ଦୁଇ ବାଇକ ମୁହାଁମୁହିଁ ଧକ୍କା, ଗ୍ରାମରକ୍ଷୀ ମୃତ, ଯବାନ ଗୁରୁତର। ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ମଧ୍ୟାହ୍ନ ରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଗ୍ରାମରକ୍ଷୀ ଙ୍କ ଚିକିତ୍ସା ଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ବାଇକ ରେ ଥିବା ଜଣେ ଯବାନ ଗୁରୁତର ହୋଇ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ମତେ ଆଜି କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ସ୍ଥାନୀୟ ଝରିଆଗୁଡା ଗ୍ରାମ ର ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ (୫୩) ଓ ବିପରୀତ ଦିଗରୁ ଆସୁଥିବା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ କାନ୍ଦୁଲଗୁଡା ଗ୍ରାମ ର ବାଇକ ଚାଳକ ଗୁପ୍ତେଶ୍ଵର ନାଏକ ଙ୍କ ସହ।ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଉଭୟ ବାଇକ ଚାଳକ ଗୁରୁତର ହୋଇଥିବା ବେଳେ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ ଗୋଡ଼ ଆଣ୍ଠୁ ରୁ କଟି ଯାଇ ଅତି ସଂକାଟାପନ୍ନ ଅବସ୍ଥାରେ ରହିଥିଲା। ପରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ୧୦୮ ଆମ୍ବୁଲାନ୍ସ, ଦମକଲ କର୍ମଚାରୀ ସମେତ ପୋଲିସ ପହଞ୍ଚି ଗୁରୁତର ଙ୍କୁ କୋକସରା ମେଡ଼ିକାଲ କୁ ପଠାଇଥିଲେ।ତେବେ ସେଠାରେ ଚିକିତ୍ସା ଧୀନ ଅବସ୍ଥାରେ ଗ୍ରାମରକ୍ଷୀ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ।ମୃତ୍ୟୁ ହୋଇଥିଲା ଓ ଗୁରୁତର ଯୁବକ ଗୁପ୍ତେଶ୍ଵର ଙ୍କୁ ଜିଲ୍ଲା ମୁଖ୍ୟାଳୟ ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣା ପରେ ପୋଲିସ ପକ୍ଷରୁ ଦୁଇ ବାଇକ କୁ ଜବତ କରିବା ସହ ତଦନ୍ତ ଜାରି ରହିଛି। ଘଟଣାସ୍ଥଳରେ କୋକସରା ଥାନା ଅଧିକାରୀ ସୁଜ୍ଞାନ କୁମାର ବାରିକ ଉପସ୍ଥିତ ରହି ଘଟଣା ର ତଦନ୍ତ ଜାରି ରଖିଛନ୍ତି । କଳାହାଣ୍ଡି ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା ଦୁଇ ବାଇକ ମୁହାଁମୁହିଁ ଧକ୍କା, ଗ୍ରାମରକ୍ଷୀ ମୃତ, ଯବାନ ଗୁରୁତର। ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ମଧ୍ୟାହ୍ନ ରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଗ୍ରାମରକ୍ଷୀ ଙ୍କ ଚିକିତ୍ସା ଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ବାଇକ ରେ ଥିବା ଜଣେ ଯବାନ ଗୁରୁତର ହୋଇ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ମତେ ଆଜି କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ସ୍ଥାନୀୟ ଝରିଆଗୁଡା ଗ୍ରାମ ର ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ (୫୩) ଓ ବିପରୀତ ଦିଗରୁ ଆସୁଥିବା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ କାନ୍ଦୁଲଗୁଡା ଗ୍ରାମ ର ବାଇକ ଚାଳକ ଗୁପ୍ତେଶ୍ଵର ନାଏକ ଙ୍କ ସହ।ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଉଭୟ ବାଇକ ଚାଳକ ଗୁରୁତର ହୋଇଥିବା ବେଳେ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ ଗୋଡ଼ ଆଣ୍ଠୁ ରୁ କଟି ଯାଇ ଅତି ସଂକାଟାପନ୍ନ ଅବସ୍ଥାରେ ରହିଥିଲା। ପରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ୧୦୮ ଆମ୍ବୁଲାନ୍ସ, ଦମକଲ କର୍ମଚାରୀ ସମେତ ପୋଲିସ ପହଞ୍ଚି ଗୁରୁତର ଙ୍କୁ କୋକସରା ମେଡ଼ିକାଲ କୁ ପଠାଇଥିଲେ।ତେବେ ସେଠାରେ ଚିକିତ୍ସା ଧୀନ ଅବସ୍ଥାରେ ଗ୍ରାମରକ୍ଷୀ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ।ମୃତ୍ୟୁ ହୋଇଥିଲା ଓ ଗୁରୁତର ଯୁବକ ଗୁପ୍ତେଶ୍ଵର ଙ୍କୁ ଜିଲ୍ଲା ମୁଖ୍ୟାଳୟ ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣା ପରେ ପୋଲିସ ପକ୍ଷରୁ ଦୁଇ ବାଇକ କୁ ଜବତ କରିବା ସହ ତଦନ୍ତ ଜାରି ରହିଛି। ଘଟଣାସ୍ଥଳରେ କୋକସରା ଥାନା ଅଧିକାରୀ ସୁଜ୍ଞାନ କୁମାର ବାରିକ ଉପସ୍ଥିତ ରହି ଘଟଣା ର ତଦନ୍ତ ଜାରି ରଖିଛନ୍ତି । କଳାହାଣ୍ଡି ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା
ଦୁଇ ବାଇକ ମୁହାଁମୁହିଁ ଧକ୍କା, ଗ୍ରାମରକ୍ଷୀ ମୃତ, ଯବାନ ଗୁରୁତର। ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ମଧ୍ୟାହ୍ନ ରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଗ୍ରାମରକ୍ଷୀ ଙ୍କ ଚିକିତ୍ସା ଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ବାଇକ ରେ ଥିବା ଜଣେ ଯବାନ ଗୁରୁତର ହୋଇ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ମତେ ଆଜି କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ସ୍ଥାନୀୟ ଝରିଆଗୁଡା ଗ୍ରାମ ର ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ (୫୩) ଓ ବିପରୀତ ଦିଗରୁ ଆସୁଥିବା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ କାନ୍ଦୁଲଗୁଡା ଗ୍ରାମ ର ବାଇକ ଚାଳକ ଗୁପ୍ତେଶ୍ଵର ନାଏକ ଙ୍କ ସହ।ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଉଭୟ ବାଇକ ଚାଳକ ଗୁରୁତର ହୋଇଥିବା ବେଳେ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ ଗୋଡ଼ ଆଣ୍ଠୁ ରୁ କଟି ଯାଇ ଅତି ସଂକାଟାପନ୍ନ ଅବସ୍ଥାରେ ରହିଥିଲା। ପରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ
