logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବରଗଡ଼ ଜିଲ୍ଲାର ଅମ୍ବଭୋନାଠାରେ ବିଜେଡି ପକ୍ଷରୁ ନାରୀ ଅଧିକାର ଅଭିଯାନ ଆୟୋଜିତ ହୋଇଛି। ଏହି ଅଭିଯାନ ଅବସରରେ ବିଡିଓଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ସୁବ୍ରତ ସିଂ, ମାନିନୀ ଭୋଇ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଗୌରହରି ମିଶ୍ର, ସୁଶାନ୍ତ ମିଶ୍ର, ପ୍ରଦ୍ୟୁମ୍ନ ତ୍ରିପାଠୀ ପ୍ରମୁଖ ବିଜେଡିର ବହୁ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ।

1 hr ago
user_PNC MEDIA
PNC MEDIA
ବରଗଡ଼, ବରଗଡ଼, ଓଡ଼ିଶା•
1 hr ago

ବରଗଡ଼ ଜିଲ୍ଲାର ଅମ୍ବଭୋନାଠାରେ ବିଜେଡି ପକ୍ଷରୁ ନାରୀ ଅଧିକାର ଅଭିଯାନ ଆୟୋଜିତ ହୋଇଛି। ଏହି ଅଭିଯାନ ଅବସରରେ ବିଡିଓଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ସୁବ୍ରତ ସିଂ, ମାନିନୀ ଭୋଇ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଗୌରହରି ମିଶ୍ର, ସୁଶାନ୍ତ ମିଶ୍ର, ପ୍ରଦ୍ୟୁମ୍ନ ତ୍ରିପାଠୀ ପ୍ରମୁଖ ବିଜେଡିର ବହୁ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ।

More news from ଓଡ଼ିଶା and nearby areas
  • ବରଗଡ଼ ଜିଲ୍ଲାର ଅମ୍ବଭୋନାଠାରେ ବିଜେଡି ପକ୍ଷରୁ ନାରୀ ଅଧିକାର ଅଭିଯାନ ଆୟୋଜିତ ହୋଇଛି। ଏହି ଅଭିଯାନ ଅବସରରେ ବିଡିଓଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ସୁବ୍ରତ ସିଂ, ମାନିନୀ ଭୋଇ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଗୌରହରି ମିଶ୍ର, ସୁଶାନ୍ତ ମିଶ୍ର, ପ୍ରଦ୍ୟୁମ୍ନ ତ୍ରିପାଠୀ ପ୍ରମୁଖ ବିଜେଡିର ବହୁ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ।
    1
    ବରଗଡ଼ ଜିଲ୍ଲାର ଅମ୍ବଭୋନାଠାରେ ବିଜେଡି ପକ୍ଷରୁ ନାରୀ ଅଧିକାର ଅଭିଯାନ ଆୟୋଜିତ ହୋଇଛି। ଏହି ଅଭିଯାନ ଅବସରରେ ବିଡିଓଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ସୁବ୍ରତ ସିଂ, ମାନିନୀ ଭୋଇ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଗୌରହରି ମିଶ୍ର, ସୁଶାନ୍ତ ମିଶ୍ର, ପ୍ରଦ୍ୟୁମ୍ନ ତ୍ରିପାଠୀ ପ୍ରମୁଖ ବିଜେଡିର ବହୁ ନେତା ଓ କର୍ମୀମାନେ ଯୋଗ ଦେଇଥିଲେ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    1 hr ago
  • ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଗତ ଶନିବାର ଦିନ ବେଲପାହାଡ଼ ସହର ଗସ୍ତ କରି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବା ସହ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ। ଏହି ଅବସରରେ, ମନ୍ତ୍ରୀ ଶ୍ରୀ ପୂଜାରୀ ବେଲପାହାଡ଼ ଗୁମାଡେରାଠାରେ ବର୍ଷୀୟାନ ନାଗରିକ ସଂଗଠନ ପାଇଁ TRL କ୍ରୋସାକି କମ୍ପାନୀର CSR ପାଣ୍ଠି ଅଧୀନରେ ନିର୍ମିତ ୧୨.୮୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ନବ ନିର୍ମିତ କ୍ଲବ ଗୃହର ଶୁଭ ଉଦଘାଟନ କରିଥିଲେ। ସେହିପରି ଗୁମାଡେରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ TRL କ୍ରୋସାକି କମ୍ପାନୀର CSR ପାଣ୍ଠି ଅଧୀନରେ ପ୍ରାୟ ୮୮.୪୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନବ ନିର୍ମିତ ଶ୍ରେଣୀ କୋଠାର ଉଦଘାଟନ କରିଥିଲେ। ପରବର୍ତ୍ତୀ ସମୟରେ, ବେଲପାହାଡ଼ସ୍ଥିତ TRL କ୍ରୋସାକିର ଜୁବୁଲି ହଲଠାରେ ବେଲପାହାଡ଼ ପୌର ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀ ପୂଜାରୀ ବିକଶିତ ବେଲପାହାଡ଼ ପୌର ପରିଷଦ ଅନ୍ତର୍ଗତ ୨୬ ଗୋଟି ପ୍ରକଳ୍ପର ଶିଳାନ୍ୟାସ ଓ ୧୦୩ ଗୋଟି ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ। ଏହା ସହିତ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜୁବୁଲି ହଲଠାରେ ଏକ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଅଞ୍ଚଳବାସୀଙ୍କ ମୋଟ ୩୨ ଗୋଟି ଅଭିଯୋଗ ଉପରେ ଶୁଣାଣି କରାଯାଇଥିଲା। ଏଥିମଧ୍ୟରୁ ୧୩ ଗୋଟି ସାମୂହିକ ଏବଂ ୧୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଅଭିଯୋଗଗୁଡ଼ିକ ଉପରେ ବିଚାର କରି ମନ୍ତ୍ରୀ ଶ୍ରୀ ପୂଜାରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବେଲପାହାଡ଼ ପୌର ନଗରପାଳ ନିମାଇଁ ଚରଣ ପଣ୍ଡା, ଉପାଧ୍ୟକ୍ଷା ରୀନା ସୁନା, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ବିଶ୍ୱ ରଞ୍ଜନ ନାୟକ, ଲଖନପୁର ତହସିଲଦାର ପ୍ରସନ୍ନ ପଟେଲ, ପୌର ନିର୍ବାହୀ ଅଧିକାରୀ ଗୌରବ ପ୍ରଧାନ, ଲଖନପୁର ବିଇଓ ରାଜେନ୍ଦ୍ର ପ୍ରସାଦ ସାହୁ, TRL କ୍ରୋସାକି କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ ନାଏକ, ବରିଷ୍ଠ ଅଧିକାରୀ ସୁଶାନ୍ତ ଦାଶ, ବେଲପାହାଡ଼ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ବେଲପାହାଡ଼ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଶିଷ ଦାଶ, ପୌର କାଉନସିଲର କହ୍ନେଇ ଚରଣ ସେଠ, ଯୁଧିଷ୍ଠିର ମୁଖୀ, ବିଭୀଷଣ ରାଉତଙ୍କ ସମେତ ବୁଦ୍ଧିଜୀବୀ ଅଜୟ କୁମାର ଭ୍ରମରବର ରାଏ, ସଚ୍ଚିଦାନନ୍ଦ ପଣ୍ଡା, କିଶୋର ସାହୁ, କୁଳମଣି ବଗାର, ଜେନାମଣି ସେଠ, ରଘୁନନ୍ଦନ ପଣ୍ଡା, ତପନକାନ୍ତ ଜେନା, ଚକାନନ୍ଦ ସା, ଆରତୀ ପ୍ରଧାନ, ମୋନାଲିସା ମୋଦକ, ଉତ୍ତମ ନେଗୀ ପ୍ରମୁଖ ଉପସ୍ଥିତ ଥିଲେ।
