logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ସି ଏମ ଟ୍ରଫି ନିମନ୍ତେ କ୍ରୀଡା ପ୍ସତିଯେଗିତା ଆରମ୍ଭ ଜିଲ୍କା ସ୍ତରୀୟ ସି.ଏମ୍. ଟ୍ରଫି ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ । ଢ଼େଙ୍କାନାଳ, ତା. ୧୮.o୪.୨୦୨୬- ଚ଼ଳିତ ବର୍ଷ ସି.ଏମ୍. ଟ୍ରଫି ହାସଲ ନିମନ୍ତେ ଆଜି ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛିି । କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଜିଲ୍ଲା ସଂଘର ମିଳିତ ଆନୁକୂଲ୍ୟରେ ଢ଼େଙ୍କାନାଳ ମୂଖ୍ୟ ଷ୍ଟାଡ଼ିୟମ ଠାରେ ଆଜି ସକାଳେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କ୍ରୀଡା ମହାକୁମ୍ଭକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ଶୁଭାରମ୍ଭ କରିଥିଲେ । ଏହି କ୍ରୀଡା ପ୍ରତିଯୋଗିତା, ଗ୍ରାମାଞ୍ଚଳ ସହିତ ସମଗ୍ର ଜିଲ୍ଲାରେ ଲୁଚି ରହିଥିବା କ୍ରୀଡା ପ୍ରତିଭାର ଉନ୍ମେଷ ଘଟାଇ , ରାଜ୍ୟ ତଥା ଜାତୀୟ ସ୍ତରରେ କ୍ରୀଡାବିତମାନଙ୍କୁ ପ୍ରତିଷ୍ଠିତ କରାଇପାରିବ ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କ୍ରୀଡା ଅଭ୍ୟାସ ଦ୍ୱାରା ଶାରିରୀକ କ୍ଷମତା ବୃଦ୍ଧି ହେବା ସହ ନିୟମିତ ଅଭ୍ୟାସ ଫଳରେ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠା ଆଣିଦେବ ବୋଲି ସେ ମତବ୍ୟକ୍ତ କରିଥିଲେ । ନିୟମିତ ଅଭ୍ୟାସ କରି ନିଜକୁ ପ୍ରତିଷ୍ଠିତ କରିବା ପାଇଁ ସେ ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଜିଲା କ୍ରୀଡା ସଂଘର ସଂପାଦକ ଶ୍ରୀ ନଳିନୀ କୁମାର ଦାଶ, ଏହି କ୍ରୀଡା ସମାରୋହରେ କବାଡ଼ି, ଭଲିବଲ୍, ଖୋ-ଖୋ ଏବଂ ଫୁଟବଲ ଖେଳ ପ୍ରତିଯୋଗିତାରେ ସମସ୍ତ ବ୍ଲକ ଅଞ୍ଚଳର ମୋଟ୍ ୬୨ ଟି ଦଳ ଅଂଶ ଗ୍ରହଣ କରିଛନ୍ତି ଏବଂ ଏହା ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚ଼ନା ଦେଇଛନ୍ତି । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ଶ୍ରୀ ବିବୁଧ ଗଡ଼ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଦୟାନିଧି ପାତ୍ର, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁଜାତା ପଟ୍ଟନାୟକ ପ୍ରମୂଖ ଯୋଗ କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ ।

3 hrs ago
user_Dipak Kumar Nayak
Dipak Kumar Nayak
Voice of people Dhenkanal Sadar, Odisha•
3 hrs ago

