logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବେଲଡ଼ିହି ଛକ ଠାରୁ ନଦୀ ଟୋଲା ରାସ୍ତା ଶୋଚନୀୟ ବ୍ରାହ୍ମଣୀ ତରଙ୍ଗ - ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ଲାଠିକଟା ବ୍ଲକ ର ଲୁଙ୍ଗେଇ ଗ୍ରାମ ପଂଚାୟତ ର ବେଲଡ଼ିହି ଛକ ଠାରୁ ନଦୀ ଟୋଲା ପର୍ଯ୍ୟନ୍ତ 2 କିମି ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ି ଥିବା ବେଳେ ପଂଚାୟତ ଓ ବ୍ଳକ କତୃପକ୍ଷ ସମ୍ପୂର୍ଣ ରୂପେ ଆଖି ବନ୍ଦ କରି ଥିବା ବେଳେ ସ୍ଥାନୀୟ ଜନ ସାଧାରଣ ଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି!ଏହି ରାସ୍ତାରେ ନଦୀ ଟୋଲା, ଖାଦନ ଟୋଲା ଓ ବିଭିନ୍ନ କଳକାରଖାନା କୁ ପ୍ରତିଦିନ ଶ୍ରମିକ ମାନେ କାର୍ଯ୍ୟ କରିବାକୁ ଯିବା ଆସିବା କରି ଥାନ୍ତି!ଉକ୍ତ ଗ୍ରାମର ଶିଶୁ ମାନେ ବେଲଡ଼ିହି ଛକରେ ଥିବା ବିଦ୍ୟାଳୟ କୁ ପାଠ ପଢିବାକୁ ଆସି ଥାନ୍ତି!ବର୍ଷା ଦିନରେ ଏହି ରାସ୍ତାରେ ଗମାନ ଗମନ କରିବା ବହୁ କଷ୍ଟକର ହୋଇ ଥାଏ!ତେଣୁ ଜିଲ୍ଲା କତୃପକ୍ଷ ଏଥି ପ୍ରତି ତୁରନ୍ତ ଦୃଷ୍ଟି ଦେଇ ଏହି ରାସ୍ତା ଟିକୁ ପକ୍କା ରାସ୍ତା ନିର୍ମାଣ କରିବା କୁ ସ୍ଥାନୀୟ ଗ୍ରାମ ବାସୀ ଦାବୀ କରିଛନ୍ତି!

7 hrs ago
user_Rabindra Nayak
Rabindra Nayak
ବ୍ରାହ୍ମଣୀ ତରଙ୍ଗ, ସୁନ୍ଦରଗଡ଼, ଓଡ଼ିଶା•
7 hrs ago
0363e6d7-f9d6-4869-863c-7476ea36763b

ବେଲଡ଼ିହି ଛକ ଠାରୁ ନଦୀ ଟୋଲା ରାସ୍ତା ଶୋଚନୀୟ ବ୍ରାହ୍ମଣୀ ତରଙ୍ଗ - ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ଲାଠିକଟା ବ୍ଲକ ର ଲୁଙ୍ଗେଇ ଗ୍ରାମ ପଂଚାୟତ ର ବେଲଡ଼ିହି ଛକ ଠାରୁ ନଦୀ ଟୋଲା ପର୍ଯ୍ୟନ୍ତ 2 କିମି ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ି ଥିବା ବେଳେ ପଂଚାୟତ ଓ ବ୍ଳକ କତୃପକ୍ଷ ସମ୍ପୂର୍ଣ ରୂପେ ଆଖି ବନ୍ଦ କରି ଥିବା ବେଳେ ସ୍ଥାନୀୟ ଜନ ସାଧାରଣ ଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି!ଏହି ରାସ୍ତାରେ ନଦୀ ଟୋଲା, ଖାଦନ ଟୋଲା ଓ ବିଭିନ୍ନ କଳକାରଖାନା କୁ ପ୍ରତିଦିନ ଶ୍ରମିକ ମାନେ କାର୍ଯ୍ୟ କରିବାକୁ ଯିବା ଆସିବା କରି ଥାନ୍ତି!ଉକ୍ତ ଗ୍ରାମର ଶିଶୁ ମାନେ ବେଲଡ଼ିହି ଛକରେ ଥିବା ବିଦ୍ୟାଳୟ କୁ ପାଠ ପଢିବାକୁ ଆସି ଥାନ୍ତି!ବର୍ଷା ଦିନରେ ଏହି ରାସ୍ତାରେ ଗମାନ ଗମନ କରିବା ବହୁ କଷ୍ଟକର ହୋଇ ଥାଏ!ତେଣୁ ଜିଲ୍ଲା କତୃପକ୍ଷ ଏଥି ପ୍ରତି ତୁରନ୍ତ ଦୃଷ୍ଟି ଦେଇ ଏହି ରାସ୍ତା ଟିକୁ ପକ୍କା ରାସ୍ତା ନିର୍ମାଣ କରିବା କୁ ସ୍ଥାନୀୟ ଗ୍ରାମ ବାସୀ ଦାବୀ କରିଛନ୍ତି!

More news from ଓଡ଼ିଶା and nearby areas
  • ମାଙ୍କଡ 🐒 ପିଲା ର ଜିବନ ବଞ୍ଜେଇ ଦେଲା
    1
    ମାଙ୍କଡ 🐒 ପିଲା ର ଜିବନ ବଞ୍ଜେଇ ଦେଲା
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    18 hrs ago
  • Post by Uttam@9777334422
    1
    Post by Uttam@9777334422
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    9 hrs ago
  • Post by ମିଲନ କୁମାର ନାଏକ
    1
    Post by ମିଲନ କୁମାର ନାଏକ
    user_ମିଲନ କୁମାର ନାଏକ
    ମିଲନ କୁମାର ନାଏକ
    ପାଟଣା, କେନ୍ଦୁଝର, ଓଡ଼ିଶା•
    14 hrs ago
  • ବେଲପାହାଡ଼ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ନିଜସ୍ଵ ଷ୍ଟେଡିୟମ ରେ ଶୁକ୍ରବାର ଦିନ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ଟିଆର ଏଲ କ୍ରୋଶାକି ରିଫ୍ରେକ୍ଟୋରିଜ ଲିମିଟେଡ଼ ର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ନାଏକ ଉପସ୍ଥିତ ଥିଲେ । ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ଅନିତା ନାଏକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ମୂଖ୍ୟ ଅତିଥି ନିଜ ଅଭିଭାଷଣ ରେ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ମାତା ପିତା ଓ ଗୁରୁ ମାନଙ୍କୁ ସବୁବେଳେ ସମ୍ମାନ ଦେବା ପାଇଁ ପରାମର୍ଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ ଉତ୍ସାହ ବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ସଭାପତିତ୍ୱ କରିଥିବା ବେଳେ ନିଜ ବକ୍ତବ୍ୟ ରେ ବିଦ୍ୟାଳୟ ର ଉନ୍ନତୀ ମୂଳକ କାର୍ଯ୍ୟକ୍ରମ "ପ୍ରଗତି" ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅମ୍ବରିଶ ଘୋଷ ସ୍ୱାଗତ ଭାଷଣ ଉପସ୍ଥାପନା କରିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ବରିଷ୍ଠ ଶିକ୍ଷୟିତ୍ରୀ ପିଙ୍କି ଭଟ୍ଟାଚାର୍ଯ୍ୟି ଓ ଶୁଭଶ୍ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ବିଜୟ କୁମାର ଗୌଡ଼ ସୁରକ୍ଷା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ଶେଷରେ ହମିଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗତବର୍ଷ କାଉନସିଲ ପରୀକ୍ଷାରେ ଭକ୍ତୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ର ବିଭାଶ କୁମାର ନାୟକ କୁ ଟିଆରଏଲ କ୍ରୋଶାକି ଏକ୍ସଲେନ୍ସ ଆୱାର୍ଡ ଏବଂ ଓମ୍ ଶ୍ରୀବାସ୍ତବ କୁ ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରାଯାଇଥିଲା । ଗତ ବର୍ଷ କାଉନସିଲ ପରୀକ୍ଷାରେ ଦଶମ ଶ୍ରେଣୀରେ ପ୍ରଥମ ହୋଇଥିବା ଶୌରଭ ଅଗ୍ରୱାଲ, ଦ୍ୱିତୀୟ ବିଭାଶ ନାୟକ ଓ ତୃତୀୟ ଅନସିରାଜ ସିଂ, ଦ୍ଵାଦଶ ଶ୍ରେଣୀ ପାଇଁ ବିଜ୍ଞାନ ରେ ଅନିକେତ ଚୌବେ, କ୍ରିଶ ଗୁପ୍ତା, ଆର୍ୟନ କୁମାର ଓ ଅନୁସ୍କା ପ୍ରଧାନ ବାଣିଜ୍ୟ ରେ ବୁଶ୍ରା ବାନୋ , ଆଦିତି ଇପ୍ସିତା, ଇଶାନ ଶୁକ୍ଳା ପୁରସ୍କୃତ ହୋଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଶୁନି ରାଣୀ ପଣ୍ଡା, ସୁନନ୍ତ ପଣ୍ଡା, ହମିଦ କୁମାର ମହାପାତ୍ର, ରୁବି ଡାନିଏଲ, ପିଙ୍କି ଭଟ୍ଟାଚାର୍ଯ୍ୟି, ସୀମା ସାହୁ ଓ ଏମ ଡି ସାହିଦ ଙ୍କୁ ସମ୍ମାନୀତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ଓ ପ୍ରଂଶସା କରିଥିଲେ ।
    1
    ବେଲପାହାଡ଼ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ନିଜସ୍ଵ ଷ୍ଟେଡିୟମ ରେ ଶୁକ୍ରବାର ଦିନ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ଟିଆର ଏଲ କ୍ରୋଶାକି ରିଫ୍ରେକ୍ଟୋରିଜ ଲିମିଟେଡ଼ ର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ନାଏକ ଉପସ୍ଥିତ ଥିଲେ । ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ଅନିତା ନାଏକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ମୂଖ୍ୟ ଅତିଥି ନିଜ ଅଭିଭାଷଣ ରେ ଛାତ୍ର ଛାତ୍ରୀ ମାନଙ୍କୁ  ନିଜ ମାତା ପିତା ଓ ଗୁରୁ ମାନଙ୍କୁ ସବୁବେଳେ ସମ୍ମାନ ଦେବା ପାଇଁ ପରାମର୍ଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ  ଉତ୍ସାହ ବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ସଭାପତିତ୍ୱ କରିଥିବା ବେଳେ ନିଜ ବକ୍ତବ୍ୟ ରେ ବିଦ୍ୟାଳୟ ର ଉନ୍ନତୀ ମୂଳକ କାର୍ଯ୍ୟକ୍ରମ "ପ୍ରଗତି" ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅମ୍ବରିଶ ଘୋଷ ସ୍ୱାଗତ ଭାଷଣ ଉପସ୍ଥାପନା କରିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ ।  ବରିଷ୍ଠ ଶିକ୍ଷୟିତ୍ରୀ ପିଙ୍କି ଭଟ୍ଟାଚାର୍ଯ୍ୟି ଓ ଶୁଭଶ୍ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ବିଜୟ କୁମାର ଗୌଡ଼ ସୁରକ୍ଷା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ଶେଷରେ  ହମିଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗତବର୍ଷ କାଉନସିଲ ପରୀକ୍ଷାରେ ଭକ୍ତୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।  ଛାତ୍ର ବିଭାଶ କୁମାର ନାୟକ କୁ ଟିଆରଏଲ କ୍ରୋଶାକି ଏକ୍ସଲେନ୍ସ ଆୱାର୍ଡ ଏବଂ ଓମ୍ ଶ୍ରୀବାସ୍ତବ କୁ ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରାଯାଇଥିଲା । ଗତ ବର୍ଷ କାଉନସିଲ ପରୀକ୍ଷାରେ ଦଶମ ଶ୍ରେଣୀରେ ପ୍ରଥମ ହୋଇଥିବା ଶୌରଭ ଅଗ୍ରୱାଲ, ଦ୍ୱିତୀୟ ବିଭାଶ ନାୟକ ଓ ତୃତୀୟ ଅନସିରାଜ ସିଂ, ଦ୍ଵାଦଶ ଶ୍ରେଣୀ ପାଇଁ ବିଜ୍ଞାନ ରେ ଅନିକେତ ଚୌବେ, କ୍ରିଶ ଗୁପ୍ତା, ଆର୍ୟନ କୁମାର ଓ ଅନୁସ୍କା ପ୍ରଧାନ ବାଣିଜ୍ୟ ରେ ବୁଶ୍ରା ବାନୋ , ଆଦିତି ଇପ୍ସିତା, ଇଶାନ ଶୁକ୍ଳା ପୁରସ୍କୃତ ହୋଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଶୁନି ରାଣୀ ପଣ୍ଡା, ସୁନନ୍ତ ପଣ୍ଡା, ହମିଦ କୁମାର ମହାପାତ୍ର, ରୁବି ଡାନିଏଲ, ପିଙ୍କି ଭଟ୍ଟାଚାର୍ଯ୍ୟି, ସୀମା ସାହୁ ଓ ଏମ ଡି ସାହିଦ ଙ୍କୁ ସମ୍ମାନୀତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ଓ ପ୍ରଂଶସା କରିଥିଲେ ।
