logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହସନ ପୁର ଟୋଲ ଗେଟ୍ ନିକଟରେ ରାମଚନ୍ଦ୍ରପୁର ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ । ମଦ୍ୟପ ମାନଙ୍କୁ ସାବାଡ଼ କରିବା ପାଇଁ ରାମଚନ୍ଦ୍ରପୁର ଥାନା ପୁଲିସ ର ଏହି ପଦେକ୍ଷପ ନିଆଯାଉଛି ।।

1 hr ago
user_Satyabrata das
Satyabrata das
କେନ୍ଦୁଝର ଟାଉନ୍, କେନ୍ଦୁଝର, ଓଡ଼ିଶା•
1 hr ago

ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହସନ ପୁର ଟୋଲ ଗେଟ୍ ନିକଟରେ ରାମଚନ୍ଦ୍ରପୁର ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ । ମଦ୍ୟପ ମାନଙ୍କୁ ସାବାଡ଼ କରିବା ପାଇଁ ରାମଚନ୍ଦ୍ରପୁର ଥାନା ପୁଲିସ ର ଏହି ପଦେକ୍ଷପ ନିଆଯାଉଛି ।।

More news from ଓଡ଼ିଶା and nearby areas
  • Post by Satyabrata das
    1
    Post by Satyabrata das
    user_Satyabrata das
    Satyabrata das
    କେନ୍ଦୁଝର ଟାଉନ୍, କେନ୍ଦୁଝର, ଓଡ଼ିଶା•
    1 hr ago
  • *ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ପୌରପରିଷଦ ପରିମଳ କର୍ମଚାରୀଙ୍କର ସ୍ୱାସ୍ଥ୍ୟ ଶିବିର* ଦେବଗଡ ତା ୧୩.୩.୨୬ ଦେବଗଡ ପୌରପରିଷଦ ପକ୍ଷରୁ ସ୍ଥାନୀୟ ପୌର ପରିଷଦ କଲ୍ୟାଣ ମଣ୍ଡପ ପ୍ରଧାନ ପାଟ ଠାରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କଵିନ୍ଦ୍ର କୁମାର୍ ସାହୁ ଓ ବରନ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର ମିଞ୍ଜ,ଭାର ପ୍ରାପ୍ତ ପୌର ପରିଷଦ ଅଧ୍ୟକ୍ଷ ପ୍ରଜୀତ କୁମାର୍ ଭୋଜ,କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌର ପରିଷଦ ରିତିକାନ୍ତ ଶୁକ୍ଲା ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଫିତା କାଟି ଶୁଭ ଉତ୍ଘାଟନ କରିଥିଲେ।ପୌର ପରିଷଦର ସଫେଇ କର୍ମଚାରୀ, ସ୍ୱାସ୍ଥ୍ୟ କର୍ମୀ, ସ୍ୱଚ୍ଛ ସୁପରଭାଇଜର କର୍ମଚାରୀଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଆସିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡ଼ାକ୍ତର ସ୍ୱାସ୍ଥ୍ୟ ଶିବିର ରେ ସ୍ୱାସ୍ଥ୍ୟ ପରୀକ୍ଷା ସଙ୍ଗେ ସଙ୍ଗେ ଡ଼ାକ୍ତରୀ ଯାଞ୍ଚ୍ ଏଵଂ ଉଚ୍ଚ ରକ୍ତଚାପ, ମଧୁ ମେହ ଓ ଏଚ ଆଇ ଭି ଆଦି ପରୀକ୍ଷା କରିଥିଲେ।ଶିବିରରେ ୮୮ ଜଣ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣାରେ ଔଷଧ ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ପୌରପରିଷଦ କର୍ମଚାରୀ,ସାମ୍ବାଦିକ,ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋରଞ୍ଜନ ସୂତାର ପ୍ରମୁଖ ଉପସ୍ଥିତ ଥିଲେ ।
    1
    *ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ପୌରପରିଷଦ ପରିମଳ କର୍ମଚାରୀଙ୍କର ସ୍ୱାସ୍ଥ୍ୟ ଶିବିର* 
ଦେବଗଡ ତା ୧୩.୩.୨୬ ଦେବଗଡ ପୌରପରିଷଦ ପକ୍ଷରୁ ସ୍ଥାନୀୟ ପୌର ପରିଷଦ କଲ୍ୟାଣ ମଣ୍ଡପ ପ୍ରଧାନ ପାଟ ଠାରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କଵିନ୍ଦ୍ର କୁମାର୍ ସାହୁ ଓ ବରନ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର ମିଞ୍ଜ,ଭାର ପ୍ରାପ୍ତ ପୌର ପରିଷଦ ଅଧ୍ୟକ୍ଷ ପ୍ରଜୀତ କୁମାର୍ ଭୋଜ,କାର୍ଯ୍ୟ ନିର୍ବାହୀ ଅଧିକାରୀ ପୌର ପରିଷଦ ରିତିକାନ୍ତ ଶୁକ୍ଲା ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଫିତା କାଟି ଶୁଭ ଉତ୍ଘାଟନ କରିଥିଲେ।ପୌର ପରିଷଦର ସଫେଇ କର୍ମଚାରୀ, ସ୍ୱାସ୍ଥ୍ୟ କର୍ମୀ, ସ୍ୱଚ୍ଛ ସୁପରଭାଇଜର କର୍ମଚାରୀଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଆସିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡ଼ାକ୍ତର  ସ୍ୱାସ୍ଥ୍ୟ ଶିବିର ରେ ସ୍ୱାସ୍ଥ୍ୟ ପରୀକ୍ଷା ସଙ୍ଗେ ସଙ୍ଗେ ଡ଼ାକ୍ତରୀ ଯାଞ୍ଚ୍ ଏଵଂ ଉଚ୍ଚ ରକ୍ତଚାପ, ମଧୁ ମେହ ଓ ଏଚ ଆଇ ଭି ଆଦି ପରୀକ୍ଷା କରିଥିଲେ।ଶିବିରରେ ୮୮ ଜଣ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣାରେ ଔଷଧ ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ପୌରପରିଷଦ କର୍ମଚାରୀ,ସାମ୍ବାଦିକ,ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋରଞ୍ଜନ ସୂତାର ପ୍ରମୁଖ ଉପସ୍ଥିତ ଥିଲେ ।
    user_ବାରକୋଟ ଖବର
    ବାରକୋଟ ଖବର
    Local Politician Barkot, Deogarh•
    22 hrs ago
  • - ବାରମ୍ବାର ଗୋ ରକ୍ଷକ ମାନେ ଗୋ ମାତାକୁ ରକ୍ଷା କରିବା ପାଇଁ ଦଲାରୀ ମାନଙ୍କ ସାଙ୍ଗରେ ଲଢେ଼ଇ ହେଉଥିବା ବେଳେ. ଗୋ ରକ୍ଷକ ମାନେ ଗୋ ହତ୍ୟା ବନ୍ଦ କରିବା ପାଇଁ ବିଧାନସଭା ରେ ଗୋ ସୁରକ୍ଷା ପାଇଁ ପ୍ରସଙ୍ଗ ରଖା ଯାଇଥିଲା
    1
    - ବାରମ୍ବାର ଗୋ ରକ୍ଷକ ମାନେ ଗୋ ମାତାକୁ ରକ୍ଷା କରିବା ପାଇଁ ଦଲାରୀ ମାନଙ୍କ ସାଙ୍ଗରେ ଲଢେ଼ଇ ହେଉଥିବା ବେଳେ.  ଗୋ ରକ୍ଷକ ମାନେ ଗୋ ହତ୍ୟା ବନ୍ଦ କରିବା ପାଇଁ ବିଧାନସଭା ରେ ଗୋ ସୁରକ୍ଷା ପାଇଁ ପ୍ରସଙ୍ଗ ରଖା ଯାଇଥିଲା
    user_Kaling lens
    Kaling lens
    Salesperson କଳିଙ୍ଗନଗର, ଯାଜପୁର, ଓଡ଼ିଶା•
    2 hrs ago
  • ଯୁଦ୍ଧ ପାଇଁ ବିଜେଡ଼ିର ଇସ୍ତାର ପାର୍ଟି ବନ୍ଦ | ଦୁଃଖ ପ୍ରକାଶ କଲେ ନବୀନ ଭୁବନେଶ୍ବର, ଓଡ଼ିଶା #bhubaneswar #odisha
    1
    ଯୁଦ୍ଧ ପାଇଁ ବିଜେଡ଼ିର ଇସ୍ତାର ପାର୍ଟି ବନ୍ଦ | ଦୁଃଖ ପ୍ରକାଶ କଲେ ନବୀନ
ଭୁବନେଶ୍ବର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • Post by Srikant Reddy
    2
    Post by Srikant Reddy
    user_Srikant Reddy
    Srikant Reddy
    ଅନୁଗୁଳ, ଅନୁଗୁଳ, ଓଡ଼ିଶା•
    28 min ago
