logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମାଲକାନଗିରି ଜିଲ୍ଲାରୁ ଗଲେ ଅଣ୍ଡର ଫର୍ଟିନ ର ଦଳ। ଇଣ୍ଟ୍ରା ସ୍କୁଲ ଟୁର୍ଣ୍ଣାମେଣ୍ଟରେ ଭାଗ ନେବା ପାଇଁ ମାଲକାନଗିରି ଜିଲ୍ଲାରୁ ଗଲେ ଅଣ୍ଡର ଫର୍ଟିନ ର ଦଳ। ଏହି ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ୧୬ ଜଣ ଯାଇଥିବା ବେଳେ ୨ ଜଣ ମେଣ୍ଟର ଯାଇଛନ୍ତି

1 day ago
user_The Malkangiri news
The Malkangiri news
Journalist ମାଲକାନଗିରି, ମାଲକାନଗିରି, ଓଡ଼ିଶା•
1 day ago

ମାଲକାନଗିରି ଜିଲ୍ଲାରୁ ଗଲେ ଅଣ୍ଡର ଫର୍ଟିନ ର ଦଳ। ଇଣ୍ଟ୍ରା ସ୍କୁଲ ଟୁର୍ଣ୍ଣାମେଣ୍ଟରେ ଭାଗ ନେବା ପାଇଁ ମାଲକାନଗିରି ଜିଲ୍ଲାରୁ ଗଲେ ଅଣ୍ଡର ଫର୍ଟିନ ର ଦଳ। ଏହି ଟୁର୍ଣ୍ଣାମେଣ୍ଟ ଖେଳିବା ପାଇଁ ୧୬ ଜଣ ଯାଇଥିବା ବେଳେ ୨ ଜଣ ମେଣ୍ଟର ଯାଇଛନ୍ତି

