logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର କୁଞ୍ଜ ଛକ ରୁ ବ୍ଲକ୍ ଛକ ଦେଇ ଏକ ପିକଅପ୍ ଭେନ୍ ରେ ୩୭୫୦ ବୋତଲ ଉପରେ କଫ ସିରପ ଯାଉଥିବା ସମୟ ରେ ସୁବର୍ଣ୍ଣପୁର ପୋଲିସ ଦ୍ଵାରା ଯାଞ୍ଚ ସମୟ ରେ କଫ ଶିରପ ସହ ଦୁଇ ଆସାମୀ ଗିରଫ। ମାଯା ବୋତଲ ସହିତ ଅଭିନବ ଉପାୟ ରେ ଚାଲାଣ ହେଉଥିଲା କଫ ସିରପ। ପୋଲିସ ଉପସ୍ଥିତ ରେ ସମସ୍ତ ବୋତଲ ଗଣତି କରିବା ପରେ ସିଲ କରାଯାଇଛି। ଯୁବ ପୀଢ଼ି ଏହି ଔଷଧ କୁ ନିଶା ରେ ବ୍ୟବହାର କରୁଥିବା ବେଳେ ସୁବର୍ଣ୍ଣପୁର ରେ ମଧ୍ୟ ବହୁଳ ବ୍ୟବହାର ହେଉଥିବା ଅନେକ ସମୟ ରେ ଅଭିଯୋଗ ହୋଇଆସୁଛି।

12 hrs ago
user_Shree News
Shree News
ବୀରମହାରାଜପୁର, ସୋନପୁର, ଓଡ଼ିଶା•
12 hrs ago

ସୁବର୍ଣ୍ଣପୁର କୁଞ୍ଜ ଛକ ରୁ ବ୍ଲକ୍ ଛକ ଦେଇ ଏକ ପିକଅପ୍ ଭେନ୍ ରେ ୩୭୫୦ ବୋତଲ ଉପରେ କଫ ସିରପ ଯାଉଥିବା ସମୟ ରେ ସୁବର୍ଣ୍ଣପୁର ପୋଲିସ ଦ୍ଵାରା ଯାଞ୍ଚ ସମୟ ରେ କଫ ଶିରପ ସହ ଦୁଇ ଆସାମୀ ଗିରଫ। ମାଯା ବୋତଲ ସହିତ ଅଭିନବ ଉପାୟ ରେ ଚାଲାଣ ହେଉଥିଲା କଫ ସିରପ। ପୋଲିସ ଉପସ୍ଥିତ ରେ ସମସ୍ତ ବୋତଲ ଗଣତି କରିବା ପରେ ସିଲ କରାଯାଇଛି। ଯୁବ ପୀଢ଼ି ଏହି ଔଷଧ କୁ ନିଶା ରେ ବ୍ୟବହାର କରୁଥିବା ବେଳେ ସୁବର୍ଣ୍ଣପୁର ରେ ମଧ୍ୟ ବହୁଳ ବ୍ୟବହାର ହେଉଥିବା ଅନେକ ସମୟ ରେ ଅଭିଯୋଗ ହୋଇଆସୁଛି।

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର କୁଞ୍ଜ ଛକ ରୁ ବ୍ଲକ୍ ଛକ ଦେଇ ଏକ ପିକଅପ୍ ଭେନ୍ ରେ ୩୭୫୦ ବୋତଲ ଉପରେ କଫ ସିରପ ଯାଉଥିବା ସମୟ ରେ ସୁବର୍ଣ୍ଣପୁର ପୋଲିସ ଦ୍ଵାରା ଯାଞ୍ଚ ସମୟ ରେ କଫ ଶିରପ ସହ ଦୁଇ ଆସାମୀ ଗିରଫ। ମାଯା ବୋତଲ ସହିତ ଅଭିନବ ଉପାୟ ରେ ଚାଲାଣ ହେଉଥିଲା କଫ ସିରପ। ପୋଲିସ ଉପସ୍ଥିତ ରେ ସମସ୍ତ ବୋତଲ ଗଣତି କରିବା ପରେ ସିଲ କରାଯାଇଛି। ଯୁବ ପୀଢ଼ି ଏହି ଔଷଧ କୁ ନିଶା ରେ ବ୍ୟବହାର କରୁଥିବା ବେଳେ ସୁବର୍ଣ୍ଣପୁର ରେ ମଧ୍ୟ ବହୁଳ ବ୍ୟବହାର ହେଉଥିବା ଅନେକ ସମୟ ରେ ଅଭିଯୋଗ ହୋଇଆସୁଛି।
    2
    ସୁବର୍ଣ୍ଣପୁର କୁଞ୍ଜ ଛକ ରୁ ବ୍ଲକ୍ ଛକ ଦେଇ ଏକ ପିକଅପ୍ ଭେନ୍ ରେ ୩୭୫୦ ବୋତଲ ଉପରେ କଫ ସିରପ ଯାଉଥିବା ସମୟ ରେ ସୁବର୍ଣ୍ଣପୁର ପୋଲିସ ଦ୍ଵାରା ଯାଞ୍ଚ ସମୟ ରେ କଫ ଶିରପ ସହ ଦୁଇ ଆସାମୀ ଗିରଫ। ମାଯା ବୋତଲ ସହିତ ଅଭିନବ ଉପାୟ ରେ ଚାଲାଣ ହେଉଥିଲା କଫ ସିରପ। ପୋଲିସ ଉପସ୍ଥିତ ରେ ସମସ୍ତ ବୋତଲ ଗଣତି କରିବା ପରେ ସିଲ କରାଯାଇଛି। ଯୁବ ପୀଢ଼ି ଏହି ଔଷଧ କୁ ନିଶା ରେ ବ୍ୟବହାର କରୁଥିବା ବେଳେ ସୁବର୍ଣ୍ଣପୁର ରେ ମଧ୍ୟ ବହୁଳ ବ୍ୟବହାର ହେଉଥିବା ଅନେକ ସମୟ ରେ ଅଭିଯୋଗ ହୋଇଆସୁଛି।
