ହରଭଙ୍ଗା ଠାରେ ନୂତନ ସାଇ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇ ଯାଇଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ଅଞ୍ଚଳରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ନୂତନ ସାଇ ମନ୍ଦିରର ପ୍ରତିଷ୍ଠା ଉତ୍ସବ ବହୁ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ସାଇ ସେବା ସଦନ ପକ୍ଷରୁ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଏକ ବିଶାଳ ଶୋଭାଯାତ୍ରା ପବିତ୍ର ମହାନଦୀ ଅଭିମୁଖେ ବାହାରିଥିଲା। ୧୦୮ କଳସ ରେ ପବିତ୍ର ଜଳ ଅଣାଯାଇ ପୂଜା ମଣ୍ଡପରେ ସ୍ଥାପନ କରାଯାଇଥିବା ବେଳେ ଏହି ପୂଜା କାର୍ଯ୍ୟରେ ହରଭଙ୍ଗା ସାଇ ସେବା ସଦନର ଆବାହକ ଚିତ୍ତ ରଂଜନ ସିଂ ଓ ତାଙ୍କ ଧର୍ମ ପତ୍ନୀ ସ୍ନେହଲତା ସିଂ କର୍ତ୍ତା ଭାବେ ବସି ସମସ୍ତ ବିଧି ବିଧାନ ସମ୍ପନ୍ନ କରିଥିଲେ। ଆଜି ଅର୍ଥାତ ୨୩/୦୪/୨୦୨୬, ଗୁରୁବାର ଦ୍ୱିତୀୟ ଦିନରେ ସାଇ ବାବାଙ୍କର ଭବ୍ୟ ବିଗ୍ରହ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ସମସ୍ତ ପୂଜା କାର୍ଯ୍ୟ ମୁଖ୍ୟ ପୂଜକ ମନୋରଞ୍ଜନ ମହାପାତ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହୋଇଥିବା ବେଳେ ତାଙ୍କୁ ସହଯୋଗ କରିଥିଲେ ପୂଜକ ପ୍ରଦୀପ ଦାଶ, ସତ୍ୟପ୍ରକାଶ ତ୍ରିପାଠୀ, ହରିହର ପୁରୋହିତ, ରଣଜିତ ପୁରୋହିତ, ଆଲୋକ ଦାଶ, ଗୋପ ଦାଶ, ପ୍ରତୀକ ନନ୍ଦ, ଦୁର୍ଯ୍ୟୋଧନ ଏବଂ କୁନାଲ ମହାପାତ୍ର। ମନ୍ଦିର ପ୍ରାଙ୍ଗଣରେ ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀଙ୍କ ଦ୍ୱାରା ଆଧ୍ୟାତ୍ମିକ ନାମ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା, ଯାହା ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା। ଏହି ଉତ୍ସବରେ ହରଭଙ୍ଗା ତଥା ଆଖପାଖ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ଯୋଗ ଦେଇ ବାବାଙ୍କ ଦର୍ଶନ କରିବା ସହ ପ୍ରସାଦ ସେବନ କରିଥିଲେ। ସାଇ ସେବା ସଦନର ଏହି ମହତ ପ୍ରୟାସ ଅଞ୍ଚଳରେ ଏକ ଧାର୍ମିକ ଜାଗରଣ ସୃଷ୍ଟି କରିଛି।

- ମହିଳା ସଂରକ୍ଷଣ ବିଲ୍କୁ ନେଇ କଂଗ୍ରେସ ଓ ବିଜେଡ଼ି କରୁଥିବା ଭ୍ରାନ୍ତ ପ୍ରଚାରର କଡ଼ା ଜବାବ ଦେଇଛି ବୌଦ୍ଧ ଜିଲ୍ଲା ଭାରତୀୟ ଜନତା ପାର୍ଟି। ଦଳର ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ପାରିତ ହୋଇଥିବା 'ନାରୀଶକ୍ତି ବନ୍ଦନ ଅଧିନିୟମ'କୁ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ଅଭିହିତ କରିଛନ୍ତି।1
- ହନୁମାନ ବାଟିକାରେ ଶ୍ରୀ ଶ୍ରୀ ସଙ୍କଟ ମୋଚନ ହନୁମାନଙ୍କର ୧୮ତମ ବାର୍ଷିକୋତ୍ସବ ପାଳିତ ଢେଙ୍କାନାଳ ସହର ବସ୍ଷ୍ଟାଣ୍ଡ ନିକଟ ହନୁମାନ ବାଟିକା ଠାରେ ଶ୍ରୀ ଶ୍ରୀ ସଙ୍କଟ ମୋଚନ ହନୁମାନଙ୍କର ୧୮ତମ ବାର୍ଷିକୋତ୍ସବ ମହାଆଡମ୍ବର ସହ ପାଳିତ ହୋଇଯାଇଅଛି । ୨୦୦୮ ମସିହାରୁ ଆରମ୍ଭ ହୋଇ ପ୍ରତ୍ୟେକ ବର୍ଷ ମହାସମାରୋହରେ ପାଳନ ହୋଇଆସୁଅଛି । ପ୍ରଥମେ ହନୁମାନଙ୍କ ଠାରେ ମଙ୍ଗଳା ଆଳତୀ ଓ ପରେ ମାଜଣା କରାଯାଇଥିଲା। ସୂର୍ଯ୍ୟପୂଜା, ମଣ୍ଡଳାଦି ପୂଜା, ଅଗ୍ନିସ୍ଥାପନ, ଷୋଡଶ ଉପଚାର ପୂଜା ସହିତ ହଜାରେ ଆହୁତି ଦିଆଯାଇଥୁଲା । ଭକ୍ତମାନେ ବିଭିନ୍ନ ଭୋଗରାଗ ହନୁମାନଙ୍କ ପାଖରେ ଲାଗି କରିଥିଲେ । ମଧ୍ୟାହ୍ନରେ ବହୁ ସଂଖ୍ୟାରେ ଭକ୍ତମାନେ ପ୍ରସାଦସେବନ କରିଥିଲେ । ମନ୍ଦିର ପୂଜକ ସୁଶା ଭାଇନା, ଯଜ୍ଞ ପୂଜକ ଅମରେନ୍ଦ୍ର ମିଶ୍ର ଓ ସନ୍ତୋଷ ଭାଇନା, କର୍ତା ରୁଦ୍ର ନାରାୟଣ ତ୍ରିପାଠୀ ସମସ୍ତ ପୂଜାକ ତୁଲାଇଥିବାବେଳେ ଶୁଭେନ୍ଦୁ ଶତପଥୀ, ସନ୍ତୋଷ ରାଉତ, ପୁଲକ ମିଶ୍ର, ପୂର୍ଣଚନ୍ଦ୍ର ମହାପାତ୍ର, ପ୍ରଦୀପ, ଦୁର୍ଯ୍ୟୋଧନ ସାଇଁଙ୍କ ସମେତ ସମସ୍ତ କର୍ମକର୍ତାଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା। ରାତ୍ରରେ ବାଦିଦଣ୍ଡ ପରିବେଷଣ କରାଯାଇଥିଲା ।1
- Post by SONEPUR NEWS1
- Post by PABITRA BARIHA7
- ମହିଳା ବିରୋଧୀ ଆଭିମୁଖ୍ୟ ପୋଷଣ ତଥା ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ବିରୋଧ କରୁଛନ୍ତି ବିରୋଧୀ। ଯାହାକୁ ନେଇ ଆଜି ସୁବର୍ଣ୍ଣପୁର ବିଜେପି ପକ୍ଷରୁ ଏକ ଜନ ଆକ୍ରୋଶ ମହିଳା ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।1
- ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୨୨/୦୪/୨୦୨୬ ଗୁରୁଵାର । ଦିନର ୧୦ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।1
- Post by Rajes Argus news1
- ବୌଦ୍ଧ ଜିଲ୍ଲା ହରଭଙ୍ଗା ଅଞ୍ଚଳରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ନୂତନ ସାଇ ମନ୍ଦିରର ପ୍ରତିଷ୍ଠା ଉତ୍ସବ ବହୁ ଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି। ସାଇ ସେବା ସଦନ ପକ୍ଷରୁ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମର ପ୍ରଥମ ଦିନରେ ଏକ ବିଶାଳ ଶୋଭାଯାତ୍ରା ପବିତ୍ର ମହାନଦୀ ଅଭିମୁଖେ ବାହାରିଥିଲା। ୧୦୮ କଳସ ରେ ପବିତ୍ର ଜଳ ଅଣାଯାଇ ପୂଜା ମଣ୍ଡପରେ ସ୍ଥାପନ କରାଯାଇଥିବା ବେଳେ ଏହି ପୂଜା କାର୍ଯ୍ୟରେ ହରଭଙ୍ଗା ସାଇ ସେବା ସଦନର ଆବାହକ ଚିତ୍ତ ରଂଜନ ସିଂ ଓ ତାଙ୍କ ଧର୍ମ ପତ୍ନୀ ସ୍ନେହଲତା ସିଂ କର୍ତ୍ତା ଭାବେ ବସି ସମସ୍ତ ବିଧି ବିଧାନ ସମ୍ପନ୍ନ କରିଥିଲେ। ଆଜି ଅର୍ଥାତ ୨୩/୦୪/୨୦୨୬, ଗୁରୁବାର ଦ୍ୱିତୀୟ ଦିନରେ ସାଇ ବାବାଙ୍କର ଭବ୍ୟ ବିଗ୍ରହ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। ଏହି ସମସ୍ତ ପୂଜା କାର୍ଯ୍ୟ ମୁଖ୍ୟ ପୂଜକ ମନୋରଞ୍ଜନ ମହାପାତ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହୋଇଥିବା ବେଳେ ତାଙ୍କୁ ସହଯୋଗ କରିଥିଲେ ପୂଜକ ପ୍ରଦୀପ ଦାଶ, ସତ୍ୟପ୍ରକାଶ ତ୍ରିପାଠୀ, ହରିହର ପୁରୋହିତ, ରଣଜିତ ପୁରୋହିତ, ଆଲୋକ ଦାଶ, ଗୋପ ଦାଶ, ପ୍ରତୀକ ନନ୍ଦ, ଦୁର୍ଯ୍ୟୋଧନ ଏବଂ କୁନାଲ ମହାପାତ୍ର। ମନ୍ଦିର ପ୍ରାଙ୍ଗଣରେ ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀଙ୍କ ଦ୍ୱାରା ଆଧ୍ୟାତ୍ମିକ ନାମ ସଂକୀର୍ତ୍ତନ ପରିବେଷଣ କରାଯାଇଥିଲା, ଯାହା ଶ୍ରଦ୍ଧାଳୁଙ୍କ ମଧ୍ୟରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା। ଏହି ଉତ୍ସବରେ ହରଭଙ୍ଗା ତଥା ଆଖପାଖ ଅଞ୍ଚଳର ବହୁ ଶ୍ରଦ୍ଧାଳୁ ଯୋଗ ଦେଇ ବାବାଙ୍କ ଦର୍ଶନ କରିବା ସହ ପ୍ରସାଦ ସେବନ କରିଥିଲେ। ସାଇ ସେବା ସଦନର ଏହି ମହତ ପ୍ରୟାସ ଅଞ୍ଚଳରେ ଏକ ଧାର୍ମିକ ଜାଗରଣ ସୃଷ୍ଟି କରିଛି।1