logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

1 day ago
user_Darbar Tv
Darbar Tv
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
1 day ago

More news from ଓଡ଼ିଶା and nearby areas
  • Post by ମାନସ କୁମାର ଦାସ
    1
    Post by ମାନସ କୁମାର ଦାସ
    user_ମାନସ କୁମାର ଦାସ
    ମାନସ କୁମାର ଦାସ
    Credit reporting agency ପିପିଲି, ପୁରୀ, ଓଡ଼ିଶା•
    9 hrs ago
  • ଶିକୁଳିରେ ବନ୍ଧା ମାନବିକତା; ପ୍ରଶାସନିକ ଅବହେଳାର ଶୀକାର ମାନସିକ ଅସୁସ୍ଥ ମାନସ ​ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପୁନଙ୍ଗ ପଞ୍ଚାୟତରୁ ଏକ ହୃଦୟବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। ସେହି ଗ୍ରାମର ଶୁକଦେବ ଭୋଇଙ୍କ ମଝିଆ ପୁଅ ମାନସ କୁମାର ଭୋଇ ବିଗତ କିଛି ବର୍ଷ ହେଲା ମାନସିକ ଅସୁସ୍ଥତା କାରଣରୁ ନିଜ ଘରେ ଶିକୁଳିରେ ବନ୍ଧା ହୋଇ ରହିଛନ୍ତି। ଦୁର୍ଭାଗ୍ୟର ବିଷୟ ଯେ, ଆଜିର ସମୟରେ ବିଜ୍ଞାନ ଓ ପ୍ରଶାସନ ଏତେ ଆଗେଇଥିଲେ ମଧ୍ୟ ମାନସଙ୍କ ପାଖରେ ସରକାରୀ ସହାୟତା ଅପହଞ୍ଚ ହୋଇପଡ଼ିଛି। ​ଘଟଣାର ସଂକ୍ଷିପ୍ତ ବିବରଣୀ: ମାନସ ଦୀର୍ଘ ଦିନ ଧରି ମାନସିକ ସନ୍ତୁଳନ ହରାଇଥିବାରୁ ପରିବାର ଲୋକେ ବାଧ୍ୟ ହୋଇ ତାଙ୍କୁ ଶିକୁଳିରେ ବାନ୍ଧି ରଖିଛନ୍ତି। ଅଭାବ ଅନାଟନ ଯୋଗୁଁ ଉପଯୁକ୍ତ ଚିକିତ୍ସା କରାଇବା ପରିବାର ପାଇଁ ସମ୍ଭବ ହେଉନାହିଁ। ବର୍ତ୍ତମାନ ମାନସଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ଜରାଜୀର୍ଣ୍ଣ ହୋଇପଡ଼ିଛି। ସେ ଶାରୀରିକ ଭାବେ ଦୁର୍ବଳ ହେବା ସହ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି। ​ପ୍ରଶାସନିକ ଉଦାସୀନତା: ପରିବାର ପକ୍ଷରୁ କୁହାଯାଇଛି ଯେ, ସରକାରଙ୍କ ପକ୍ଷରୁ ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ଥିବା ବିଭିନ୍ନ ଯୋଜନା କିମ୍ବା ମାଗଣା ଚିକିତ୍ସା ସୁବିଧା ଏପର୍ଯ୍ୟନ୍ତ ତାଙ୍କ ପାଖରେ ପହଞ୍ଚି ପାରିନାହିଁ। ସ୍ଥାନୀୟ ଜନପ୍ରତିନିଧି କିମ୍ବା ସାମାଜିକ ସୁରକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି। ​ନିବେଦନ: ଏହି ଖବର ମାଧ୍ୟମରେ ଜଗତସିଂହପୁର ଜିଲ୍ଲାପାଳ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରାଯାଉଛି କି, ତୁରନ୍ତ ଏହି ଘଟଣାରେ ହସ୍ତକ୍ଷେପ କରି ମାନସଙ୍କୁ ଶିକୁଳି ମୁକ୍ତ କରାଯାଉ ଏବଂ ତାଙ୍କୁ ଉନ୍ନତମାନର ମାନସିକ ଚିକିତ୍ସା ସହ ସରକାରୀ ସହାୟତା ଯୋଗାଇ ଦିଆଯାଉ।
    1
    ଶିକୁଳିରେ ବନ୍ଧା ମାନବିକତା; ପ୍ରଶାସନିକ ଅବହେଳାର ଶୀକାର ମାନସିକ ଅସୁସ୍ଥ ମାନସ
