Shuru
Apke Nagar Ki App…
ବୈପାରିଗୁଡା ଠାରେ ଯୁବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ବୈପାରିଗୁଡା ଠାରେ ଯୁବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ବୈପାରିଗୁଡା ଠାରେ ଯୁବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
UD MEDIA NEWS
ବୈପାରିଗୁଡା ଠାରେ ଯୁବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ବୈପାରିଗୁଡା ଠାରେ ଯୁବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ବୈପାରିଗୁଡା ଠାରେ ଯୁବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
- Lakshmi manga Mishraଜୟପୁର, କୋରାପୁଟ, ଓଡ଼ିଶାବନବାସୀ କଲ୍ୟାଣ ଆଶ୍ରମ23 hrs ago
More news from ଓଡ଼ିଶା and nearby areas
- ଚାକିରି ଦେବା ନାଁରେ ଠକେଇ,ଭୁବନେଶ୍ୱରରୁ ଜଣେ ଗିରଫ,୩ଟି ମୋବାଇଲ ଓ ପାମ୍ପଲେଟ ଜବତ @National24_News1
- ସମାଧାନ ହେଲା କୋଷାଗୁମୁଡା ଓଡିଶା - ଛତିଶଗଡ ସିମା ବିବାଦ!ସ୍ଥାନୀୟ ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଲେ ସରପଞ୍ଚ ଏବଂ ସୀମାବର୍ତ୍ତୀ ଅଞ୍ଚଳବାସୀ ସମାଧାନ ହେଲା କୋଷାଗୁମୁଡା ଓଡିଶା - ଛତିଶଗଡ ସିମା ବିବାଦ!ସ୍ଥାନୀୟ ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଲେ ସରପଞ୍ଚ ଏବଂ ସୀମାବର୍ତ୍ତୀ ଅଞ୍ଚଳବାସୀ1
- ଚାକିରି ନାରେ ଠକେଇ ଅଭିଯୁକ୍ତ ଗିରଫ! ଚାକିରି ନାରେ ସୋସିଆଲ ମିଡିଆରେ ମିଥ୍ୟା ବିଜ୍ଞାପନ ବାହାର କରିଥିବା ଠକ୍ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ମାଲକାନଗିରି ପୋଲିସ। ଅଭିଯୁକ୍ତ ହେଉଛନ୍ତି ବିଶ୍ବଜିତ ଜେନା। ଗତ କିଛି ଦିନ ତଳେ ସୋସିଆଲ ମିଡିଆରେ ମାଲକାନଗିରି ଜିଲ୍ଲା ପାଇଁ ମିଛ ଚାକିରି ନିଯୁକ୍ତି ବିଜ୍ଞାପନ ପ୍ରକାଶ କରିଥିଲେ ଠକ୍ ଜଣଂକ। ତେବେ ମାଲକାନଗିରି ପୋଲିସ ପକ୍ଷରୁ ଘଟଣାକୁ ଜାଣିବା ପରେ ଦୃଢ଼ତାର ସହିତ ନେଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ତାଙ୍କ ପାଖରୁ ୩ଟି ମୋବାଇଲ ଫୋନ୍ କିଛି ବ୍ୟାଙ୍କ ଆକାଉଣ୍ଟ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିବା ନେଇ ମାଲକାନଗିରି ଏସଡିପିଓ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।1
- Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ, Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ,4
- ମାଲକାନଗିରି : ଚାକିରି ଦେବା ନାଁରେ ଠକେଇ: ଭୁବନେଶ୍ୱରରୁ ଜଣେ ଗିରଫ, ୩ଟି ମୋବାଇଲ ଓ ପାମ୍ପଲେଟ ଜବତ ।1
