logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ହାତ ସିଲାଇ ଟ୍ରିକ

2 hrs ago
user_Uttam@9777334422
Uttam@9777334422
Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
2 hrs ago

ହାତ ସିଲାଇ ଟ୍ରିକ

More news from ଓଡ଼ିଶା and nearby areas
  • ହାତ ସିଲାଇ ଟ୍ରିକ
    1
    ହାତ ସିଲାଇ ଟ୍ରିକ
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    2 hrs ago
  • Post by ମିଲନ କୁମାର ନାଏକ
    1
    Post by ମିଲନ କୁମାର ନାଏକ
    user_ମିଲନ କୁମାର ନାଏକ
    ମିଲନ କୁମାର ନାଏକ
    ପାଟଣା, କେନ୍ଦୁଝର, ଓଡ଼ିଶା•
    8 hrs ago
  • चंपुआ में इलेक्ट्रिक का समस्या काफी दिनों से चल रहा है आम पब्लिक बहुत परेशान है इलेक्ट्रिक ऑफिस वाले हर महीने बिल लेने तो पहुंच जाते हैं मगर थोड़ी सी हवा चले या थोड़ी सी बारिश हो जाए तो फिर लाइन इस कदर काट देते हैं के घर में सोना दुश्वार मुश्किल हो जाता है क्योंकि यहां पर बहुत सारे गरीब परिवार से लोग बिलॉन्ग करते हैं जिनके घर में इनवर्टर भी नहीं है छोटे-छोटे बच्चे हैं और जिनके घर में इनवर्टर भी है तो उसे न फन चल सकता है ना ऐसी चल सकता है तो मैं चंपुआ के पब्लिक से रिक्वेस्ट करता हूं की सब मिलकर इस समस्या का समाधान करें
    1
    चंपुआ में इलेक्ट्रिक का समस्या काफी दिनों से चल रहा है आम पब्लिक बहुत परेशान है इलेक्ट्रिक ऑफिस वाले हर महीने बिल लेने तो पहुंच जाते हैं मगर थोड़ी सी हवा चले या थोड़ी सी बारिश हो जाए तो फिर लाइन इस कदर काट देते हैं के घर में सोना दुश्वार मुश्किल हो जाता है क्योंकि यहां पर बहुत सारे गरीब परिवार से लोग बिलॉन्ग करते हैं जिनके घर में इनवर्टर भी नहीं है छोटे-छोटे बच्चे हैं और जिनके घर में इनवर्टर भी है तो उसे न फन चल सकता है ना ऐसी चल सकता है तो मैं चंपुआ के पब्लिक से रिक्वेस्ट करता हूं की सब मिलकर इस समस्या का समाधान करें
    user_Mamur Ali Khan
    Mamur Ali Khan
    Video Creator Champua, Kendujhar•
    7 hrs ago
