Shuru
Apke Nagar Ki App…
ଦରମା ଦାବିରେ ଆନ୍ଦୋଳନ, ଜୟପୁର R & B SEଙ୍କ ବୟାନରେ ଉଠିଲା ଅନେକ ପ୍ରଶ୍ନ ଦରମା ଦାବିରେ ଆନ୍ଦୋଳନ, ଜୟପୁର R & B SEଙ୍କ ବୟାନରେ ଉଠିଲା ଅନେକ ପ୍ରଶ୍ନ
UD MEDIA NEWS
ଦରମା ଦାବିରେ ଆନ୍ଦୋଳନ, ଜୟପୁର R & B SEଙ୍କ ବୟାନରେ ଉଠିଲା ଅନେକ ପ୍ରଶ୍ନ ଦରମା ଦାବିରେ ଆନ୍ଦୋଳନ, ଜୟପୁର R & B SEଙ୍କ ବୟାନରେ ଉଠିଲା ଅନେକ ପ୍ରଶ୍ନ
More news from ଓଡ଼ିଶା and nearby areas
- ବକେୟା ଦରମାକୁ ନେଇ ଆନ୍ଦୋଳନରେ ପୂର୍ତ୍ତ ବିଭାଗର ୨୫ରୁ ଉର୍ଦ୍ଧ୍ବ ଅସ୍ଥାୟୀ କର୍ମଚାରୀ #Jeypore #National241
- ସନ୍ତାନଙ୍କୁ ନେଇ ସଂଘର୍ଷମୟ ଜୀବନ ବିତାଉଛନ୍ତି ଶାନ୍ତି, ସରକାରୀ ସହାୟତାକୁ ଅପେକ୍ଷା ସନ୍ତାନଙ୍କୁ ନେଇ ସଂଘର୍ଷମୟ ଜୀବନ ବିତାଉଛନ୍ତି ଶାନ୍ତି, ସରକାରୀ ସହାୟତାକୁ ଅପେକ୍ଷା1
- ପିଡେଲ ବାଜୁ ଗ୍ରାମ ରେ ବୃଦ୍ଧାଙ୍କୁ ହାତୀ କଚାଡ଼ି ମାରିବା ଘଟଣା ଘଟଣାସ୍ଥଳରେ ବନବିଭାଗ ରାଜସ୍ୱ ଓ ପୋଲିସ ବିଭାଗର ମିଳିତ ରେ ତଦନ୍ତ,ଶବ ବ୍ୟବଚ୍ଛେଦ ପରେ ପରିବାରର ବର୍ଗଙ୍କୁ ହସ୍ତାନ୍ତର। କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ପିଡେଲବାଜୁ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୨୬ଟିକିଆ ଜଙ୍ଗଲୀ ହାତୀପଲର ଉତ୍ପାତରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ହାତୀପଲ ଗ୍ରାମରେ ପ୍ରବେଶ କରି ପ୍ରଥମେ ଚାଷଜମିର ଫସଲ ନଷ୍ଟ କରିବା ସହ ପିଡେଲବାଜୁ ଗାଁର ତିଲାଏ ହରିଜନ ଙ୍କ ଘର ଭାଙ୍ଗି ଜୀବନ ନେଇଛି ।ସୂଚନା ଅନୁଯାୟୀ, ତିଲାଏ ହରିଜନଙ୍କ ଘର କାନ୍ଥକୁ ହାତୀପଲ ଭାଙ୍ଗି ଦେଇଥିଲା। ସେହି ସମୟରେ ଘର ଭିତରେ ପାଞ୍ଚଜଣ ଶୋଇଥିଲେ। ହଠାତ୍ ହାତୀପଲକୁ ଦେଖି ଚାରିଜଣ ପୁରୁଷ ମହିଳା ଜୀବନ ବିକଳରେ ଘରୁ ବାହାରି ପଳାଇବାରେ ସଫଳ ହୋଇଥିବାବେଳେ ତିଲାଏ ହରିଜନ ଦୁର୍ଭାଗ୍ୟବଶତଃ ହାତୀପଲର ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ କଚାଡ଼ି ଦେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ କୁ ଖଣ୍ଡ ବଖଣ୍ଡିତ କରି ଚାରିଆଡେ ଫିଙ୍ଗିଦେଇ ଥିଲା।