- ମୁଖ୍ୟ 7ଟା ନିୟମ* 1. *ସମୟ:* ସକାଳ 7ଟା ରୁ ରାତି 7ଟା ଭିତରେ ହିଁ କଲ୍/ଭିଜିଟ୍ 2. *ଭାଷା:* ସମ୍ମାନଜନକ ଭାଷା। ଗାଳି, ଧମକ ବିଲକୁଲ୍ ନାହିଁ 3. *ଗୋପନୀୟତା:* ଋଣ ବିଷୟରେ ପରିବାର, ବନ୍ଧୁ, ପଡ଼ୋଶୀଙ୍କୁ କହିପାରିବେ ନାହିଁ 4. *ପରିଚୟ:* ଏଜେଣ୍ଟ ନିଜର ନାମ, କମ୍ପାନୀ ନାମ କହିବା ବାଧ୍ୟତାମୂଳକ 5. *ଡକ୍ୟୁମେଣ୍ଟ:* ଋଣ ନେବା ବେଳେ ଦିଆଯାଇଥିବା ଠିକଣାରେ ହିଁ ଯିବେ 6. *ଅଭିଯୋଗ:* ପ୍ରତି NBFC ରେ Grievance Redressal Officer ର ନାମ ଏବଂ ନମ୍ବର ଥିବା ଦରକାର 7. *ଜୋର ଜବରଦସ୍ତି:* ସମ୍ପତି ଜବତ କରିବା ପୂର୍ବରୁ ଲିଖିତ ନୋଟିସ୍ ଦେବାକୁ ପଡ଼ିବ *RBI ଗାଇଡଲାଇନ୍ - ଡିଟେଲ୍* *Circular Name:* RBI/2022-23/66 - Guidelines on Digital Lending & Fair Practices Code *Date:* 02.09.2022 ଏବଂ ପରେ Update ହୋଇଛି *ମୁଖ୍ୟ 7ଟା ନିୟମ* 1. *ସମୟ:* ସକାଳ 7ଟା ରୁ ରାତି 7ଟା ଭିତରେ ହିଁ କଲ୍/ଭିଜିଟ୍ 2. *ଭାଷା:* ସମ୍ମାନଜନକ ଭାଷା। ଗାଳି, ଧମକ ବିଲକୁଲ୍ ନାହିଁ 3. *ଗୋପନୀୟତା:* ଋଣ ବିଷୟରେ ପରିବାର, ବନ୍ଧୁ, ପଡ଼ୋଶୀଙ୍କୁ କହିପାରିବେ ନାହିଁ 4. *ପରିଚୟ:* ଏଜେଣ୍ଟ ନିଜର ନାମ, କମ୍ପାନୀ ନାମ କହିବା ବାଧ୍ୟତାମୂଳକ 5. *ଡକ୍ୟୁମେଣ୍ଟ:* ଋଣ ନେବା ବେଳେ ଦିଆଯାଇଥିବା ଠିକଣାରେ ହିଁ ଯିବେ 6. *ଅଭିଯୋଗ:* ପ୍ରତି NBFC ରେ Grievance Redressal Officer ର ନାମ ଏବଂ ନମ୍ବର ଥିବା ଦରକାର 7. *ଜୋର ଜବରଦସ୍ତି:* ସମ୍ପତି ଜବତ କରିବା ପୂର୍ବରୁ ଲିଖିତ ନୋଟିସ୍ ଦେବାକୁ ପଡ଼ିବ1
- ୩.୯୪ ଗ୍ରାମ ବ୍ରାଉନ୍ ସୁଗାର ଜବତ କଲା ଉମରକୋଟ ପୋଲିସ,ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର #Nabarangpur #National241
- କଲମପୁରରେ ଅଭାବନୀୟ ଘଟଣା, ବାପାଙ୍କ ଆକ୍ରମଣରେ ପୁଅର ମୃତ୍ୟୁ, ଅଭିଯୁକ୍ତ ଅଟକ କଳାହାଣ୍ଡି ଜିଲ୍ଲାର କଲମପୁର ଥାନା ଅନ୍ତର୍ଗତ ନୂଆଗୁଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ବିବାଦକୁ କେନ୍ଦ୍ର କରି ବାପାଙ୍କ ଆକ୍ରମଣରେ ପୁଅର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଆଲୋକ ରଞ୍ଜନ ଗହିର (୨୦)।ତାଙ୍କ ବାପା ମାନସିଂ ଗହିର (୫୫) ପୁଅଙ୍କୁ ଟଙ୍କା ମାଗିଥିଲେ। ଟଙ୍କା ନଦେବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ରାଗରେ କାଠ ଫାଳିଆରେ ଆଲୋକଙ୍କ ମୁଣ୍ଡକୁ ଆଘାତ କରିଥିବା ଅଭିଯୋଗ ରହିଛି। ଗୁରୁତରଙ୍କୁ ପରିବାର ଲୋକେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ପରେ ହସ୍ପିଟାଲ ପକ୍ଷରୁ କଲମପୁର ପୁଲିସକୁ ସୂଚନା ଦିଆଯାଇଥିଲା।ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବାପା ମାନସିଂ ଗହିରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।4