କାହିଁକି ଆଇରନ ଓ ଫୋଲିକ୍ ଏସିଡ ବଟିକା। ବାଣ୍ଟିଲେ ନାହିଁ ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ ବିଭାଗୀୟ ଅଧିକାରୀ । ଅବ୍ୟବସ୍ଥା ଘେରରେ ବୁଡ଼ି ରହିଛି ଜୟପାଟଣା ବ୍ଳକ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ । ସରକାର କିଶୋରୀ ବାଳିକା ଙ୍କୁ ଆଇରନ ଓ ଫୋଲିକ୍ ଏସିଡ ବଟିକା ଦିଆଯାଉଥିବା ବେଳେ ଜୟପାଟଣା ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ୟଳୟରେ ପଡ଼ି ରହିଛି ଆଇରନ ଓ ଫୋଲିକ୍ ଏସିଡ ବଟିକା। ଅବଧି ତାରିଖ ସରିଯାଇଛି ହେଲେ ପେଟି ପେଟି ଫୋଲିକ ଏସିଡ ବଟିକା ବାଣ୍ଟିଲେ ନାହିଁ କାହିଁକି । କଣ ରହିଛି ଭିତିରିଆ ରହସ୍ୟ ? ଏହି ବିଷୟରେ ଗଣ ପ୍ରତିନିଧି ବିଭାଗୀୟ ଅଧିକାରୀ ସିଡିପିଓଙ୍କୁ ପଚାରିବାରୁ ସିଧା ସଳଖ ମନାକରି ଦେଇଥିଲେ। ଏବଂ ମୁଁ ନୂଆ ଆସିଛି ଏହି ସବୁ ଆଗରୁ ଥିଲା ବୋଲି ସୂଚନା ଦେଇଥିଲେ । ଶିଶୁ ଏବଂ ମାଁ ମାନଙ୍କ ସ୍ୱାସ୍ଥ୍ୟ ନିୟନ୍ତ୍ରଣ ସୁରକ୍ଷା ନିମନ୍ତେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି ସତ ,କିନ୍ତୁ ତାହା ବାଟ ବଣା ହେଉଛି।କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟଳୟ ଭିତରେ ଦେଖିବାକୁ ମିଳିଛି କାଗଜ କାଟନ୍ ବାକ୍ସରେ ପଡ଼ିରହିଛି ଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଜି ବଟିକା , ଯାହାର ଉତ୍ପାଦନ ତାରିଖ ୦୮/୨୦୨୩ ଥିବା ବେଳେ ଅବଧି ତାରିଖ ୦୭/୨୦୨୫ ରେ ଶେଷ ହୋଇଯାଇଛି। କଣ ତ୍ରୁଟି ରହିଥିଲା ଯାହା ଫଳରେ କିଶୋରୀ ବାଳିକା ଏବଂ ଗର୍ଭବତୀ ମହିଳାଙ୍କୁ ଦିଆଗଲା ନାହିଁ । କେତେ ଜଣଙ୍କ ପାଇଁ କେତେ ପରିମାଣରେ ଏହିଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଯୋଗାଇ ଦିଆଯାଉଛି ? କାହିଁକି ଏତେ ପରିମାଣର ଔଷଧ ଦିଆଗଲା ନାହିଁ । ତାହା ପ୍ରଶ୍ନବାଚୀ ଉଠିଛି । କଳାହାଣ୍ଡି କୋକସରା ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ କାହିଁକି ଆଇରନ ଓ ଫୋଲିକ୍ ଏସିଡ ବଟିକା। ବାଣ୍ଟିଲେ ନାହିଁ ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ ବିଭାଗୀୟ ଅଧିକାରୀ । ଅବ୍ୟବସ୍ଥା ଘେରରେ ବୁଡ଼ି ରହିଛି