logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ଏମ,ପି,ଭି-୭୩ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଦୟାଲ ବୈରାଗୀ ଙ୍କର ବିଦାୟ ସମ୍ଵର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ପ୍ରକାଶ ଥାଉକି ଦୟାଲ ବୈରାଗୀ ୧,୨,୧୯୮୮ ମସିହାରେ ଚାକିରୀ ଜୀବନ ଆରମ୍ଭ କରି ୩୧,୩,୨୦୨୬ରେ ଅବସର ଗ୍ରହଣ କରିଛନ୍ତି।ତାଙ୍କର ଅବସରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ,ଅଭିଭାବକ, ବିଭିନ୍ନ ବିଦ୍ଯାଳୟ ରୁ ଶିକ୍ଷକ ବୃନ୍ଦ ,ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଉପସ୍ଥିତ ଥିଲେ।ସେ ଜଣେ ଛାତ୍ର ବତ୍ସଳ ଶିକ୍ଷକ ଥିବାରୁ ସମସ୍ତଙ୍କ ପ୍ରିୟପାତ୍ର ଥିଲେ।ବିଦାୟ ସମ୍ବର୍ଦ୍ଧନା ସଭାରେ ଏମ ପି ଭି 73ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋରଞ୍ଜନ ଦେ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁକୁମାର ମଣ୍ଡଳ ,ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ପ୍ରଶାନ୍ତ ସର୍ଦ୍ଦାର ପ୍ରଧାନ ଶିକ୍ଷକ ଉଚ୍ଚ ପ୍ରାଥମିକ ବଦ୍ୟାଳୟ ଏମ ଭି ୮୮। ଅନ୍ୟାନ୍ୟ ସମ୍ମାନୀୟ ଅତିଥି ଶ୍ରୀ ସୁଜନ ବୈରାଗୀ ଗ୍ରାମ ସଭାପତି,ଶ୍ରୀ ତପନ ଚୌକିଦାର ବଶିଷ୍ଠ ନାଗରିକ,ଶ୍ରୀ ଯୁକ୍ତ ତପନ କୁମାର ବାଇନ ଅବସର ପ୍ରାପ୍ତ ଶିକ୍ଷକ, ଶ୍ରୀ ଚିତ୍ତରଞ୍ଜନ ଵାଲା,ଶ୍ରୀ କିଶୋର ଚନ୍ଦ୍ର ସାହୁ CRCC, ଶ୍ରୀ ଶ୍ରିବାସ ରାୟ CRCC, ପ୍ରଦୀପ କୁମାର ଦାସ ଶିକ୍ଷକ,ଶ୍ରୀ ସୁରେଶ ମେହେଟା ଶିକ୍ଷକ ସଂଘ ସଭାପତି ପଡିଆ, ଶ୍ରୀଦିଲୀପ ଜେନା,ସଚିନ କୃଷ୍ଣ ସାନା, ଶିକ୍ଷୟତ୍ରୀ ଶ୍ରୀମତୀ ସୁନୀତା ସରକାର, ଅମିତା ପ୍ରଧାନ, କୌଶଲ୍ୟା ନାୟକ,ଓ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ ରୁ ଅନେକ ଶିକ୍ଷକ,ଶିକ୍ଷୟିତ୍ରୀ,ଗ୍ରାମବାସୀ,ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ। ସମସ୍ତେ ଶ୍ରୀ ଦୟାଲ ବୈରାଗୀ ଆଗାମୀ ଜୀବନ କୁସୁମିତ ସହ ସୁ ସ୍ବାସ୍ଥ୍ୟ ଓ ନିରୋଗ କାମନା କରିଥିଲେ। ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦେ ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭା ସମାପ୍ତ କରିଥିଲେ।

1 hr ago
user_The Malkangiri news
The Malkangiri news
ସାମ୍ବାଦିକ ମାଲକାନଗିରି, ମାଲକାନଗିରି, ଓଡ଼ିଶା•
1 hr ago
745054ba-2158-4b78-a553-1f7bbe01acc6