    1
    ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଗତ ଶନିବାର ଦିନ ବେଲପାହାଡ଼ ସହର ଗସ୍ତ କରି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବା ସହ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଥିଲେ।

ଏହି ଅବସରରେ, ମନ୍ତ୍ରୀ ଶ୍ରୀ ପୂଜାରୀ ବେଲପାହାଡ଼ ଗୁମାଡେରାଠାରେ ବର୍ଷୀୟାନ ନାଗରିକ ସଂଗଠନ ପାଇଁ TRL କ୍ରୋସାକି କମ୍ପାନୀର CSR ପାଣ୍ଠି ଅଧୀନରେ ନିର୍ମିତ ୧୨.୮୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ନବ ନିର୍ମିତ କ୍ଲବ ଗୃହର ଶୁଭ ଉଦଘାଟନ କରିଥିଲେ। ସେହିପରି ଗୁମାଡେରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ TRL କ୍ରୋସାକି କମ୍ପାନୀର CSR ପାଣ୍ଠି ଅଧୀନରେ ପ୍ରାୟ ୮୮.୪୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନବ ନିର୍ମିତ ଶ୍ରେଣୀ କୋଠାର ଉଦଘାଟନ କରିଥିଲେ। ପରବର୍ତ୍ତୀ ସମୟରେ, ବେଲପାହାଡ଼ସ୍ଥିତ TRL କ୍ରୋସାକିର ଜୁବୁଲି ହଲଠାରେ ବେଲପାହାଡ଼ ପୌର ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀ ପୂଜାରୀ ବିକଶିତ ବେଲପାହାଡ଼ ପୌର ପରିଷଦ ଅନ୍ତର୍ଗତ ୨୬ ଗୋଟି ପ୍ରକଳ୍ପର ଶିଳାନ୍ୟାସ ଓ ୧୦୩ ଗୋଟି ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ।

ଏହା ସହିତ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜୁବୁଲି ହଲଠାରେ ଏକ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଅଞ୍ଚଳବାସୀଙ୍କ ମୋଟ ୩୨ ଗୋଟି ଅଭିଯୋଗ ଉପରେ ଶୁଣାଣି କରାଯାଇଥିଲା। ଏଥିମଧ୍ୟରୁ ୧୩ ଗୋଟି ସାମୂହିକ ଏବଂ ୧୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଅଭିଯୋଗଗୁଡ଼ିକ ଉପରେ ବିଚାର କରି ମନ୍ତ୍ରୀ ଶ୍ରୀ ପୂଜାରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବେଲପାହାଡ଼ ପୌର ନଗରପାଳ ନିମାଇଁ ଚରଣ ପଣ୍ଡା, ଉପାଧ୍ୟକ୍ଷା ରୀନା ସୁନା, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ବିଶ୍ୱ ରଞ୍ଜନ ନାୟକ, ଲଖନପୁର ତହସିଲଦାର ପ୍ରସନ୍ନ ପଟେଲ, ପୌର ନିର୍ବାହୀ ଅଧିକାରୀ ଗୌରବ ପ୍ରଧାନ, ଲଖନପୁର ବିଇଓ ରାଜେନ୍ଦ୍ର ପ୍ରସାଦ ସାହୁ, TRL କ୍ରୋସାକି କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ ନାଏକ, ବରିଷ୍ଠ ଅଧିକାରୀ ସୁଶାନ୍ତ ଦାଶ, ବେଲପାହାଡ଼ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ବେଲପାହାଡ଼ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଶିଷ ଦାଶ, ପୌର କାଉନସିଲର କହ୍ନେଇ ଚରଣ ସେଠ, ଯୁଧିଷ୍ଠିର ମୁଖୀ, ବିଭୀଷଣ ରାଉତଙ୍କ ସମେତ ବୁଦ୍ଧିଜୀବୀ ଅଜୟ କୁମାର ଭ୍ରମରବର ରାଏ, ସଚ୍ଚିଦାନନ୍ଦ ପଣ୍ଡା, କିଶୋର ସାହୁ, କୁଳମଣି ବଗାର, ଜେନାମଣି ସେଠ, ରଘୁନନ୍ଦନ ପଣ୍ଡା, ତପନକାନ୍ତ ଜେନା, ଚକାନନ୍ଦ ସା, ଆରତୀ ପ୍ରଧାନ, ମୋନାଲିସା ମୋଦକ, ଉତ୍ତମ ନେଗୀ ପ୍ରମୁଖ ଉପସ୍ଥିତ ଥିଲେ।