ଢେଙ୍କାନାଳ ସି ଏମ ଟ୍ରଫି ନିମନ୍ତେ କ୍ରୀଡା ପ୍ସତିଯେଗିତା ଆରମ୍ଭ ଜିଲ୍କା ସ୍ତରୀୟ ସି.ଏମ୍. ଟ୍ରଫି ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ । ଢ଼େଙ୍କାନାଳ, ତା. ୧୮.o୪.୨୦୨୬- ଚ଼ଳିତ ବର୍ଷ ସି.ଏମ୍. ଟ୍ରଫି ହାସଲ ନିମନ୍ତେ ଆଜି ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛିି । କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଜିଲ୍ଲା ସଂଘର ମିଳିତ ଆନୁକୂଲ୍ୟରେ ଢ଼େଙ୍କାନାଳ ମୂଖ୍ୟ ଷ୍ଟାଡ଼ିୟମ ଠାରେ ଆଜି ସକାଳେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କ୍ରୀଡା ମହାକୁମ୍ଭକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ଶୁଭାରମ୍ଭ କରିଥିଲେ । ଏହି କ୍ରୀଡା ପ୍ରତିଯୋଗିତା, ଗ୍ରାମାଞ୍ଚଳ ସହିତ ସମଗ୍ର ଜିଲ୍ଲାରେ ଲୁଚି ରହିଥିବା କ୍ରୀଡା ପ୍ରତିଭାର ଉନ୍ମେଷ ଘଟାଇ , ରାଜ୍ୟ ତଥା ଜାତୀୟ

ସ୍ତରରେ କ୍ରୀଡାବିତମାନଙ୍କୁ ପ୍ରତିଷ୍ଠିତ କରାଇପାରିବ ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କ୍ରୀଡା ଅଭ୍ୟାସ ଦ୍ୱାରା ଶାରିରୀକ କ୍ଷମତା ବୃଦ୍ଧି ହେବା ସହ ନିୟମିତ ଅଭ୍ୟାସ ଫଳରେ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠା ଆଣିଦେବ ବୋଲି ସେ ମତବ୍ୟକ୍ତ କରିଥିଲେ । ନିୟମିତ ଅଭ୍ୟାସ କରି ନିଜକୁ ପ୍ରତିଷ୍ଠିତ କରିବା ପାଇଁ ସେ ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଜିଲା କ୍ରୀଡା ସଂଘର ସଂପାଦକ ଶ୍ରୀ ନଳିନୀ କୁମାର ଦାଶ, ଏହି କ୍ରୀଡା ସମାରୋହରେ କବାଡ଼ି, ଭଲିବଲ୍, ଖୋ-ଖୋ ଏବଂ ଫୁଟବଲ ଖେଳ ପ୍ରତିଯୋଗିତାରେ ସମସ୍ତ ବ୍ଲକ ଅଞ୍ଚଳର ମୋଟ୍ ୬୨ ଟି ଦଳ ଅଂଶ ଗ୍ରହଣ କରିଛନ୍ତି ଏବଂ ଏହା ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚ଼ନା ଦେଇଛନ୍ତି । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ଶ୍ରୀ ବିବୁଧ ଗଡ଼ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଦୟାନିଧି ପାତ୍ର, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁଜାତା ପଟ୍ଟନାୟକ ପ୍ରମୂଖ ଯୋଗ କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ ।

More news from Odisha and nearby areas
