ଜଙ୍ଗଲ ନିଆଁ ପ୍ରତିରୋଧ ସଚେତନତା କାର୍ଯ୍ୟକ୍ରମ ! ଜଙ୍ଗଲ ନିଆଁ ପ୍ରତିରୋଧ ସଚେତନତା କାର୍ଯ୍ୟକ୍ରମ ! ଢେଙ୍କାନାଳ ଜିଲ୍ଲା ଭୁବନ ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ ତରଫରୁ ଜଙ୍ଗଲ ନିଆଁ ପ୍ରତିରୋଧ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନ ବନାଞ୍ଚଳ ଅଧିକାରୀ ରାକେଶ ଦଳେଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ବିଶ୍ଵାଳ, ବିଦ୍ୟୁତ ବିଭାଗ ଆସିଷ୍ଟାଣ୍ଟ ମ୍ୟାନେଜର ନଳିନୀ ଶଙ୍କର ରଥ,ଭୁବନ ବନପାଳ ଶ୍ରୀମତୀ କଳ୍ପନା ବେହେରା, ଜିରାଳ ବନପାଳ ଶ୍ରୀମତୀ କବିତା ବିଶ୍ଵାଳ,ଫରେଷ୍ଟ ଗାର୍ଡ ଶ୍ରୀମତୀ ତୁଳସୀ ସାହୁ ଅତିଥି ଭାବେ ଯୋଗଦେଇ ଆଗାମୀ ଗ୍ରୀଷ୍ମ ରୁତୁକୁ ଦୃଷ୍ଟିରେ ରଖି କିପରି ଜଙ୍ଗଲ ଅବକ୍ଷୟ, ଚୋରି ଓ ନିଆଁ ଲାଗି ନଷ୍ଟ ହେଉଥିବା ଜଙ୍ଗଲର ସୁରକ୍ଷା ହୋଇ ପାରିବ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ l ବିଶେଷ କରି ଅଗ୍ନି ଦାଉରୁ କିପରି ଜଙ୍ଗଲକୁ ରକ୍ଷା କରାଯାଇ ପାରିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । "ଜଙ୍ଗଲ ଆମ ସମ୍ପତି,ଭବିଷ୍ୟତ ପାଇଁ ଲୋଡା ନିହାତି " "ଜଙ୍ଗଲ ସମ୍ପଦ ପୋଡିବା ନାହିଁ, ବନଜାତ ଜାତ ଦ୍ରବ୍ୟ ମିଳିବ ନାହିଁ " ବୋଲି ସଚେତନ କରିଥିଲେ।ଏହି ସଚେତନତା କାର୍ଯ୍ୟକ୍ରମରେ ବନବିଭାଗର ସମସ୍ତ କର୍ମଚାରୀଙ୍କ ସହିତ ସମେତ ବନ ସୁରକ୍ଷା ସମିତି ( ବି ଏସ ଏସ) ର ସଭାପତି ଏବଂ ସମ୍ପାଦକ ମାନେ ଯୋଗଦେଇଥିଲେ ।

- ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ,ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା। ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।1
- Post by Dhenkanal News1
- ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ, ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା । ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।1
- ଢେଙ୍କାନାଳ ସହର ରୁ କଣ୍ଟାନାଳି ଛକ ମଧ୍ୟରେ ମା ବୁଢି ଠାକୁରାଣୀ ପିଠ ସମୣଖ ରୈ ମରାମତି ହେଉଥିବା କଲଭଟ କୈଣସି ସୂଚନା ଫଳକ ନାହିଁ, ଯାହାଫଳରେ ଏଠି ବାରମ୍ବାର ଦୁଘଟଣା ଘଟୁଚି ଏଥିପାଇଁ ଦାୟୀ କିଏ ବିଭାଗ ନା ଠିକାଦାର2
- ଭୁବନେଶ୍ୱରରେ ଖୋଲିଲା ସ୍ଲିପ ୱେଲ୍ ସୋରୁମ୍ | ଶାନ୍ତି ଓ ଆରାମଦାୟକ ଅନୁଭୂତି ପାଇଁ ଥରୁଟିଏ ଆସନ୍ତୁ | ସୁଲଭ ମୂଲ୍ୟ ଓ ଆକର୍ଷଣୀୟ ଡିଜାଇନ୍ ନିଶ୍ଚୟ ମନ ମୋହିନେବ | ଭୁବନେଶ୍ୱର, ଓଡ଼ିଶା #bhubaneswar #odisha1
- କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।1
- କଟକ ର ଜଣେ ଯୁବକ ଙ୍କୁ ହତ୍ୟା କାଣ୍ଡ। କଣ ପାଈଁ ଘଟିଛି ଏ ନେଇ ତଦନ୍ତ କରୁଛି ପୋଲିସ୍। ଘଟଣା ସ୍ଥଳ ରୁ ମେଡିକାଲ ଆଣିବା ପରେ ଜଣା ପଡିଥିଲା ଯୁବକ ଙ୍କ ର ମୃତ୍ୟୁ ଘଟିଛି।4
- ଢ଼େଙ୍କାନାଳ ସହରସ୍ଥ ବାଜିଚୌକ ସ୍ଥିତ ସୀତାରାମ ଆଶ୍ରମ ଠାରେ ଠାକୁର ଶ୍ରୀ ସୀତାରାମ ଦାସ ଓଁକାର ନାଥ ଦେବଙ୍କର ୧୩୫ ତମ ଜନ୍ମ ଉତ୍ସବ ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ ପାଳିତ ହୋଇଯାଇଛି। ୧୭ ଫେବୃଆରୀରେ ଅଖଣ୍ଡ ଦୀପ ପ୍ରଜ୍ବଳନ କରି ଅଧିବାସ ପୂଜା ଆରମ୍ଭ କରାଯାଇଥିଲା। ଆଜି ୧୮ ଫେବୃଆରୀ ବୁଧବାର ଆଖପାଖ ଅଞ୍ଚଳର ସଂକିର୍ତ୍ତନ ମଣ୍ଡଳୀ ଦ୍ବାରା ନାମଯଜ୍ଞ କରାଯାଇଥିଲା। ପ୍ରସାଦ ସେବନ ବ୍ୟବସ୍ଥା ମଧ୍ୟ କରାଯାଇଥିଲା।ଆସନ୍ତାକାଲି ୧୯ ଫେବୃଆରୀ ଗୁରୁବାର ନଗରକିର୍ତ୍ତନ ଓ ଗୁରୁ ପୂଜନ କରାଯିବ। ଅଷ୍ଟପ୍ରହରୀ ପୂଜକ ଜଗନ୍ନାଥ ତ୍ରିପାଠୀ ଓ ମନ୍ଦିର ପୂଜକ ଅଖିଳ କୁମାର ସାହୁ, ସଭାପତି ମନି ସାହୁ ଏବଂ ସମ୍ପାଦକ ପ୍ରହ୍ଲାଦ ସାହୁ ଏହି କାର୍ଯ୍ୟକ୍ରମ ସମସ୍ତ ଗୁରୁ ଭାଇଭଉଣୀମାନେ ସହଯୋଗ କରିଥିଲେ।1