  • ଟ୍ରିପଲ_ମର୍ଡର_କରି_ପାଣି_ଟାଙ୍କିରେ_ଲୁଚିଥିଲା ଦେବଗଡ଼ କୁଣ୍ଢେଇଗୋଳା ଗରିଆପାଲି ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତ ରମେଶ ଗରିଆକୁ କାବୁ କଲା ପୋଲିସ। ଗାଁର ଓଭରହେଡ ପାଣି ଟାଙ୍କିରେ ଲୁଚିଥିବା ବେଳେ ହତ୍ୟାକାରୀକୁ ଗିରଫ କରାଯାଇଛି। ବିଷ ଖାଇ ରମେଶ ଆତ୍ମହତ୍ୟା ଉଦ୍ୟମ କରିଥିଲା। ସ୍ୱାସ୍ଥ୍ୟବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ତାକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
    1
    ଟ୍ରିପଲ_ମର୍ଡର_କରି_ପାଣି_ଟାଙ୍କିରେ_ଲୁଚିଥିଲା
ଦେବଗଡ଼ କୁଣ୍ଢେଇଗୋଳା ଗରିଆପାଲି ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତ ରମେଶ ଗରିଆକୁ କାବୁ କଲା ପୋଲିସ। ଗାଁର ଓଭରହେଡ ପାଣି ଟାଙ୍କିରେ ଲୁଚିଥିବା ବେଳେ ହତ୍ୟାକାରୀକୁ ଗିରଫ କରାଯାଇଛି। ବିଷ ଖାଇ ରମେଶ ଆତ୍ମହତ୍ୟା ଉଦ୍ୟମ କରିଥିଲା। ସ୍ୱାସ୍ଥ୍ୟବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ତାକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • #LPG ର ଅଭାବ ନାହିଁ କିନ୍ତୁ ଲୋକଙ୍କୁ ଆମେ ଦେବୁ ନାହିଁ। #ଜନତାଙ୍କ_ସରକାରଙ୍କୁ_ପ୍ରଶ୍ନ:- 🗣️🗣️🗣️🗣️ #ଜବାବ_ମାଗୁଛି_ଜନତା 👉 ଯଦି ଗ୍ୟାସ ଅଭାବ ନାହିଁ ତେବେ ଗ୍ୟାସ ଦର ବୃଦ୍ଧି କାହିଁକି କରିଲେ? ❌❌❌❌❌❌❌❌ 👉 ପୂର୍ବରୁ ଯେଉଁ ନିୟମ ଥିଲା ଗୋଟିଏ ମାସରେ ଜଣେ ଚାହିଁଲେ ଗୋଟିଏ ସିଲିଣ୍ଡର ନେଇ ପାରିବ ସେ ନିୟମରେ ପରିବର୍ତ୍ତନ କରି ସମୟକୁ ଦୁଇ ମାସ କାହିଁକି କରିଲେ? ❌❌❌❌❌❌❌❌ 👉 ଯଦି ଗ୍ୟାସ ଅଭାବ ନାହିଁ ଲୋକ କାହିଁକି ଗ୍ୟାସ ଏଜେନ୍ସୀରେ ଲମ୍ବା ଲାଇନ୍ ଲଗାଇଛନ୍ତି? ❌❌❌❌❌❌ 👉 ପ୍ରଧାନମନ୍ତ୍ରୀଙ୍କ ଜ୍ଞାନକୌଶଳ କାହିଁକି ଉପଯୋଗ କରାଯାଉ ନାହିଁ? ଆମ ଦେଶରେ ତ ନାଳ ନର୍ଦ୍ଦମା ଅଭାବ ନାହିଁ?😬😬😬😬 ❌❌❌❌❌❌
    1
    #LPG ର ଅଭାବ ନାହିଁ କିନ୍ତୁ ଲୋକଙ୍କୁ ଆମେ ଦେବୁ ନାହିଁ।
#ଜନତାଙ୍କ_ସରକାରଙ୍କୁ_ପ୍ରଶ୍ନ:- 🗣️🗣️🗣️🗣️
#ଜବାବ_ମାଗୁଛି_ଜନତା 
👉 ଯଦି ଗ୍ୟାସ ଅଭାବ ନାହିଁ ତେବେ  ଗ୍ୟାସ ଦର ବୃଦ୍ଧି କାହିଁକି କରିଲେ?
❌❌❌❌❌❌❌❌
👉 ପୂର୍ବରୁ ଯେଉଁ ନିୟମ ଥିଲା ଗୋଟିଏ ମାସରେ ଜଣେ ଚାହିଁଲେ ଗୋଟିଏ ସିଲିଣ୍ଡର ନେଇ ପାରିବ ସେ ନିୟମରେ ପରିବର୍ତ୍ତନ କରି ସମୟକୁ ଦୁଇ ମାସ କାହିଁକି କରିଲେ?
❌❌❌❌❌❌❌❌
👉 ଯଦି ଗ୍ୟାସ ଅଭାବ ନାହିଁ ଲୋକ କାହିଁକି ଗ୍ୟାସ ଏଜେନ୍ସୀରେ ଲମ୍ବା ଲାଇନ୍ ଲଗାଇଛନ୍ତି?
❌❌❌❌❌❌
👉 ପ୍ରଧାନମନ୍ତ୍ରୀଙ୍କ ଜ୍ଞାନକୌଶଳ କାହିଁକି ଉପଯୋଗ କରାଯାଉ ନାହିଁ? ଆମ ଦେଶରେ ତ ନାଳ ନର୍ଦ୍ଦମା ଅଭାବ ନାହିଁ?😬😬😬😬
❌❌❌❌❌❌
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    4 hrs ago
  • Post by Satyabrata das
    1
    Post by Satyabrata das
    user_Satyabrata das
    Satyabrata das
    କେନ୍ଦୁଝର ଟାଉନ୍, କେନ୍ଦୁଝର, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.