logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଞ୍ଜାମ ଜିଲ୍ଲା ଜନଗଣନା ର ଶୁଭାରମ୍ଭ ଓ କୀଟ ବଣ୍ଟନ କାର୍ଯ୍ୟକ୍ରମ ................................ ଧରାକୋଟ,16/4/26 ଧରାକୋଟ ତହସିଲ ଅଧିନରେ ଥିବା 279 ଏଲ ହେଚ ଭି ରେ ସରକାରୀ ଘୋଷଣା ଅନୁଯାୟୀ ଆଜି ସକାଳଳୁ ଜନଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ସର୍ବ ପ୍ରଥମେ ଚାର୍ଜ ଅଫିସର ଲମ୍ବୋଦର ମାରାଣ୍ଡି ଓ ଅତିରିକ୍ତ ଚାର୍ଜ ଅଫିସର ଗଣେଶ ଦଳାଇ ଙ୍କ ଉପସ୍ଥିତିରେ 30 ଜଣ ସୁପର ଭାଇଯର ଓ 184 ଜନ ଜନଗଣନା କରୀଙ୍କୁ ସୁଚାରୁ ରୁପେ ଜନଗଣନା କରିବା ପାଇଁ ପରିଚୟ ପତ୍ର ଓ କିଟ ବ୍ୟାଗ ବଣ୍ଟନ କରାଯାଇଥିଲା। ତହସିଲଦାର ତଥା ଚାର୍ଜ ଅଫିସର ଗ୍ରାମୀଣ ଧରାକୋଟ ଲମ୍ବୋଦର ମାରାଣ୍ଡି, ସୁପର ଭାଇଇଯର ସୌରୀ ଶଙ୍କର ବେହେରା , ଜନଗଣନାକାରି ମିନତି ପତ୍ରୀ,ଝରଣା ସେନାପତି, ସୁପର୍ଣ୍ଣା ପ୍ରଧାନ ଙ୍କ ଉପସ୍ଥିତି ରେ ଜଞ୍ଜମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ ଙ୍କ ବାସଭବନରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଥିଲା । ସ୍ୱଗୃହ ଗଣନା ଶେଷ ପରେ ଆଜି ଜନଗଣନା ର ପ୍ରଥମ ଦିନରେ ଡ୍ରାଫ୍ଟ ମେପ ପ୍ରସ୍ତୁତି, ଏଲ ହେଚ ଭି ସହିତ ପରିଚିତ ହେବା କାର୍ଯ୍ୟ,ଗୃହର ନମ୍ବରିଙ୍ଗ କେଉଁ ଦିଗରୁ ପ୍ରସ୍ତୁତ ହୋଇ କେଉଁ ଦିଗରେ ସମାପ୍ତ ହେବ ତାହାର ଆକଳନ କରି ଘର ନମ୍ବରିଙ୍ଗ କରାଯାଇଥିଲା । ଏହି ପ୍ରକ୍ରିୟା ଆସନ୍ତା ମେ ମାସ 15 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଚାର୍ଜ ଅଫିସର ପ୍ରକାଶ କରିଛନ୍ତି। ଗଣେଶ ପାଣିଗ୍ରାହୀ ରିପୋର୍ଟ

3 hrs ago
user_GANESH PANlGRAHl
GANESH PANlGRAHl
ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
3 hrs ago
82c10003-2d6c-44b2-bd9a-874e2d2d321b

ଗଞ୍ଜାମ ଜିଲ୍ଲା ଜନଗଣନା ର ଶୁଭାରମ୍ଭ ଓ କୀଟ ବଣ୍ଟନ କାର୍ଯ୍ୟକ୍ରମ ................................ ଧରାକୋଟ,16/4/26 ଧରାକୋଟ ତହସିଲ ଅଧିନରେ ଥିବା 279 ଏଲ ହେଚ ଭି ରେ ସରକାରୀ ଘୋଷଣା ଅନୁଯାୟୀ ଆଜି ସକାଳଳୁ ଜନଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ସର୍ବ ପ୍ରଥମେ ଚାର୍ଜ ଅଫିସର ଲମ୍ବୋଦର ମାରାଣ୍ଡି ଓ ଅତିରିକ୍ତ ଚାର୍ଜ ଅଫିସର ଗଣେଶ ଦଳାଇ ଙ୍କ ଉପସ୍ଥିତିରେ 30 ଜଣ ସୁପର ଭାଇଯର ଓ 184 ଜନ ଜନଗଣନା କରୀଙ୍କୁ ସୁଚାରୁ ରୁପେ ଜନଗଣନା କରିବା ପାଇଁ ପରିଚୟ ପତ୍ର ଓ କିଟ ବ୍ୟାଗ ବଣ୍ଟନ କରାଯାଇଥିଲା। ତହସିଲଦାର ତଥା ଚାର୍ଜ ଅଫିସର ଗ୍ରାମୀଣ ଧରାକୋଟ ଲମ୍ବୋଦର ମାରାଣ୍ଡି, ସୁପର ଭାଇଇଯର ସୌରୀ ଶଙ୍କର ବେହେରା , ଜନଗଣନାକାରି ମିନତି ପତ୍ରୀ,ଝରଣା ସେନାପତି, ସୁପର୍ଣ୍ଣା ପ୍ରଧାନ ଙ୍କ ଉପସ୍ଥିତି ରେ ଜଞ୍ଜମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁ ଙ୍କ ବାସଭବନରୁ ଗଣନା କାର୍ଯ୍ୟ ଆରମ୍ଭ ହୋଇଥିଲା । ସ୍ୱଗୃହ ଗଣନା ଶେଷ ପରେ ଆଜି ଜନଗଣନା ର ପ୍ରଥମ ଦିନରେ ଡ୍ରାଫ୍ଟ ମେପ ପ୍ରସ୍ତୁତି, ଏଲ ହେଚ ଭି ସହିତ ପରିଚିତ ହେବା କାର୍ଯ୍ୟ,ଗୃହର ନମ୍ବରିଙ୍ଗ କେଉଁ ଦିଗରୁ ପ୍ରସ୍ତୁତ ହୋଇ କେଉଁ ଦିଗରେ ସମାପ୍ତ ହେବ ତାହାର ଆକଳନ କରି ଘର ନମ୍ବରିଙ୍ଗ କରାଯାଇଥିଲା । ଏହି ପ୍ରକ୍ରିୟା ଆସନ୍ତା ମେ ମାସ 15 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଚାର୍ଜ ଅଫିସର ପ୍ରକାଶ କରିଛନ୍ତି। ଗଣେଶ ପାଣିଗ୍ରାହୀ ରିପୋର୍ଟ

More news from ଓଡ଼ିଶା and nearby areas
  • ଗଞ୍ଜାମ ଜିଲ୍ଲା ପୋଲସରା ଓ ବୁଗୁଡ଼ା ରେ ବିଜେଡି ପାଳିଲା ବିଜୁବାବୁ ଙ୍କ ତିରୋଧାନ ଦିବସ ପୋଲସରା/ବୁଗୁଡ଼ା ୧୭/୪/୨୬ ପୋଲସରା ନିର୍ବାଚନ ମଣ୍ଡଳୀ ପୋଲସରା ଓ ବୁଗୁଡ଼ାରେ ବିଜେଡି ପକ୍ଷରୁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ ଓ ବୁଗୁଡ଼ା ନଗର ସଭାପତି କେ ତ୍ରିଲୋଚନ ଦୋରା ଙ୍କ ତତ୍ୱାବଧାନ ରେ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ଆଜି ପାଳିତ ହୋଇଯାଇଛି । ଉକ୍ତ ଦୁଇ କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପୋଲସରା ବସଷ୍ଟାଣ୍ଡ ଓ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ପୋଲସରା ଓ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ସମ୍ପୃକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧକ୍ଷ କାହ୍ନୁଚରଣ ପରିଡା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ ନାୟକ,ନଗର ସଭାପତି ଗୋପାଳ ସାହାଣୀ,କନକ ରାଉତ,ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର ରାଉତ,ବିଜୟ ସ୍ବାଇଁ,ଜକର ସରପଞ୍ଚ ଦୀପିକା ବାରିକ, ନିବାସୀ ପରିଡ଼ା,ନଗର ବିଜେଡି ସମ୍ପାଦକ ବାବୁଲା ପଟ୍ଟନାୟକ ଓ ବୁଗୁଡ଼ା ବ୍ଲକର ବ୍ଳକ ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ, ସନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ଭାଗ୍ଯଲତା ରାଉତ, ଚିତ୍ରସେନ ନାୟକ, ନାରାୟଣ ସାହୁ ସମେତ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଗଞ୍ଜାମ ଜିଲ୍ଲା ପୋଲସରା ଓ ବୁଗୁଡ଼ା ରେ ବିଜେଡି ପାଳିଲା ବିଜୁବାବୁ ଙ୍କ ତିରୋଧାନ ଦିବସ 
ପୋଲସରା/ବୁଗୁଡ଼ା ୧୭/୪/୨୬ ପୋଲସରା ନିର୍ବାଚନ ମଣ୍ଡଳୀ ପୋଲସରା ଓ ବୁଗୁଡ଼ାରେ ବିଜେଡି ପକ୍ଷରୁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ ଓ ବୁଗୁଡ଼ା ନଗର ସଭାପତି କେ ତ୍ରିଲୋଚନ ଦୋରା ଙ୍କ ତତ୍ୱାବଧାନ ରେ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ଆଜି ପାଳିତ  ହୋଇଯାଇଛି । ଉକ୍ତ ଦୁଇ କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପୋଲସରା ବସଷ୍ଟାଣ୍ଡ ଓ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ  ପୋଲସରା ଓ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ସମ୍ପୃକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧକ୍ଷ  କାହ୍ନୁଚରଣ  ପରିଡା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ ନାୟକ,ନଗର ସଭାପତି ଗୋପାଳ ସାହାଣୀ,କନକ ରାଉତ,ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର  ରାଉତ,ବିଜୟ ସ୍ବାଇଁ,ଜକର ସରପଞ୍ଚ ଦୀପିକା ବାରିକ, ନିବାସୀ ପରିଡ଼ା,ନଗର ବିଜେଡି ସମ୍ପାଦକ ବାବୁଲା ପଟ୍ଟନାୟକ ଓ ବୁଗୁଡ଼ା ବ୍ଲକର ବ୍ଳକ ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ, ସନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ଭାଗ୍ଯଲତା ରାଉତ, ଚିତ୍ରସେନ ନାୟକ, ନାରାୟଣ ସାହୁ ସମେତ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    3 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    3 hrs ago
  • କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ।
    1
    କୁକୁଡ଼ାଖଣ୍ତି ବ୍ଳକର ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଲି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶରେ ସବୁ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ କରିବା ପାଇଁ ଆମେ ସଦା ସମର୍ପିତ।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    30 min ago
  • Post by Ganjam Khabar
    1
    Post by Ganjam Khabar
    user_Ganjam Khabar
    Ganjam Khabar
    Brahmapur (M.Corp.), Ganjam•
    9 hrs ago
  • ଥରୁଟିଏ ଶୁଣନ୍ତୁ ସିଜିମାଳୀ ର ପୁରାଣ #spnewstvliveodia #shorts #latestnews #sijimali
    1
    ଥରୁଟିଏ ଶୁଣନ୍ତୁ ସିଜିମାଳୀ ର ପୁରାଣ #spnewstvliveodia #shorts #latestnews #sijimali
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    8 hrs ago
  • ତା.15/04/2026 ରିଖ ପ୍ରକାଶିତ ସି ବି ଏସ ଇ ପରୀକ୍ଷା ଫଳରେ ପୁରୀ ଜିଲ୍ଲା ଉତ୍କର୍ଷତା ଦେଖାଇ ସାରା ରାଜ୍ୟ ରେ ଅନ୍ୟ ମାନଙ୍କ ପାଇଁ ଉଦାହରଣ ହୋଇଅଛି। ପୁରୀ ଜିଲ୍ଲା ମଦର୍ସ ପବ୍ଲିକ ସ୍କୁଲ, ଗୋରୁଆଳ ର ଛାତ୍ରୀ ଟିନା ରଥ ଶତ ପ୍ରତିଶତ (୫୦୦ ରୁ ୫୦୦) ନମ୍ବର ରଖି ରାଜ୍ୟ ତଥା ଦେଶରେ ପୁରୀ ଜିଲ୍ଲା ର ନାମ କୁ ନମ୍ବର ୧ ରେ ପ୍ରତିପାଦନ କରିଛନ୍ତି । ଏହି ଉତ୍କର୍ଷତା ପାଇଁ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଛାତ୍ରୀ ଟିନା ଙ୍କୁ ସମ୍ବର୍ଦ୍ଧନା ଦେବା ସହିତ ମାତା ରେଣୁପ୍ରଭା ଦାଶ ଓ ପିତା ସମୀର କୁମାର ରଥ ଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ଉକ୍ତ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀ ଏନ ତିରୁମାଲା ନାୟକ, ଜିଲ୍ଲା ଶିକ୍ଷଧିକାରୀ ଦୀପକ କୁମାର ପାଢ଼ୀ ଉପସ୍ଥିତ ଥିଲେ।