logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି, ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍। ଏସସିବି ମେଡ଼ିକାଲ ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ ସିଏମସି ଫୁଡ଼୍ ସେଫ୍ଟି ଟିମ୍ ତରଫରୁ ଚଢ଼ାଉ କରାଯାଇଛି। ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ କରି ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍ ।

2 hrs ago
user_Amrit Prasad Das
Amrit Prasad Das
Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
2 hrs ago

ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି, ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍। ଏସସିବି ମେଡ଼ିକାଲ ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ ସିଏମସି ଫୁଡ଼୍ ସେଫ୍ଟି ଟିମ୍ ତରଫରୁ ଚଢ଼ାଉ କରାଯାଇଛି। ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ କରି ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍ ।

More news from ଓଡ଼ିଶା and nearby areas
  • ଏସସିବି ମେଡ଼ିକାଲ ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ ସିଏମସି ଫୁଡ଼୍ ସେଫ୍ଟି ଟିମ୍ ତରଫରୁ ଚଢ଼ାଉ କରାଯାଇଛି। ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ କରି ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍ ।
    1
    ଏସସିବି ମେଡ଼ିକାଲ ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ ସିଏମସି ଫୁଡ଼୍ ସେଫ୍ଟି ଟିମ୍ ତରଫରୁ ଚଢ଼ାଉ କରାଯାଇଛି। ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ କରି ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍ ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • SCB ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ CMC food ସେଫ୍ଟି ଟିମ୍ ତରଫ ରୁ ଚଢ଼ାଉ। ଅପରିଷ୍କାର ପରିବେଶ ରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ ବେଳେ ଜଣେ ହୋଟେଲ ମାଲିକ ଦୋକାନ ବନ୍ଦ କରି ଦୌଡି ପଳାଉଥିଲେ ହେଲେ ଦୋକନି କୁ ମାଡ଼ି ବସିଲା CMC food ସେଫ୍ଟି ଟିମ୍ ତାପରେ କଲା ଦୋକାନ କୁ ସିଲ।
    1
    SCB ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ CMC food ସେଫ୍ଟି ଟିମ୍ ତରଫ ରୁ ଚଢ଼ାଉ। ଅପରିଷ୍କାର ପରିବେଶ ରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ ବେଳେ ଜଣେ ହୋଟେଲ ମାଲିକ ଦୋକାନ ବନ୍ଦ କରି ଦୌଡି ପଳାଉଥିଲେ ହେଲେ ଦୋକନି କୁ ମାଡ଼ି ବସିଲା CMC food ସେଫ୍ଟି ଟିମ୍ ତାପରେ କଲା ଦୋକାନ କୁ ସିଲ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    4 hrs ago
  • ଭୁବନେଶ୍ୱର : ଓଡିଶାର ସବୁଠାରୁ ବଡ ମେଡିକାଲ SCB ରେ ICU ଭିତରେ ରୋଗୀ ବେଡ଼ରୁ ପଡି ମରିଯିବା ବଡ଼ ଦୁଃଖଦାୟକ:କଂଗ୍ରେସ
    1
    ଭୁବନେଶ୍ୱର : ଓଡିଶାର ସବୁଠାରୁ ବଡ ମେଡିକାଲ SCB ରେ ICU ଭିତରେ ରୋଗୀ ବେଡ଼ରୁ ପଡି ମରିଯିବା ବଡ଼ ଦୁଃଖଦାୟକ:କଂଗ୍ରେସ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    3 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    7 hrs ago
  • ଭୁବନେଶ୍ୱର ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି I
    1
    ଭୁବନେଶ୍ୱର ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କରୁଛନ୍ତି I
    user_Saroj Kumar Mohapatra
    Saroj Kumar Mohapatra
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • କଟକ ଚାନ୍ଦବାଲି ରୋଡ କାଟିକଟା ବଜାର ଠାରୁ ଅନାମଦାସ ଛକ ପଯ୍ୟନ୍ତ ରାସ୍ତା ଆରୋହୀଙ୍କ ପାଇଁ କତେ ସୁରକ୍ଷିତ ତୁଇ ପାର୍ଶ୍ୱ ରେ ବଡ଼ ଗାଡି ପର୍କିଙ୍ଗ ବିପଦଜନକ
    1
    କଟକ ଚାନ୍ଦବାଲି ରୋଡ କାଟିକଟା ବଜାର ଠାରୁ ଅନାମଦାସ ଛକ ପଯ୍ୟନ୍ତ ରାସ୍ତା ଆରୋହୀଙ୍କ ପାଇଁ କତେ ସୁରକ୍ଷିତ ତୁଇ ପାର୍ଶ୍ୱ ରେ ବଡ଼ ଗାଡି ପର୍କିଙ୍ଗ ବିପଦଜନକ
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    ନିଶ୍ଚିନ୍ତକୋଇଲି, କଟକ, ଓଡ଼ିଶା•
    58 min ago
  • ଆସନ୍ତା କାଲି ଭାରତ ବନ୍ଦ ଡାକରା ଦିଆଯାଇଛି ବିଭିନ୍ନ ଟ୍ରେଡ union ତରଫରୁ ବନ୍ଦ ଡ଼ାକରା ଦିଆଯାଇଛି
    1
    ଆସନ୍ତା କାଲି ଭାରତ ବନ୍ଦ ଡାକରା ଦିଆଯାଇଛି ବିଭିନ୍ନ ଟ୍ରେଡ union ତରଫରୁ ବନ୍ଦ ଡ଼ାକରା ଦିଆଯାଇଛି
    user_Bharat ମାତା
    Bharat ମାତା
    Samaj Sevak Jagatsinghapur, Odisha•
    1 hr ago
  • ପେଟରେ ଯନ୍ତ୍ରଣା ବଢ଼ିବା ପରେ ଜେଲ୍ ରୁ ମେଡିକାଲକୁ ଚିକିତ୍ସା ପାଇଁ ଆସିଲେ ବିକ୍ରମ ପଣ୍ଡା। ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡା ମେଡିକାଲ ବେଡରେ ସଂଘର୍ଷ କରୁଛନ୍ତି।
    1
    ପେଟରେ ଯନ୍ତ୍ରଣା ବଢ଼ିବା ପରେ ଜେଲ୍ ରୁ ମେଡିକାଲକୁ ଚିକିତ୍ସା ପାଇଁ ଆସିଲେ ବିକ୍ରମ ପଣ୍ଡା। ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡା ମେଡିକାଲ ବେଡରେ ସଂଘର୍ଷ କରୁଛନ୍ତି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.