Shuru
Apke Nagar Ki App…
ଗଞ୍ଜାମ ଜିଲ୍ଲା ବ୍ରାହ୍ମଣ ପୁରୋହିତ ସମିତି , ୨୮ ତମ ବାର୍ଷିକ ସମ୍ମିଳନୀ
Live Odisha NewsUpdate District reporter
ଗଞ୍ଜାମ ଜିଲ୍ଲା ବ୍ରାହ୍ମଣ ପୁରୋହିତ ସମିତି , ୨୮ ତମ ବାର୍ଷିକ ସମ୍ମିଳନୀ
More news from ଓଡ଼ିଶା and nearby areas
- ଆରମ୍ଭ ହୋଇଗଲା ପ୍ଳାନ୍, ବିଜେପି ମଙ୍ଗ ଧରିବେ ନବୀନ, ହୋଇଯିବେ ପ୍ରକୃତ ରାଷ୍ଟ୍ରୀୟ ସଭାପତି #odishabhaskar #bjp #pmmodi #nitinnabingadkari1
- ଆରମ୍ଭ ହୋଇଗଲା ପ୍ଳାନ୍, ବିଜେପି ମଙ୍ଗ ଧରିବେ ନବୀନ, ହୋଇଯିବେ ପ୍ରକୃତ ରାଷ୍ଟ୍ରୀୟ ସଭାପତି ଗଣେଶ ପାଣିଗ୍ରାହୀ ରିପୋର୍ଟ 7894715457 #odishabhaskar #bjp #pmmodi #nitinnabingadkari1
- Post by Jay kala _ jay Kalinga1
- ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ୱିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ଵିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ସ୍ଥାନୀୟ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଅର୍ବାନ ବ୍ୟାଙ୍କ୍ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବର୍ଷକୁ ବର୍ଷ ଏହି ବିଦ୍ୟାଳୟ ବଢ଼ି ଚାଲିଥିବା ଯୋଗୁଁ ପ୍ରଥମେ ଏହି ଅନୁଷ୍ଠାନର ଉଦ୍ୟୋକ୍ତା ମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ । ଅନୁଷ୍ଠାନର ଉଦ୍ୟୋକ୍ଟା ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ମୂର୍ତ୍ତିକାର ହୋଇ ଛୋଟ ଛୋଟ ପିଲା ମାନଙ୍କ ଭବିଷ୍ୟତ ରେ ଶିକ୍ଷ୍ୟା ଓ ଭଲ ମଣିଷ ଗଢ଼ିବା ପାଇଁ ଯେଉଁ ଦାଇତ୍ୱ ନେଇଛନ୍ତି ସେଥିପାଇଁ ଭଗବାନ ଆଶୀର୍ବାଦ କରନ୍ତୁ । ପିଲାମାନଙ୍କ ଭବିଷ୍ୟତରେ ସେମାନଙ୍କ ଚରିତ୍ର ଗଠନର ଆପଣ ମାନେ ସର୍ବଦା ଯତ୍ନବାନ ହେବାକୁ ପରାମର୍ଶ ଦେଇ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶ୍ରେଷ୍ଠ ନାଗରିକ ହେବାପାଇଁ ପରାମର୍ଶ ଦେଇଥିଲେ। ଆମ ଦେଶର ସଂସ୍କାର , କଳା ଓ ସଂସ୍କୃତି ଅନ୍ୟ ଦେଶ ମାନଙ୍କ ପାଇଁ ଉଦାହରଣ ହୋଇ ରହିଛି । ତେଣୁ ଜଣେ ସୁନାଗରିକ ହେବା ପାଇଁ ଚରିତ୍ର ଗଠନର ଯେଉଁ ସବୁ ଉପାଦାନ ରହିଛି ସେ ସବୁ ଗଢିବାରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମୁଖ୍ୟ ଭୂମିକା ଓ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ । କାର୍ଯ୍ୟକ୍ରମରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ , ତାଙ୍କର ମୋହନା ନିର୍ବାଚନ ମଣ୍ଡଳୀରେ ଏହିଭଳି ବିରଳ ଅନୁଷ୍ଠାନକୁ ପ୍ରସାରିତ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏଥିପାଇଁ ବିଧାୟକ ଭାବେ ମୋର ଯାହା ସାହାଯ୍ୟ ଆବଶ୍ୟକ ପଡ଼ିବ ସେଥିପାଇଁ ମୁଁ ନିଶ୍ଚିତ ଭାବେ ପାରୁ ପର୍ଯ୍ୟନ୍ତ ସାହାଯ୍ୟ ଓ ସହଯୋଗ କରିବି ବୋଲି କହିଥିଲେ ।ଉକ୍ତ ସ୍କୁଲର ପ୍ରତିଷ୍ଠାତା ସନ୍ତୋଷ ପାତ୍ର ଏବଂ ଶିବ କୁମାର ପାଟଯୋଶୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ବଣ୍ଟନ କରାଯିବ ସହ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠାନର ପିଲାମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ସନ୍ତୋଷ କୁମାର ପାତ୍ର ଏବଂ ଅନୁଷ୍ଠାନର ଉଦ୍ୟୋକ୍ତା ଶ୍ରୀ ଶିବ କୁମାର ପାଟ୍ଟଯୋଶୀ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।1
- Post by AK14TV1
- Jay Jagannath 🙏1
- ଗଞ୍ଜାମ ଜିଲ୍ଲା ଧରାକୋଟ ଗାଁ କୁ ଗାଁ ବୁଲିଲା ପାଣି ପଞ୍ଚାୟତ ରଥ ଗଣେଶ ପାଣିଗ୍ରାହୀ ରିପୋର୍ଟ1
- ଭୋକରେ ଡହଳ ବିକଳ ପଲ ପଲ ମାଙ୍କଡ... ଶେଷରେ ବିଲରୁ ଶାଗ ଛିଡେଇ ଖାଉଛି ମାଙ୍କଡ.. #monkey #animallife #animalrescue #odishanews #odishabhaskar1
- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ରାଗିଡି ଗ୍ରାମ ପଞ୍ଚାୟତ ସମେତ, ଗୁମ୍ମା , ତରଭା, ବ.କଲାକୋଟ ଓ ଡୁମ୍ବାଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୦୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା - ୭୧ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା । ସେଥିମଧ୍ୟରୁ ତିନି ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ୮୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୧୦ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଜଣକୁ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ସେହିପରି ଜଣଙ୍କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଦିଆଯାଇଛି । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି, ଏସିଏଫ୍ ପାରଳାଖେମୁଣ୍ଡି ଶ୍ରୀମତୀ ସାଇନଶ୍ରୀ ଦାଶ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ,ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।1