​ଜଗତସିଂହପୁର:
ଜଗତସିଂହପୁର ଜିଲ୍ଲା ପୁନଙ୍ଗ ପଞ୍ଚାୟତରୁ ଏକ ହୃଦୟବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। ସେହି ଗ୍ରାମର ଶୁକଦେବ ଭୋଇଙ୍କ ମଝିଆ ପୁଅ ମାନସ କୁମାର ଭୋଇ ବିଗତ କିଛି ବର୍ଷ ହେଲା ମାନସିକ ଅସୁସ୍ଥତା କାରଣରୁ ନିଜ ଘରେ ଶିକୁଳିରେ ବନ୍ଧା ହୋଇ ରହିଛନ୍ତି। ଦୁର୍ଭାଗ୍ୟର ବିଷୟ ଯେ, ଆଜିର ସମୟରେ ବିଜ୍ଞାନ ଓ ପ୍ରଶାସନ ଏତେ ଆଗେଇଥିଲେ ମଧ୍ୟ ମାନସଙ୍କ ପାଖରେ ସରକାରୀ ସହାୟତା ଅପହଞ୍ଚ ହୋଇପଡ଼ିଛି।
​ଘଟଣାର ସଂକ୍ଷିପ୍ତ ବିବରଣୀ:
ମାନସ ଦୀର୍ଘ ଦିନ ଧରି ମାନସିକ ସନ୍ତୁଳନ ହରାଇଥିବାରୁ ପରିବାର ଲୋକେ ବାଧ୍ୟ ହୋଇ ତାଙ୍କୁ ଶିକୁଳିରେ ବାନ୍ଧି ରଖିଛନ୍ତି। ଅଭାବ ଅନାଟନ ଯୋଗୁଁ ଉପଯୁକ୍ତ ଚିକିତ୍ସା କରାଇବା ପରିବାର ପାଇଁ ସମ୍ଭବ ହେଉନାହିଁ। ବର୍ତ୍ତମାନ ମାନସଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ଜରାଜୀର୍ଣ୍ଣ ହୋଇପଡ଼ିଛି। ସେ ଶାରୀରିକ ଭାବେ ଦୁର୍ବଳ ହେବା ସହ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି।
​ପ୍ରଶାସନିକ ଉଦାସୀନତା:
ପରିବାର ପକ୍ଷରୁ କୁହାଯାଇଛି ଯେ, ସରକାରଙ୍କ ପକ୍ଷରୁ ମାନସିକ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ଥିବା ବିଭିନ୍ନ ଯୋଜନା କିମ୍ବା ମାଗଣା ଚିକିତ୍ସା ସୁବିଧା ଏପର୍ଯ୍ୟନ୍ତ ତାଙ୍କ ପାଖରେ ପହଞ୍ଚି ପାରିନାହିଁ। ସ୍ଥାନୀୟ ଜନପ୍ରତିନିଧି କିମ୍ବା ସାମାଜିକ ସୁରକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି।
​ନିବେଦନ:
ଏହି ଖବର ମାଧ୍ୟମରେ ଜଗତସିଂହପୁର ଜିଲ୍ଲାପାଳ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରାଯାଉଛି କି, ତୁରନ୍ତ ଏହି ଘଟଣାରେ ହସ୍ତକ୍ଷେପ କରି ମାନସଙ୍କୁ ଶିକୁଳି ମୁକ୍ତ କରାଯାଉ ଏବଂ ତାଙ୍କୁ ଉନ୍ନତମାନର ମାନସିକ ଚିକିତ୍ସା ସହ ସରକାରୀ ସହାୟତା ଯୋଗାଇ ଦିଆଯାଉ।
    user_Rakesh das deba
    Rakesh das deba
    Court reporter ଜଗତସିଂହପୁର•
    10 hrs ago
  • Post by BL News
    1
    Post by BL News
    user_BL News
    BL News
    Agistment service ଟାଙ୍ଗୀ, କଟକ, ଓଡ଼ିଶା•
    10 hrs ago
  • ପୁରୀ ଜିଲ୍ଲା ନିମାପଡ଼ା ରେ ଅଭାବନୀୟ ଘଟଣା। ପୋଲିସ ହେପାଜତରୁ ଗଲାପରେ ଯୁବକଙ୍କ ଆତ୍ମହତ୍ୟା। ଥାନା ଆଗରେ ଶବ ରଖି ପ୍ରତିବାଦ କଲେ ପରିବାର ଲୋକେ। ନାବାଳିକା ଅପହରଣ ମାମଲାରେ ପଚରାଉଚରା କରିଥିଲା ପୋଲିସ୍।
    2
    ପୁରୀ ଜିଲ୍ଲା ନିମାପଡ଼ା ରେ ଅଭାବନୀୟ ଘଟଣା। ପୋଲିସ ହେପାଜତରୁ ଗଲାପରେ ଯୁବକଙ୍କ ଆତ୍ମହତ୍ୟା। ଥାନା ଆଗରେ ଶବ ରଖି ପ୍ରତିବାଦ କଲେ ପରିବାର ଲୋକେ। ନାବାଳିକା ଅପହରଣ ମାମଲାରେ ପଚରାଉଚରା କରିଥିଲା ପୋଲିସ୍।
