडा जीआरपी और रेलवे प्रशासन ने समय रहते ध्यान नहीं दिया, तो भविष्य में किसी बड़े हादसे से इनकार नहीं किया जा सकता। फिलहाल, घटना को लेकर जिम्मेदार अधिकारियों की कार्रवाई और बकरियों के रेलवे ट्रैक तक पहुंचने की परिस्थितियों को लेकर स्थानीय स्तर पर सवाल उठ रहे हैं।1
- ବେଲପାହାଡ଼ ରେଳଷ୍ଟେସନସ୍ଥିତ ଗଣେଷ ମଣ୍ଡପରେ ମହା ଆଡମ୍ବର ଏବଂ ଧୂମଧାମ ରେ ପ୍ରଭୁ ଗଜାନନଙ୍କ ପୂଜା ଅନୁଷ୍ଠିତ। GaneshChaturthi2026 RlyStationMarket Belpahad ବେଲପାହାଡ଼ ରେଳଷ୍ଟେସନସ୍ଥିତ ଗଣେଷ ମଣ୍ଡପରେ ମହା ଆଡମ୍ବର ଏବଂ ଧୂମଧାମ ରେ ପ୍ରଭୁ ଗଜାନନଙ୍କ ପୂଜା ଅନୁଷ୍ଠିତ।1
- GRIDCO PPA(power purchase Agreement ) ସ୍ୱା କ୍ଷରିତ ହୋଇଛି ଓଡ଼ିଶାର କୋରାପୁଟରେ ଉପରେ ସୌର ପ୍ୟାନେଲ୍, ତଳେ ଚାଷ!! ଭାରତର ଅନ୍ୟତମ ପ୍ରଥମ ଧରଣର ୧ ମେଗାୱାଟ୍ ଚାଷୀ-ନେତୃତ୍ୱାଧୀନ Agri-PV ପାଇଲଟ୍ ପ୍ରକଳ୍ପ ଓଡ଼ିଶାର କୋରାପୁଟରେ ଆରମ୍ଭ ହେବାକୁ ଯାଉଛି। ଏହି ପ୍ରକଳ୍ପରେ ଫସଲ ଚାଷ ସହିତ ସ୍ୱଚ୍ଛ ସୌର ଶକ୍ତି ଉତ୍ପାଦନକୁ ଏକାଠି କରାଯାଉଛି। ଏହି ମଡେଲ୍ର ସବୁଠାରୁ ବିଶେଷ ଦିଗ ହେଉଛି ମାଲିକାନା ବ୍ୟବସ୍ଥା। ସାଧାରଣତଃ ଯେଉଁ ମଡେଲ୍ରେ ବେସରକାରୀ କମ୍ପାନୀମାନେ କୃଷି ଜମି ଲିଜ୍ରେ ନେଇ ଚାଷୀଙ୍କୁ କେବଳ ଭଡ଼ା ପ୍ରଦାନ କରନ୍ତି, ତାହାଠାରୁ ଭିନ୍ନ ଭାବେ କୋରାପୁଟର ଏହି ୧ ମେଗାୱାଟ୍ Agri-PV ପ୍ରକଳ୍ପର ମାଲିକ ନିଜେ ଚାଷୀମାନେ ହେବେ। ୫୧୩ ଜଣ ମହିଳା ସଦସ୍ୟ ଓ ୫ ଜଣ ଜମି ମାଲିକଙ୍କୁ ନେଇ ଗଠିତ ଏକ FPO ଫସଲ ଉତ୍ପାଦନ ଓ ସୌର ବିଦ୍ୟୁତ୍—ଉଭୟରୁ ମିଳୁଥିବା ଲାଭରେ ଅଂଶୀଦାର ହେବ। GRIDCO ସହିତ ୨୫ ବର୍ଷର PPA (Power Purchase Agreement) ସ୍ୱାକ୍ଷରିତ ହୋଇଛି। ଚାଷୀମାନେ କେବଳ ଜମିର ମାଲିକ ନୁହଁନ୍ତି—ସେମାନେ ସୌର ବିଦ୍ୟୁତ୍ ପ୍ରକଳ୍ପର ମାଲିକ ମଧ୍ୟ।1
- ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଝାରମୁଣ୍ଡା କ୍ରସର ଛକ ନିକଟସ୍ଥ ଏକ ପରିତ୍ୟକ୍ତ କୋଠରୀରୁ ଜଣେ ଯୁବକଙ୍କ ମୃ_ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଝାରମୁଣ୍ଡା କ୍ରସର ଛକ ନିକଟସ୍ଥ ଏକ ପରିତ୍ୟକ୍ତ କୋଠରୀରୁ ଜଣେ ଯୁବକଙ୍କ ମୃ_ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ମୃ_କ ଜଣକ ଝାରମୁଣ୍ଡା ହରିଜନପଡ଼ାର କୃଷ୍ଣଚନ୍ଦ୍ର ମହାନନ୍ଦ ବୋଲି ଜଣାପଡ଼ିଛି। ତାଙ୍କ ବୟସ ପ୍ରାୟ ୩୨ ବର୍ଷ ସୂଚନା ଅନୁସାରେ, କିଛି ସ୍ଥାନୀୟ ଯୁବକ ପରିତ୍ୟକ୍ତ କୋଠରୀ ଭିତରେ ମୃ_ଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖି ରେଙ୍ଗାଲି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ରେଙ୍ଗାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃ_ଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି _ତ୍ୟୁର ପ୍ରକୃତ କାରଣ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।1