Shuru
Apke Nagar Ki App…
#_କଳାହାଣ୍ଡି_ଜିଲ୍ଲା_ଠିକାଦାର_ସଂଘର_ବୈଠକ !
KOSAL TIMES
#_କଳାହାଣ୍ଡି_ଜିଲ୍ଲା_ଠିକାଦାର_ସଂଘର_ବୈଠକ !
More news from ଓଡ଼ିଶା and nearby areas
- Post by KOSAL TIMES1
- ସୁବର୍ଣ୍ଣପୁର ଲୋକ ଉତ୍ସବ ର ଭାଇରାଲ ଭିଡିଓ1
- କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬ ଫୁଟବଲ ଗ୍ରାଉଡ1
- ଆଜି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଘୋଷିତ ବିକାଶ କାର୍ଯ୍ୟର ସମୀକ୍ଷା କଲେ ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂ।2
- #1
- ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ ଅନ୍ଧାରିବାଞ୍ଜୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅନ୍ଧାରିବାଞ୍ଜି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମହିଳାଙ୍କ ପାଇଁ ନୂତନ ଭାବେ ନିର୍ମିତ ମାଆ ଓ ମମତା କକ୍ଷକୁ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଉଦ୍ଘାଟନ କରିଥିଲେ। ପରେ ଜିଲ୍ଲାପାଳ ଡ଼ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୨ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ।1
- କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ଗ୍ରାମପଞ୍ଚାୟତ ତରଲଙ୍ଗୀ ଗ୍ରାମର ୮୨ ବର୍ଷୀୟା ବୃଦ୍ଧାଙ୍କୁ ଆଜି ପର୍ଯନ୍ତ ମିଳିପାରିନି କୌଣସି ଆବାସ ଗୃହ, କେବଳ ଭତା ଏବଂ ମାଗଣା ଚାଉଳରେ ସତେ ଜେମିତି ସ୍ବପ୍ନ ସରିଯାଉଛି l ଅନେକ ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଧା କୌଣସି ସୁଫଳ ମିଳିପାରିନି l1
- Post by KOSAL TIMES1