logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅଜଣା ଗାଡି ଧକ୍କାରେ ଛାତ୍ରଙ୍କ ମୃତ୍ୟୁ, ଜାତୀୟ ରାଜପଥ ୨୬ଅବରୋଧ କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମର ଶ୍ରୀକାନ୍ତ ସାହୁଙ୍କ ପୁତ୍ର ନରସିଂହ ସାହୁ(୧୭)ଗତକାଲି ରାତ୍ରି ୮ଟା ସମୟରେ ଜାତୀୟ ରାଜ ପଥ ର ଏକ ପୋଲ ରେ ବସିଥିବା ବେଳେ କେସିଙ୍ଗା ରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ ଅଜଣା ପିକ କପ ଭ୍ୟାନ ବୁଲାଣି ରେ ଭାର ସାମ୍ୟ ହରାଇ ଛାତ୍ର ନରସିଂହ ଙ୍କୁ ଧକ୍କା ଦେଇ ଫେରାର ହୋଇଥିଲା।ଏହି ଖବର ପରିବାର ଓ ଗ୍ରାମ ବାସୀ ଜାଣିଲା ପରେ ନରସିଂହ ଙ୍କୁ ଗୁରୁତର ଅବସ୍ଥାରେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ନେଇଥିଲେ।ପ୍ରାଥମିକଚିକିତ୍ସା କଲା ପରେ ଅତି ସଙ୍କଟାପନ୍ନ ହେବାରୁ ତାଙ୍କୁ ଭବାନୀପାଟଣା କୁ ସ୍ଥାନାନ୍ତରିତ କରା ଯାଇଥିଲା।ସେଠାରେ ଡାକ୍ତର ନରସିଂହ ଙ୍କୁ ମୃତ ଘୋଷଣା କରିବା ପରେ ସୋମବାର ସକାଳେ ପରିବାର ବର୍ଗ ଜାତୀୟ ରାଜ ପଥ ୨୬ ଉପରେ ମୃତ ଦେହ ରଖି କେସିଙ୍ଗା ରୁ ବଲାଙ୍ଗିର କୁ ସଂଯୋଗ କରୁଥିବା ଜାତୀୟ ରାଜ ପଥ ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଖବର ପାଇଁ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ, କେସିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବୁଝାମଣା କରିଥିଲେ।ଜାତୀୟ ରାଜ ପଥ ର ଉଭୟ ପଟେ ରାସ୍ତା ଅବରୋଧ କରାଯାଇ ଥିବାରୁ ଅନେକ ସରକାରୀ ବସ, ବିଭିନ୍ନ ଯାନବାହନ ଅଟକ ରହିଥିଲା। ଏସଂକ୍ରାନ୍ତ ରେ କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ ଙ୍କୁ ପଚାରିବାରୁ ବୁଝାମଣା ପରେ ପରିବାରବର୍ଗ ଙ୍କୁ ଘଟଣା ସ୍ଥଳରେ ୧୦ହଜାର ଦିଆ ଗଲା ଆସନ୍ତା କାଲି ପୁଣି ୧୦ ହଜାର ଦିଆ ଯିବାର ପ୍ରତିଶୃତି ପରେ ସମସ୍ତ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିବା ହୋଇଥିଲା।

4 hrs ago
user_Gopal Das Mahananda
Gopal Das Mahananda
Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
4 hrs ago
bd9691c4-32a2-470b-8c47-b2df1a232061

More news from ଓଡ଼ିଶା and nearby areas
  • ଶ୍ରୀକୃଷ୍ଣ ନଗର ଠାରେ ଓଡ଼ିଶା ଜନତା କଂଗ୍ରେସ ର ବିଶାଳ ଜନସମାବେଶ। ପ୍ରତିକ୍ରିୟା ରଖିଲେ ମଧୁ ମହାନ୍ତି।
    1
    ଶ୍ରୀକୃଷ୍ଣ ନଗର ଠାରେ ଓଡ଼ିଶା ଜନତା କଂଗ୍ରେସ ର ବିଶାଳ ଜନସମାବେଶ। ପ୍ରତିକ୍ରିୟା ରଖିଲେ ମଧୁ ମହାନ୍ତି।
    user_Gopal Das Mahananda
    Gopal Das Mahananda
    Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    4 hrs ago
  • ଓଡ଼ିଶାରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଏହି ଭୟଙ୍କର ଘଟଣା ସମସ୍ତଙ୍କୁ ଚକିତ କରିବା ସହ ମାନବିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଜୋର୍ ଧରିଛି।
    1
    ଓଡ଼ିଶାରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଏହି ଭୟଙ୍କର ଘଟଣା ସମସ୍ତଙ୍କୁ ଚକିତ କରିବା ସହ ମାନବିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଜୋର୍ ଧରିଛି।
    user_ମଳୟ ବେନୁଆଁ.
