ଧାନ ଗଦା ପୋଡ଼ି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଲେ ମନ୍ତ୍ରୀ, ସରକାରୀ ସହାୟତା ପାଇଁ ପ୍ରତିଶୃତି। ପୋଲସରା ୧୨/୦୧/୨୬ ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୧୦ ଜଣ ଲୋକଙ୍କ ୨୦ ଏକରର ଧାନ ପୋଡ଼ି ପାଉଁଶ ହୋଇଯାଇଥିବା ଘଟଣା ଗତ ୧୦/୦୧/୨୬ ତାରିଖ ଶନିବାର ଅପରାହ୍ନ ସମୟରେ ବାଲିଛାଇ ଗ୍ରାମରେ ଘଟିଯାଇଥିବା ବେଳେ ଆଜି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ତଥା ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକ ଗ୍ରାମରେ ପହଞ୍ଚି ସମାଜସେବୀ ତଥା ଯୁବ ନେତା ଜଗନ୍ନାଥ ବାଢେଇ ସହିତ ଉକ୍ତ ଧାନ ପୋଡ଼ି ଘଟଣାରେ ଆଲୋଚନା କରିଥିଲେ। ଆଲୋଚନା ପରେ ସେଠାରୁ କ୍ଷତିଗ୍ରସ୍ତ ଚାଷୀଙ୍କ ଧାନ ଜମିକୁ ଯାଇ ସେଠାରେ କ୍ଷତି ହୋଇଥିବ ବିଷୟରେ ଲୋକଙ୍କ ସହିତ ଆଲୋଚନା କରିଥିଲେ। ସରକାରୀ ସହାୟତା ଯୋଗାଇଦେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରି ପାଲ ଓ ଆର୍ଥିକ ସହାୟତା ପ୍ରଦାନ କରିବା ସହ ସରକାରୀ ସହାୟତା ଯୋଗାଇଦେବା ପାଇଁ କ୍ଷତିଗ୍ରସ୍ତଙ୍କୁ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ ମନ୍ତ୍ରୀ। କେଉଁ କାରଣରୁ ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ଚାଷୀମାନେ ଧାରକରଜ କରି ଆଣି ଚାଷ କରିଥିବା ବେଳେ ଚାଷୀଙ୍କ ବର୍ଷକର ଖାଦ୍ୟ ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଧାନ ମଣ୍ଡିକୁ ଅପେକ୍ଷା କରି ବାଲିଛାଇ ସେବା ସମବାୟ ସମିତି ଧାନ ଉଠାଇବା ବିଳମ୍ବ ଯୋଗୁଁ ଅଗ୍ନିକାଣ୍ଡ ଘଟି ଲୋକଙ୍କ କ୍ଷତି ହୋଇଥିବ ନେଇ ଅଭିଯୋଗ ଆଣିଥିଲେ ଗ୍ରାମର ଚାଷୀ ମାନେ। ମନ୍ତ୍ରୀଙ୍କ ପ୍ରତିଶୃତି କୁ ନେଇ ଚାଷୀମାନଙ୍କ ମଧ୍ୟରେ ଆଶା ଉପୁଜିଥିବା ଜଣାପଡିଛି। ଗଣେଶ ପାଣିଗ୍ରାହୀ ରିପୋର୍ଟ

- ଗଞ୍ଜାମ ଜିଲ୍ଲା ଶେରଗଡ଼ ଡାଲା ଅଟୋ ଓଲଟି ଜଣେ ମୃତ 10 ରୁ ଉଦ୍ଧ ଗୁରୁତର ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ଧାନ ଗଦା ପୋଡ଼ି କ୍ଷତିଗ୍ରସ୍ତ ଚାଷୀଙ୍କ ପାଖକୁ ପହଞ୍ଚିଲେ ମନ୍ତ୍ରୀ। ପୋଲସରା ବ୍ଲକ ବାଲିଛାଇ ଗ୍ରାମରେ ଘଟିଥିବା ଅଗ୍ନିକାଣ୍ଡରେ ୧୦ ଜଣ ଚାଷୀଙ୍କ ୨୦ ଏକର ଧାନ ନଷ୍ଟ ହେବା ପରେ ଆଜି ଗ୍ରାମରେ ପହଞ୍ଚି କ୍ଷତିଗ୍ରସ୍ତଙ୍କ ସହ ଆଲୋଚନା କଲେ ଗୋକୁଳାନନ୍ଦ ମଲ୍ଲିକ। ପାଲ ଓ ଆର୍ଥିକ ସହାୟତା ସହ ସରକାରୀ ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଥିବାରୁ ଚାଷୀମାନଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି।2