ସକାଳୁ ଘଟଣାର ଖବର ପାଇ ବିଶ୍ୱନାଥପୁର ବନ ବିଭାଗ ଫରେଷ୍ଟର ସୁରେଶ ରାଉତ ଓ ଅନ୍ୟ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।ବିଶ୍ୱନାଥପୁର ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୁଲିସ ମୃତଦେହ ଉଦ୍ଧାର କରି ତଦନ୍ତ ପରେ ଏକ ମାମଲା ରୁଜୁ କରିଛି। ବିଶ୍ୱନାଥପୁର ଥାନା ଅଧିକାରୀ କଳ୍ପନା ବେହେରା, ଅତିରିକ୍ତ ତହସିଲଦାର ସତ୍ୟବ୍ରତ ନାୟକ, ଏସିଏଫ ନରୋତ୍ତମ ମାଝୀ,ଡ଼. କିରଣ କୁମାର ସାହୁ ଘଟଣା ପହଞ୍ଚି ଘଟଣା ତଦନ୍ତ କରିଥିଲେ।। କୁମଖାଳ ସରପଞ୍ଚ ସାନ୍ଦ୍ରୁ ମାଝୀ ହାତୀ ଉପଦ୍ରଵକୁ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।ଘଟଣା ସ୍ଥଳରେ ହିଁ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଆଜି ଶନିବାର ରାତ୍ରୀ ଆଠଟା ସମୟରେ ବିଶ୍ଵନାଥ ପୁର ପୋଲିସ ସୁଚନା ଦେଇଛି। ଦୁଃଖଦ ଘଟଣା ରେ ଲାଞ୍ଜିଗଡ଼ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଢେଇ ଲାଞ୍ଜିଗଡ଼ ବ୍ଲକ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ସନ୍ତୋଷ କୁମାର ତୁଳ ରାଜିବ ଗାନ୍ଧୀ ସେବା ସମିତି ସଭାପତି ମୁଲୁ ମାଝୀ, ବିଶ୍ଵନାଥ ପୁର ବିଜେପି ମଣ୍ଡଳ ସଭାପତି ତୁଳସୀ ମାଝୀ ସମ୍ପାଦକ ଘଟଣାସ୍ଥଳରେ ପହଞ୍ଚି ତିଥି ଅନୁଧ୍ୟାନ ସହିତ ଶୋକ ସନ୍ତୋପ ପରିବାର କୁ ଆଶ୍ଵସନା ଦେବା ସହିତ ଅମର ଆତ୍ମାର ସଦଗତି କାମନାରେ କରି ସମବେଦନା ଜଣାଇଛନ୍ତି।1
- ବମ୍ବେ ରେ ଅଛନ୍ତି ଅଙ୍ଗନବାଡି କର୍ମୀ,ହେଲ୍ପରଙ୍କ ଦ୍ଵାରା ୧୦ ଦିନ ହେଲା ଚାଲିଛି ଅଙ୍ଗନବାଡି କେନ୍ଦ୍ର ବମ୍ବେ ରେ ଅଛନ୍ତି ଅଙ୍ଗନବାଡି କର୍ମୀ,ହେଲ୍ପରଙ୍କ ଦ୍ଵାରା ଚାଲିଛି ଅଙ୍ଗନବାଡି କେନ୍ଦ୍ର l ପିଲା ମାନଙ୍କୁ କେବଳ ହେଲ୍ପର ରନ୍ଧା ଖାଦ୍ୟ ଦେଇ ଚାଲି ଯାଉଛନ୍ତି l