ଜୟପାଟଣା ବ୍ଳକ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ । ସରକାର କିଶୋରୀ ବାଳିକା ଙ୍କୁ ଆଇରନ ଓ ଫୋଲିକ୍ ଏସିଡ ବଟିକା ଦିଆଯାଉଥିବା ବେଳେ ଜୟପାଟଣା ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ୟଳୟରେ ପଡ଼ି ରହିଛି ଆଇରନ ଓ ଫୋଲିକ୍ ଏସିଡ ବଟିକା। ଅବଧି ତାରିଖ ସରିଯାଇଛି ହେଲେ ପେଟି ପେଟି ଫୋଲିକ ଏସିଡ ବଟିକା ବାଣ୍ଟିଲେ ନାହିଁ କାହିଁକି । କଣ ରହିଛି ଭିତିରିଆ ରହସ୍ୟ ? ଏହି ବିଷୟରେ ଗଣ ପ୍ରତିନିଧି ବିଭାଗୀୟ ଅଧିକାରୀ ସିଡିପିଓଙ୍କୁ ପଚାରିବାରୁ ସିଧା ସଳଖ ମନାକରି ଦେଇଥିଲେ। ଏବଂ ମୁଁ ନୂଆ ଆସିଛି ଏହି ସବୁ ଆଗରୁ ଥିଲା ବୋଲି ସୂଚନା ଦେଇଥିଲେ । ଶିଶୁ ଏବଂ ମାଁ ମାନଙ୍କ ସ୍ୱାସ୍ଥ୍ୟ ନିୟନ୍ତ୍ରଣ ସୁରକ୍ଷା ନିମନ୍ତେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି ସତ ,କିନ୍ତୁ ତାହା ବାଟ ବଣା ହେଉଛି।କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟଳୟ ଭିତରେ ଦେଖିବାକୁ ମିଳିଛି କାଗଜ କାଟନ୍ ବାକ୍ସରେ ପଡ଼ିରହିଛି ଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଜି ବଟିକା , ଯାହାର ଉତ୍ପାଦନ ତାରିଖ ୦୮/୨୦୨୩ ଥିବା ବେଳେ ଅବଧି ତାରିଖ ୦୭/୨୦୨୫ ରେ ଶେଷ ହୋଇଯାଇଛି। କଣ ତ୍ରୁଟି ରହିଥିଲା ଯାହା ଫଳରେ କିଶୋରୀ ବାଳିକା ଏବଂ ଗର୍ଭବତୀ ମହିଳାଙ୍କୁ ଦିଆଗଲା ନାହିଁ । କେତେ ଜଣଙ୍କ ପାଇଁ କେତେ ପରିମାଣରେ ଏହିଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଯୋଗାଇ ଦିଆଯାଉଛି ? କାହିଁକି ଏତେ ପରିମାଣର ଔଷଧ ଦିଆଗଲା ନାହିଁ । ତାହା ପ୍ରଶ୍ନବାଚୀ ଉଠିଛି । କଳାହାଣ୍ଡି କୋକସରା ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ
କାହିଁକି ଆଇରନ ଓ ଫୋଲିକ୍ ଏସିଡ ବଟିକା। ବାଣ୍ଟିଲେ ନାହିଁ ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ ବିଭାଗୀୟ ଅଧିକାରୀ । ଅବ୍ୟବସ୍ଥା ଘେରରେ ବୁଡ଼ି ରହିଛି ଜୟପାଟଣା ବ୍ଳକ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ । ସରକାର କିଶୋରୀ ବାଳିକା ଙ୍କୁ ଆଇରନ ଓ ଫୋଲିକ୍ ଏସିଡ ବଟିକା ଦିଆଯାଉଥିବା ବେଳେ ଜୟପାଟଣା ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ୟଳୟରେ ପଡ଼ି ରହିଛି ଆଇରନ ଓ ଫୋଲିକ୍ ଏସିଡ ବଟିକା। ଅବଧି ତାରିଖ ସରିଯାଇଛି ହେଲେ ପେଟି ପେଟି ଫୋଲିକ ଏସିଡ ବଟିକା ବାଣ୍ଟିଲେ ନାହିଁ କାହିଁକି । କଣ ରହିଛି ଭିତିରିଆ ରହସ୍ୟ ? ଏହି ବିଷୟରେ ଗଣ ପ୍ରତିନିଧି ବିଭାଗୀୟ ଅଧିକାରୀ ସିଡିପିଓଙ୍କୁ ପଚାରିବାରୁ ସିଧା ସଳଖ ମନାକରି ଦେଇଥିଲେ। ଏବଂ ମୁଁ ନୂଆ ଆସିଛି ଏହି ସବୁ ଆଗରୁ ଥିଲା ବୋଲି ସୂଚନା ଦେଇଥିଲେ । ଶିଶୁ ଏବଂ ମାଁ ମାନଙ୍କ ସ୍ୱାସ୍ଥ୍ୟ
ନିୟନ୍ତ୍ରଣ ସୁରକ୍ଷା ନିମନ୍ତେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି ସତ ,କିନ୍ତୁ ତାହା ବାଟ ବଣା ହେଉଛି।କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟଳୟ ଭିତରେ ଦେଖିବାକୁ ମିଳିଛି କାଗଜ କାଟନ୍ ବାକ୍ସରେ ପଡ଼ିରହିଛି ଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଜି ବଟିକା , ଯାହାର ଉତ୍ପାଦନ ତାରିଖ ୦୮/୨୦୨୩ ଥିବା ବେଳେ ଅବଧି ତାରିଖ ୦୭/୨୦୨୫ ରେ ଶେଷ ହୋଇଯାଇଛି। କଣ ତ୍ରୁଟି ରହିଥିଲା ଯାହା ଫଳରେ କିଶୋରୀ ବାଳିକା ଏବଂ ଗର୍ଭବତୀ ମହିଳାଙ୍କୁ ଦିଆଗଲା ନାହିଁ । କେତେ ଜଣଙ୍କ ପାଇଁ କେତେ ପରିମାଣରେ ଏହିଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଯୋଗାଇ ଦିଆଯାଉଛି ? କାହିଁକି ଏତେ ପରିମାଣର ଔଷଧ ଦିଆଗଲା ନାହିଁ । ତାହା ପ୍ରଶ୍ନବାଚୀ ଉଠିଛି । କଳାହାଣ୍ଡି କୋକସରା ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ କାହିଁକି
ଆଇରନ ଓ ଫୋଲିକ୍ ଏସିଡ ବଟିକା। ବାଣ୍ଟିଲେ ନାହିଁ ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ ବିଭାଗୀୟ ଅଧିକାରୀ । ଅବ୍ୟବସ୍ଥା ଘେରରେ ବୁଡ଼ି ରହିଛି ଜୟପାଟଣା ବ୍ଳକ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ । ସରକାର କିଶୋରୀ ବାଳିକା ଙ୍କୁ ଆଇରନ ଓ ଫୋଲିକ୍ ଏସିଡ ବଟିକା ଦିଆଯାଉଥିବା ବେଳେ ଜୟପାଟଣା ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ୟଳୟରେ ପଡ଼ି ରହିଛି ଆଇରନ ଓ ଫୋଲିକ୍ ଏସିଡ ବଟିକା। ଅବଧି ତାରିଖ ସରିଯାଇଛି ହେଲେ ପେଟି ପେଟି ଫୋଲିକ ଏସିଡ ବଟିକା ବାଣ୍ଟିଲେ ନାହିଁ କାହିଁକି । କଣ ରହିଛି ଭିତିରିଆ ରହସ୍ୟ ? ଏହି ବିଷୟରେ ଗଣ ପ୍ରତିନିଧି ବିଭାଗୀୟ ଅଧିକାରୀ ସିଡିପିଓଙ୍କୁ ପଚାରିବାରୁ ସିଧା ସଳଖ ମନାକରି ଦେଇଥିଲେ। ଏବଂ ମୁଁ ନୂଆ ଆସିଛି ଏହି ସବୁ ଆଗରୁ ଥିଲା ବୋଲି ସୂଚନା ଦେଇଥିଲେ । ଶିଶୁ ଏବଂ ମାଁ ମାନଙ୍କ ସ୍ୱାସ୍ଥ୍ୟ ନିୟନ୍ତ୍ରଣ ସୁରକ୍ଷା ନିମନ୍ତେ
ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି ସତ ,କିନ୍ତୁ ତାହା ବାଟ ବଣା ହେଉଛି।କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟଳୟ ଭିତରେ ଦେଖିବାକୁ ମିଳିଛି କାଗଜ କାଟନ୍ ବାକ୍ସରେ ପଡ଼ିରହିଛି ଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଜି ବଟିକା , ଯାହାର ଉତ୍ପାଦନ ତାରିଖ ୦୮/୨୦୨୩ ଥିବା ବେଳେ ଅବଧି ତାରିଖ ୦୭/୨୦୨୫ ରେ ଶେଷ ହୋଇଯାଇଛି। କଣ ତ୍ରୁଟି ରହିଥିଲା ଯାହା ଫଳରେ କିଶୋରୀ ବାଳିକା ଏବଂ ଗର୍ଭବତୀ ମହିଳାଙ୍କୁ ଦିଆଗଲା ନାହିଁ । କେତେ ଜଣଙ୍କ ପାଇଁ କେତେ ପରିମାଣରେ ଏହିଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଯୋଗାଇ ଦିଆଯାଉଛି ? କାହିଁକି ଏତେ ପରିମାଣର ଔଷଧ ଦିଆଗଲା ନାହିଁ । ତାହା ପ୍ରଶ୍ନବାଚୀ ଉଠିଛି । କଳାହାଣ୍ଡି କୋକସରା ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ
- କାହିଁକି ଆଇରନ ଓ ଫୋଲିକ୍ ଏସିଡ ବଟିକା। ବାଣ୍ଟିଲେ ନାହିଁ ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ ବିଭାଗୀୟ ଅଧିକାରୀ । ଅବ୍ୟବସ୍ଥା ଘେରରେ ବୁଡ଼ି ରହିଛି ଜୟପାଟଣା ବ୍ଳକ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ । ସରକାର କିଶୋରୀ ବାଳିକା ଙ୍କୁ ଆଇରନ ଓ ଫୋଲିକ୍ ଏସିଡ ବଟିକା ଦିଆଯାଉଥିବା ବେଳେ ଜୟପାଟଣା ସମନ୍ୱିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ୟଳୟରେ ପଡ଼ି ରହିଛି ଆଇରନ ଓ ଫୋଲିକ୍ ଏସିଡ ବଟିକା। ଅବଧି ତାରିଖ ସରିଯାଇଛି ହେଲେ ପେଟି ପେଟି ଫୋଲିକ ଏସିଡ ବଟିକା ବାଣ୍ଟିଲେ ନାହିଁ କାହିଁକି । କଣ ରହିଛି ଭିତିରିଆ ରହସ୍ୟ ? ଏହି ବିଷୟରେ ଗଣ ପ୍ରତିନିଧି ବିଭାଗୀୟ ଅଧିକାରୀ ସିଡିପିଓଙ୍କୁ ପଚାରିବାରୁ ସିଧା ସଳଖ ମନାକରି ଦେଇଥିଲେ। ଏବଂ ମୁଁ ନୂଆ ଆସିଛି ଏହି ସବୁ ଆଗରୁ ଥିଲା ବୋଲି ସୂଚନା ଦେଇଥିଲେ । ଶିଶୁ ଏବଂ ମାଁ ମାନଙ୍କ ସ୍ୱାସ୍ଥ୍ୟ ନିୟନ୍ତ୍ରଣ ସୁରକ୍ଷା ନିମନ୍ତେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଆସୁଛନ୍ତି ସତ ,କିନ୍ତୁ ତାହା ବାଟ ବଣା ହେଉଛି।କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟଳୟ ଭିତରେ ଦେଖିବାକୁ ମିଳିଛି କାଗଜ କାଟନ୍ ବାକ୍ସରେ ପଡ଼ିରହିଛି ଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଜି ବଟିକା , ଯାହାର ଉତ୍ପାଦନ ତାରିଖ ୦୮/୨୦୨୩ ଥିବା ବେଳେ ଅବଧି ତାରିଖ ୦୭/୨୦୨୫ ରେ ଶେଷ ହୋଇଯାଇଛି। କଣ ତ୍ରୁଟି ରହିଥିଲା ଯାହା ଫଳରେ କିଶୋରୀ ବାଳିକା ଏବଂ ଗର୍ଭବତୀ ମହିଳାଙ୍କୁ ଦିଆଗଲା ନାହିଁ । କେତେ ଜଣଙ୍କ ପାଇଁ କେତେ ପରିମାଣରେ ଏହିଆଇରନ ଏବଂ ଫୋଲିକ ଏସିଡ ଭିଟାମିନ ଯୋଗାଇ ଦିଆଯାଉଛି ? କାହିଁକି ଏତେ ପରିମାଣର ଔଷଧ ଦିଆଗଲା ନାହିଁ । ତାହା ପ୍ରଶ୍ନବାଚୀ ଉଠିଛି । କଳାହାଣ୍ଡି କୋକସରା ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ4
- ସିନାପାଲିର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନ ମାନଙ୍କରେ ଟ୍ରାଫିକ ଜାମ1
- Post by ଓମ୍ ସାଇ ରାମ୍1
- ଲୋକକଥା -୧ ମାଁ ମାଣିକେଶ୍ଵରୀ ଙ୍କର ଚୁଡି ପିନ୍ଧା। ସେ ଦିନ ପୂଝାରୀ ଘରେ ଚୁଡିବାଲି ର କାଣା ହେଲା ଯେ କଥାନୀ ସୁନଲେ ଜାନବ। (ଇ କାହାଣୀ ମନଗଢନ ଆଏ,କେନସି ସତ୍ୟତା ନାଇଁନ, ଆକ୍ଷେପ କି ଉଦ୍ଦେଶ୍ୟ ମୁଲକ ଭାବେ ନାଇଁ କରି) ଭଲ ଲାଗଲେ ସେୟାର କରବେ।ଭୁଲ ଥିଲେ କ୍ଷମା କରିଦେବେ ।।1
- Post by HABIL DONGRI1
- #ଏମିତି_ଉଦ୍ଧାର_ହେଲା_ଯବାନଙ୍କ_ମୃତ_ଦେହ 40 ଘଣ୍ଟା ଧରି କୋଟପାଡ଼ ଅଗ୍ନୀସମ ବିଭାଗ,ଓଡ୍ରାଫ ଟିମ୍,ଛତିଶଗଡ଼ର NDRF, SDRF ଟିମ୍ ର ସନ୍ଧାନ ପରେ ଜଳପ୍ରପାତରୁ ଉଦ୍ଧାର ହେଲା ଯବାନଙ୍କ ମୃତ ଦେହ #KotpadBreakingnews #Gulmi #kotpad #missing #CISF #CISFSI #bodyrecovery #Koraput #Odisha #OdishaNews1
- ଜଙ୍ଗଲ ସୁରକ୍ଷା ପାଇଁ ସଚେତନତା ହେବାର ଆବଶ୍ୟକ ରହିଛି ଜୟପୁର ବନଖଣ୍ଡ ଅଧିକାରୀ, ଶୁଭେନ୍ଧୁ କୁମାର ବେହେରା l1
- Post by ରିତେଶ ମୁଣ୍ଡ କୋକସରା ମେଡ଼ିଆ1