  • * ଚମ୍ପୁଆ: ସିବିଏସଇ ଦଶମ ଶ୍ରେଣୀ (2025-26) ପରୀକ୍ଷାରେ ଉତ୍କୃଷ୍ଟ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଚମ୍ପୁଆର କେରଳା ଇଂଲିଶ୍ ମେଡିୟମ୍ ସ୍କୁଲରେ ଏକ ଭବ୍ୟ ସମ୍ମାନ ସମାରୋହ ଆୟୋଜିତ ହୋଇଥିଲା। ଏହି ଅବସରରେ ଛାତ୍ର ଆସଦ କମାଲ ୯୮.୪% ଅଙ୍କ ଅଧିଗତ କରି ସ୍କୁଲର ଟପ୍ପର ହେବା ସହିତ ଏକ ନୂତନ ଇତିହାସ ଗଢ଼ିଛନ୍ତି। ସ୍କୁଲର ପୂର୍ବତନ ଫଳାଫଳ ତୁଳନାରେ ଏହା ସର୍ବୋଚ୍ଚ ଅଙ୍କ ଥିବାରୁ ତାଙ୍କର ଏହି ସଫଳତା ସ୍କୁଲ ପାଇଁ ଗର୍ବର ବିଷୟ ହୋଇପଡ଼ିଛି। ଆସଦ କମାଲ ତାଙ୍କର ଏହି ସଫଳତା ପାଇଁ ମାତାପିତା, ଶିକ୍ଷକ ଓ ସ୍କୁଲ ପରିବେଶକୁ ଶ୍ରେୟ ଦେଇଛନ୍ତି। ସେ ଭବିଷ୍ୟତରେ ଉଚ୍ଚ ଶିକ୍ଷା ଗ୍ରହଣ କରି ଏକ ସଫଳ ଆଇଟି ଇଞ୍ଜିନିୟର୍ ହେବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି। ସମାରୋହରେ ସ୍କୁଲର ଚେୟାରମ୍ୟାନ୍, ଡାକ୍ତର ରାଜ ମୋହନ ପି. ଏସ,ପ୍ରଧାନ ଶିକ୍ଷକ ଓ ଅନ୍ୟାନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ସମସ୍ତ ଟପ୍ପର ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ, ପ୍ରଶଂସାପତ୍ର ଓ ସ୍ମୃତିଚିହ୍ନ ଦେଇ ସମ୍ମାନିତ କରିଥିଲେ। ସେମାନେ ଛାତ୍ରଛାତ୍ରୀଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ଏହି ସମ୍ମାନ ସମାରୋହ ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ କରିବାକୁ ପ୍ରେରିତ କରିଛି। *ଚମ୍ପୁଆ ରୁ ଆବିଦ ଆନସାରୀ କଳିଙ୍ଗ 24 ଫୋକସ ନିୟୁସ*
    1
    *
ଚମ୍ପୁଆ: ସିବିଏସଇ ଦଶମ ଶ୍ରେଣୀ (2025-26) ପରୀକ୍ଷାରେ ଉତ୍କୃଷ୍ଟ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଚମ୍ପୁଆର କେରଳା ଇଂଲିଶ୍ ମେଡିୟମ୍ ସ୍କୁଲରେ ଏକ ଭବ୍ୟ ସମ୍ମାନ ସମାରୋହ ଆୟୋଜିତ ହୋଇଥିଲା।
ଏହି ଅବସରରେ ଛାତ୍ର ଆସଦ କମାଲ ୯୮.୪% ଅଙ୍କ ଅଧିଗତ କରି ସ୍କୁଲର ଟପ୍ପର ହେବା ସହିତ ଏକ ନୂତନ ଇତିହାସ ଗଢ଼ିଛନ୍ତି। ସ୍କୁଲର ପୂର୍ବତନ ଫଳାଫଳ ତୁଳନାରେ ଏହା ସର୍ବୋଚ୍ଚ ଅଙ୍କ ଥିବାରୁ ତାଙ୍କର ଏହି ସଫଳତା ସ୍କୁଲ ପାଇଁ ଗର୍ବର ବିଷୟ ହୋଇପଡ଼ିଛି।
ଆସଦ କମାଲ ତାଙ୍କର ଏହି ସଫଳତା ପାଇଁ ମାତାପିତା, ଶିକ୍ଷକ ଓ ସ୍କୁଲ ପରିବେଶକୁ ଶ୍ରେୟ ଦେଇଛନ୍ତି। ସେ ଭବିଷ୍ୟତରେ ଉଚ୍ଚ ଶିକ୍ଷା ଗ୍ରହଣ କରି ଏକ ସଫଳ ଆଇଟି ଇଞ୍ଜିନିୟର୍ ହେବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି।
ସମାରୋହରେ ସ୍କୁଲର ଚେୟାରମ୍ୟାନ୍,  ଡାକ୍ତର ରାଜ ମୋହନ ପି. ଏସ,ପ୍ରଧାନ ଶିକ୍ଷକ ଓ ଅନ୍ୟାନ୍ୟ ଶିକ୍ଷକମାନେ ଉପସ୍ଥିତ ରହି ସମସ୍ତ ଟପ୍ପର ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ, ପ୍ରଶଂସାପତ୍ର ଓ ସ୍ମୃତିଚିହ୍ନ ଦେଇ ସମ୍ମାନିତ କରିଥିଲେ। ସେମାନେ ଛାତ୍ରଛାତ୍ରୀଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ।
ଏହି ସମ୍ମାନ ସମାରୋହ ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ କରିବାକୁ ପ୍ରେରିତ କରିଛି।
*ଚମ୍ପୁଆ ରୁ ଆବିଦ ଆନସାରୀ କଳିଙ୍ଗ 24 ଫୋକସ ନିୟୁସ*
    user_Champua news
    Champua news
    ଚମ୍ପୁଆ, କେନ୍ଦୁଝର, ଓଡ଼ିଶା•