କେନ୍ଦ୍ର ରେ ୬ଗୋଟି ପିଲା ଥିବା ବେଳେ ସେମାଙ୍କୁ କୌଣସି ପାଠ ପଢ଼ା ଯାଉନି କି ଖେଳ କୁଦ କରା ଯାଉନି l ଏବଂ ସରାକରଙ୍କ ନିୟମ ଅନୁଯାୟୀ କିଶୋରୀ ଓ ଗର୍ଭବତୀଙ୍କୁ ଦିଆଯାଉନି ଅଣ୍ଡା ଓ ଛତୁଆ l ଏଭଳି ଅଭିଯୋଗ ଆସିଛି ଗଜପତି ଜିଲ୍ଲା ମୋହନା ବ୍ଲକ ନିଜୁମା ଅଙ୍ଗନବାଡି କେନ୍ଦ୍ର ରେ l ଗତ ୧୦ ଦିନ ହେଲାଣି ଅଙ୍ଗନବାଡି କେନ୍ଦ୍ର ର କର୍ମୀ ମମତା ରଇତ ଉପରିସ୍ଥ ଅଧିକାରୀଙ୍କୁ ବିନା ଜଣାତରେ ବମ୍ବେ ଯାଇଛନ୍ତି l ଫଳରେ କେନ୍ଦ୍ରର ସହାୟିକା କେବଳ ଶିଶୁମାନଙ୍କୁ ଖାଇବାକୁ ଦେଇ ଛାଡ଼ି ଦେଉଛନ୍ତି l ଅଙ୍ଗନବାଡି କର୍ମୀ ଚିକିତ୍ସା ପାଇଁ ବମ୍ବେ ଯାଇଥିବା ଗ୍ରାମବାସୀ କହୁଥିବା ବେଳେ ସିଡିପିଓ କହିଛନ୍ତି ଘଟଣା ସମ୍ପର୍କରେ ସେ ଜାଣି ନାହାଁନ୍ତି l ସୁପର୍ଭାଇଜର ଓ ହେଲପରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବେ ବୋଲି କହିଛନ୍ତି l ଗଜପତି ଜିଲ୍ଲା ରୁ ଟିକି ଲିମା ଙ୍କ ରିପୋର୍ଟ ଖବର ତରଙ୍ଗ1
- ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ସଞ୍ଜିତ୍ ମହାନ୍ତି ଙ୍କୁ ଅବସର କାଳୀନ ସମ୍ୱର୍ଦ୍ଧନା ଜଣାଇଲେ ମୋହନଗିରି ଅଞ୍ଚଳବାସୀ। ଶ୍ରୀ ମହାନ୍ତି କେବଳ ଶିକ୍ଷକ ନଥିଲେ,ସେ ଅଞ୍ଚଳର ପ୍ରତ୍ୟେକ ଟି କାର୍ଯ୍ୟକ୍ରମ ରେ ଜଡ଼ିତ ହୋଇ ଅଞ୍ଚଳର ବିକାଶ ଦିଗରେ ଆଗେଇ ଆସୁଥିଲେ।ତେଣୁ ତାଙ୍କରି ଚାକିରି ସମୟର ଅବସର ବେଳେ ଅଞ୍ଚଳ ବାସୀ ଭାବ ବିହ୍ବଳ ହୋଇ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।1
- 🌹🌹🌹🌹🌹🌹🌹🌹🌹1
- ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ। ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ହସ୍ତକ୍ଷେପ ପରେ ଜୟପୁର R&B ଅସ୍ଥାୟୀ କର୍ମଚାରୀଙ୍କ ଧାରଣା ସ୍ଥଗିତ।1
- ଦେବାଦେବୀଙ୍କ ପାରମ୍ପାରିକ ଆଭୂଷଣ ତିଆରି କରି ସ୍ୱାବଲମ୍ବୀ #Nabarangpur #National241
- ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ1