logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ 2026 ମସିହା ମାଟ୍ରିକ ପରୀକ୍ଷା ଆଜଠାରୁ ଆରମ୍ଭ ହୋଇଛି। ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି। ଚଳିତ ବର୍ଷ ପରୀକ୍ଷାକୁ ତ୍ରୁଟି ଶୂନ୍ୟ ଏବଂ ସ୍ବଚ୍ଛତା ଓ ନିରପେକ୍ଷ ଭାବରେ ପରିଚାଳନା ପାଇଁ ଉଦ୍ୟମ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ 5 ଲକ୍ଷ 61 ହଜାର 979 ଜଣ ଛାତ୍ର ଛାତ୍ରୀ 3082 ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 37 ଟି ସ୍ଵତନ୍ତ୍ର ସ୍ୱାଡ ଗଠନ କରାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ର ମାନଙ୍କରେ ସି ସି ଟି ଭି ଓ ଏ ଆଇ କ୍ୟାମେରା ଖଞ୍ଜା ଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ରେ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି। ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟ ରେ ନୋଡାଲ କେନ୍ଦ୍ର ମାନଙ୍କ ରୁ ପ୍ରଶ୍ନ ପତ୍ର ପରୀକ୍ଷା କେନ୍ଦ୍ର ମାନଙ୍କୁ ପଠା ଯାଇଛି। ପରୀକ୍ଷା କେନ୍ଦ୍ର ଗୁଡିକରେ ପ୍ରବେଶ ସମୟରେ ଛାତ୍ର ଛାତ୍ରୀ ମାନଙ୍କୁ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ର ମଧ୍ୟକୁ ଛଡ଼ା ଯାଇଥିଲା। ସକାଳ 9 ଟା ରୁ ପରୀକ୍ଷା ଆରମ୍ଭ ହୋଇ 110.30 ପର୍ଯ୍ୟନ୍ତ ଚାଲିବ।

1 hr ago
user_Aritkumar Mohapatra
Aritkumar Mohapatra
କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
1 hr ago

ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ 2026 ମସିହା ମାଟ୍ରିକ ପରୀକ୍ଷା ଆଜଠାରୁ ଆରମ୍ଭ ହୋଇଛି। ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି। ଚଳିତ ବର୍ଷ ପରୀକ୍ଷାକୁ ତ୍ରୁଟି ଶୂନ୍ୟ ଏବଂ ସ୍ବଚ୍ଛତା ଓ ନିରପେକ୍ଷ ଭାବରେ ପରିଚାଳନା ପାଇଁ ଉଦ୍ୟମ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ 5 ଲକ୍ଷ 61 ହଜାର 979 ଜଣ ଛାତ୍ର ଛାତ୍ରୀ 3082 ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 37 ଟି ସ୍ଵତନ୍ତ୍ର ସ୍ୱାଡ ଗଠନ କରାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ର ମାନଙ୍କରେ ସି ସି ଟି ଭି ଓ ଏ ଆଇ କ୍ୟାମେରା ଖଞ୍ଜା ଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ରେ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି। ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟ ରେ ନୋଡାଲ କେନ୍ଦ୍ର ମାନଙ୍କ ରୁ ପ୍ରଶ୍ନ ପତ୍ର ପରୀକ୍ଷା କେନ୍ଦ୍ର ମାନଙ୍କୁ ପଠା ଯାଇଛି। ପରୀକ୍ଷା କେନ୍ଦ୍ର ଗୁଡିକରେ ପ୍ରବେଶ ସମୟରେ ଛାତ୍ର ଛାତ୍ରୀ ମାନଙ୍କୁ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ର ମଧ୍ୟକୁ ଛଡ଼ା ଯାଇଥିଲା। ସକାଳ 9 ଟା ରୁ ପରୀକ୍ଷା ଆରମ୍ଭ ହୋଇ 110.30 ପର୍ଯ୍ୟନ୍ତ ଚାଲିବ।

More news from ଓଡ଼ିଶା and nearby areas
  • ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ 2026 ମସିହା ମାଟ୍ରିକ ପରୀକ୍ଷା ଆଜଠାରୁ ଆରମ୍ଭ ହୋଇଛି। ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି। ଚଳିତ ବର୍ଷ ପରୀକ୍ଷାକୁ ତ୍ରୁଟି ଶୂନ୍ୟ ଏବଂ ସ୍ବଚ୍ଛତା ଓ ନିରପେକ୍ଷ ଭାବରେ ପରିଚାଳନା ପାଇଁ ଉଦ୍ୟମ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ 5 ଲକ୍ଷ 61 ହଜାର 979 ଜଣ ଛାତ୍ର ଛାତ୍ରୀ 3082 ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 37 ଟି ସ୍ଵତନ୍ତ୍ର ସ୍ୱାଡ ଗଠନ କରାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ର ମାନଙ୍କରେ ସି ସି ଟି ଭି ଓ ଏ ଆଇ କ୍ୟାମେରା ଖଞ୍ଜା ଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ରେ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି। ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟ ରେ ନୋଡାଲ କେନ୍ଦ୍ର ମାନଙ୍କ ରୁ ପ୍ରଶ୍ନ ପତ୍ର ପରୀକ୍ଷା କେନ୍ଦ୍ର ମାନଙ୍କୁ ପଠା ଯାଇଛି। ପରୀକ୍ଷା କେନ୍ଦ୍ର ଗୁଡିକରେ ପ୍ରବେଶ ସମୟରେ ଛାତ୍ର ଛାତ୍ରୀ ମାନଙ୍କୁ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ର ମଧ୍ୟକୁ ଛଡ଼ା ଯାଇଥିଲା। ସକାଳ 9 ଟା ରୁ ପରୀକ୍ଷା ଆରମ୍ଭ ହୋଇ 110.30 ପର୍ଯ୍ୟନ୍ତ ଚାଲିବ।
    1
    ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ 2026  ମସିହା ମାଟ୍ରିକ ପରୀକ୍ଷା ଆଜଠାରୁ ଆରମ୍ଭ ହୋଇଛି। ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଛି। ଚଳିତ ବର୍ଷ ପରୀକ୍ଷାକୁ ତ୍ରୁଟି ଶୂନ୍ୟ ଏବଂ ସ୍ବଚ୍ଛତା ଓ ନିରପେକ୍ଷ ଭାବରେ ପରିଚାଳନା ପାଇଁ ଉଦ୍ୟମ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ 5 ଲକ୍ଷ 61 ହଜାର 979 ଜଣ ଛାତ୍ର ଛାତ୍ରୀ 3082 ଟି ପରୀକ୍ଷା  କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।   ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 37 ଟି ସ୍ଵତନ୍ତ୍ର ସ୍ୱାଡ ଗଠନ କରାଯାଇଛି।  ପ୍ରତ୍ୟେକ ପରୀକ୍ଷା କେନ୍ଦ୍ର ମାନଙ୍କରେ ସି ସି ଟି ଭି ଓ ଏ ଆଇ କ୍ୟାମେରା ଖଞ୍ଜା ଯାଇଛି। ପରୀକ୍ଷା ସୁପରିଚାଳନା ପାଇଁ ମାଧ୍ୟମିକ  ଶିକ୍ଷା ପରିଷଦ ରେ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି।  ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟ ରେ ନୋଡାଲ କେନ୍ଦ୍ର ମାନଙ୍କ ରୁ ପ୍ରଶ୍ନ ପତ୍ର ପରୀକ୍ଷା କେନ୍ଦ୍ର ମାନଙ୍କୁ ପଠା ଯାଇଛି। ପରୀକ୍ଷା କେନ୍ଦ୍ର ଗୁଡିକରେ ପ୍ରବେଶ ସମୟରେ ଛାତ୍ର ଛାତ୍ରୀ ମାନଙ୍କୁ ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ର ମଧ୍ୟକୁ ଛଡ଼ା ଯାଇଥିଲା।  ସକାଳ 9 ଟା ରୁ ପରୀକ୍ଷା ଆରମ୍ଭ ହୋଇ 110.30 ପର୍ଯ୍ୟନ୍ତ ଚାଲିବ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    1 hr ago
  • କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।
    1
    କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    14 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • ତାଳଚେର ସରକାରୀ ମେଡିକାଲ କ୍ରିୟାନୁଷ୍ଠାନ କମିଟିର ଧାରଣା ଦେଇଛନ୍ତି ଭୁବନେଶ୍ୱର PMG ଠାରେ ।।
    1
    ତାଳଚେର ସରକାରୀ ମେଡିକାଲ କ୍ରିୟାନୁଷ୍ଠାନ କମିଟିର ଧାରଣା ଦେଇଛନ୍ତି ଭୁବନେଶ୍ୱର PMG ଠାରେ ।।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    12 hrs ago
  • ଢେଙ୍କାନାଳ ର ବିବି ହାଇସ୍କୁଲ, ସରକାରୀ ବାଳିକା ବିଦ୍ୟାଳୟ, ବଳରାମ ହାଇସ୍କୁଲ, ଦାଣ୍ଡିମାଳ ହାଇସ୍କୁଲ, ଲକ୍ଷ୍ମୀଧର ହାଇସ୍କୁଲ ଏହିପରି ବିଭିନ୍ନ ହାଇସ୍କୁଲ ରେ ଆଜିଠାରୁ ମାଟ୍ରିକ ପରିକ୍ଷା ଏହି ଅବସରରେ ସମସ୍ତ ପରିକ୍ଷାଥି ଙ୍କୁ ସୁରୁ ଆପ୍ ତରଫ ରୁ ହାଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା
    4
    ଢେଙ୍କାନାଳ ର ବିବି ହାଇସ୍କୁଲ, ସରକାରୀ ବାଳିକା ବିଦ୍ୟାଳୟ, ବଳରାମ ହାଇସ୍କୁଲ, ଦାଣ୍ଡିମାଳ ହାଇସ୍କୁଲ, ଲକ୍ଷ୍ମୀଧର ହାଇସ୍କୁଲ ଏହିପରି ବିଭିନ୍ନ ହାଇସ୍କୁଲ ରେ ଆଜିଠାରୁ ମାଟ୍ରିକ ପରିକ୍ଷା  
ଏହି ଅବସରରେ ସମସ୍ତ ପରିକ୍ଷାଥି ଙ୍କୁ ସୁରୁ ଆପ୍ ତରଫ ରୁ ହାଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    25 min ago
  • Hindu Auspicious Enshrines.
    1
    Hindu Auspicious Enshrines.
    user_Susanta Kumar Patnaik
    Susanta Kumar Patnaik
    Building society ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଆଜିଠାରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ଢେଙ୍କାନାଳ ଜିଲ୍ଲାରେ ମୋଟ ୯୫ଟି ପରୀକ୍ଷା କେନ୍ଦ୍ରରେ ୧୬, ୭୭୭ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ପ୍ରଥମ ଦିନରେ ସକାଳ ସାଢେ ୭ଟାରେ ସମସ୍ତ ପରୀକ୍ଷା କେନ୍ଦ୍ର ପରୀକ୍ଷାର୍ଥୀମାନେ ପ୍ରବେଶ କରିଛନ୍ତି। ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । କପି ରୋକିବା ପାଇଁ ମଧ୍ଯ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ପକ୍ଷରୁ କପି ରୋକିବା ପାଇଁ ୩ଟି ସ୍ପାଡ ଗଠନ ହୋଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି। ଜିଲ୍ଲାର ଭୁବନ ବ୍ଲକରେ ୧୧ଟି, ଢେଙ୍କାନାଳରେ ୧୬ଟି, ଗଁଦିଆ, ହିନ୍ଦୋଳ ଓ କାମାକ୍ଷାନଗରରେ ୧୨ଟି ଲେଖାଏଁ, କଙ୍କଡ଼ାହାଡ଼ରେ ୯ଟି, ଓଡ଼ାପଡ଼ା ବ୍ଲକରେ ୧୩ଟି ଓ ପରଜଙ୍ଗବ୍ଲକରେ ୧୦ଟିକୁ ମିଶାଇ ମୋଟ ୯୫ଟି ପରୀକ୍ଷା କେନ୍ଦ୍ର ରହିଛି। ସେହିପରି ଜିଲାରେ ୨୬୯ଟି ହାଇସ୍କୁଲର ମୋଟ ରେଗୁଲାର ୧୬୬୦୮ ପରୀକ୍ଷାର୍ଥୀ, ପତ୍ର ବିନିମୟରେ ୧୦ଜଣ ଓ ଏସ୍ଓଏସ୍‌ଇରେ ୧୫୯ଜଣ ପରୀକ୍ଷାର୍ଥୀ ରହିଛନ୍ତି। ପ୍ରଶ୍ନପତ୍ର ରଖୁବା ପାଇଁ ୧୦ଟି ନୋଡାଲ Iଲ ସେଣ୍ଟର କରାଯାଇଛି ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ଛାତ୍ରଛାତ୍ରୀମାନେ ବେସ ଉତ୍ସାହିତ ଥିବା ପ୍ରକାଶ କରିଛନ୍ତି |
    1
    ଆଜିଠାରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ଢେଙ୍କାନାଳ ଜିଲ୍ଲାରେ ମୋଟ ୯୫ଟି ପରୀକ୍ଷା କେନ୍ଦ୍ରରେ ୧୬, ୭୭୭ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ପ୍ରଥମ ଦିନରେ ସକାଳ ସାଢେ ୭ଟାରେ ସମସ୍ତ ପରୀକ୍ଷା କେନ୍ଦ୍ର ପରୀକ୍ଷାର୍ଥୀମାନେ ପ୍ରବେଶ କରିଛନ୍ତି। ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । କପି ରୋକିବା ପାଇଁ ମଧ୍ଯ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ପକ୍ଷରୁ କପି ରୋକିବା ପାଇଁ ୩ଟି ସ୍ପାଡ ଗଠନ ହୋଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଛି। ଜିଲ୍ଲାର ଭୁବନ ବ୍ଲକରେ ୧୧ଟି, ଢେଙ୍କାନାଳରେ ୧୬ଟି, ଗଁଦିଆ, ହିନ୍ଦୋଳ ଓ କାମାକ୍ଷାନଗରରେ ୧୨ଟି ଲେଖାଏଁ, କଙ୍କଡ଼ାହାଡ଼ରେ  ୯ଟି, ଓଡ଼ାପଡ଼ା ବ୍ଲକରେ ୧୩ଟି ଓ ପରଜଙ୍ଗବ୍ଲକରେ ୧୦ଟିକୁ ମିଶାଇ ମୋଟ ୯୫ଟି ପରୀକ୍ଷା କେନ୍ଦ୍ର ରହିଛି। ସେହିପରି ଜିଲାରେ ୨୬୯ଟି ହାଇସ୍କୁଲର ମୋଟ ରେଗୁଲାର ୧୬୬୦୮ ପରୀକ୍ଷାର୍ଥୀ, ପତ୍ର ବିନିମୟରେ ୧୦ଜଣ ଓ ଏସ୍ଓଏସ୍‌ଇରେ ୧୫୯ଜଣ ପରୀକ୍ଷାର୍ଥୀ ରହିଛନ୍ତି। ପ୍ରଶ୍ନପତ୍ର ରଖୁବା ପାଇଁ ୧୦ଟି ନୋଡାଲ Iଲ ସେଣ୍ଟର କରାଯାଇଛି ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି । ଛାତ୍ରଛାତ୍ରୀମାନେ ବେସ ଉତ୍ସାହିତ ଥିବା ପ୍ରକାଶ କରିଛନ୍ତି |
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • କଟକ ନୂଆପଡା ପ୍ରେସ କଲୋନୀରେ ଗୁଳିକାଣ୍ଡ। ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ସୌମ୍ୟ ରଞ୍ଜନ ଜେନା ଓରଫ ଲିଙ୍କୁ। ନୂଆପଡା ପ୍ରେସ କଲୋନୀ ନିକଟରେ ଦୁର୍ବୃତ୍ତମାନେ ସୌମ୍ୟରଞ୍ଜନ ଉପରକୁ ଗୁଳିମାଡ କରିଥିଲେ । ଏଥିରେ ସୌମ୍ୟ ଗୁରୁତର ହୋଇଥିଲ । ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି।
    1
    କଟକ ନୂଆପଡା ପ୍ରେସ କଲୋନୀରେ ଗୁଳିକାଣ୍ଡ। ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ସୌମ୍ୟ ରଞ୍ଜନ ଜେନା ଓରଫ ଲିଙ୍କୁ। ନୂଆପଡା ପ୍ରେସ କଲୋନୀ ନିକଟରେ ଦୁର୍ବୃତ୍ତମାନେ ସୌମ୍ୟରଞ୍ଜନ ଉପରକୁ ଗୁଳିମାଡ କରିଥିଲେ । ଏଥିରେ ସୌମ୍ୟ ଗୁରୁତର ହୋଇଥିଲ । ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.