    17 hrs ago
  • ଜିଲ୍ଲା ସ୍ତରୀୟ କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ । ଦେବଗଡ଼ ତା ୨୦.୦୪.୨୦୨୬ ଆଜି ପବିତ୍ର ଅକ୍ଷୟ ତୃତୀୟା ଓ କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ଅବସରରେ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନ ଠାରେ କବି ଶ୍ରୀ ଜୟଦେବଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଓ ସମ୍ମାନିତ ଅତିଥୀ ଭାବେ ଭାରପ୍ରାପ୍ତ ପୌରପରିଷଦ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜ ଓ ସଂଯୋଜକ ଜିଲ୍ଲା ସଂସ୍କୃତି ପରିଷଦ ଦିଲୀପ କୁମାର ଗୁରୁ ମଞ୍ଚାସୀନ ରହି କବି ଶ୍ରୀ ଜୟଦେବଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଏହି ଅବସରରେ ଅତିଥି କବି ଶ୍ରୀ ଜୟଦେବଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ । ପରେ ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ଗୀତଗୋବିନ୍ଦ ପରିବେଷଣ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ,ବରିଷ୍ଠ ନାଗରିକ ସୁଧିର କପରଦାର, ମାର୍କଣ୍ଡେଶ୍ଵର ଶତପଥୀ, ନିରଞ୍ଜନ ଦ୍ବିବେଦୀ, ମିତ୍ରଭାନୁ ମହାପାତ୍ର, ରାମଚନ୍ଦ୍ର ମହାପାତ୍ର, ପ୍ରଫୁଲ୍ଲ କୁମାର ମହାପାତ୍ର, ସୁଶୀଲ କପରଦାର, ଅଧ୍ୟାପକ ଚିତ୍ତରଞ୍ଜନ ଦାସ,ସଂସ୍କୃତି ପରିଷଦ ସଦସ୍ୟ ଅବନିକାନ୍ତ ମିଶ୍ର ,ବରିଷ୍ଠ ନାଗରିକ ,ବୁଦ୍ଧିଜୀବୀ,ସାମ୍ୱାଦିକ ଓ ସ୍ଥାନୀୟ କଳାକାର ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।
    1
    ଜିଲ୍ଲା ସ୍ତରୀୟ କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ ।
ଦେବଗଡ଼ ତା ୨୦.୦୪.୨୦୨୬
ଆଜି ପବିତ୍ର ଅକ୍ଷୟ ତୃତୀୟା ଓ କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ଅବସରରେ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ସଂସ୍କୃତି ଭବନ ଠାରେ କବି ଶ୍ରୀ ଜୟଦେବଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ କୁମାର ଭୋଇ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ଓ  ସମ୍ମାନିତ ଅତିଥୀ ଭାବେ ଭାରପ୍ରାପ୍ତ ପୌରପରିଷଦ ଅଧ୍ୟକ୍ଷ ପ୍ରଜିତ କୁମାର ଭୋଜ ଓ ସଂଯୋଜକ ଜିଲ୍ଲା ସଂସ୍କୃତି ପରିଷଦ ଦିଲୀପ କୁମାର ଗୁରୁ  ମଞ୍ଚାସୀନ ରହି କବି ଶ୍ରୀ ଜୟଦେବଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ  ପ୍ରଦୀପ ପ୍ରଜ୍ୱଳନ  କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଏହି ଅବସରରେ  ଅତିଥି କବି ଶ୍ରୀ ଜୟଦେବଙ୍କ ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ । ପରେ ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ଗୀତଗୋବିନ୍ଦ ପରିବେଷଣ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ,ବରିଷ୍ଠ ନାଗରିକ ସୁଧିର କପରଦାର, ମାର୍କଣ୍ଡେଶ୍ଵର ଶତପଥୀ, ନିରଞ୍ଜନ ଦ୍ବିବେଦୀ,  ମିତ୍ରଭାନୁ ମହାପାତ୍ର, ରାମଚନ୍ଦ୍ର ମହାପାତ୍ର, ପ୍ରଫୁଲ୍ଲ କୁମାର ମହାପାତ୍ର, ସୁଶୀଲ କପରଦାର, ଅଧ୍ୟାପକ ଚିତ୍ତରଞ୍ଜନ ଦାସ,ସଂସ୍କୃତି ପରିଷଦ ସଦସ୍ୟ ଅବନିକାନ୍ତ ମିଶ୍ର ,ବରିଷ୍ଠ ନାଗରିକ ,ବୁଦ୍ଧିଜୀବୀ,ସାମ୍ୱାଦିକ ଓ ସ୍ଥାନୀୟ କଳାକାର ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    5 hrs ago
  • Post by Rajib Behera
    1
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • Odia Short reels video Mo Swapnoro Sauda ghara Kedar Naik Jay Jagannath
    1
    Odia Short reels video Mo Swapnoro Sauda ghara Kedar Naik Jay Jagannath
    user_Kedar Naik
    Kedar Naik
    ଗୋରୁମହିଷାଣୀ, ମୟୂରଭଞ୍ଜ, ଓଡ଼ିଶା•
    15 hrs ago
  • ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ଏବଂ ଅଖି ମୁଠି ଅନୁକୂଳ । ଦେବଗଡ଼, ତା ୨୦.୦୪.୨୦୨୬ ଆଜି ପବିତ୍ର ଅକ୍ଷୟ ତୃତୀୟ ଦିବସ ଅବସରରେ ବାରକୋଟ ବ୍ଲକ୍ ବିଜୟନଗର ସରଣିପାଟ ପଡ଼ିଆ ପରିସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ସମାରୋହ ଏବଂ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ, ଓ ବରୋଣ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର ଓ କୃଷକ ଉପଦେଷ୍ଠା ମଣ୍ଡଳୀର ଅଧ୍ୟକ୍ଷ ଭରତ ଭୁଷଣ ପ୍ରଧାନ ଯୋଗଦେଇ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ପରେ ସାଧାରଣ ସଭା କାର୍ଯ୍ୟକ୍ରମ ରେ ଯୋଗଦେଇ ମାନ୍ୟବର ମୁଖ୍ୟ ମନ୍ତ୍ରୀ ଦ୍ୱାରା ସି ଏମ କିଶାନ ସହାୟତା ରାଶି ପ୍ରଦାନର ସିଧା ପ୍ରସାରଣ କରାଯାଇଥିଲା । ଆଜିର ଦିନରେ ଚାଷୀ ଭାଇ ମାନେ ଧାନ ବୁଣିବେ ଏବଂ ଆମ୍ଭ ମାନଙ୍କୁ ବର୍ଷକ ପର୍ଯ୍ୟନ୍ତ ଆହାର ଯୋଗାଇଦେବେ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ଭାବେ ଗଢିତୋଳିବାକୁ ଆମର ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଭାରତକୁ ଚାରୋଟି ଶ୍ରେଣୀରେ ବିଭକ୍ତ କରିଛନ୍ତି। ଯେଉଁଥିରେ କୃଷକ ସଶକ୍ତିକରଣ ଅନନ୍ୟ ଅଟେ। ବିକଶିତ ଭାରତ ଗଠନ କରିବାକୁ ହେଲେ ପ୍ରଥମେ ଚାଷୀ ଭାଇଙ୍କୁ ସୁଦୃଢ କରିବାକୁ ପଡ଼ିବ ଏବଂ କୃଷିକୁ ପ୍ରାଧାନ୍ୟ ଦେବାକୁ ପଡ଼ିବ। କୃଷକ ମାନଙ୍କ ନିମିତ୍ତ ପ୍ରଣୀତ ସମସ୍ତ ସରକାରୀ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚିବା ଦରକାର ଏବଂ ଚାଷୀ ଭାଇମାନଙ୍କ ପାଖରେ ପହଞ୍ଚିବା ଦରକାର ଯାହା ଫଳରେ ସେମାନେ ଉପକୃତ ହୋଇପାରିବେ। ଦେବଗଡ଼ ଜିଲ୍ଲାରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ସି ଏମ କିଶାନ ସହାୟତା ରାଶି ଜିଲ୍ଲାରେ ୪୧୮୮୩ ଜଣ ଚାଷୀଙ୍କୁ ଆଜି ୨୦୦୦ ଟଙ୍କା ଲେଖାଏଁ ଡି ବୀ ଟି ମାଧ୍ୟମରେ ସିଧାସଳଖ ଚାଷୀର ଖାତା କୁ ପ୍ରଦାନ କରଯାଇଥିଲା। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଓ ଚାଷୀ ମାନେ ଉପସ୍ଥିତ ଥିଲେ।