ଆଜି ଏମ,ପି,ଭି-୭୩ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଦୟାଲ ବୈରାଗୀ ଙ୍କର ବିଦାୟ ସମ୍ଵର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ପ୍ରକାଶ ଥାଉକି ଦୟାଲ ବୈରାଗୀ ୧,୨,୧୯୮୮ ମସିହାରେ ଚାକିରୀ ଜୀବନ ଆରମ୍ଭ କରି ୩୧,୩,୨୦୨୬ରେ ଅବସର ଗ୍ରହଣ କରିଛନ୍ତି।ତାଙ୍କର ଅବସରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ,ଅଭିଭାବକ, ବିଭିନ୍ନ ବିଦ୍ଯାଳୟ ରୁ ଶିକ୍ଷକ ବୃନ୍ଦ ,ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ

c63d45fb-2b71-45ce-9914-9f807f477bdc

ଉପସ୍ଥିତ ଥିଲେ।ସେ ଜଣେ ଛାତ୍ର ବତ୍ସଳ ଶିକ୍ଷକ ଥିବାରୁ ସମସ୍ତଙ୍କ ପ୍ରିୟପାତ୍ର ଥିଲେ।ବିଦାୟ ସମ୍ବର୍ଦ୍ଧନା ସଭାରେ ଏମ ପି ଭି 73ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋରଞ୍ଜନ ଦେ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ପରିଚାଳନା କମିଟି ସଭାପତି ଶ୍ରୀଯୁକ୍ତ ସୁକୁମାର ମଣ୍ଡଳ ,ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ପ୍ରଶାନ୍ତ ସର୍ଦ୍ଦାର ପ୍ରଧାନ ଶିକ୍ଷକ ଉଚ୍ଚ ପ୍ରାଥମିକ ବଦ୍ୟାଳୟ ଏମ

316e8ac1-f1b1-489a-894e-d36382428bc0

ଭି ୮୮। ଅନ୍ୟାନ୍ୟ ସମ୍ମାନୀୟ ଅତିଥି ଶ୍ରୀ ସୁଜନ ବୈରାଗୀ ଗ୍ରାମ ସଭାପତି,ଶ୍ରୀ ତପନ ଚୌକିଦାର ବଶିଷ୍ଠ ନାଗରିକ,ଶ୍ରୀ ଯୁକ୍ତ ତପନ କୁମାର ବାଇନ ଅବସର ପ୍ରାପ୍ତ ଶିକ୍ଷକ, ଶ୍ରୀ ଚିତ୍ତରଞ୍ଜନ ଵାଲା,ଶ୍ରୀ କିଶୋର ଚନ୍ଦ୍ର ସାହୁ CRCC, ଶ୍ରୀ ଶ୍ରିବାସ ରାୟ CRCC, ପ୍ରଦୀପ କୁମାର ଦାସ ଶିକ୍ଷକ,ଶ୍ରୀ ସୁରେଶ ମେହେଟା ଶିକ୍ଷକ ସଂଘ ସଭାପତି ପଡିଆ, ଶ୍ରୀଦିଲୀପ ଜେନା,ସଚିନ

7082f781-c9ca-4d8d-9834-6244a8ce5974

କୃଷ୍ଣ ସାନା, ଶିକ୍ଷୟତ୍ରୀ ଶ୍ରୀମତୀ ସୁନୀତା ସରକାର, ଅମିତା ପ୍ରଧାନ, କୌଶଲ୍ୟା ନାୟକ,ଓ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ ରୁ ଅନେକ ଶିକ୍ଷକ,ଶିକ୍ଷୟିତ୍ରୀ,ଗ୍ରାମବାସୀ,ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ। ସମସ୍ତେ ଶ୍ରୀ ଦୟାଲ ବୈରାଗୀ ଆଗାମୀ ଜୀବନ କୁସୁମିତ ସହ ସୁ ସ୍ବାସ୍ଥ୍ୟ ଓ ନିରୋଗ କାମନା କରିଥିଲେ। ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଦେ ସମସ୍ତଙ୍କୁ ଧନ୍ୟବାଦ୍ ଦେଇ ସଭା ସମାପ୍ତ କରିଥିଲେ।

More news from ଓଡ଼ିଶା and nearby areas
