logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଶିଶୁ ଭବନ ପରିସରରୁ ଭଙ୍ଗା ଗଲା ଅସୁରକ୍ଷିତ କୋଠା ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ଶିଶୁ ଭବନ ପରିସରରୁ ଅସୁରକ୍ଷିତ କୋଠାଗୁଡିକୁ ଭଙ୍ଗାଯାଇଛି । ଏହି କ୍ରମରେ ଆଜି ଶିଶୁ ଭବନ ପରିସରରେ ଥିବା ପ୍ରାୟ ୪ଟି କ୍ୱାର୍ଟରକୁ ସମ୍ପୁର୍ଣ୍ଣ ଭାବେ ଭାଙ୍ଗି ଦିଆଯାଇଛି । ମାଜିଷ୍ଟ୍ରେଟ୍ ଓ ପୋଲିସ୍‌ଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ସମ୍ପାଦିତ ହୋଇଥିଲା । ଘଟଣାସ୍ଥଳରେ ଆର୍ ଆଣ୍ଡ ବି, ଟିପିସିଓଡିଲ୍ ଓ ୱାଟକୋର ଅଧିକାରୀମାନେ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ

19 hrs ago
user_GANESH PANlGRAHl
GANESH PANlGRAHl
Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
19 hrs ago
80d3662e-22ac-40dd-801b-9e8ea5dd4b0a
d2dbca1b-1975-4666-9868-b9ad6e14fb5a
8a9855c7-5a61-4a8e-a7bc-6652aeb131a6
18880d49-5449-4918-aa68-d6047610e267
f626cb3f-dcbc-4ec7-b6db-3e7d6dd92175

ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଶିଶୁ ଭବନ ପରିସରରୁ ଭଙ୍ଗା ଗଲା ଅସୁରକ୍ଷିତ କୋଠା ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ଶିଶୁ ଭବନ ପରିସରରୁ ଅସୁରକ୍ଷିତ କୋଠାଗୁଡିକୁ ଭଙ୍ଗାଯାଇଛି । ଏହି କ୍ରମରେ ଆଜି ଶିଶୁ ଭବନ ପରିସରରେ ଥିବା ପ୍ରାୟ ୪ଟି କ୍ୱାର୍ଟରକୁ ସମ୍ପୁର୍ଣ୍ଣ ଭାବେ ଭାଙ୍ଗି ଦିଆଯାଇଛି । ମାଜିଷ୍ଟ୍ରେଟ୍ ଓ ପୋଲିସ୍‌ଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ସମ୍ପାଦିତ ହୋଇଥିଲା । ଘଟଣାସ୍ଥଳରେ ଆର୍ ଆଣ୍ଡ ବି, ଟିପିସିଓଡିଲ୍ ଓ ୱାଟକୋର ଅଧିକାରୀମାନେ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ

More news from ଓଡ଼ିଶା and nearby areas
  • ରାଉରକେଲା ପ୍ଲେନ୍ କ୍ରାସ୍ ରେ ମୁହଁ ଖୋଲିଲେ ପାଇଲଟ୍.. ଗୋଟିଏ ନିଷ୍ପତ୍ତିରେ ସମସ୍ତଙ୍କ ଜୀବନ ବଞ୍ଚାଇଦେଲେ ... ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ରାଉରକେଲା ପ୍ଲେନ୍ କ୍ରାସ୍ ରେ ମୁହଁ ଖୋଲିଲେ ପାଇଲଟ୍.. ଗୋଟିଏ ନିଷ୍ପତ୍ତିରେ ସମସ୍ତଙ୍କ ଜୀବନ ବଞ୍ଚାଇଦେଲେ ... ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    4 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    Badagada, Ganjam•
    10 hrs ago
  • ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। ୧୦ ଜଣ ଚାଷୀଙ୍କ ପ୍ରାୟ ୨୦ ଏକର ଧାନ ପୋଡ଼ି ପାଉଁଶ ହୋଇଗଲା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ବର୍ଷକର ଖାଦ୍ୟ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ପାଇଁ ଦାବି।
    1
    ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। 
୧୦ ଜଣ ଚାଷୀଙ୍କ ପ୍ରାୟ ୨୦ ଏକର ଧାନ ପୋଡ଼ି ପାଉଁଶ ହୋଇଗଲା।
ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ବର୍ଷକର ଖାଦ୍ୟ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ପାଇଁ ଦାବି।
    user_Ganjam Khabar
    Ganjam Khabar
    Journalist Polasara, Ganjam•
    8 hrs ago
  • ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ -୨୦୨୬ ସାରା ରାଜ୍ୟରେ ପାଳନ ହେଉଥିବା ବେଳେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ଖୁଦ୍ର ଜଳସେଚନ ବିଭାଜନ ୧ ଗଞ୍ଜାମ ଆନୁକୂଲ୍ୟରେ ମହୁରୀ କାଳୁଆ ମନ୍ଦିର ପ୍ରାଙ୍ଗଣରେ ପାଣି ପଞ୍ଚାୟତ ପକ୍ଷ ପାଳିତ #live_odisha_news_update #published_from #Brahamapur #kukudakhandi
    1
    ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ -୨୦୨୬ ସାରା ରାଜ୍ୟରେ ପାଳନ ହେଉଥିବା ବେଳେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ଖୁଦ୍ର ଜଳସେଚନ ବିଭାଜନ ୧ ଗଞ୍ଜାମ ଆନୁକୂଲ୍ୟରେ ମହୁରୀ କାଳୁଆ ମନ୍ଦିର ପ୍ରାଙ୍ଗଣରେ ପାଣି ପଞ୍ଚାୟତ ପକ୍ଷ ପାଳିତ 
#live_odisha_news_update #published_from #Brahamapur #kukudakhandi
    user_Live Odisha NewsUpdate District reporter
    Live Odisha NewsUpdate District reporter
    Reporter ବ୍ରହ୍ମପୁର ସଦର, ଗଞ୍ଜାମ, ଓଡ଼ିଶା•
    9 hrs ago
  • Post by Chocolate boy Kumar
    2
    Post by Chocolate boy Kumar
    user_Chocolate boy Kumar
    Chocolate boy Kumar
    Kodala, Ganjam•
    14 hrs ago
  • Post by Swadhin kumar behera
    1
    Post by Swadhin kumar behera
    user_Swadhin kumar behera
    Swadhin kumar behera
    Dancer କୋଡ଼ାଳା, ଗଞ୍ଜାମ, ଓଡ଼ିଶା•
    17 hrs ago
  • ରାଇପଦା ନିକଟରେ ବାଘ - ହାତୀ ପରେ ବାଘ ଭାୟ - ଜଙ୍ଗଲକୁ ନଯିବା କୁ ସତର୍କ କଲା ବନବିଭାଗ- ଜି.ଉଦୟଗିରି,୧୦/୦୧(ଚିନ୍ମୟ କୁମାର ସେଠୀ) କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତା ବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ୍ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକ ଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି ।
    2
    ରାଇପଦା ନିକଟରେ ବାଘ - ହାତୀ ପରେ ବାଘ ଭାୟ -
ଜଙ୍ଗଲକୁ ନଯିବା କୁ ସତର୍କ କଲା ବନବିଭାଗ-
ଜି.ଉଦୟଗିରି,୧୦/୦୧(ଚିନ୍ମୟ କୁମାର ସେଠୀ) କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ  ନିକଟରେ ଏକ ଚିତା ବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ୍ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକ ଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି ।
    user_CHINMAYA KUMAR SETHI
    CHINMAYA KUMAR SETHI
    Journalist ଜି. ଉଦୟଗିରି, କନ୍ଧମାଳ, ଓଡ଼ିଶା•
    6 hrs ago
  • ଆସିକା କାର୍ଯ୍ୟାଳୟ ଠାରେ କଂଗ୍ରେସ ର ସାମ୍ବାଦିକ ସମ୍ମିଳନୀରେ ବିଦ୍ୟୁତ ତଥ୍ୟ ରଖିଲେ ଆସିକା କଂଗ୍ରେସ ସାଂସଦ ପାର୍ଥି ଦେବକାନ୍ତ ଶର୍ମା ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଆସିକା କାର୍ଯ୍ୟାଳୟ ଠାରେ କଂଗ୍ରେସ ର ସାମ୍ବାଦିକ ସମ୍ମିଳନୀରେ ବିଦ୍ୟୁତ ତଥ୍ୟ ରଖିଲେ ଆସିକା କଂଗ୍ରେସ ସାଂସଦ ପାର୍ଥି ଦେବକାନ୍ତ ଶର୍ମା ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.