- Post by Chocolate boy Kumar1
- Post by Jay kala _ jay Kalinga1
- କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ଗ୍ରାମପଞ୍ଚାୟତ ତରଲଙ୍ଗୀ ଗ୍ରାମର ୮୨ ବର୍ଷୀୟା ବୃଦ୍ଧାଙ୍କୁ ଆଜି ପର୍ଯନ୍ତ ମିଳିପାରିନି କୌଣସି ଆବାସ ଗୃହ, କେବଳ ଭତା ଏବଂ ମାଗଣା ଚାଉଳରେ ସତେ ଜେମିତି ସ୍ବପ୍ନ ସରିଯାଉଛି l ଅନେକ ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଧା କୌଣସି ସୁଫଳ ମିଳିପାରିନି l1
- Post by AK14TV1
- #1
- ଧାନ ଗଦା ପୋଡ଼ି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଲେ ମନ୍ତ୍ରୀ, ସରକାରୀ ସହାୟତା ପାଇଁ ପ୍ରତିଶୃତି। ପୋଲସରା ୧୨/୦୧/୨୬ ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୧୦ ଜଣ ଲୋକଙ୍କ ୨୦ ଏକରର ଧାନ ପୋଡ଼ି ପାଉଁଶ ହୋଇଯାଇଥିବା ଘଟଣା ଗତ ୧୦/୦୧/୨୬ ତାରିଖ ଶନିବାର ଅପରାହ୍ନ ସମୟରେ ବାଲିଛାଇ ଗ୍ରାମରେ ଘଟିଯାଇଥିବା ବେଳେ ଆଜି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ତଥା ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକ ଗ୍ରାମରେ ପହଞ୍ଚି ସମାଜସେବୀ ତଥା ଯୁବ ନେତା ଜଗନ୍ନାଥ ବାଢେଇ ସହିତ ଉକ୍ତ ଧାନ ପୋଡ଼ି ଘଟଣାରେ ଆଲୋଚନା କରିଥିଲେ। ଆଲୋଚନା ପରେ ସେଠାରୁ କ୍ଷତିଗ୍ରସ୍ତ ଚାଷୀଙ୍କ ଧାନ ଜମିକୁ ଯାଇ ସେଠାରେ କ୍ଷତି ହୋଇଥିବ ବିଷୟରେ ଲୋକଙ୍କ ସହିତ ଆଲୋଚନା କରିଥିଲେ। ସରକାରୀ ସହାୟତା ଯୋଗାଇଦେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରି ପାଲ ଓ ଆର୍ଥିକ ସହାୟତା ପ୍ରଦାନ କରିବା ସହ ସରକାରୀ ସହାୟତା ଯୋଗାଇଦେବା ପାଇଁ କ୍ଷତିଗ୍ରସ୍ତଙ୍କୁ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ ମନ୍ତ୍ରୀ। କେଉଁ କାରଣରୁ ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ଚାଷୀମାନେ ଧାରକରଜ କରି ଆଣି ଚାଷ କରିଥିବା ବେଳେ ଚାଷୀଙ୍କ ବର୍ଷକର ଖାଦ୍ୟ ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଧାନ ମଣ୍ଡିକୁ ଅପେକ୍ଷା କରି ବାଲିଛାଇ ସେବା ସମବାୟ ସମିତି ଧାନ ଉଠାଇବା ବିଳମ୍ବ ଯୋଗୁଁ ଅଗ୍ନିକାଣ୍ଡ ଘଟି ଲୋକଙ୍କ କ୍ଷତି ହୋଇଥିବ ନେଇ ଅଭିଯୋଗ ଆଣିଥିଲେ ଗ୍ରାମର ଚାଷୀ ମାନେ। ମନ୍ତ୍ରୀଙ୍କ ପ୍ରତିଶୃତି କୁ ନେଇ ଚାଷୀମାନଙ୍କ ମଧ୍ୟରେ ଆଶା ଉପୁଜିଥିବା ଜଣାପଡିଛି। ଗଣେଶ ପାଣିଗ୍ରାହୀ ରିପୋର୍ଟ1