  • ସି.ଏମ୍. ଟ୍ରଫି ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ । ଢ଼େଙ୍କାନାଳ, ତା. ୧୮.o୪.୨୦୨୬- ଚ଼ଳିତ ବର୍ଷ ସି.ଏମ୍. ଟ୍ରଫି ହାସଲ ନିମନ୍ତେ ଆଜି ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛିି । କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଜିଲ୍ଲା ସଂଘର ମିଳିତ ଆନୁକୂଲ୍ୟରେ ଢ଼େଙ୍କାନାଳ ମୂଖ୍ୟ ଷ୍ଟାଡ଼ିୟମ ଠାରେ ଆଜି ସକାଳେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କ୍ରୀଡା ମହାକୁମ୍ଭକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ଶୁଭାରମ୍ଭ କରିଥିଲେ । ଏହି କ୍ରୀଡା ପ୍ରତିଯୋଗିତା, ଗ୍ରାମାଞ୍ଚଳ ସହିତ ସମଗ୍ର ଜିଲ୍ଲାରେ ଲୁଚି ରହିଥିବା କ୍ରୀଡା ପ୍ରତିଭାର ଉନ୍ମେଷ ଘଟାଇ , ରାଜ୍ୟ ତଥା ଜାତୀୟ ସ୍ତରରେ କ୍ରୀଡାବିତମାନଙ୍କୁ ପ୍ରତିଷ୍ଠିତ କରାଇପାରିବ ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କ୍ରୀଡା ଅଭ୍ୟାସ ଦ୍ୱାରା ଶାରିରୀକ କ୍ଷମତା ବୃଦ୍ଧି ହେବା ସହ ନିୟମିତ ଅଭ୍ୟାସ ଫଳରେ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠା ଆଣିଦେବ ବୋଲି ସେ ମତବ୍ୟକ୍ତ କରିଥିଲେ । ନିୟମିତ ଅଭ୍ୟାସ କରି ନିଜକୁ ପ୍ରତିଷ୍ଠିତ କରିବା ପାଇଁ ସେ ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଜିଲା କ୍ରୀଡା ସଂଘର ସଂପାଦକ ଶ୍ରୀ ନଳିନୀ କୁମାର ଦାଶ, ଏହି କ୍ରୀଡା ସମାରୋହରେ କବାଡ଼ି, ଭଲିବଲ୍, ଖୋ-ଖୋ ଏବଂ ଫୁଟବଲ ଖେଳ ପ୍ରତିଯୋଗିତାରେ ସମସ୍ତ ବ୍ଲକ ଅଞ୍ଚଳର ମୋଟ୍ ୬୨ ଟି ଦଳ ଅଂଶ ଗ୍ରହଣ କରିଛନ୍ତି ଏବଂ ଏହା ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚ଼ନା ଦେଇଛନ୍ତି । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ଶ୍ରୀ ବିବୁଧ ଗଡ଼ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଦୟାନିଧି ପାତ୍ର, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁଜାତା ପଟ୍ଟନାୟକ ପ୍ରମୂଖ ଯୋଗ କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ ।
    2
    ସି.ଏମ୍. ଟ୍ରଫି ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ।              ଢ଼େଙ୍କାନାଳ,                                 ତା. ୧୮.o୪.୨୦୨୬- ଚ଼ଳିତ ବର୍ଷ  ସି.ଏମ୍. ଟ୍ରଫି ହାସଲ ନିମନ୍ତେ ଆଜି ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛିି । କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଜିଲ୍ଲା ସଂଘର ମିଳିତ ଆନୁକୂଲ୍ୟରେ ଢ଼େଙ୍କାନାଳ ମୂଖ୍ୟ ଷ୍ଟାଡ଼ିୟମ ଠାରେ  ଆଜି ସକାଳେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କ୍ରୀଡା ମହାକୁମ୍ଭକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ଶୁଭାରମ୍ଭ କରିଥିଲେ ।  ଏହି କ୍ରୀଡା ପ୍ରତିଯୋଗିତା, ଗ୍ରାମାଞ୍ଚଳ ସହିତ  ସମଗ୍ର ଜିଲ୍ଲାରେ ଲୁଚି ରହିଥିବା କ୍ରୀଡା ପ୍ରତିଭାର ଉନ୍ମେଷ ଘଟାଇ , ରାଜ୍ୟ ତଥା ଜାତୀୟ ସ୍ତରରେ କ୍ରୀଡାବିତମାନଙ୍କୁ ପ୍ରତିଷ୍ଠିତ କରାଇପାରିବ ବୋଲି ସେ ପ୍ରକାଶ କରିଥିଲେ ।      ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କ୍ରୀଡା ଅଭ୍ୟାସ ଦ୍ୱାରା  ଶାରିରୀକ କ୍ଷମତା ବୃଦ୍ଧି ହେବା ସହ ନିୟମିତ ଅଭ୍ୟାସ ଫଳରେ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ପ୍ରତିଷ୍ଠା ଆଣିଦେବ ବୋଲି ସେ ମତବ୍ୟକ୍ତ କରିଥିଲେ । ନିୟମିତ ଅଭ୍ୟାସ କରି ନିଜକୁ ପ୍ରତିଷ୍ଠିତ କରିବା ପାଇଁ ସେ ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ପ୍ରାରମ୍ଭରେ ଜିଲା କ୍ରୀଡା ସଂଘର ସଂପାଦକ ଶ୍ରୀ  ନଳିନୀ କୁମାର ଦାଶ, ଏହି କ୍ରୀଡା ସମାରୋହରେ କବାଡ଼ି, ଭଲିବଲ୍, ଖୋ-ଖୋ ଏବଂ ଫୁଟବଲ ଖେଳ ପ୍ରତିଯୋଗିତାରେ ସମସ୍ତ ବ୍ଲକ ଅଞ୍ଚଳର ମୋଟ୍ ୬୨ ଟି ଦଳ ଅଂଶ ଗ୍ରହଣ କରିଛନ୍ତି ଏବଂ   ଏହା ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି  ସୂଚ଼ନା ଦେଇଛନ୍ତି । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ଶ୍ରୀ  ବିବୁଧ ଗଡ଼ନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ  ଦୟାନିଧି ପାତ୍ର, ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁଜାତା ପଟ୍ଟନାୟକ ପ୍ରମୂଖ ଯୋଗ କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ ।
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    3 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    11 hrs ago
  • Post by Sendhavai
    1
    Post by Sendhavai
    user_Sendhavai
    Sendhavai
    Video Creator Gandia, Dhenkanal•
    4 hrs ago
  • ଯାତ୍ରାରେ କାହିଁକି ଲଙ୍ଗଳା ନାଚ ! କାହିଁକି ବାରମ୍ବାର ବିବାଦ ! କେବେ ହେବ ଏ ବିବାଦର ସମାଧାନ | ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    ଯାତ୍ରାରେ କାହିଁକି ଲଙ୍ଗଳା ନାଚ ! କାହିଁକି ବାରମ୍ବାର ବିବାଦ ! କେବେ ହେବ ଏ ବିବାଦର ସମାଧାନ |