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    8 hrs ago
  • ସମ୍ବଲପୁର ଜିଲ୍ଲାର ଲଇଡା ଅଞ୍ଚଳରେ ଲଇଡା କଲେଜ ଖେଳ ପଡ଼ିଆ, ଲଇଡା ଜଗନ୍ନାଥ ଖେଳ ପଡ଼ିଆ ରାସ୍ତା ଏବଂ ଟାଙ୍ଗରଯୋର ଉପରେ ଥିବା କଲଭଟ ନିକଟରେ ପ୍ରତି ସନ୍ଧ୍ୟାରେ ମଦୁଆ ଓ କୋରକ୍ସ (ନିଶାଦ୍ରବ୍ୟ) ପାନକାରୀମାନଙ୍କର ଆସର ଜମୁଛି। ନିଶା ସେବନ କରିବା ପରେ ଏମାନେ ଖାଲି ବୋତଲ, ଭଙ୍ଗା ବୋତଲ କାଚ ଓ କୋରକ୍ସ ଶିଶି ଆଦିକୁ ଇତସ୍ତତଃ ଖେଳ ପଡ଼ିଆ, ରାସ୍ତାଘାଟ ଏବଂ ଆଖପାଖ ଅଞ୍ଚଳରେ ପକାଇ ଦେଉଛନ୍ତି। ଏହି ଅବ୍ୟବସ୍ଥା ଯୋଗୁଁ ଅନେକ ପ୍ରକାର ସମସ୍ୟା ସୃଷ୍ଟି ହେଉଥିବା ଜଣାପଡ଼ିଛି। ମଦୁଆ ଓ କୋରକ୍ସ ନିଶାଡ଼ିଙ୍କ ଏହି କ୍ରୀଡ଼ାଭୂମିରେ ପରିଣତ ହୋଇଥିବା ଖେଳପଡ଼ିଆ, ରାସ୍ତାକଡ଼ ଓ କଲଭର୍ଟ ଉପରେ ଭଙ୍ଗା ବୋତଲ ଓ ଶିଶି ପଡ଼ିରହିବା ସାଧାରଣ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଛି। ଏହି ସମସ୍ୟା ଉପରେ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦୃଢ଼ ଦାବି ହୋଇଛି।
    1
    ସମ୍ବଲପୁର ଜିଲ୍ଲାର ଲଇଡା ଅଞ୍ଚଳରେ ଲଇଡା କଲେଜ ଖେଳ ପଡ଼ିଆ, ଲଇଡା ଜଗନ୍ନାଥ ଖେଳ ପଡ଼ିଆ ରାସ୍ତା ଏବଂ ଟାଙ୍ଗରଯୋର ଉପରେ ଥିବା କଲଭଟ ନିକଟରେ ପ୍ରତି ସନ୍ଧ୍ୟାରେ ମଦୁଆ ଓ କୋରକ୍ସ (ନିଶାଦ୍ରବ୍ୟ) ପାନକାରୀମାନଙ୍କର ଆସର ଜମୁଛି। ନିଶା ସେବନ କରିବା ପରେ ଏମାନେ ଖାଲି ବୋତଲ, ଭଙ୍ଗା ବୋତଲ କାଚ ଓ କୋରକ୍ସ ଶିଶି ଆଦିକୁ ଇତସ୍ତତଃ ଖେଳ ପଡ଼ିଆ, ରାସ୍ତାଘାଟ ଏବଂ ଆଖପାଖ ଅଞ୍ଚଳରେ ପକାଇ ଦେଉଛନ୍ତି।

ଏହି ଅବ୍ୟବସ୍ଥା ଯୋଗୁଁ ଅନେକ ପ୍ରକାର ସମସ୍ୟା ସୃଷ୍ଟି ହେଉଥିବା ଜଣାପଡ଼ିଛି। ମଦୁଆ ଓ କୋରକ୍ସ ନିଶାଡ଼ିଙ୍କ ଏହି କ୍ରୀଡ଼ାଭୂମିରେ ପରିଣତ ହୋଇଥିବା ଖେଳପଡ଼ିଆ, ରାସ୍ତାକଡ଼ ଓ କଲଭର୍ଟ ଉପରେ ଭଙ୍ଗା ବୋତଲ ଓ ଶିଶି ପଡ଼ିରହିବା ସାଧାରଣ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରୁଛି। ଏହି ସମସ୍ୟା ଉପରେ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦୃଢ଼ ଦାବି ହୋଇଛି।
    user_Biswanath Patel
    Biswanath Patel
    Local News Reporter ରେଙ୍ଗାଲି, ସମ୍ବଲପୁର, ଓଡ଼ିଶା•
    10 hrs ago
  • ଡୁଙ୍ଗରିପାଲି ବ୍ଲକରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଶୁଣାଣି ସମୟରେ ମୋଟ ୬୯ଟି ଦରଖାସ୍ତ ଗ୍ରହଣ କରାଯାଇଛି।
    1
    ଡୁଙ୍ଗରିପାଲି ବ୍ଲକରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଶୁଣାଣି ସମୟରେ ମୋଟ ୬୯ଟି ଦରଖାସ୍ତ ଗ୍ରହଣ କରାଯାଇଛି।
    user_ସାମ୍ବାଦିକ Gurudeb Meher
    ସାମ୍ବାଦିକ Gurudeb Meher
    Local News Reporter ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକ ଅନ୍ତର୍ଗତ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ତା ୨୫/୦୫/୨୦୨୬ ତାରିଖରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ଶିବିରରେ ମୋଟ ୬୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ଯେଉଁଥିରୁ ୫୨ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୁହିକ ଦରଖାସ୍ତ ରହିଥିଲା। ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସହାୟତା ପାଇଁ ଥିବାବେଳେ, ଅନ୍ୟ ଏକ ଦରଖାସ୍ତ ରେଡକ୍ରସ୍ ସହାୟତା ପାଇଁ ଥିଲା। ଏଥିସହ, ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା। ଅବଶିଷ୍ଟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି। ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ସରପଞ୍ଚ ଶ୍ରୀ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସୀନ ଥିଲେ। ଡୁଙ୍ଗରିପାଲିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସଂଜୀବ କୁମାର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
    1
    ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକ ଅନ୍ତର୍ଗତ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ତା ୨୫/୦୫/୨୦୨୬ ତାରିଖରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ।

ଶିବିରରେ ମୋଟ ୬୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ଯେଉଁଥିରୁ ୫୨ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୁହିକ ଦରଖାସ୍ତ ରହିଥିଲା। ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ସହାୟତା ପାଇଁ ଥିବାବେଳେ, ଅନ୍ୟ ଏକ ଦରଖାସ୍ତ ରେଡକ୍ରସ୍ ସହାୟତା ପାଇଁ ଥିଲା। ଏଥିସହ, ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା। ଅବଶିଷ୍ଟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି।

ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ସରପଞ୍ଚ ଶ୍ରୀ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସୀନ ଥିଲେ। ଡୁଙ୍ଗରିପାଲିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସଂଜୀବ କୁମାର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକ ଅନ୍ତର୍ଗତ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ମୋଟ ୬୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଗ୍ରହଣ କରାଯାଇଥିବା ୬୯ଟି ଦରଖାସ୍ତ ମଧ୍ୟରୁ ୫୨ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୁହିକ ଦରଖାସ୍ତ ଥିଲା। ଏହା ବ୍ୟତୀତ, ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଏବଂ ଅନ୍ୟ ଗୋଟିଏ ଦରଖାସ୍ତ ରେଡକ୍ରସ ସହାୟତା ପାଇଁ ଦିଆଯାଇଥିଲା। ଏହି ଶିବିରରେ ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଛି। ଏହି ଅବସରରେ ଜିଲ୍ଲା ପରିଷଦ ସୁବର୍ଣ୍ଣପୁରର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ଏବଂ ସରପଞ୍ଚ ଶ୍ରୀ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସୀନ ଥିଲେ। ଡୁଙ୍ଗରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସଂଜୀବ କୁମାର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
    3
    ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକ ଅନ୍ତର୍ଗତ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଏବଂ ସୁବର୍ଣ୍ଣପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ମୋଟ ୬୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା।

ଗ୍ରହଣ କରାଯାଇଥିବା ୬୯ଟି ଦରଖାସ୍ତ ମଧ୍ୟରୁ ୫୨ଟି ବ୍ୟକ୍ତିଗତ ଏବଂ ୧୫ଟି ସାମୁହିକ ଦରଖାସ୍ତ ଥିଲା। ଏହା ବ୍ୟତୀତ, ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଏବଂ ଅନ୍ୟ ଗୋଟିଏ ଦରଖାସ୍ତ ରେଡକ୍ରସ ସହାୟତା ପାଇଁ ଦିଆଯାଇଥିଲା। ଏହି ଶିବିରରେ ଗୋଟିଏ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଛି।

ଏହି ଅବସରରେ ଜିଲ୍ଲା ପରିଷଦ ସୁବର୍ଣ୍ଣପୁରର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶ୍ୱିନୀ ମେହେର, ଅତିରିକ୍ତ ତହସିଲଦାର ଶ୍ରୀ ରୋହିତ ବାଗ, ଏବଂ ସରପଞ୍ଚ ଶ୍ରୀ ଦିଲୀପ କୁମାର ଶତପଥୀ ପ୍ରମୁଖ ମଞ୍ଚାସୀନ ଥିଲେ। ଡୁଙ୍ଗରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସଂଜୀବ କୁମାର ସାହୁଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