  • ମାଲକାନଗିରି (ରାମ କୃଷ୍ଣ ଚୌଧୁରୀ)ତାରିଖ: ୩୧ ମାର୍ଚ୍ଚ ଆଜି ସାରା ଓଡ଼ିଶା ସହିତ ଦେଶବ୍ୟାପୀ ଭାବେ ଟ୍ରାନ୍ସଜେଣ୍ଡର ଅଧିକାର ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସରକାରୀ ଓ ବେସରକାରୀ ସଂଗଠନ ପକ୍ଷରୁ ସଚେତନତା କାର୍ୟକ୍ରମ, ଆଲୋଚନା ସଭା ଓ ରାଲି ଆୟୋଜିତ ହୋଇଥିଲା। ସମାଜରେ ଟ୍ରାନ୍ସଜେଣ୍ଡର ସମୁଦାୟ ଦୀର୍ଘଦିନ ଧରି ଅବହେଳା ଓ ବିଭେଦର ସମ୍ମୁଖୀନ ହୋଇଆସୁଛନ୍ତି। ଶିକ୍ଷା, ଚାକିରି ଓ ସ୍ୱାସ୍ଥ୍ୟ ସେବାରେ ସମାନ ସୁଯୋଗ ପାଇବା ପାଇଁ ସେମାନେ ନିରନ୍ତର ଭାବେ ଦାବି ଜଣାଇଆସୁଛନ୍ତି। ଏହି ଦିନର ମୂଳ ଉଦ୍ଦେଶ୍ୟ ହେଉଛି ଟ୍ରାନ୍ସଜେଣ୍ଡର ମାନଙ୍କର ଅଧିକାରକୁ ସମ୍ମାନ ଦେବା ସହିତ ସମାଜରେ ସମାନତା ଓ ସ୍ୱୀକୃତି ବୃଦ୍ଧି କରିବା। ସରକାର ତରଫରୁ ବିଭିନ୍ନ କଳ୍ୟାଣମୂଳକ ଯୋଜନା ଆରମ୍ଭ କରାଯାଇଥିବା ସତ୍ତ୍ୱେ, ଅଧିକ ସଚେତନତା ଓ ସମର୍ଥନ ଆବଶ୍ୟକ ବୋଲି ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। କିଛି ସଂଗଠନର ପ୍ରତିନିଧିମାନେ କହିଛନ୍ତି, “ଆମେ ସମାଜରେ ସମାନ ସମ୍ମାନ ଓ ଅଧିକାର ଚାହୁଁଛୁ। ଆମକୁ ମୂଳଧାରାରେ ନେବା ପାଇଁ ସମସ୍ତଙ୍କ ସହଯୋଗ ଦରକାର।” ଟ୍ରାନ୍ସଜେଣ୍ଡର ଅଧିକାର ଦିବସ ଅବସରରେ ସମାଜର ସମସ୍ତ ଶ୍ରେଣୀର ଲୋକଙ୍କୁ ସମାନତା ଓ ମାନବିକତାର ସନ୍ଦେଶ ଦିଆଯାଇଛି।
    4
    ମାଲକାନଗିରି (ରାମ କୃଷ୍ଣ ଚୌଧୁରୀ)ତାରିଖ: ୩୧ ମାର୍ଚ୍ଚ
ଆଜି ସାରା ଓଡ଼ିଶା ସହିତ ଦେଶବ୍ୟାପୀ ଭାବେ ଟ୍ରାନ୍ସଜେଣ୍ଡର ଅଧିକାର ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସରକାରୀ ଓ ବେସରକାରୀ ସଂଗଠନ ପକ୍ଷରୁ ସଚେତନତା କାର୍ୟକ୍ରମ, ଆଲୋଚନା ସଭା ଓ ରାଲି ଆୟୋଜିତ ହୋଇଥିଲା।
ସମାଜରେ ଟ୍ରାନ୍ସଜେଣ୍ଡର ସମୁଦାୟ ଦୀର୍ଘଦିନ ଧରି ଅବହେଳା ଓ ବିଭେଦର ସମ୍ମୁଖୀନ ହୋଇଆସୁଛନ୍ତି। ଶିକ୍ଷା, ଚାକିରି ଓ ସ୍ୱାସ୍ଥ୍ୟ ସେବାରେ ସମାନ ସୁଯୋଗ ପାଇବା ପାଇଁ ସେମାନେ ନିରନ୍ତର ଭାବେ ଦାବି ଜଣାଇଆସୁଛନ୍ତି।
ଏହି ଦିନର ମୂଳ ଉଦ୍ଦେଶ୍ୟ ହେଉଛି ଟ୍ରାନ୍ସଜେଣ୍ଡର ମାନଙ୍କର ଅଧିକାରକୁ ସମ୍ମାନ ଦେବା ସହିତ ସମାଜରେ ସମାନତା ଓ ସ୍ୱୀକୃତି ବୃଦ୍ଧି କରିବା। ସରକାର ତରଫରୁ ବିଭିନ୍ନ କଳ୍ୟାଣମୂଳକ ଯୋଜନା ଆରମ୍ଭ କରାଯାଇଥିବା ସତ୍ତ୍ୱେ, ଅଧିକ ସଚେତନତା ଓ ସମର୍ଥନ ଆବଶ୍ୟକ ବୋଲି ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।
କିଛି ସଂଗଠନର ପ୍ରତିନିଧିମାନେ କହିଛନ୍ତି, “ଆମେ ସମାଜରେ ସମାନ ସମ୍ମାନ ଓ ଅଧିକାର ଚାହୁଁଛୁ। ଆମକୁ ମୂଳଧାରାରେ ନେବା ପାଇଁ ସମସ୍ତଙ୍କ ସହଯୋଗ ଦରକାର।”
ଟ୍ରାନ୍ସଜେଣ୍ଡର ଅଧିକାର ଦିବସ ଅବସରରେ ସମାଜର ସମସ୍ତ ଶ୍ରେଣୀର ଲୋକଙ୍କୁ ସମାନତା ଓ ମାନବିକତାର ସନ୍ଦେଶ ଦିଆଯାଇଛି।
    user_Humaniterian Media Activist ଶ୍ରୀ ରାମ କୃଷ୍ଣ ଚୌଧୁରୀ Rk
    Humaniterian Media Activist ଶ୍ରୀ ରାମ କୃଷ୍ଣ ଚୌଧୁରୀ Rk
    ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    12 hrs ago
  • ଅବସର ଗ୍ରହଣ ଦିନ ପୁର୍ଣ୍ଣାଙ୍ଗ ପେନସନ୍ ପାଇଲେ ଶିକ୍ଷକ ଓ ଶିକ୍ଷୟିତ୍ରୀ ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧିନସ୍ଥ ହାଟକଙ୍ଗା ଉନ୍ନତ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ନାରାୟଣ ଚନ୍ଦ୍ର ଦାସ ଓ ଇନ୍ଦିରା କଲନି ଖ ପ୍ରାଥମିକ ବିଦ୍ୟାଳୟ ଜୟପୁର ର ଶିକ୍ଷୟିତ୍ରୀ ଶ୍ରୀମତି ଜ୍ୟୋତ୍ସ୍ନା ପାଣିଗ୍ରାହୀ ତା ୩୧.୦୩.୨୦୨୬ ରେ ଚାକିରି ରୁ ଅବସର ଗ୍ରହଣ କରିବାକୁ ଥିବା ସମୟରେ ଅବସର ଗ୍ରହଣ ପୁର୍ବରୁ ସରକାର ଉକ୍ତ ଦ୍ବୟ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ପୁର୍ଣ୍ଣାଙ୍ଗ ପେନସନ୍ ମଞ୍ଜୁର କରିଥିଲେ,
    1
    ଅବସର ଗ୍ରହଣ ଦିନ ପୁର୍ଣ୍ଣାଙ୍ଗ ପେନସନ୍ ପାଇଲେ ଶିକ୍ଷକ ଓ ଶିକ୍ଷୟିତ୍ରୀ
ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧିନସ୍ଥ ହାଟକଙ୍ଗା ଉନ୍ନତ ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ନାରାୟଣ ଚନ୍ଦ୍ର ଦାସ ଓ ଇନ୍ଦିରା କଲନି ଖ ପ୍ରାଥମିକ ବିଦ୍ୟାଳୟ ଜୟପୁର ର ଶିକ୍ଷୟିତ୍ରୀ ଶ୍ରୀମତି ଜ୍ୟୋତ୍ସ୍ନା ପାଣିଗ୍ରାହୀ ତା ୩୧.୦୩.୨୦୨୬ ରେ ଚାକିରି ରୁ ଅବସର ଗ୍ରହଣ କରିବାକୁ ଥିବା ସମୟରେ ଅବସର ଗ୍ରହଣ ପୁର୍ବରୁ ସରକାର ଉକ୍ତ ଦ୍ବୟ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ପୁର୍ଣ୍ଣାଙ୍ଗ ପେନସନ୍ ମଞ୍ଜୁର କରିଥିଲେ,
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    22 min ago
  • କୋଟପାଡ଼ ଅଞ୍ଚଳରେ ଏବେ ବି ଜୀବନ୍ତ ରହିଛି ଆଞ୍ଚଳିକ ଓ ପୌରାଣିକ ନାଟକ #kotpadbreakingnews #kotpad #desianato #nato #dhamanahandi #adibasisong #adibasidevas #ancholikonato #Ghatajatra #koraput #Odisha
    1
    କୋଟପାଡ଼ ଅଞ୍ଚଳରେ ଏବେ ବି ଜୀବନ୍ତ ରହିଛି ଆଞ୍ଚଳିକ ଓ ପୌରାଣିକ ନାଟକ #kotpadbreakingnews #kotpad #desianato #nato #dhamanahandi #adibasisong #adibasidevas #ancholikonato #Ghatajatra #koraput #Odisha
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    2 hrs ago
  • ନିଜ ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ.
