ଖୋର୍ଦ୍ଧା ଟାଙ୍ଗୀ ର ବରିଷ୍ଠ ସାମ୍ବାଦିକ ପଦ୍ମନାଭ ବିଶ୍ୱାଳ ଙ୍କୁ ଏକ ସମ୍ବାଦ ପରିବେଷଣକୁ ନେଇ ଜଣେ ଅସାମାଜିକ ବ୍ୟକ୍ତି ତାଙ୍କ ଘରେ ପଶି ଆକ୍ରମଣ କରିବା, ଗାଳିମନ୍ଦ କରିବା ଓ ହତ୍ୟାଧମକ ଦେବା ଘଟଣା ପ୍ରତିବାଦରେ ଆଜି ବହୁ ସଂଖ୍ୟା ରେ ଗଣମାଧ୍ୟମ ପ୍ରତିନିଧି ଖୋରଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଭେଟି ଅଭିଯୁକ୍ତ କୁ ତୁରନ୍ତ ଗିରଫ ଦାବି କରିବା ସହିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୭ ଦିନ ମଧ୍ୟ ରେ ଅଭିଯୁକ୍ତ କୁ ଗିରଫ କରାନଗଲେ ସମସ୍ତ ଗଣ ମାଧ୍ୟମ ପ୍ରତିନିଧି ମୁଖ୍ଯମନ୍ତ୍ରୀ ଙ୍କୁ ଭେଟି ଘଟଣା ସମ୍ପର୍କ ରେ ଅବଗତ କରାଇବେ ବୋଲି କହିଛନ୍ତି l ଆଜି ଏ ନେଇ ଏକ ପ୍ରତିନଧିମଣ୍ଡଳୀ ଖୋରଧା ଜିଲ୍ଲା ପ୍ରେସକ୍ଲବ ସଭାପତି ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ଙ୍କ ନେତୃତ୍ୱ ରେ ପ୍ରେସ କ୍ଲବ ସମ୍ପାଦକ ଦିଲୀପ କୁମାର ପଟ୍ଟନାୟକ, ଓ.ୟୁ.ଜେ ଖୋର୍ଦ୍ଧା ଜିଲ୍ଲା ସଭାପତି ତପନ କୁମାର ନାୟକ, ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ (ଓ.ୟୁ.ଡବ୍ଲୁ.ଜେ) ଖୋର୍ଦ୍ଧା ଜିଲ୍ଲା ଶାଖା ସଭାପତି ପ୍ରକାଶ କୁମାର ହାତୀ, ଉତ୍କଳ ସାମ୍ବାଦିକ ସଂଘ ଖୋର୍ଦ୍ଧା ଜିଲ୍ଲା ସଭାପତି ଅବ୍ୟକ୍ତ ହରିହର ଖାଡଙ୍ଗା, ଟାଙ୍ଗି ବ୍ଲକ ସାମ୍ବାଦିକ ସଂଘ ସମ୍ପାଦକ ମନୋଜ ପଟ୍ଟନାୟକ ଙ୍କ ସମେତ ୬୦ ରୁ ଉର୍ଦ୍ଧ୍ବ ଗଣ ମାଧ୍ୟମ ପ୍ରତିନିଧି ଦାବୀପତ୍ର ପ୍ରଦାନ ସମୟ ରେ ଉପସ୍ଥିତ ଥିଲେ l

- ଖୋର୍ଦ୍ଧା ଟାଙ୍ଗୀ ର ବରିଷ୍ଠ ସାମ୍ବାଦିକ ପଦ୍ମନାଭ ବିଶ୍ୱାଳ ଙ୍କୁ ଏକ ସମ୍ବାଦ ପରିବେଷଣକୁ ନେଇ ଜଣେ ଅସାମାଜିକ ବ୍ୟକ୍ତି ତାଙ୍କ ଘରେ ପଶି ଆକ୍ରମଣ କରିବା, ଗାଳିମନ୍ଦ କରିବା ଓ ହତ୍ୟାଧମକ ଦେବା ଘଟଣା ପ୍ରତିବାଦରେ ଆଜି ବହୁ ସଂଖ୍ୟା ରେ ଗଣମାଧ୍ୟମ ପ୍ରତିନିଧି ଖୋରଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଭେଟି ଅଭିଯୁକ୍ତ କୁ ତୁରନ୍ତ ଗିରଫ ଦାବି କରିବା ସହିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ୭ ଦିନ ମଧ୍ୟ ରେ ଅଭିଯୁକ୍ତ କୁ ଗିରଫ କରାନଗଲେ ସମସ୍ତ ଗଣ ମାଧ୍ୟମ ପ୍ରତିନିଧି ମୁଖ୍ଯମନ୍ତ୍ରୀ ଙ୍କୁ ଭେଟି ଘଟଣା ସମ୍ପର୍କ ରେ ଅବଗତ କରାଇବେ ବୋଲି କହିଛନ୍ତି l ଆଜି ଏ ନେଇ ଏକ ପ୍ରତିନଧିମଣ୍ଡଳୀ ଖୋରଧା ଜିଲ୍ଲା ପ୍ରେସକ୍ଲବ ସଭାପତି ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ଙ୍କ ନେତୃତ୍ୱ ରେ ପ୍ରେସ କ୍ଲବ ସମ୍ପାଦକ ଦିଲୀପ କୁମାର ପଟ୍ଟନାୟକ, ଓ.ୟୁ.ଜେ ଖୋର୍ଦ୍ଧା ଜିଲ୍ଲା ସଭାପତି ତପନ କୁମାର ନାୟକ, ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ (ଓ.ୟୁ.ଡବ୍ଲୁ.ଜେ) ଖୋର୍ଦ୍ଧା ଜିଲ୍ଲା ଶାଖା ସଭାପତି ପ୍ରକାଶ କୁମାର ହାତୀ, ଉତ୍କଳ ସାମ୍ବାଦିକ ସଂଘ ଖୋର୍ଦ୍ଧା ଜିଲ୍ଲା ସଭାପତି ଅବ୍ୟକ୍ତ ହରିହର ଖାଡଙ୍ଗା, ଟାଙ୍ଗି ବ୍ଲକ ସାମ୍ବାଦିକ ସଂଘ ସମ୍ପାଦକ ମନୋଜ ପଟ୍ଟନାୟକ ଙ୍କ ସମେତ ୬୦ ରୁ ଉର୍ଦ୍ଧ୍ବ ଗଣ ମାଧ୍ୟମ ପ୍ରତିନିଧି ଦାବୀପତ୍ର ପ୍ରଦାନ ସମୟ ରେ ଉପସ୍ଥିତ ଥିଲେ l1
- Post by NEWS MANORANJAN1
- Bangala election news1
- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଜନଗଣନା ପାଇଁ ଯାଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କ ଗାଡି ଭାଙ୍ଗିବା ସହ ସେମାନଙ୍କ ଉପରେ ଆକ୍ରମଣ1
- Post by ଦେବ ବେହେରା3
- Post by Gagan Bhoi1
- Post by ମନୋଜ କୁମାର ପୁଣ୍ଟିଆ1
- Post by NEWS MANORANJAN1