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    15 hrs ago
  • କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ @narendramodi @BJP4Odisha @BJP4India @CMO_Odisha @PMOIndia #NarendraModi #Congress #WomenReservationBill2026କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ @narendramodi @BJP4Odisha @BJP4India @CMO_Odisha @PMOIndia #NarendraModi #Congress #WomenReservationBill2026
    1
    କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ
@narendramodi
@BJP4Odisha
@BJP4India
@CMO_Odisha
@PMOIndia
#NarendraModi #Congress #WomenReservationBill2026କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ
@narendramodi
@BJP4Odisha
@BJP4India
@CMO_Odisha
@PMOIndia
#NarendraModi #Congress #WomenReservationBill2026
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    6 hrs ago
  • Post by Jitendra raj
    2
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    10 hrs ago
  • କମେଡି ଛୁଙ୍କ Comedy ସନୁ & ମନୁ
    1
    କମେଡି ଛୁଙ୍କ Comedy ସନୁ & ମନୁ
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    11 hrs ago
  • सड़क बनाने के नाम पर लाखों का घोटाला बामरा #Bigbreakingnews #bamraupdate #latestnews
    1
    सड़क बनाने के नाम पर लाखों का घोटाला बामरा #Bigbreakingnews #bamraupdate #latestnews
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    15 hrs ago
  • କରଞ୍ଜିଆ,୧୮/୪(ପାର୍ଥ ପ୍ରଶନ୍ନ ମିଶ୍ର): କରଞ୍ଜିଆ ସହର ଦେଇ ଯାଇଥିବା ୨୨୦ ନମ୍ୱର ଜାତୀୟ ରାଜପଥର ବାଇପାସ୍ ଶିବ ମନ୍ଦିର ନିକଟରେ ଆଜି ରାତି ପ୍ରାୟ ୯ ଘଟିକା ସମୟରେ ବାଇକ୍ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଚାଳକ ଗୁରୁତର ହୋଇ ରାସ୍ତା କଡକୁ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଛନ୍ତି। ଗୁରୁତର ଯୁବକ ଜଣକ ନୂଆସାହି ର ସମୀର ଦେହୁରୀ ବୋଲି ଜଣାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
    1
    କରଞ୍ଜିଆ,୧୮/୪(ପାର୍ଥ ପ୍ରଶନ୍ନ ମିଶ୍ର): କରଞ୍ଜିଆ ସହର ଦେଇ ଯାଇଥିବା ୨୨୦ ନମ୍ୱର ଜାତୀୟ ରାଜପଥର ବାଇପାସ୍ ଶିବ ମନ୍ଦିର ନିକଟରେ ଆଜି ରାତି ପ୍ରାୟ ୯ ଘଟିକା ସମୟରେ ବାଇକ୍ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଚାଳକ ଗୁରୁତର ହୋଇ ରାସ୍ତା କଡକୁ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଛନ୍ତି। ଗୁରୁତର ଯୁବକ ଜଣକ ନୂଆସାହି ର ସମୀର ଦେହୁରୀ ବୋଲି ଜଣାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.