    3
    ନିଜ  ଆଦିବାସୀ ସଂସ୍କୃତି ଆଉ ପରମ୍ପରାକୁ ବଜାୟ ରଖିବା ପାଇଁ 10-20 ଟଙ୍କା ଗୋଟିଏ ଦିନ ପାଇଁ ମାଗିଲେ ପୋଲିସ ବାଲାଙ୍କ ପୃଥିବୀ ପ୍ରଳୟ ହୋଇ ଯାଉଛି, ଏଇଟା ଗୋଟିଏ ଖୁସିର ପର୍ବ l ଏହି ପର୍ବ ପାଇଁ ଲୋକମାନେ ଖୁସିରେ ଟଙ୍କା କିଛି କିଛି ଦେଉଛନ୍ତି l ଆଉ ଆମେ ମଧ୍ୟ ଦେଉଛୁ ଆଉ ସମସ୍ତେ ନିଜ ଶକ୍ତି ଅନୁସାରେ ଖୁସିରେ ଦେବା କଥା ମଧ୍ୟ l ଏଥିପାଇଁ କାହାକୁ ମଧ୍ୟ ଟଙ୍କା ଦେବା ପାଇଁ ବାଧ୍ୟ କରାଯାଉନାହିଁ l ଯିଏ ଯାହା ଖୁସିରେ ଦେଲେ ସେତିକିରେ ଏମାନେ ଶାନ୍ତି l କିଛି ଟାଉନ ମାନଙ୍କରେ ଅନ୍ୟ ସମ୍ପ୍ରଦାୟର ଲୋକମାନେ ଅନ୍ୟାନ୍ୟ ପୂଜା ପାର୍ବଣ ପାଇଁ ଟେଣ୍ଟ୍ ପକେଇକି ମନଇଚ୍ଛା ରିସି୍ଡ୍ କାଟି ଟଙ୍କା ଆଦାୟ କରୁଛନ୍ତି l ସେଇଟା ଏହି ପୋଲିସ୍ ବାଲାଙ୍କୁ ଦେଖାଯାଉ ନାହିଁ l କିନ୍ତୁ ଆମ ଆଦିବାସୀ ପରମ୍ପରାରେ 
ଦଉଡ଼ି ଛେକି 5 କି 10 ଆଦାୟ କରିବାରୁ ଲାଠିଚାର୍ଜ l ଯିଏ ଆମ ସୁନ୍ଦର ପରମ୍ପରାକୁ ବିରୋଧ କରୁଛି ସେ କିପରି ବ୍ୟକ୍ତିତ୍ୱର ଅଧିକାରୀ ହୋଇଥିବ ଜଣାପଡୁଛି, ପୋଲିସ ମାଡ଼ର ଦୃଢ ପ୍ରତିବାଦ ହେବା ଉଚିତ.
