ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି। ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି।
ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି। ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି।
- ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତା ଅଭିଯୋଗ। ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତା ଅଭିଯୋଗ। ତା୨୬-୦୮, ବୁଧବାର,ଘଟିପିରି,ଓଡ଼ାପଡ଼ା,ଢେଙ୍କାନାଳ। ରିପୋର୍ଟ ବିଭୁ ପ୍ରସାଦ ଶତପଥୀ ଢ଼େଙ୍କାନାଳ ଜିଲ୍ଲା ଓଡାପଡ଼ା ବ୍ଲକ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ପଞ୍ଜିକରଣରେ ଅନିୟମିତତାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ସୂଚନା ଅନୁଯାୟୀ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ଘଟିପିରି,ଗୋବିନ୍ଦପ୍ରସାଦ,କଳାଙ୍ଗ ଏବଂ କୋତ୍ତମ ପଞ୍ଚାୟତ ୬୫୦ରୁ ଉର୍ଦ୍ଧ ଚାଷୀ ଧାନ ଦେଇଥାନ୍ତି।ଚଳିତ ବର୍ଷ ସରକାର ଏଗ୍ରୀଷ୍ଟାକ୍ ନିୟମ କୋହଳ କରିବାରେ ୪୦୦ରୁ ଉର୍ଦ୍ଧ୍ବ ଚାଷୀଙ୍କର ପଞ୍ଜିକରଣ କାର୍ଯ୍ୟ ସରିଛି। ଆଉ କିଛି ଚାଷୀଙ୍କର ପଞ୍ଜିକରଣ କରିବାର ସମସ୍ୟା ସୃଷ୍ଟି ହୋଇଥିଲା। ଏହାକୁ ନେଇ ପ୍ରାଥମିକ କୃଷି ସମବାୟ ସମିତିରେ ଚାଷୀ ଏବଂ ସମ୍ପାଦକଙ୍କ ମଧ୍ୟରେ ବଚସା ହୋଇଥିଲା। ଜିଲ୍ଲା ସମବାୟ କାର୍ଯ୍ୟାଳୟ ଏ ସମ୍ପର୍କରେ ଚାଷୀମାନେ ଲିଖିତ ଅଭିଯୋଗ କରିଥିଲେ।ଏହାର ତଦନ୍ତ କରିବା ପାଇଁ ଆଜି ଏସ ଆର ସିଏସ ଏବଂ ବିଭାଗୀୟ ଅଧିକାରୀ ଘଟିପିରି ପ୍ରାଥମିକ କୃଷି ସମବାୟ ସମିତିରେ ପହଞ୍ଚି ଥିଲେ।ସେଠାରେ ସଭାପତି ,ସମ୍ପାଦକ ଓ ଅଭିଯୋଗକାରୀ ଚାଷୀମାନଙ୍କ ସହିତ ଆଲୋଚନା କରାଯାଇଥିଲା। ଅଭିଯୋଗ ଗୁଡ଼ିକର ପୁଙ୍ଖାନୁ ପୁଙ୍ଖ ଭାବରେ ତଦନ୍ତ ପୂର୍ବକ ଏହାକୁ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବେ ବୋଲି ଏସ ଆର ସିଏସ କହି ଥିଲାବେଳେ ତୁରନ୍ତ ତଦନ୍ତ କରି ସମ୍ପାଦକଙ୍କୁ ବହିଷ୍କାର କରାଯିବ ନଚେତ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବେ ବୋଲି ଚାଷୀମାନେ ଚେତାବନୀ ଦେଇଥିଲେ।