    user_Shantanu Mohanty
    Shantanu Mohanty
    Local News Reporter ନିମାପଡା, ପୁରୀ, ଓଡ଼ିଶା•
    21 hrs ago
  • କଣାସ ବ୍ଲକ ର ଅଣ୍ଡାଳସିଂହ ନିକଟରେ ଆଜି ସନ୍ଧ୍ୟାରେ ବାଇକି ଓଡି13ୟୁ 9407 ମଟର ସାଇକେଲରେ ଯୋଗେ ଦୁଇ ଜଣ ଯୁବକ ଆସୁଥିବା ବେଳେ ଗୋଟିଏ କାର ଓଡି 02ବି ଜେ 1368 ନାଲି ରଙ୍ଗର କାର ଟି ବାଇକି କୁ ଧକା ଦେବାରୁ ବାଇକିରେ ଆସୁଥିବା ସତ୍ୟବାଦୀ ମଧୁବନ ଅଂଚଳର ନାରାୟଣ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିଶ୍ଚିତ ହେଉଛନ୍ତି, ଖବର ପାଇ କଣାସ ପୁଲିସ ଘଟଣା ସ୍ଥଳରେ ପହଂଚି କାରକୁ ଜବତ କରି ତଦନ୍ତ ଚଳାଇଛନ୍ତି |
    2
    କଣାସ ବ୍ଲକ ର ଅଣ୍ଡାଳସିଂହ ନିକଟରେ ଆଜି ସନ୍ଧ୍ୟାରେ ବାଇକି ଓଡି13ୟୁ 9407 ମଟର ସାଇକେଲରେ ଯୋଗେ ଦୁଇ ଜଣ ଯୁବକ ଆସୁଥିବା ବେଳେ ଗୋଟିଏ କାର ଓଡି 02ବି ଜେ 1368 ନାଲି ରଙ୍ଗର କାର ଟି ବାଇକି କୁ ଧକା ଦେବାରୁ ବାଇକିରେ ଆସୁଥିବା ସତ୍ୟବାଦୀ ମଧୁବନ ଅଂଚଳର ନାରାୟଣ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିଶ୍ଚିତ ହେଉଛନ୍ତି, ଖବର ପାଇ କଣାସ ପୁଲିସ ଘଟଣା ସ୍ଥଳରେ ପହଂଚି କାରକୁ ଜବତ କରି ତଦନ୍ତ ଚଳାଇଛନ୍ତି |
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    18 min ago
  • ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।
    1
    ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ  ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • ଢେଙ୍କାନାଳ ସଦର ଥାନା ଦୁଦୁକାଟେଣୀ ଗ୍ରାମ ନିକଟରେ ମହୁମାଛି ଆକ୍ରମଣରେ ଜଣେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଗାଇ ଜଗୁଆଳୀ ବଟକୃଷ୍ଣ ସାହୁ ବୋଲି ଜଣାପଡିଛି।
    1
    ଢେଙ୍କାନାଳ ସଦର ଥାନା ଦୁଦୁକାଟେଣୀ ଗ୍ରାମ ନିକଟରେ ମହୁମାଛି ଆକ୍ରମଣରେ ଜଣେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଗାଇ ଜଗୁଆଳୀ ବଟକୃଷ୍ଣ ସାହୁ ବୋଲି ଜଣାପଡିଛି।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • ଢେଙ୍କାନାଳ ସହରର ଜୁବୁଲି ଟାଉନ ସ୍ଥିତ ଯଦୁପତି ବି ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା
    1
    ଢେଙ୍କାନାଳ ସହରର  ଜୁବୁଲି ଟାଉନ ସ୍ଥିତ ଯଦୁପତି ବି
ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର  ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.