    2
    ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲା ସ୍ତରୀୟ କୃଷକ ଦିବସ ତଥା ଅକ୍ଷୟ ତୃତୀୟା ପାଳନ ଏବଂ ଅଖି ମୁଠି ଅନୁକୂଳ ।
ଦେବଗଡ଼, ତା ୨୦.୦୪.୨୦୨୬ 
ଆଜି ପବିତ୍ର ଅକ୍ଷୟ ତୃତୀୟ ଦିବସ ଅବସରରେ ବାରକୋଟ ବ୍ଲକ୍ ବିଜୟନଗର ସରଣିପାଟ ପଡ଼ିଆ ପରିସରରେ  ଜିଲ୍ଲା ସ୍ତରୀୟ କୃଷକ ଦିବସ  ତଥା ଅକ୍ଷୟ ତୃତୀୟା ପାଳନ ସମାରୋହ ଏବଂ ଅଖି ମୁଠି ଅନୁକୂଳ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ, ଓ ବରୋଣ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର ଓ କୃଷକ ଉପଦେଷ୍ଠା ମଣ୍ଡଳୀର ଅଧ୍ୟକ୍ଷ ଭରତ ଭୁଷଣ ପ୍ରଧାନ ଯୋଗଦେଇ ଅଖି  ମୁଠି ଅନୁକୂଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ପରେ ସାଧାରଣ ସଭା କାର୍ଯ୍ୟକ୍ରମ ରେ ଯୋଗଦେଇ ମାନ୍ୟବର ମୁଖ୍ୟ ମନ୍ତ୍ରୀ ଦ୍ୱାରା ସି ଏମ କିଶାନ ସହାୟତା ରାଶି ପ୍ରଦାନର ସିଧା ପ୍ରସାରଣ କରାଯାଇଥିଲା । ଆଜିର ଦିନରେ ଚାଷୀ ଭାଇ ମାନେ ଧାନ ବୁଣିବେ ଏବଂ ଆମ୍ଭ ମାନଙ୍କୁ ବର୍ଷକ ପର୍ଯ୍ୟନ୍ତ ଆହାର ଯୋଗାଇଦେବେ। ୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ଭାବେ ଗଢିତୋଳିବାକୁ ଆମର ଯଶଶ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଭାରତକୁ ଚାରୋଟି ଶ୍ରେଣୀରେ ବିଭକ୍ତ କରିଛନ୍ତି। ଯେଉଁଥିରେ କୃଷକ ସଶକ୍ତିକରଣ ଅନନ୍ୟ ଅଟେ। ବିକଶିତ ଭାରତ ଗଠନ କରିବାକୁ ହେଲେ ପ୍ରଥମେ ଚାଷୀ ଭାଇଙ୍କୁ ସୁଦୃଢ କରିବାକୁ ପଡ଼ିବ ଏବଂ କୃଷିକୁ ପ୍ରାଧାନ୍ୟ ଦେବାକୁ ପଡ଼ିବ। କୃଷକ ମାନଙ୍କ ନିମିତ୍ତ ପ୍ରଣୀତ ସମସ୍ତ ସରକାରୀ ଯୋଜନା ତୃଣମୂଳ ସ୍ତରରେ ପହଞ୍ଚିବା ଦରକାର ଏବଂ ଚାଷୀ ଭାଇମାନଙ୍କ ପାଖରେ ପହଞ୍ଚିବା ଦରକାର ଯାହା ଫଳରେ ସେମାନେ ଉପକୃତ ହୋଇପାରିବେ।  ଦେବଗଡ଼ ଜିଲ୍ଲାରେ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଦ୍ୱାରା ସି ଏମ କିଶାନ ସହାୟତା ରାଶି ଜିଲ୍ଲାରେ ୪୧୮୮୩ ଜଣ ଚାଷୀଙ୍କୁ ଆଜି ୨୦୦୦ ଟଙ୍କା ଲେଖାଏଁ ଡି ବୀ ଟି ମାଧ୍ୟମରେ  ସିଧାସଳଖ ଚାଷୀର ଖାତା କୁ ପ୍ରଦାନ କରଯାଇଥିଲା। ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଓ ଚାଷୀ ମାନେ ଉପସ୍ଥିତ ଥିଲେ।
    user_ବାରକୋଟ ଖବର
    ବାରକୋଟ ଖବର
    Court reporter ବରକୋଟ, ଦେବଗଡ଼, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.