ଏସମ୍ପର୍କରେ ସଭାପତି ଏବଂ ସମ୍ପାଦକ ସରକାରଙ୍କ ନୀତିନିୟମ ଅନୁଯାୟୀ ପଞ୍ଜିକରଣ କାର୍ଯ୍ୟ ଚାଲୁଥିଲା ବୋଲି ପ୍ରକାଶ କରିଛନ୍ତି ହେଲେ ଏଥି ପ୍ରତି ବିଭାଗ କି ପ୍ରକାର ପଦକ୍ଷେପ ନେଉଛି ତାହା ଆଗାମୀ ଦିନରେ ଦେଖିବାକୁ ବାକି ରହିଲା।1
- ବଙ୍ଗୋମୁଣ୍ଡା ରେ ନାରୀ ସଂଗଠନ ପକ୍ଷରୁ ଅସହାୟ ଓ ଗରିବ ଲୋକ ଙ୍କୁ ଶାଢ଼ୀ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ1
- କଣ୍ଟାବାଞ୍ଜି ରେ ଭାଇଚାରାର ବାର୍ତ୍ତା ଦେଲା ଇଦ୍-ଏ-ମିଲାଦ ଶୋଭାଯାତ୍ରା ଇସଲାମ ଧର୍ମର ପ୍ରବକ୍ତା ହଜରତ ମହମ୍ମଦଙ୍କ ଜନ୍ମଦିନ ସ୍ମରଣ ଅବସରରେ ବୁଧବାର କଣ୍ଟାବାଞ୍ଜି ସହରରେ ଇଦ୍-ଏ-ମିଲାଦ ଅର୍ଥାତ୍ ମିଲାଦୁନ ନବୀ ଉତ୍ସବ ପାଳିତ ହୋଇଛି। କଣ୍ଟାବାଞ୍ଜି ୟୁଥ୍ ମୁସଲିମ ସଂଗଠନ ପକ୍ଷରୁ ଏହି ଅବସରରେ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । କଣ୍ଟାବାଞ୍ଜି ଆଶ୍ରମ ପଡ଼ାରୁ ଶୋଭାଯାତ୍ରା ବାହାରି ସହରର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ଶୋଭାଯାତ୍ରାରେ ମୁସଲିମ ସମ୍ପ୍ରଦାୟର ବହୁ ସଂଖ୍ୟକ ଲୋକ ସାମିଲ ହୋଇ ଶାନ୍ତି, ସମ୍ପ୍ରୀତି ଓ ଭାଇଚାରାର ବାର୍ତ୍ତା ଦେଇଥିଲେ। ଶୋଭାଯାତ୍ରା ସହରର ବିଭିନ୍ନ ଛକ ଦେଇ ଯାଉଥିବା ସମୟରେ ବିଭିନ୍ନ ହିନ୍ଦୁ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟମାନେ ଶୋଭାଯାତ୍ରାକୁ ସ୍ୱାଗତ କରିଥିଲେ। ସେମାନେ ଶୋଭାଯାତ୍ରାରେ ସାମିଲ ଲୋକଙ୍କୁ ଥଣ୍ଡା ପାଣି ଓ ମିଠା ବଣ୍ଟନ କରିଥିଲେ। ଏହି ଦୃଶ୍ୟ କଣ୍ଟାବାଞ୍ଜି ସହରର ହିନ୍ଦୁ-ମୁସଲିମ ଭାଇଚାରା ଓ ସାମ୍ପ୍ରଦାୟିକ ସମ୍ପ୍ରୀତିର ଏକ ସୁନ୍ଦର ଉଦାହରଣ ପାଲଟିଥିଲା। ଉଭୟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ପରସ୍ପର ସମ୍ମାନ ଓ ସଦ୍ଭାବ ଏହି ଅବସରରେ ସ୍ପଷ୍ଟ ଭାବେ ପ୍ରତିଫଳିତ ହୋଇଥିଲା। ଶାନ୍ତି ଓ ଭାଇଚାରାର ବାର୍ତ୍ତା ନେଇ ପାଳିତ ଏହି ଇଦ୍-ଏ-ମିଲାଦ ଉତ୍ସବ ସହରବାସୀଙ୍କ ମଧ୍ୟରେ ଏକତାର ଭାବନାକୁ ଆହୁରି ମଜବୁତ କରିଥିଲା।1