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    12 hrs ago
  • ସ୍ୱାଧୀନତା ସଂଗ୍ରାମୀ ଈଶ୍ବର ଚନ୍ଦ୍ର ପାଣିଗ୍ରାହୀ ସ୍ମୃତି ସମିତିର ସାଧାରଣ ବୈଠକ ଅନୁଷ୍ଠିତ ସୁବର୍ଣ୍ଣପୁର: ଜିଲ୍ଲାର ସୋନପୁର ବ୍ଲକ ବିଶିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାଗଦୁଲି ଗ୍ରାମଠାରେ ସ୍ୱାଧୀନତା ସଂଗ୍ରାମୀ ସ୍ମୃତିସଭା ଗୃହଠାରେ ସ୍ୱାଧୀନତା ସଂଗ୍ରାମୀ ଈଶ୍ବର ଚନ୍ଦ୍ର ପାଣିଗ୍ରାହୀ ସ୍ମୃତି ସମିତି ପକ୍ଷରୁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମିତିର ନୂତନ କର୍ମକର୍ତ୍ତା ଗଠନ ସହିତ ନୂତନ ସଦସ୍ୟ ଗ୍ରହଣ କରାଯାଇଥିଲା। ବିଶିମୁଣ୍ଡା, ମଲ୍ଲିକମୁଣ୍ଡା, ହରଡୋଖୋଲ ଗ୍ରାମପଞ୍ଚାୟତର ବିଶେଷ ଭାବେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସହଯୋଗ କରିଥିବା ପରିବାରର ଜଣେ ଜଣେ ସଦସ୍ୟ ଉପସ୍ଥିତ ଥିଲେ। ସର୍ବସମ୍ମତିକ୍ରମେ ସଭାପତି ଭାବେ ବିରଞ୍ଚି ନାରାୟଣ ଷାଣ୍ଢ, ମନୋଜ କୁମାର ପଲିଆ ଉପସଭାପତି, ସରୋଜ ଚନ୍ଦ୍ର ମେହେର ସମ୍ପାଦକ, ପର୍ଶୁରାମ ମେହେର ସହ ସମ୍ପାଦକ, ପ୍ରମୋଦ କୁମାର ସାହୁ କୋଷାଧକ୍ଷ ଏବଂ ଉପଦେଷ୍ଟା ଭାବେ ଭଗବାନ ଦାସ, ଅର୍ଜୁନ ମିଶ୍ର, ଆଦିତ୍ୟ ମିଶ୍ର, ସମାରୁ ମେହେର, ଯାଦୁନନ୍ଦନ ବେଜି, ନଗର କର୍ମୀ ଗୋପାଳ ମିଶ୍ର, ସୁରେଶ ଚନ୍ଦ୍ର କୁଶଳ ଏବଂ ମିଡ଼ିଆ ସଂଯୋଜକ ରଞ୍ଜନ ହୋତା ମନୋନୀତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ତଥା ଗ୍ରାମାଞ୍ଚଳରେ ଥିବା ସମସ୍ତ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପରିବାରକୁ ଚିହ୍ନଟ କରି ସରକାରଙ୍କୁ ଜଣାଇବା ଏବଂ ସ୍ୱାଧୀନତା ସଂଗ୍ରାମୀ ଓ ତାଙ୍କ ସହଯୋଗୀମାନଙ୍କ ସ୍ମୃତି ଉଦେଶ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ କରାଯିବ ବୋଲି ନବ ମନୋନୀତ ସଭାପତି ବିରଞ୍ଚି ନାରାୟଣ ଷାଣ୍ଢ ଗଣମାଧ୍ୟକୁ ସୂଚନା ଦେଇଥିଲେ।
    1
    ସ୍ୱାଧୀନତା ସଂଗ୍ରାମୀ ଈଶ୍ବର ଚନ୍ଦ୍ର ପାଣିଗ୍ରାହୀ ସ୍ମୃତି ସମିତିର ସାଧାରଣ ବୈଠକ ଅନୁଷ୍ଠିତ
ସୁବର୍ଣ୍ଣପୁର: ଜିଲ୍ଲାର ସୋନପୁର ବ୍ଲକ ବିଶିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାଗଦୁଲି ଗ୍ରାମଠାରେ ସ୍ୱାଧୀନତା ସଂଗ୍ରାମୀ ସ୍ମୃତିସଭା ଗୃହଠାରେ ସ୍ୱାଧୀନତା ସଂଗ୍ରାମୀ ଈଶ୍ବର ଚନ୍ଦ୍ର ପାଣିଗ୍ରାହୀ ସ୍ମୃତି ସମିତି ପକ୍ଷରୁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମିତିର ନୂତନ କର୍ମକର୍ତ୍ତା ଗଠନ ସହିତ ନୂତନ ସଦସ୍ୟ ଗ୍ରହଣ କରାଯାଇଥିଲା। ବିଶିମୁଣ୍ଡା, ମଲ୍ଲିକମୁଣ୍ଡା, ହରଡୋଖୋଲ ଗ୍ରାମପଞ୍ଚାୟତର ବିଶେଷ ଭାବେ  ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସହଯୋଗ କରିଥିବା ପରିବାରର ଜଣେ ଜଣେ ସଦସ୍ୟ ଉପସ୍ଥିତ ଥିଲେ। ସର୍ବସମ୍ମତିକ୍ରମେ ସଭାପତି ଭାବେ ବିରଞ୍ଚି ନାରାୟଣ ଷାଣ୍ଢ, ମନୋଜ କୁମାର ପଲିଆ ଉପସଭାପତି, ସରୋଜ ଚନ୍ଦ୍ର ମେହେର ସମ୍ପାଦକ, ପର୍ଶୁରାମ ମେହେର ସହ ସମ୍ପାଦକ, ପ୍ରମୋଦ କୁମାର ସାହୁ କୋଷାଧକ୍ଷ ଏବଂ ଉପଦେଷ୍ଟା ଭାବେ ଭଗବାନ ଦାସ, ଅର୍ଜୁନ ମିଶ୍ର, ଆଦିତ୍ୟ ମିଶ୍ର, ସମାରୁ ମେହେର, ଯାଦୁନନ୍ଦନ ବେଜି, ନଗର କର୍ମୀ ଗୋପାଳ ମିଶ୍ର, ସୁରେଶ ଚନ୍ଦ୍ର କୁଶଳ ଏବଂ ମିଡ଼ିଆ ସଂଯୋଜକ ରଞ୍ଜନ ହୋତା ମନୋନୀତ ହୋଇଛନ୍ତି।
ସୁବର୍ଣ୍ଣପୁର ଜିଲ୍ଲା ତଥା ଗ୍ରାମାଞ୍ଚଳରେ ଥିବା ସମସ୍ତ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପରିବାରକୁ ଚିହ୍ନଟ କରି ସରକାରଙ୍କୁ ଜଣାଇବା ଏବଂ ସ୍ୱାଧୀନତା ସଂଗ୍ରାମୀ ଓ ତାଙ୍କ ସହଯୋଗୀମାନଙ୍କ ସ୍ମୃତି ଉଦେଶ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ କରାଯିବ ବୋଲି ନବ ମନୋନୀତ ସଭାପତି ବିରଞ୍ଚି ନାରାୟଣ ଷାଣ୍ଢ ଗଣମାଧ୍ୟକୁ ସୂଚନା ଦେଇଥିଲେ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    27 min ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୦୬/୦୪/୨୦୨୬ ସୋମଵାର । ୧୧ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ ।  ତାରିଖ -୦୬/୦୪/୨୦୨୬ ସୋମଵାର ।  ୧୧ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର ।
BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • ଢେଙ୍କାନାଳ, ଅଦ୍ୟ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ତ୍ୱାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଢେଙ୍କାନାଳ ପୌରପାଳିକାର ଅଧ୍ଯକ୍ଷା ଜୟନ୍ତୀ ପାତ୍ର, ଏଗାର ନଂ- ଓ୍ବାର୍ଡର ଡାଉନ୍‌ସିଲର ଲକ୍ଷ୍ମୀପ୍ରିୟା ଦଳେଇ, ରାଜନୀତିଜ୍ଞ ତଥା ସମାଜସେବୀ କରୁଣାକର ଦଳେଇ, ବିକାଶ ପୁହାଣ ଏବଂ ଫଚସଖା ଶିକ୍ଷାସେତୁର ସଭାପତି କୃଷିଦା ବେଗମ୍ ପ୍ରମୁଖ ଅତିଥିମାନଙ୍କ ଆଗମନ କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସାଫଲ୍ୟ କରି ଥିଲେ
    1
    ଢେଙ୍କାନାଳ, ଅଦ୍ୟ ପିଏମ୍‌ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀ ମିନତୀ ଦେହୁରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ ମହାପାତ୍ରଙ୍କର ତତ୍ତ୍ୱାବଧାନରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପର୍ବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଢେଙ୍କାନାଳ ପୌରପାଳିକାର ଅଧ୍ଯକ୍ଷା ଜୟନ୍ତୀ ପାତ୍ର, ଏଗାର ନଂ- ଓ୍ବାର୍ଡର ଡାଉନ୍‌ସିଲର ଲକ୍ଷ୍ମୀପ୍ରିୟା ଦଳେଇ, ରାଜନୀତିଜ୍ଞ ତଥା ସମାଜସେବୀ କରୁଣାକର ଦଳେଇ, ବିକାଶ ପୁହାଣ ଏବଂ ଫଚସଖା ଶିକ୍ଷାସେତୁର ସଭାପତି କୃଷିଦା ବେଗମ୍ ପ୍ରମୁଖ ଅତିଥିମାନଙ୍କ ଆଗମନ କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ଆନନ୍ଦ ଓ ଉଲ୍ଲାସ ଭରିଦେଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମଟି ସାଫଲ୍ୟ କରି ଥିଲେ
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    22 hrs ago
  • ଫିରିଙ୍ଗିଆ ଠାରେ ଅଷ୍ଟ ଦଣ୍ଡ ମିଳନ ସୁଚାରୁ ରୂପେ ସମ୍ପନ୍ନ ହୋଇଛି ଏହି ଅବସରରେ ସନ୍ଧ୍ୟା ସମୟରେ ଫିରିଙ୍ଗିଆ ବଜାର ଠାରେ ଆଠ ଗୋଟି ଦଣ୍ଡ ନାଚ ର ମିଳନ ଉତ୍ସବ ସନ୍ଧ୍ୟା ସମୟରେ ଅନୁଷ୍ଠିତ ହୋଇଥିଲା
    1
    ଫିରିଙ୍ଗିଆ ଠାରେ ଅଷ୍ଟ ଦଣ୍ଡ ମିଳନ ସୁଚାରୁ ରୂପେ ସମ୍ପନ୍ନ ହୋଇଛି ଏହି ଅବସରରେ ସନ୍ଧ୍ୟା ସମୟରେ ଫିରିଙ୍ଗିଆ ବଜାର ଠାରେ ଆଠ ଗୋଟି ଦଣ୍ଡ ନାଚ ର ମିଳନ ଉତ୍ସବ ସନ୍ଧ୍ୟା ସମୟରେ ଅନୁଷ୍ଠିତ ହୋଇଥିଲା
    user_ସେବା ଧର୍ମ
    ସେବା ଧର୍ମ
    ଫିରିଙ୍ଗିଆ, କନ୍ଧମାଳ, ଓଡ଼ିଶା•
    1 hr ago
  • Post by SonepurSambad
    1
    Post by SonepurSambad
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    13 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.