    user_Jalandhar gd
    Jalandhar gd
    କୋଟପାଡ, କୋରାପୁଟ, ଓଡ଼ିଶା•
    14 hrs ago
  • ବିଜୁ ବାବୁଙ୍କ ପ୍ରତି ଅନୈତିକ ମନ୍ତବ୍ୟକୁ ବିରୋଧ କରି କୋରାପୁଟ ୨୬ ନଂ ଜାତୀୟ ରାଜପଥ ଘେରାଉ କଲା ବିଜେଡି, ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା
    1
    ବିଜୁ ବାବୁଙ୍କ ପ୍ରତି ଅନୈତିକ ମନ୍ତବ୍ୟକୁ ବିରୋଧ କରି କୋରାପୁଟ ୨୬ ନଂ ଜାତୀୟ ରାଜପଥ ଘେରାଉ କଲା ବିଜେଡି, ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା
    user_Koraput News
    Koraput News
    ସାମ୍ବାଦିକ କୋରାପୁଟ, କୋରାପୁଟ, ଓଡ଼ିଶା•
    2 hrs ago
  • Post by MSP TV (Reporter:-MiHiR)
    1
    Post by MSP TV (Reporter:-MiHiR)
    user_MSP TV (Reporter:-MiHiR)
    MSP TV (Reporter:-MiHiR)
    Lawyer ଡାବୁଗାନ, ନବରଙ୍ଗପୁର, ଓଡ଼ିଶା•
    3 hrs ago
  • ଦେଖନ୍ତୁ ମାଁ ମାଟି ପାଇଁ ଲଢେଇ କରୁଛନ୍ତି ଭାଇମାନେ
    1
    ଦେଖନ୍ତୁ ମାଁ ମାଟି ପାଇଁ ଲଢେଇ କରୁଛନ୍ତି ଭାଇମାନେ
    user_Baleswar Naik
    Baleswar Naik
    Thuamul Rampur, Kalahandi•
    11 hrs ago
  • ଜୟପୁର: ଜୟପୁର ଲୋରି ଓନର୍ସ ଏସୋସିଏସନ ଓ ଟ୍ରକ୍ ଓନର୍ସ ଏସୋସିଏସନ ପକ୍ଷରୁ ସ୍ୱାମୀ ସୁଧାନନ୍ଦ ସରସ୍ୱତୀଜୀଙ୍କୁ ସମ୍ମାନ ଜଣାଇବା ସହିତ ବିଶେଷ କାର୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍ୱାମୀଜୀଙ୍କ ଆଶୀର୍ବାଦ ନେବା ସହିତ ସଦସ୍ୟମାନେ ସମାଜ ସେବା ଓ ନୀତିମୂଳକ ଜୀବନ ଉପରେ ତାଙ୍କର ମୂଲ୍ୟବାନ ଉପଦେଶ ଶୁଣିଥିଲେ। ସଭାରେ ଏସୋସିଏସନର ବରିଷ୍ଠ ସଦସ୍ୟ ଓ ଅନେକ ଲୋରି-ଟ୍ରକ୍ ମାଲିକ ଉପସ୍ଥିତ ରହି କାର୍ୟକ୍ରମକୁ ସଫଳ କରିଥିଲେ।
    1
    ଜୟପୁର: ଜୟପୁର ଲୋରି ଓନର୍ସ ଏସୋସିଏସନ ଓ ଟ୍ରକ୍ ଓନର୍ସ ଏସୋସିଏସନ ପକ୍ଷରୁ ସ୍ୱାମୀ ସୁଧାନନ୍ଦ ସରସ୍ୱତୀଜୀଙ୍କୁ ସମ୍ମାନ ଜଣାଇବା ସହିତ ବିଶେଷ କାର୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି ଅବସରରେ ସ୍ୱାମୀଜୀଙ୍କ ଆଶୀର୍ବାଦ ନେବା ସହିତ ସଦସ୍ୟମାନେ ସମାଜ ସେବା ଓ ନୀତିମୂଳକ ଜୀବନ ଉପରେ ତାଙ୍କର ମୂଲ୍ୟବାନ ଉପଦେଶ ଶୁଣିଥିଲେ।
ସଭାରେ ଏସୋସିଏସନର ବରିଷ୍ଠ ସଦସ୍ୟ ଓ ଅନେକ ଲୋରି-ଟ୍ରକ୍ ମାଲିକ ଉପସ୍ଥିତ ରହି କାର୍ୟକ୍ରମକୁ ସଫଳ କରିଥିଲେ।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.