- ସୁବର୍ଣ୍ଣପୁର ଜିଲ୍ଲା ବାଙ୍କ ବୀଜା ଗ୍ରାମରେ ସରକାରୀ ଜମିକୁ ଜବରଦଖଲ କରିଥିବା ଲାଲବାବୁ ବାଘ ଙ୍କର ଘର ଭାଙ୍ଗିବା ପାଇଁ ଗ୍ରାମବାସୀ ମାନେ ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କରିଥିଲେ ଫଳରେ ଜିଲ୍ଲାପାଳ ମହୋଦୟ ନିଜେ ଆସି ତଦାରଖ କଲାପରେ 24 ଘଣ୍ଟାରେ ପୋଲିସ ପ୍ରଶାସନ ଏବଂ ରାଜସ୍ୱୟ ନିରୀକ୍ଷକ ଆସି ମାପିବା ଆରହମ୍ଭ କରିଥିଲେ ଏବଂ ଆସନ୍ତା 7 ଦିନ ଭିତରେ ଭାଙ୍ଗିବା ପାଇଁ ନିଷ୍ପତି ନେଇଛନ୍ତି ll ପ୍ରଶାସନ ଙ୍କୁ ବାଙ୍କାବିଜା ଗ୍ରାମବାସୀ ପ୍ରଶଂସା କରିଛନ୍ତି1
- ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ1
- ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।2
- ମନ୍ଦିର ଭିତରୁ ବିଭିନ୍ନ ସାମଗ୍ରୀ ଚୋରୀ କରିଥିବା ଚୋର କୁ ଗିରଫ କରିନଥିବାରୁ ସିନ୍ଧେକେଲା ଥାନା ଘେରାଉ କଲା ଶତାଧିକ ଆଦିବାସୀ ସଂଘ। ମନ୍ଦିର ଭିତରୁ ବିଭିନ୍ନ ସାମଗ୍ରୀ ଚୋରୀ କରିଥିବା ଚୋର କୁ ଗିରଫ କରିନଥିବାରୁ ସିନ୍ଧେକେଲା ଥାନା ଘେରାଉ କଲା ଶତାଧିକ ଆଦିବାସୀ ସଂଘ।1
- ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି। ସାଙ୍ଗ କୁ ଛୁରୀ ମାରି ହତ୍ୟା କରିଦେଲା ସାଙ୍ଗ ତା ସହ ଖେଳରେ ହାରି ଯିବାରୁ ଆକ୍ରୋଶ ରେ ଛୁରି ମାରି ହତ୍ୟା କଲା ସାଙ୍ଗ... ଘଟଣା ରେ ପୋଲିସ ର ଛାନଭିନ ଆରମ୍ଭ... ସ୍ଥାନୀୟ ଅଞ୍ଚଳରେ ଏସକଫ ଓ ନିସା ବଟିକା ପାଇଁ ବାରମ୍ବାର ଏଭଳି ଘଟଣା ଘଟିଥିବା ଅଭିଯୋଗ ନିଶା ଯେ କେତେ କଣ କରିପାରେ। ନିଶା କରିବା ପରେ ଗୋଟିଏ ସ୍କୁଲ ଛାତ୍ର ହତ୍ୟା ପର୍ଯ୍ୟନ୍ତ କରିପାରେ ଏଭଳି ଏକ ଘଟଣା ବଲାଙ୍ଗିର ଜିଲ୍ଲାରେ ଚାଚଲ୍ୟ ଖେଳାଇ ଦେଇଛି। ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ରୋତ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ତାସ ଖେଳ ରେ ହାରିବା ପରେ ରାଗରେ ଜର୍ଜରିତ ୧୨ ବର୍ଷ ର ସାଙ୍ଗ ତା ସାଙ୍ଗ କୁ କରିଛି ହତ୍ୟା। ଏଥିରେ ସାଙ୍ଗର ମୃତ୍ୟୁ ହୋଇଛି।1