ଏହି ଉତ୍କର୍ଷତା ପାଇଁ ପୁରୀ ଜିଲ୍ଲାର ନାମ ରଖି ଥିବାରୁ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଅଭିନନ୍ଦନ ଦେବା ସହିତ ଛାତ୍ରୀ ଟିନା ର ଭବିଷ୍ୟତ ଉତ୍ତୋରୋତ୍ତର ଉନ୍ନତି କାମନା କରିଛନ୍ତି। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    1
    ତା.15/04/2026 ରିଖ ପ୍ରକାଶିତ  ସି ବି ଏସ ଇ ପରୀକ୍ଷା ଫଳରେ ପୁରୀ ଜିଲ୍ଲା ଉତ୍କର୍ଷତା ଦେଖାଇ ସାରା ରାଜ୍ୟ ରେ ଅନ୍ୟ ମାନଙ୍କ ପାଇଁ ଉଦାହରଣ  ହୋଇଅଛି। ପୁରୀ ଜିଲ୍ଲା ମଦର୍ସ ପବ୍ଲିକ ସ୍କୁଲ, ଗୋରୁଆଳ ର ଛାତ୍ରୀ ଟିନା ରଥ ଶତ ପ୍ରତିଶତ (୫୦୦ ରୁ ୫୦୦) ନମ୍ବର ରଖି ରାଜ୍ୟ ତଥା ଦେଶରେ ପୁରୀ ଜିଲ୍ଲା ର ନାମ କୁ ନମ୍ବର ୧ ରେ ପ୍ରତିପାଦନ କରିଛନ୍ତି । ଏହି ଉତ୍କର୍ଷତା ପାଇଁ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ଛାତ୍ରୀ ଟିନା ଙ୍କୁ ସମ୍ବର୍ଦ୍ଧନା ଦେବା ସହିତ ମାତା ରେଣୁପ୍ରଭା ଦାଶ ଓ ପିତା ସମୀର କୁମାର ରଥ ଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ଉକ୍ତ ସମ୍ବର୍ଦ୍ଧନା ଉତ୍ସବ ରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଶାସନ ସଚିବ ଶ୍ରୀ ଏନ ତିରୁମାଲା ନାୟକ,  ଜିଲ୍ଲା ଶିକ୍ଷଧିକାରୀ  ଦୀପକ କୁମାର ପାଢ଼ୀ ଉପସ୍ଥିତ ଥିଲେ।ଏହି ଉତ୍କର୍ଷତା ପାଇଁ ପୁରୀ ଜିଲ୍ଲାର ନାମ ରଖି ଥିବାରୁ ପୁରୀ ଜିଲ୍ଲାପାଳ  ଦିବ୍ୟଜ୍ୟୋତି ପରିଡା ଅଭିନନ୍ଦନ ଦେବା ସହିତ ଛାତ୍ରୀ ଟିନା ର ଭବିଷ୍ୟତ ଉତ୍ତୋରୋତ୍ତର ଉନ୍ନତି କାମନା କରିଛନ୍ତି।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    48 min ago
  • ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପ୍ରାଥମିକ କୃଷି ସେବା ସମବାୟ ସମିତି ପରିସରରେ ଆଜି ବାର୍ଷିକ ଅଧିବେସନ ସହ ବାର୍ଷିକ ବଜେଟ ଅଧିବେଶନ ଗୃହୀତ ହୋଇଯାଇଛି. ଏଥିରେ ସଭାପତି, ସମ୍ପାଦକ, ସମସ୍ତ ସଦସ୍ୟ ସଦସ୍ୟା, ମହିଳା ସଂଗଠନ ସଦସ୍ୟା ପ୍ରମୁଖ ଉପସ୍ଥିତ ହୋଇଥିଲେ. #krusi o krusak paribar #hindol nagarik foram #
    1
    ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପ୍ରାଥମିକ କୃଷି ସେବା ସମବାୟ ସମିତି ପରିସରରେ ଆଜି ବାର୍ଷିକ ଅଧିବେସନ ସହ ବାର୍ଷିକ ବଜେଟ ଅଧିବେଶନ ଗୃହୀତ ହୋଇଯାଇଛି. ଏଥିରେ ସଭାପତି, ସମ୍ପାଦକ, ସମସ୍ତ ସଦସ୍ୟ ସଦସ୍ୟା, ମହିଳା ସଂଗଠନ ସଦସ୍ୟା ପ୍ରମୁଖ ଉପସ୍ଥିତ ହୋଇଥିଲେ. #krusi o krusak paribar #hindol nagarik foram #
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    1 hr ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.