୧୦୮ ଆମ୍ବୁଲାନ୍ସ, ଦମକଲ କର୍ମଚାରୀ ସମେତ ପୋଲିସ ପହଞ୍ଚି ଗୁରୁତର ଙ୍କୁ କୋକସରା ମେଡ଼ିକାଲ କୁ ପଠାଇଥିଲେ।ତେବେ ସେଠାରେ ଚିକିତ୍ସା ଧୀନ ଅବସ୍ଥାରେ ଗ୍ରାମରକ୍ଷୀ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ।ମୃତ୍ୟୁ ହୋଇଥିଲା ଓ ଗୁରୁତର ଯୁବକ ଗୁପ୍ତେଶ୍ଵର ଙ୍କୁ ଜିଲ୍ଲା ମୁଖ୍ୟାଳୟ ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣା ପରେ ପୋଲିସ ପକ୍ଷରୁ ଦୁଇ ବାଇକ କୁ ଜବତ କରିବା ସହ ତଦନ୍ତ ଜାରି ରହିଛି। ଘଟଣାସ୍ଥଳରେ କୋକସରା ଥାନା ଅଧିକାରୀ ସୁଜ୍ଞାନ କୁମାର ବାରିକ ଉପସ୍ଥିତ ରହି ଘଟଣା ର ତଦନ୍ତ ଜାରି ରଖିଛନ୍ତି । କଳାହାଣ୍ଡି ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା ଦୁଇ
ବାଇକ ମୁହାଁମୁହିଁ ଧକ୍କା, ଗ୍ରାମରକ୍ଷୀ ମୃତ, ଯବାନ ଗୁରୁତର। ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ମଧ୍ୟାହ୍ନ ରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଗ୍ରାମରକ୍ଷୀ ଙ୍କ ଚିକିତ୍ସା ଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ବାଇକ ରେ ଥିବା ଜଣେ ଯବାନ ଗୁରୁତର ହୋଇ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲ୍ଲା ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ସୂଚନା ମତେ ଆଜି କୋକସରା ବଙ୍ଗୋମୁଣ୍ଡା ଛକ ନିକଟରେ ସ୍ଥାନୀୟ ଝରିଆଗୁଡା ଗ୍ରାମ ର ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ (୫୩) ଓ ବିପରୀତ ଦିଗରୁ ଆସୁଥିବା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ କାନ୍ଦୁଲଗୁଡା ଗ୍ରାମ ର ବାଇକ ଚାଳକ ଗୁପ୍ତେଶ୍ଵର ନାଏକ ଙ୍କ ସହ।ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଉଭୟ ବାଇକ ଚାଳକ ଗୁରୁତର ହୋଇଥିବା ବେଳେ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ ଗୋଡ଼ ଆଣ୍ଠୁ ରୁ କଟି ଯାଇ ଅତି ସଂକାଟାପନ୍ନ ଅବସ୍ଥାରେ ରହିଥିଲା। ପରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ୧୦୮
ଆମ୍ବୁଲାନ୍ସ, ଦମକଲ କର୍ମଚାରୀ ସମେତ ପୋଲିସ ପହଞ୍ଚି ଗୁରୁତର ଙ୍କୁ କୋକସରା ମେଡ଼ିକାଲ କୁ ପଠାଇଥିଲେ।ତେବେ ସେଠାରେ ଚିକିତ୍ସା ଧୀନ ଅବସ୍ଥାରେ ଗ୍ରାମରକ୍ଷୀ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ।ମୃତ୍ୟୁ ହୋଇଥିଲା ଓ ଗୁରୁତର ଯୁବକ ଗୁପ୍ତେଶ୍ଵର ଙ୍କୁ ଜିଲ୍ଲା ମୁଖ୍ୟାଳୟ ମେଡ଼ିକାଲ କୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣା ପରେ ପୋଲିସ ପକ୍ଷରୁ ଦୁଇ ବାଇକ କୁ ଜବତ କରିବା ସହ ତଦନ୍ତ ଜାରି ରହିଛି। ଘଟଣାସ୍ଥଳରେ କୋକସରା ଥାନା ଅଧିକାରୀ ସୁଜ୍ଞାନ କୁମାର ବାରିକ ଉପସ୍ଥିତ ରହି ଘଟଣା ର ତଦନ୍ତ ଜାରି ରଖିଛନ୍ତି । କଳାହାଣ୍ଡି ରୁ ରିତେଶ କୁମାର ମୁଣ୍ଡ ଙ୍କ ରିପୋର୍ଟ, ପଲିଟି କାଳ ଖଟି, ଓଡିଶା
- ଶୁଣନ୍ତୁ କଣ୍ଟାମାଳ ଗ୍ରାମ ର 🙏🙏🙏1
- ଗୁଡାରି ପୋଲିସ ଥାନା ପରିସରରେ ନୂତନ ଅପରାଧିକ ଆଇନ ସଚେତନ ଶିବିର ଅନୁଷ୍ଠିତ1
- ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଖାତିଗୁଡା ଗ୍ରାମରେ ଦ୍ରିଘ ଦିନ ହେଲା ଚାଲିଛି ପାଟ ବାଲିଯାତ୍ରା ଏହି ଯାତ୍ରା ଆସନ୍ତା ମାସ ୬ ତାରିଖ ଦିନ ସମାପ୍ତ ହେବାକୁ ଯାଉଥିବା ବେଳେ ପ୍ରତେକ ମଙ୍ଗଳବାର ଓ ଶନିବାର ଦିନ ଉପବାସ ରହି ଯାତ୍ରା କରି ନାଚି ଥାଆନ୍ତି ଅନେକ ଦେବାଦେବୀ।1
- CBSE ଦଶମ ବୋର୍ଡରେ 96% ରଖି କୋଟପାଡ଼ ଟପ୍ପର ହେଲେ ବନ୍ଦନା ପ୍ରିୟଦର୍ଶନୀ ରଥ l ଡକ୍ଟର ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି ବନ୍ଦନା #kotpadbreakingnews #CBSE_KOTPAD_TOPPER #ଆଜି_ପ୍ରକାଶ_ପାଇଲା_CBSE_ରେଜଲ୍ଟ #Cbse_kotpad_topper1
- ଟିଟିଲାଗଡ଼ ସହର ନିକଟରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇ ଗୋଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣ ଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡିଛି l ଟିଟିଲାଗଡ଼ ହଳଦୀ କୁ ସଂଯୋଗ କରିଥିବା ୫୯ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀପଦର ଗାଁ ନିକଟରେ ତିନିଜଣ ଯୁବତୀ ଏକ ସ୍କୁଟି ରେ ଆସୁଥିବା ବେଳେ ସାମ୍ନା ପଟରୁ ଜଣେ ଯୁବକ ମୋଟର ସାଇକେଲ ସହ ସାମ୍ନା ସାମନି ଧକ୍କା ହୋଇଥିଲା l ଏଥିରେ ତିନିଜଣ ଯୁବତୀ ଟିଟିଲାଗଡ଼ ସହର ସର୍ଗିଗୁଡା ର ଆହତ ହୋଇଥିବା ବେଳେ ଟିଟିଲାଗଡ଼ ଥାନା ବେଲପଡା ଗାଁ ର ଦର୍ଣ ବିଶି ଙ୍କ ଟିଟିଲାଗଡ଼ ମୁଖ୍ୟ ଡାକ୍ତରଖାନା ରେ ଚିକିତ୍ସାପାଇଁ ଆସିଥିବା ବେଳେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି l ଠିକ ସେହିପରି ଟିଟିଲାଗଡ଼ ଲୁଥୁରବନ୍ଦ ମୁଖ୍ୟ ରାସ୍ତା କତରକେଲା ଗାଁ ନିକଟରେ ଏକ ଟ୍ରକ ଏକ ବାଇକ କୁ ପଛପଟେ ଧକ୍କା ଦେବା ଯୋଗୁଁ ବାଇକରେ ବସିଥିବା ଘଣ୍ଟାବାହାଳୀ ଗାଁ ର ଜଣେ ଗର୍ଭବତୀ ମହିଳା ଙ୍କ ମୃତ୍ୟୁ ଘଟିଛି l ଅନ୍ୟ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି l ଘଟଣା ସମ୍ପର୍କ ରେ ସୂଚନା ପାଇ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଘଟଣା ସ୍ଥଳରେ ପହଂଚି ସ୍ଥିତି ପରଖିବା ସହିତ ଆହତ ବ୍ୟକ୍ତି ମାନଙ୍କ ଆରୋଗ୍ୟ କାମନା କରିବା ତଥା ମୃତକ ଗର୍ଭବତୀ ମହିଳା ଙ୍କ ପ୍ରତି ଶୋକ ପ୍ରକାଶ କରିବା ସହ ପରିବାର ପ୍ରତି ସମବେଦନା ଜଣାଇଛନ୍ତି l ଉଭୟ ଘଟଣା ରେ ଟିଟିଲାଗଡ଼ ପୋଲିସ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି l ଶବକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି l3
- ରଜାମରା କୀର୍ତ୍ତନ ମଣ୍ଡଳୀ, ଶ୍ରୀ, ଗୁରୁ ମନୋଜ ପାଣ୍ଡତ୍ଥ1
- ବେଳପଡା ଠାରେ ନୂତନ କରି ନିର୍ମାଣ ହୋଇଥିବା ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି କୁ ଉଦଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ।1
- କଣ୍ଟାମାଳ ଗ୍ରାମ ର ଦେଖନ୍ତୁ 🙏🙏🙏1