    ମଳୟ ବେନୁଆଁ.
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    7 hrs ago
  • କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ଥାନା ପରିସରରେ ସାଇବର ସୁରକ୍ଷା ସଚେତନତା ଜୁଭେନ୍ତିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ସାଇବର ଅପରାଧରୁ ସୁରକ୍ଷିତ ରହିବା ବିଷୟରେ ଶିକ୍ଷା ଦେବା।
    1
    କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ ଥାନା ପରିସରରେ ସାଇବର ସୁରକ୍ଷା ସଚେତନତା ଜୁଭେନ୍ତିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ସାଇବର ଅପରାଧରୁ ସୁରକ୍ଷିତ ରହିବା ବିଷୟରେ ଶିକ୍ଷା ଦେବା।
    user_Ramesh Chandra Nayak
    Ramesh Chandra Nayak
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    11 hrs ago
  • ବାଲିଅନ୍ତା ଘଟଣା ର ଗିରଫ ଭୟରେ ପୁରୁଷ ମାନେ ଗାଁ ଛାଡ଼ି ଫେରାର ହୋଇଛନ୍ତି ପୋଲିସ ଭିଡ଼ିଓ ଆଧାର ରେ ସମସ୍ତ ଙ୍କୁ ଗିରଫ କରିବାରେ ଲାଗିପଡିଛନ୍ତି। ଏଣୁ ଗାଁ ରେ ପୁରୁଷ ଶୂନ୍ୟ ହୋଇଛନ୍ତି। ଗିରଫ ଭୟ ରେ ପୁରୁଷ ମାନେ ଫେରାର ଥିବା ଦେଖିବା କୁ ମିଳିଛି।
    1
    ବାଲିଅନ୍ତା ଘଟଣା ର ଗିରଫ ଭୟରେ ପୁରୁଷ ମାନେ ଗାଁ ଛାଡ଼ି ଫେରାର ହୋଇଛନ୍ତି 
ପୋଲିସ ଭିଡ଼ିଓ ଆଧାର ରେ ସମସ୍ତ ଙ୍କୁ ଗିରଫ କରିବାରେ ଲାଗିପଡିଛନ୍ତି। ଏଣୁ ଗାଁ ରେ ପୁରୁଷ ଶୂନ୍ୟ ହୋଇଛନ୍ତି। ଗିରଫ ଭୟ ରେ ପୁରୁଷ ମାନେ ଫେରାର ଥିବା ଦେଖିବା କୁ ମିଳିଛି।
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    55 min ago
  • ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
    1
    ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସହରରେ ଦେଖିବାକୁ ମିଳିଛି। ମଦ୍ୟପ ଅବସ୍ଥାରେ ଜଣେ ଯୁବକ ମୋବାଇଲ ଟାୱାର ଉପରକୁ ଚଢି ଆତ୍ମହତ୍ୟା ଧମକ ଦେବାରୁ ସ୍ଥାନୀୟ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୁଲିସ ଓ ଅଗ୍ନିଶମ ବାହିନୀର ଉଦ୍ୟମରେ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।ଉଦ୍ଧାର ପରେ ତ୍ରିଲୋଚନ କାଶୀଙ୍କୁ କଲ୍ୟାଣସିଂହପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଘଟଣାଟିକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    1 hr ago
  • ଦେଖନ୍ତୁ 🙏🙏🙏
    1
    ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    13 hrs ago
  • 💋💋💋💋💋💋💋💋💋💋
    1
    💋💋💋💋💋💋💋💋💋💋
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    12 hrs ago
  • ଏକ ଅତି ଚମତ୍କାର ନାଚର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ନାଚ ଦର୍ଶକଙ୍କ ମନ ମୋହି ନେଇଛି।
    1
    ଏକ ଅତି ଚମତ୍କାର ନାଚର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ନାଚ ଦର୍ଶକଙ୍କ ମନ ମୋହି ନେଇଛି।
    user_ମଳୟ ବେନୁଆଁ.
    ମଳୟ ବେନୁଆଁ.
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.