logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଦେବଗଡ ଜିଲ୍ଲା ବାରକୋଟ ଥାନା ଆଜି ଏଥିରେ ଯୋଡି ହୋଇଥିବା ବେଳେ ଶିଶୁମିତ୍ର ଥାନାର ଉଦଘାଟନ କରାଯାଇଛି । ଥାନା ପରିସରରେ ଶିଶୁଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଲକ୍ଷରେ ସରକାର ଶିଶୁ ମିତ୍ର ଥାନାର ପରିକଳ୍ପନା କରିଛନ୍ତି । ଦେବଗଡ ଜିଲ୍ଲା ବାରକୋଟ ଥାନା ଆଜି ଏଥିରେ ଯୋଡି ହୋଇଥିବା ବେଳେ ଶିଶୁମିତ୍ର ଥାନାର ଉଦଘାଟନ କରାଯାଇଛି । ଥାନା ଭିତରେ ପିଲାଙ୍କ ପାଇଁ ଶିଶୁ ଅନୁକୂଳ ପ୍ରକୋଷ୍ଠ ଖୋଲାଯାଇଛି । ଦେବଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପ୍ରକୋଷ୍ଠକୁ ଫିତାକାଟି ଉଦଘାଟନ କରିଛନ୍ତି । ବିଭିନ୍ନ ସମୟରେ ପୋଲିସର ସହାୟତା ପାଇଁ କିମ୍ବା ପରିବାର ଲୋକଙ୍କ ସହିତ ଶିଶୁ ମାନେ ଥାନା ପରିସରକୁ ଆସିଥାନ୍ତି । ଦୀର୍ଘ ସମୟ ପର୍ଯ୍ୟନ୍ତ ସେମାନଙ୍କୁ ଥାନାରେ ରହିବାକୁ ମଧ୍ୟ ପଡିଥାଏ । ଉକ୍ତ ସମୟରେ ଥାନା ପରିସରରେ ଶିିଶୁ ମାନେ ଯେଭଳି ଏକ ଅନୁକୂଳ ପରିବେଶ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେଇ ପୁଲିସ ତରଫରୁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଛି । ଶିଶୁଙ୍କ ପାଇଁ ଖୋଲାଯାଇଥିବା ସ୍ୱତନ୍ତ୍ର ପ୍ରକୋଷ୍ଠ ଭିତରେ ବିଭିନ୍ନ ପ୍ରକାରର ଖେଳଣା ରଖାଯାଇଛି । ପଢିବା ପାଇଁ ପିଲାଙ୍କ ବହି ରଖାଯାଇଥିବା ବେଳେ ଥାନା ପରିସରରେ ବିଭିନ୍ନ ପ୍ରକାରର ଦୋଳି ଖଂଜା ଯାଇଛି । ପ୍ରକୋଷ୍ଠର ସମସ୍ତ କାନ୍ଥରେ ପିଲାଙ୍କୁ ସୁହାଇଲା ଭଳି ରଙ୍ଗ ବେରଙ୍ଗର ବିଭିନ୍ନ ଚିତ୍ର ଅଙ୍କାଯାଇଛି । ଶିଶୁ ଆଇନ, ଶିଶୁ ସୁରକ୍ଷା ଏବଂ ଶିଶୁଙ୍କ ଅଧିକାର ସମ୍ବଳିତ ବିଭିନ୍ନ ବ୍ୟାନର ଲଗାଯାଇଛି । ଖାଲି ଏତିକି ନୁହେଁ କୌଣସି ମହିଳା ଯଦି ଶିଶୁଙ୍କୁ ସାଙ୍ଗରେ ନେଇ ଆସିଥାନ୍ତି ସ୍ତନ୍ୟପାନ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଉକ୍ତ ପ୍ରକୋଷ୍ଠ ପାଇଁ ଜଣେ ମହିଳା ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଥାନା ଭିତରେ ପୁଲିସ ପ୍ରତି ଜଣେ ଶିଶୁର ଭୟ ଯେଭଳି ସୃଷ୍ଟି ନହେବ ଏବଂ ଏକ ଉତମ ପରିବେଶ ଭିତରେ ନିଜକୁ ସାମିଲ କରିପାରିବ ସେଥିପ୍ରତି ସମ୍ପୁର୍ଣ୍ଣ ଧ୍ୟାନ ଦିଆଯାଇଛି । ଏଥିପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦିଆଯାଇଥିବା ଜଣାପଡିଛି । ତେବେ ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଦ୍ୟାଳୟର ଶତାଧିକ କୁନିକୁନୀ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ବାରକୋଟ ଥାନା ଅଧିକାରୀ ସୁଶାନ୍ତ କୁମାର ବଢେଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରମେଶ କୁମାର ମାହାନା, ଡିଆଇବି ଡିଏସପି ପବିତ୍ର କିସାନ, ଏଚଆରପିସି ଡିଏସପି ଅମୂଲ୍ୟ ପୁନମ ଲାକ୍ରା, ଦେବଗଡ ଥାନା ଅଧିକାରୀ ସବ୍ୟଶାଚୀ ଶତପଥି, ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର, କିଶୋର ନ୍ୟାୟ ପରିଷଦ ସଦସ୍ୟା ଗାୟତ୍ରୀ ଦ୍ୱିବେଦୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ଲିଗାଲ ପ୍ରୋବେସନ ଅଫିସର ଚିନ୍ମୟ ସ୍ୱାଇଁ, ଅଭିଯୋଜନ ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ, ନିରଞ୍ଜନ ନାୟକ, ଚାଇଲ୍ଟ ହେଲ୍ପଲାଇନ କରିସ୍ମା ମହାକୁଡ ପ୍ରମୁଖ ଯୋଗଦେଇଥିଲେ । ବାରକୋଟ ଥାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ପର୍ଯ୍ୟାୟକ୍ରମେ ଜିଲ୍ଲାର ଅନ୍ୟ ସମସ୍ତ ରିଆମାଳ, କୁଣ୍ଢେଇଗୋଳା ଏବଂ ଲଇମୁରା ଥାନାକୁ ମଧ୍ୟ ଏହି ଅଭିଯାନରେ ସାମିଲ କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରକାଶ କରିଛନ୍ତି ।

4 hrs ago
user_ବାରକୋଟ ଖବର
ବାରକୋଟ ଖବର
Court reporter ବରକୋଟ, ଦେବଗଡ଼, ଓଡ଼ିଶା•
4 hrs ago

ଦେବଗଡ ଜିଲ୍ଲା ବାରକୋଟ ଥାନା ଆଜି ଏଥିରେ ଯୋଡି ହୋଇଥିବା ବେଳେ ଶିଶୁମିତ୍ର ଥାନାର ଉଦଘାଟନ କରାଯାଇଛି । ଥାନା ପରିସରରେ ଶିଶୁଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଲକ୍ଷରେ ସରକାର ଶିଶୁ ମିତ୍ର ଥାନାର ପରିକଳ୍ପନା କରିଛନ୍ତି । ଦେବଗଡ ଜିଲ୍ଲା ବାରକୋଟ ଥାନା ଆଜି ଏଥିରେ ଯୋଡି ହୋଇଥିବା ବେଳେ ଶିଶୁମିତ୍ର ଥାନାର ଉଦଘାଟନ କରାଯାଇଛି । ଥାନା ଭିତରେ ପିଲାଙ୍କ ପାଇଁ ଶିଶୁ ଅନୁକୂଳ ପ୍ରକୋଷ୍ଠ ଖୋଲାଯାଇଛି । ଦେବଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପ୍ରକୋଷ୍ଠକୁ ଫିତାକାଟି ଉଦଘାଟନ କରିଛନ୍ତି । ବିଭିନ୍ନ ସମୟରେ ପୋଲିସର ସହାୟତା ପାଇଁ କିମ୍ବା ପରିବାର ଲୋକଙ୍କ ସହିତ ଶିଶୁ ମାନେ ଥାନା ପରିସରକୁ ଆସିଥାନ୍ତି ।

ଦୀର୍ଘ ସମୟ ପର୍ଯ୍ୟନ୍ତ ସେମାନଙ୍କୁ ଥାନାରେ ରହିବାକୁ ମଧ୍ୟ ପଡିଥାଏ । ଉକ୍ତ ସମୟରେ ଥାନା ପରିସରରେ ଶିିଶୁ ମାନେ ଯେଭଳି ଏକ ଅନୁକୂଳ ପରିବେଶ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେଇ ପୁଲିସ ତରଫରୁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଛି । ଶିଶୁଙ୍କ ପାଇଁ ଖୋଲାଯାଇଥିବା ସ୍ୱତନ୍ତ୍ର ପ୍ରକୋଷ୍ଠ ଭିତରେ ବିଭିନ୍ନ ପ୍ରକାରର ଖେଳଣା ରଖାଯାଇଛି । ପଢିବା ପାଇଁ ପିଲାଙ୍କ ବହି ରଖାଯାଇଥିବା ବେଳେ ଥାନା ପରିସରରେ ବିଭିନ୍ନ ପ୍ରକାରର ଦୋଳି ଖଂଜା ଯାଇଛି । ପ୍ରକୋଷ୍ଠର ସମସ୍ତ କାନ୍ଥରେ ପିଲାଙ୍କୁ ସୁହାଇଲା ଭଳି ରଙ୍ଗ ବେରଙ୍ଗର ବିଭିନ୍ନ ଚିତ୍ର ଅଙ୍କାଯାଇଛି । ଶିଶୁ ଆଇନ, ଶିଶୁ ସୁରକ୍ଷା ଏବଂ ଶିଶୁଙ୍କ ଅଧିକାର ସମ୍ବଳିତ ବିଭିନ୍ନ ବ୍ୟାନର ଲଗାଯାଇଛି । ଖାଲି ଏତିକି ନୁହେଁ

କୌଣସି ମହିଳା ଯଦି ଶିଶୁଙ୍କୁ ସାଙ୍ଗରେ ନେଇ ଆସିଥାନ୍ତି ସ୍ତନ୍ୟପାନ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଉକ୍ତ ପ୍ରକୋଷ୍ଠ ପାଇଁ ଜଣେ ମହିଳା ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଥାନା ଭିତରେ ପୁଲିସ ପ୍ରତି ଜଣେ ଶିଶୁର ଭୟ ଯେଭଳି ସୃଷ୍ଟି ନହେବ ଏବଂ ଏକ ଉତମ ପରିବେଶ ଭିତରେ ନିଜକୁ ସାମିଲ କରିପାରିବ ସେଥିପ୍ରତି ସମ୍ପୁର୍ଣ୍ଣ ଧ୍ୟାନ ଦିଆଯାଇଛି । ଏଥିପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦିଆଯାଇଥିବା ଜଣାପଡିଛି । ତେବେ ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଦ୍ୟାଳୟର ଶତାଧିକ କୁନିକୁନୀ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ବାରକୋଟ ଥାନା ଅଧିକାରୀ ସୁଶାନ୍ତ କୁମାର ବଢେଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଉପଖଣ୍ଡ

ଆରକ୍ଷୀ ଅଧିକ୍ଷକ ରମେଶ କୁମାର ମାହାନା, ଡିଆଇବି ଡିଏସପି ପବିତ୍ର କିସାନ, ଏଚଆରପିସି ଡିଏସପି ଅମୂଲ୍ୟ ପୁନମ ଲାକ୍ରା, ଦେବଗଡ ଥାନା ଅଧିକାରୀ ସବ୍ୟଶାଚୀ ଶତପଥି, ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର, କିଶୋର ନ୍ୟାୟ ପରିଷଦ ସଦସ୍ୟା ଗାୟତ୍ରୀ ଦ୍ୱିବେଦୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ଲିଗାଲ ପ୍ରୋବେସନ ଅଫିସର ଚିନ୍ମୟ ସ୍ୱାଇଁ, ଅଭିଯୋଜନ ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ, ନିରଞ୍ଜନ ନାୟକ, ଚାଇଲ୍ଟ ହେଲ୍ପଲାଇନ କରିସ୍ମା ମହାକୁଡ ପ୍ରମୁଖ ଯୋଗଦେଇଥିଲେ । ବାରକୋଟ ଥାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ପର୍ଯ୍ୟାୟକ୍ରମେ ଜିଲ୍ଲାର ଅନ୍ୟ ସମସ୍ତ ରିଆମାଳ, କୁଣ୍ଢେଇଗୋଳା ଏବଂ ଲଇମୁରା ଥାନାକୁ ମଧ୍ୟ ଏହି ଅଭିଯାନରେ ସାମିଲ କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରକାଶ କରିଛନ୍ତି ।

More news from ଓଡ଼ିଶା and nearby areas
  • ଥାନା ପରିସରରେ ଶିଶୁଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଲକ୍ଷରେ ସରକାର ଶିଶୁ ମିତ୍ର ଥାନାର ପରିକଳ୍ପନା କରିଛନ୍ତି । ଦେବଗଡ ଜିଲ୍ଲା ବାରକୋଟ ଥାନା ଆଜି ଏଥିରେ ଯୋଡି ହୋଇଥିବା ବେଳେ ଶିଶୁମିତ୍ର ଥାନାର ଉଦଘାଟନ କରାଯାଇଛି । ଥାନା ଭିତରେ ପିଲାଙ୍କ ପାଇଁ ଶିଶୁ ଅନୁକୂଳ ପ୍ରକୋଷ୍ଠ ଖୋଲାଯାଇଛି । ଦେବଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପ୍ରକୋଷ୍ଠକୁ ଫିତାକାଟି ଉଦଘାଟନ କରିଛନ୍ତି । ବିଭିନ୍ନ ସମୟରେ ପୋଲିସର ସହାୟତା ପାଇଁ କିମ୍ବା ପରିବାର ଲୋକଙ୍କ ସହିତ ଶିଶୁ ମାନେ ଥାନା ପରିସରକୁ ଆସିଥାନ୍ତି । ଦୀର୍ଘ ସମୟ ପର୍ଯ୍ୟନ୍ତ ସେମାନଙ୍କୁ ଥାନାରେ ରହିବାକୁ ମଧ୍ୟ ପଡିଥାଏ । ଉକ୍ତ ସମୟରେ ଥାନା ପରିସରରେ ଶିିଶୁ ମାନେ ଯେଭଳି ଏକ ଅନୁକୂଳ ପରିବେଶ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେଇ ପୁଲିସ ତରଫରୁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଛି । ଶିଶୁଙ୍କ ପାଇଁ ଖୋଲାଯାଇଥିବା ସ୍ୱତନ୍ତ୍ର ପ୍ରକୋଷ୍ଠ ଭିତରେ ବିଭିନ୍ନ ପ୍ରକାରର ଖେଳଣା ରଖାଯାଇଛି । ପଢିବା ପାଇଁ ପିଲାଙ୍କ ବହି ରଖାଯାଇଥିବା ବେଳେ ଥାନା ପରିସରରେ ବିଭିନ୍ନ ପ୍ରକାରର ଦୋଳି ଖଂଜା ଯାଇଛି । ପ୍ରକୋଷ୍ଠର ସମସ୍ତ କାନ୍ଥରେ ପିଲାଙ୍କୁ ସୁହାଇଲା ଭଳି ରଙ୍ଗ ବେରଙ୍ଗର ବିଭିନ୍ନ ଚିତ୍ର ଅଙ୍କାଯାଇଛି । ଶିଶୁ ଆଇନ, ଶିଶୁ ସୁରକ୍ଷା ଏବଂ ଶିଶୁଙ୍କ ଅଧିକାର ସମ୍ବଳିତ ବିଭିନ୍ନ ବ୍ୟାନର ଲଗାଯାଇଛି । ଖାଲି ଏତିକି ନୁହେଁ କୌଣସି ମହିଳା ଯଦି ଶିଶୁଙ୍କୁ ସାଙ୍ଗରେ ନେଇ ଆସିଥାନ୍ତି ସ୍ତନ୍ୟପାନ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଉକ୍ତ ପ୍ରକୋଷ୍ଠ ପାଇଁ ଜଣେ ମହିଳା ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଥାନା ଭିତରେ ପୁଲିସ ପ୍ରତି ଜଣେ ଶିଶୁର ଭୟ ଯେଭଳି ସୃଷ୍ଟି ନହେବ ଏବଂ ଏକ ଉତମ ପରିବେଶ ଭିତରେ ନିଜକୁ ସାମିଲ କରିପାରିବ ସେଥିପ୍ରତି ସମ୍ପୁର୍ଣ୍ଣ ଧ୍ୟାନ ଦିଆଯାଇଛି । ଏଥିପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦିଆଯାଇଥିବା ଜଣାପଡିଛି । ତେବେ ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଦ୍ୟାଳୟର ଶତାଧିକ କୁନିକୁନୀ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ବାରକୋଟ ଥାନା ଅଧିକାରୀ ସୁଶାନ୍ତ କୁମାର ବଢେଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରମେଶ କୁମାର ମାହାନା, ଡିଆଇବି ଡିଏସପି ପବିତ୍ର କିସାନ, ଏଚଆରପିସି ଡିଏସପି ଅମୂଲ୍ୟ ପୁନମ ଲାକ୍ରା, ଦେବଗଡ ଥାନା ଅଧିକାରୀ ସବ୍ୟଶାଚୀ ଶତପଥି, ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର, କିଶୋର ନ୍ୟାୟ ପରିଷଦ ସଦସ୍ୟା ଗାୟତ୍ରୀ ଦ୍ୱିବେଦୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ଲିଗାଲ ପ୍ରୋବେସନ ଅଫିସର ଚିନ୍ମୟ ସ୍ୱାଇଁ, ଅଭିଯୋଜନ ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ, ନିରଞ୍ଜନ ନାୟକ, ଚାଇଲ୍ଟ ହେଲ୍ପଲାଇନ କରିସ୍ମା ମହାକୁଡ ପ୍ରମୁଖ ଯୋଗଦେଇଥିଲେ । ବାରକୋଟ ଥାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ପର୍ଯ୍ୟାୟକ୍ରମେ ଜିଲ୍ଲାର ଅନ୍ୟ ସମସ୍ତ ରିଆମାଳ, କୁଣ୍ଢେଇଗୋଳା ଏବଂ ଲଇମୁରା ଥାନାକୁ ମଧ୍ୟ ଏହି ଅଭିଯାନରେ ସାମିଲ କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରକାଶ କରିଛନ୍ତି ।
    4
    ଥାନା ପରିସରରେ ଶିଶୁଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଲକ୍ଷରେ ସରକାର ଶିଶୁ ମିତ୍ର ଥାନାର ପରିକଳ୍ପନା କରିଛନ୍ତି । ଦେବଗଡ ଜିଲ୍ଲା ବାରକୋଟ ଥାନା ଆଜି ଏଥିରେ ଯୋଡି ହୋଇଥିବା ବେଳେ ଶିଶୁମିତ୍ର ଥାନାର ଉଦଘାଟନ କରାଯାଇଛି । ଥାନା ଭିତରେ ପିଲାଙ୍କ ପାଇଁ ଶିଶୁ ଅନୁକୂଳ ପ୍ରକୋଷ୍ଠ ଖୋଲାଯାଇଛି । ଦେବଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପ୍ରକୋଷ୍ଠକୁ ଫିତାକାଟି ଉଦଘାଟନ କରିଛନ୍ତି । ବିଭିନ୍ନ ସମୟରେ ପୋଲିସର ସହାୟତା ପାଇଁ କିମ୍ବା ପରିବାର ଲୋକଙ୍କ ସହିତ ଶିଶୁ ମାନେ ଥାନା ପରିସରକୁ ଆସିଥାନ୍ତି । ଦୀର୍ଘ ସମୟ ପର୍ଯ୍ୟନ୍ତ ସେମାନଙ୍କୁ ଥାନାରେ ରହିବାକୁ ମଧ୍ୟ ପଡିଥାଏ । ଉକ୍ତ ସମୟରେ ଥାନା ପରିସରରେ ଶିିଶୁ ମାନେ ଯେଭଳି ଏକ ଅନୁକୂଳ ପରିବେଶ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେଇ ପୁଲିସ ତରଫରୁ ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଛି । ଶିଶୁଙ୍କ ପାଇଁ ଖୋଲାଯାଇଥିବା ସ୍ୱତନ୍ତ୍ର ପ୍ରକୋଷ୍ଠ ଭିତରେ ବିଭିନ୍ନ ପ୍ରକାରର ଖେଳଣା ରଖାଯାଇଛି । ପଢିବା ପାଇଁ ପିଲାଙ୍କ ବହି ରଖାଯାଇଥିବା ବେଳେ ଥାନା ପରିସରରେ ବିଭିନ୍ନ ପ୍ରକାରର ଦୋଳି ଖଂଜା ଯାଇଛି । ପ୍ରକୋଷ୍ଠର ସମସ୍ତ କାନ୍ଥରେ ପିଲାଙ୍କୁ ସୁହାଇଲା ଭଳି ରଙ୍ଗ ବେରଙ୍ଗର ବିଭିନ୍ନ ଚିତ୍ର ଅଙ୍କାଯାଇଛି । ଶିଶୁ ଆଇନ, ଶିଶୁ ସୁରକ୍ଷା ଏବଂ ଶିଶୁଙ୍କ ଅଧିକାର ସମ୍ବଳିତ ବିଭିନ୍ନ ବ୍ୟାନର ଲଗାଯାଇଛି ।  ଖାଲି ଏତିକି ନୁହେଁ କୌଣସି ମହିଳା ଯଦି ଶିଶୁଙ୍କୁ ସାଙ୍ଗରେ ନେଇ ଆସିଥାନ୍ତି ସ୍ତନ୍ୟପାନ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଉକ୍ତ ପ୍ରକୋଷ୍ଠ ପାଇଁ ଜଣେ ମହିଳା ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଥାନା ଭିତରେ ପୁଲିସ ପ୍ରତି ଜଣେ ଶିଶୁର ଭୟ ଯେଭଳି ସୃଷ୍ଟି ନହେବ ଏବଂ ଏକ ଉତମ ପରିବେଶ ଭିତରେ ନିଜକୁ ସାମିଲ କରିପାରିବ ସେଥିପ୍ରତି ସମ୍ପୁର୍ଣ୍ଣ ଧ୍ୟାନ ଦିଆଯାଇଛି । ଏଥିପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦିଆଯାଇଥିବା ଜଣାପଡିଛି । ତେବେ ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଦ୍ୟାଳୟର ଶତାଧିକ କୁନିକୁନୀ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ବାରକୋଟ ଥାନା ଅଧିକାରୀ ସୁଶାନ୍ତ କୁମାର ବଢେଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଆଜି ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରମେଶ କୁମାର ମାହାନା, ଡିଆଇବି ଡିଏସପି ପବିତ୍ର କିସାନ, ଏଚଆରପିସି ଡିଏସପି ଅମୂଲ୍ୟ ପୁନମ ଲାକ୍ରା, ଦେବଗଡ ଥାନା ଅଧିକାରୀ ସବ୍ୟଶାଚୀ ଶତପଥି, ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର, କିଶୋର ନ୍ୟାୟ ପରିଷଦ ସଦସ୍ୟା ଗାୟତ୍ରୀ ଦ୍ୱିବେଦୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ଲିଗାଲ ପ୍ରୋବେସନ ଅଫିସର ଚିନ୍ମୟ ସ୍ୱାଇଁ, ଅଭିଯୋଜନ ନିର୍ଦ୍ଦେଶାଳୟର ସହକାରୀ ନିର୍ଦ୍ଦେଶକ, ନିରଞ୍ଜନ ନାୟକ, ଚାଇଲ୍ଟ ହେଲ୍ପଲାଇନ କରିସ୍ମା ମହାକୁଡ ପ୍ରମୁଖ ଯୋଗଦେଇଥିଲେ । ବାରକୋଟ ଥାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ । ପର୍ଯ୍ୟାୟକ୍ରମେ ଜିଲ୍ଲାର ଅନ୍ୟ ସମସ୍ତ ରିଆମାଳ, କୁଣ୍ଢେଇଗୋଳା ଏବଂ ଲଇମୁରା ଥାନାକୁ ମଧ୍ୟ ଏହି ଅଭିଯାନରେ ସାମିଲ କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରକାଶ କରିଛନ୍ତି ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    4 hrs ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    3 hrs ago
  • ୫୦ ବର୍ଷର ରେକର୍ଡ ଭାଙ୍ଗି ୪ଜଣ ମହାକାଶ ଚାରି ଚନ୍ଦ୍ରକୁ ଗଲେ
    1
    ୫୦ ବର୍ଷର ରେକର୍ଡ ଭାଙ୍ଗି ୪ଜଣ ମହାକାଶ ଚାରି ଚନ୍ଦ୍ରକୁ ଗଲେ
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    5 hrs ago
  • आखिर क्यों आम आदमी पार्टी राघव चढ़ा के पीछे पड़ी हुई है और क्यों उन्हें संसद में बोलने नहीं दिया जा रहा है ओर उनके बोलने पर क्यों रोक लगाया जा रहा है #raghavchadda #ParliamentSession #AamAadmiParty
    1
    आखिर क्यों आम आदमी पार्टी राघव चढ़ा के पीछे पड़ी हुई है और क्यों उन्हें संसद में बोलने नहीं दिया जा रहा है ओर उनके बोलने पर क्यों रोक लगाया जा रहा है  #raghavchadda #ParliamentSession #AamAadmiParty
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    5 hrs ago
  • ହିନ୍ଦୋଳ ଫରେଷ୍ଟ ରେଞ୍ଜ ରାସୋଳ ସେକ୍ସନ ନୂଆପାଟଣା ଗାଁରେ ଗତକାଲି ଏକ ଦନ୍ତା ହାତୀ ଆତଙ୍କ ଦେଖିବାକୁ ମିଳିଛି. ଲୋକେ ଭୟଭୀତ ହେବା ସହ ଲୋକଙ୍କ ଘର ପାଚେରୀ ସହ ଏକ ବାଇକ କୁ ଭାଙ୍ଗି ଦେଇଥିବାର ସୂଚନା ମିଳିଛି.
    1
    ହିନ୍ଦୋଳ ଫରେଷ୍ଟ ରେଞ୍ଜ ରାସୋଳ ସେକ୍ସନ ନୂଆପାଟଣା ଗାଁରେ ଗତକାଲି ଏକ ଦନ୍ତା ହାତୀ ଆତଙ୍କ ଦେଖିବାକୁ ମିଳିଛି. ଲୋକେ ଭୟଭୀତ ହେବା ସହ ଲୋକଙ୍କ ଘର ପାଚେରୀ ସହ ଏକ ବାଇକ କୁ ଭାଙ୍ଗି ଦେଇଥିବାର ସୂଚନା ମିଳିଛି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    8 hrs ago
  • ମା ବୁଢ଼ୀ ଦେଈ ଙ୍କର କଳସ ଯାତ୍ରା ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଗେଙ୍ଗୁଟିଆ ଗ୍ରା:ପ ର କେଞ୍ଚୁଆ ବେରେଣୀ ମୌଜାର ଅଧିଷ୍ଠାତ୍ରୀ ଦେବୀ ମା ବୁଢ଼ୀ ଦେଈ ଙ୍କର ନୂତନ ଗୃହ ପ୍ରବେଶ ଉତ୍ସବ ତା ୦୧/୦୪/୨୦୨୬ ରିଖ ଠାରୁ ତା ୦୨/୦୪/୨୦୨୬ ରିଖ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲୁଅଛି। ପ୍ରଥମ ଦିନ ବ୍ରାହ୍ମଣୀ ନଦୀ ତଟ ଠାରୁ ସକାଳ ୯ ଘଟିକା ୫୧ ଟି କଳସ ସହିତ ସଙ୍କୀର୍ତ୍ତନ ମଣ୍ଡଳୀ ମଣ୍ଡଳୀ ଓ DG ବାଜା ସହ ନେଇ ପରିକ୍ରମା କରାଯାଇଅଛି। ଉକ୍ତ ଉତ୍ସବରେ ଶ୍ରୀ ସୁବ୍ରତ କୁମାର ମଲ୍ଲିକ ସସ୍ତ୍ରୀକ ସହ କର୍ତ୍ତା ରୂପେ କାର୍ଯ୍ୟ କରିବା ସହ ପୁରୋଧା ଶ୍ରୀ ସୁଶାନ୍ତ ରଥ ଦେବୀଙ୍କର କଳସ ପୂଜା କରିଥିଲେ। ଉକ୍ତ ଉତ୍ସବକୁ କେଞ୍ଚୁଆ ବେରେଣୀ ମୌଜାର ଅଧିବାସୀ ଓ ଗେଙ୍ଗୁଟିଆ ଗ୍ରାମର ଅଧିବାସୀ ଓ ସହଯୋଗୀ ଦାମ ସାମନ୍ତରାୟ ସ୍ୱୟଂ ସଙ୍ଗଠନ ପ୍ରତ୍ୟକ୍ଷ ଓ ପରୋକ୍ଷ ସହଯୋଗରେ କାର୍ଯ୍ୟକ୍ରମ ଆଦି ସମ୍ପର୍ଣ୍ଣ ହୋଇଛି।
    1
    ମା ବୁଢ଼ୀ ଦେଈ ଙ୍କର କଳସ ଯାତ୍ରା 
ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଗେଙ୍ଗୁଟିଆ ଗ୍ରା:ପ ର କେଞ୍ଚୁଆ ବେରେଣୀ ମୌଜାର ଅଧିଷ୍ଠାତ୍ରୀ ଦେବୀ ମା ବୁଢ଼ୀ ଦେଈ ଙ୍କର ନୂତନ ଗୃହ ପ୍ରବେଶ ଉତ୍ସବ ତା ୦୧/୦୪/୨୦୨୬ ରିଖ ଠାରୁ ତା ୦୨/୦୪/୨୦୨୬ ରିଖ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲୁଅଛି। ପ୍ରଥମ ଦିନ ବ୍ରାହ୍ମଣୀ ନଦୀ ତଟ ଠାରୁ ସକାଳ ୯ ଘଟିକା ୫୧ ଟି କଳସ ସହିତ ସଙ୍କୀର୍ତ୍ତନ ମଣ୍ଡଳୀ ମଣ୍ଡଳୀ ଓ DG ବାଜା ସହ ନେଇ ପରିକ୍ରମା କରାଯାଇଅଛି। ଉକ୍ତ ଉତ୍ସବରେ ଶ୍ରୀ ସୁବ୍ରତ କୁମାର ମଲ୍ଲିକ ସସ୍ତ୍ରୀକ ସହ କର୍ତ୍ତା ରୂପେ କାର୍ଯ୍ୟ କରିବା ସହ ପୁରୋଧା ଶ୍ରୀ ସୁଶାନ୍ତ ରଥ ଦେବୀଙ୍କର କଳସ ପୂଜା କରିଥିଲେ। ଉକ୍ତ ଉତ୍ସବକୁ କେଞ୍ଚୁଆ ବେରେଣୀ ମୌଜାର ଅଧିବାସୀ ଓ ଗେଙ୍ଗୁଟିଆ ଗ୍ରାମର ଅଧିବାସୀ ଓ ସହଯୋଗୀ ଦାମ ସାମନ୍ତରାୟ ସ୍ୱୟଂ ସଙ୍ଗଠନ ପ୍ରତ୍ୟକ୍ଷ ଓ ପରୋକ୍ଷ ସହଯୋଗରେ କାର୍ଯ୍ୟକ୍ରମ ଆଦି ସମ୍ପର୍ଣ୍ଣ ହୋଇଛି।
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    20 hrs ago
  • ଚାଷୀଙ୍କ ପାଇଁ ବିଜେଡି ଫଁ ଫଁ ହେଉଛି | ବିଜେଡ଼ି ଅମଳରେ ଥିଲା କି ସତ୍ୟ ଯୁଗ ! ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ଚାଷୀଙ୍କ ପାଇଁ ବିଜେଡି ଫଁ ଫଁ ହେଉଛି | ବିଜେଡ଼ି ଅମଳରେ ଥିଲା କି ସତ୍ୟ ଯୁଗ !
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • ପ୍ରତିଦିନ ସକାଳେ ଗାଧୋଇବା ସମୟରେ ଜଳରେ ଏହିସବୁ ଜିନିଷ ମିଶାଇ ଗାଧୋଇଲେ ଭାଗ୍ୟ ଚମକିବ
    1
    ପ୍ରତିଦିନ ସକାଳେ ଗାଧୋଇବା ସମୟରେ ଜଳରେ ଏହିସବୁ ଜିନିଷ ମିଶାଇ ଗାଧୋଇଲେ ଭାଗ୍ୟ ଚମକିବ
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.