More news from ଓଡ଼ିଶା and nearby areas
  • ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରାଗିଡି ଗ୍ରାମ ପଞ୍ଚାୟତ ସମେତ, ଗୁମ୍ମା , ତରଭା, ବ.କଲାକୋଟ ଓ ଡୁମ୍ବାଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୦୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା - ୭୧ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ତିନି ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ୮୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୧୦ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଜଣକୁ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ସେହିପରି ଜଣଙ୍କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଦିଆଯାଇଛି । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି, ଏସିଏଫ୍ ପାରଳାଖେମୁଣ୍ଡି ଶ୍ରୀମତୀ ସାଇନଶ୍ରୀ ଦାଶ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ,ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
    1
    ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ  ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରାଗିଡି ଗ୍ରାମ ପଞ୍ଚାୟତ ସମେତ, ଗୁମ୍ମା , ତରଭା, ବ.କଲାକୋଟ ଓ ଡୁମ୍ବାଡ଼ ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ- ୧୦୧ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା - ୭୧ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ତିନି ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ  ୮୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୧୦ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଜଣକୁ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ସେହିପରି ଜଣଙ୍କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଦିଆଯାଇଛି । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ  ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । 
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି, ଏସିଏଫ୍ ପାରଳାଖେମୁଣ୍ଡି ଶ୍ରୀମତୀ ସାଇନଶ୍ରୀ ଦାଶ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ,ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
    user_GUMMA UPDATE NEWS
    GUMMA UPDATE NEWS
    Journalist ସେରଙ୍ଗୋ, ଗଜପତି, ଓଡ଼ିଶା•
    10 hrs ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    20 hrs ago
  • ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ
    1
    ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ
    user_Om prakash choudhury Journalist pragativadi reporter
    Om prakash choudhury Journalist pragativadi reporter
    ନୂଆପଡା, ନୂଆପଡ଼ା, ଓଡ଼ିଶା•
    5 hrs ago
  • ରାଷ୍ଟ୍ରୀୟ ଯୁବ ଦିବସ ପାଳିତ। ନୂଆପଡ଼ା - ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ କୋମନାର ଏନ୍.ଏସ୍.ଏସ୍. କାର୍ଯ୍ୟକ୍ରମ ଅଧିକାରୀ ନଳିନୀ କାନ୍ତି ସା ଙ୍କ ଅଧ୍ୟକ୍ଷତା ରେ ଗତ କାଲି ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳନ କରାଯାଇଥିଲା। ସମସ୍ତ ଅଧ୍ୟାପକ ଅଧ୍ୟାପିକା ଙ୍କ ସହିତ ସମସ୍ତ ଏନ୍. ଏସ୍. ଏସ୍. ସ୍ଵେଚ୍ଛାସେବୀ ଉପସ୍ଥିତ ରହିଥିଲେ ଓ ବଂନ୍ଦେ ମାତରମ୍ ସଙ୍ଗୀତ ସାମୁହିକ ଗାନ କରାଯାଇଥିଲା ଏବଂ ଏହି ଅବସରରେ ଏକ ଶୋଭାଯାତ୍ରା ମଧ୍ୟ ପରିଭ୍ରମଣ କରିଥିଲା। ଉପରୋକ୍ତ କାର୍ଯ୍ୟକ୍ରମ ରେ ଅମିତ୍ ରାଉତ ଲକ୍ଷ୍ମଣ ଥପା , ଡୋଲା ମଣି ଭୋଇ ,ବିଜୟ କୁମାର ବାଗ , ବିମଲ୍ ସାହୁ, ପ୍ରମୁଖ ସହଯୋଗ କରିଥିଲେ।
    2
    ରାଷ୍ଟ୍ରୀୟ ଯୁବ ଦିବସ ପାଳିତ।             ନୂଆପଡ଼ା  - ପଞ୍ଚାୟତ  ସମିତି ସ୍ନାତକ ମହାବିଦ୍ୟାଳୟ କୋମନାର ଏନ୍.ଏସ୍.ଏସ୍. କାର୍ଯ୍ୟକ୍ରମ  ଅଧିକାରୀ ନଳିନୀ କାନ୍ତି ସା ଙ୍କ ଅଧ୍ୟକ୍ଷତା ରେ ଗତ କାଲି ମହାବିଦ୍ୟାଳୟରେ ଜାତୀୟ  ଯୁବ ଦିବସ ପାଳନ  କରାଯାଇଥିଲା।  ସମସ୍ତ ଅଧ୍ୟାପକ ଅଧ୍ୟାପିକା ଙ୍କ ସହିତ ସମସ୍ତ ଏନ୍. ଏସ୍. ଏସ୍. ସ୍ଵେଚ୍ଛାସେବୀ ଉପସ୍ଥିତ ରହିଥିଲେ ଓ ବଂନ୍ଦେ ମାତରମ୍ ସଙ୍ଗୀତ ସାମୁହିକ ଗାନ କରାଯାଇଥିଲା ଏବଂ ଏହି ଅବସରରେ ଏକ ଶୋଭାଯାତ୍ରା ମଧ୍ୟ ପରିଭ୍ରମଣ କରିଥିଲା। ଉପରୋକ୍ତ କାର୍ଯ୍ୟକ୍ରମ ରେ ଅମିତ୍ ରାଉତ ଲକ୍ଷ୍ମଣ ଥପା , ଡୋଲା ମଣି ଭୋଇ ,ବିଜୟ କୁମାର ବାଗ , ବିମଲ୍ ସାହୁ, ପ୍ରମୁଖ ସହଯୋଗ କରିଥିଲେ।
    user_Surendra Tiwari
    Surendra Tiwari
    Journalist Nuapada, Odisha•
    7 hrs ago
  • #ହେପ୍ରଭୁ ତ ମେ ମର ବ ଏ ଫେ ରେ ଣେ ତ ମେ ସ ମା ଲ
    1
    #ହେପ୍ରଭୁ ତ ମେ ମର ବ ଏ ଫେ ରେ ଣେ ତ ମେ ସ ମା ଲ
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    10 hrs ago
  • ପାଟଣାଗଡ଼ ରେ ଆନ୍ଦୋଳନ କାରୀ ଙ୍କୁ ଉଠାଇ ନେଲା ପୋଲିସ।
    1
    ପାଟଣାଗଡ଼ ରେ ଆନ୍ଦୋଳନ କାରୀ ଙ୍କୁ ଉଠାଇ ନେଲା ପୋଲିସ।
    user_BHOJARAJ DANDASENA
    BHOJARAJ DANDASENA
    Journalist ବେଲପରା, ବଲାଙ୍ଗୀର, ଓଡ଼ିଶା•
    10 hrs ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    21 hrs ago
  • ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ ଙ୍କ ସହିତ ଗଣେଶ ଦାସ ଙ୍କ ରିପୋର୍ଟ ଜିଲ୍ଲା ଖବର
    1
    ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ ଙ୍କ ସହିତ ଗଣେଶ ଦାସ ଙ୍କ ରିପୋର୍ଟ ଜିଲ୍ଲା ଖବର
    user_Om prakash choudhury Journalist pragativadi reporter
    Om prakash choudhury Journalist pragativadi reporter
    ନୂଆପଡା, ନୂଆପଡ଼ା, ଓଡ଼ିଶା•
    5 hrs ago
  • ଆଜି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂ।
    2
    ଆଜି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂ।
    user_Surendra Tiwari
    Surendra Tiwari
    Journalist ନୂଆପଡା, ନୂଆପଡ଼ା, ଓଡ଼ିଶା•
    21 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.