  • କୋରାପୁଟରେ ସ୍ଥାନୀୟ ସଦଭାବନା ଗୃହଠାରେ ଜିଲ୍ଲାସ୍ତରୀୟ ଜନ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଶୁଣାଣୀ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ, ଏଥିରେ ୪୦ରୁ ଉର୍ଦ୍ଧ୍ୱ ଅଭିଯୋଗର ଶୁଣାଣୀ କରାଯାଇ ସମାଧାନ କରାଯାଇଛି। ଏହି ଜନ ଶୁଣାଣୀରେ କୋରାପୁଟ ସିଡିଓ ବେଣୁଧର ଶବର ଏବଂ ଅତିରିକ୍ତ ଜିଲ୍ଲାପାଳ ତପନ ନାୟକଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ, ଅନେକ ବିଭାଗୀୟ ଅଧିକାରୀ ଏହି ସକାଳୁଆ ଜନ ଶୁଣାଣୀରେ ବିଳମ୍ବରେ ପହଞ୍ଚିଥିଲେ। ଏକ ନିର୍ଦ୍ଦିଷ୍ଟ ଅଭିଯୋଗ ଅନୁଯାୟୀ, ମାନସ ନାମକ ଏକ ସଂସ୍ଥାରେ ୧୨ ବର୍ଷ କାର୍ଯ୍ୟ କରିବା ପରେ ଜଣେ ଯୁବତୀଙ୍କୁ ସେଠାରୁ ବାହାର କରିଦିଆଯାଇଛି ଏବଂ ସେ ଏଥିପାଇଁ ପ୍ରଶାସନ ଓ ସରକାରଙ୍କୁ ଦାୟୀ କରିଛନ୍ତି। ଏହା ବ୍ୟତୀତ, ଜିଲ୍ଲା ପ୍ରଶାସନ ପକ୍ଷରୁ କିଛି ସ୍ୱୟଂ ସହାୟକ ସଂସ୍ଥାକୁ ଆର୍ଥିକ ରାଶି ପ୍ରଦାନ କରାଯାଇଥିଲା।
    1
    କୋରାପୁଟରେ ସ୍ଥାନୀୟ ସଦଭାବନା ଗୃହଠାରେ ଜିଲ୍ଲାସ୍ତରୀୟ ଜନ ଶୁଣାଣୀ ଅନୁଷ୍ଠିତ ହୋଇଛି। ଏହି ଶୁଣାଣୀ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ, ଏଥିରେ ୪୦ରୁ ଉର୍ଦ୍ଧ୍ୱ ଅଭିଯୋଗର ଶୁଣାଣୀ କରାଯାଇ ସମାଧାନ କରାଯାଇଛି।

ଏହି ଜନ ଶୁଣାଣୀରେ କୋରାପୁଟ ସିଡିଓ ବେଣୁଧର ଶବର ଏବଂ ଅତିରିକ୍ତ ଜିଲ୍ଲାପାଳ ତପନ ନାୟକଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ, ଅନେକ ବିଭାଗୀୟ ଅଧିକାରୀ ଏହି ସକାଳୁଆ ଜନ ଶୁଣାଣୀରେ ବିଳମ୍ବରେ ପହଞ୍ଚିଥିଲେ। ଏକ ନିର୍ଦ୍ଦିଷ୍ଟ ଅଭିଯୋଗ ଅନୁଯାୟୀ, ମାନସ ନାମକ ଏକ ସଂସ୍ଥାରେ ୧୨ ବର୍ଷ କାର୍ଯ୍ୟ କରିବା ପରେ ଜଣେ ଯୁବତୀଙ୍କୁ ସେଠାରୁ ବାହାର କରିଦିଆଯାଇଛି ଏବଂ ସେ ଏଥିପାଇଁ ପ୍ରଶାସନ ଓ ସରକାରଙ୍କୁ ଦାୟୀ କରିଛନ୍ତି। ଏହା ବ୍ୟତୀତ, ଜିଲ୍ଲା ପ୍ରଶାସନ ପକ୍ଷରୁ କିଛି ସ୍ୱୟଂ ସହାୟକ ସଂସ୍ଥାକୁ ଆର୍ଥିକ ରାଶି ପ୍ରଦାନ କରାଯାଇଥିଲା।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    15 min ago
  • ବରଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ରବୀନ୍ଦ୍ର ନାଥ ଶତପଥୀ ଯୋଗଦାନ କରିଛନ୍ତି। ସେ ପୂର୍ବରୁ ଭୁବନେଶ୍ୱର STF ରେ କାର୍ଯ୍ୟରତ ଥିଲେ ଏବଂ ରାଷ୍ଟ୍ରପତି ପୋଲିସ ପଦକରେ ସମ୍ମାନିତ ହୋଇଛନ୍ତି।
    1
    ବରଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ଭାବେ ରବୀନ୍ଦ୍ର ନାଥ ଶତପଥୀ ଯୋଗଦାନ କରିଛନ୍ତି। ସେ ପୂର୍ବରୁ ଭୁବନେଶ୍ୱର STF ରେ କାର୍ଯ୍ୟରତ ଥିଲେ ଏବଂ ରାଷ୍ଟ୍ରପତି ପୋଲିସ ପଦକରେ ସମ୍ମାନିତ ହୋଇଛନ୍ତି।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.