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    53 min ago
  • କଟକ ଗ୍ରାମାଞ୍ଚଳ ପୋଲିସ ହାତରେ ଲୁଟେରା ଗ୍ୟାଙ୍ଗ ! ବିପୁଳ ପରିମାଣର ସୁନା, ଟଙ୍କା ଓ ବ୍ୟବହୃତ ଗାଡ଼ି ମଧ୍ୟ ଜବତ। ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍।
    1
    କଟକ ଗ୍ରାମାଞ୍ଚଳ ପୋଲିସ ହାତରେ ଲୁଟେରା ଗ୍ୟାଙ୍ଗ ! ବିପୁଳ ପରିମାଣର ସୁନା, ଟଙ୍କା ଓ ବ୍ୟବହୃତ ଗାଡ଼ି ମଧ୍ୟ ଜବତ। ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    4 hrs ago
  • ଶୀର୍ଷକ: #୪୨ମୌଜା_ମୁଖ୍ୟ_ସେତୁରେ_ବାରମ୍ବାର_ଅନ୍ଧାର #ପ୍ରଶାସନ_କେବେ_ନେବ_ସ୍ଥାୟୀ_ପଦକ୍ଷେପ? କଟକ ସଦର ଅଞ୍ଚଳର ୪୨ମୌଜା ମୁଖ୍ୟ ସେତୁ ଅଞ୍ଚଳବାସୀଙ୍କ ପାଇଁ ଜୀବନରେଖା ସଦୃଶ। ଦିନକୁ ହଜାର ହଜାର ଲୋକ ଏହି ସେତୁ ଦ୍ୱାରା ଯାତାୟାତ କରୁଛନ୍ତି। କିନ୍ତୁ ଦୁଃଖର ବିଷୟ, ପ୍ରତି ସପ୍ତାହରେ ବ୍ରିଜ ଲାଇଟ ଖରାପ ହେବାରୁ ସମଗ୍ର ସେତୁ ଅନ୍ଧାରରେ ଡୁବିଯାଉଛି। ଏହା ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଗଭୀର ଆଶଙ୍କା ସୃଷ୍ଟି କରୁଛି। ଅନେକ ଥର ସ୍ଥାନୀୟ ଲୋକମାନେ ପ୍ରଶାସନକୁ ଏହି ସମସ୍ୟା ବିଷୟରେ ଜଣାଇଥିଲେ ମଧ୍ୟ, କେବଳ ତତ୍କାଳିକ ମରାମତି ହେଉଛି, କିନ୍ତୁ ସ୍ଥାୟୀ ସମାଧାନ ମିଳୁନାହିଁ। ଏପରି ଅବସ୍ଥା ଦିନକୁ ଦିନ ଅସହ୍ୟ ହେଉଛି ଓ ଯାତାୟାତ ସମୟରେ ଦୁର୍ଘଟଣା ଆଶଙ୍କା ବଢ଼ି ଚାଲିଛି। ଏହି ପରିସ୍ଥିତିରେ ଆମେ ପ୍ରଶାସନ ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କୁ ଜୋରଦାର ଭାବରେ ତାଗିଦ୍ କରୁଛୁ ଯେ— ସେତୁରେ ଉଚ୍ଚ ଗୁଣସ୍ତରର ସ୍ଥାୟୀ ଲାଇଟ ବ୍ୟବସ୍ଥା କରାଯାଉ ନିୟମିତ ମେଣ୍ଟେନାନ୍ସ ପାଇଁ ଦାୟୀ ଅଧିକାରୀ ନିଯୁକ୍ତ ହେଉ ଶୀଘ୍ର ସମୟ ମଧ୍ୟରେ ସମସ୍ୟାର ଦୀର୍ଘମିୟାଦୀ ସମାଧାନ କରାଯାଉ ସେତୁର ଆଲୋକ ବ୍ୟବସ୍ଥା କେବଳ ସୁବିଧା ନୁହେଁ, ଏହା ଲୋକମାନଙ୍କ ସୁରକ୍ଷା ସହ ଜଡିତ ଏକ ମୌଳିକ ଆବଶ୍ୟକତା। ତେଣୁ ପ୍ରଶାସନ ଏହାକୁ ଗୁରୁତ୍ୱର ସହିତ ନେଇ ତତ୍କାଳ ଓ ସ୍ଥାୟୀ ପଦକ୍ଷେପ ନେବାକୁ ସମସ୍ତ ୪୨ମୌଜା ବାସୀଙ୍କ ଦାବି।
    1
    ଶୀର୍ଷକ: #୪୨ମୌଜା_ମୁଖ୍ୟ_ସେତୁରେ_ବାରମ୍ବାର_ଅନ୍ଧାର  
#ପ୍ରଶାସନ_କେବେ_ନେବ_ସ୍ଥାୟୀ_ପଦକ୍ଷେପ?
କଟକ ସଦର ଅଞ୍ଚଳର ୪୨ମୌଜା ମୁଖ୍ୟ ସେତୁ ଅଞ୍ଚଳବାସୀଙ୍କ ପାଇଁ ଜୀବନରେଖା ସଦୃଶ। ଦିନକୁ ହଜାର ହଜାର ଲୋକ ଏହି ସେତୁ ଦ୍ୱାରା ଯାତାୟାତ କରୁଛନ୍ତି। କିନ୍ତୁ ଦୁଃଖର ବିଷୟ, ପ୍ରତି ସପ୍ତାହରେ ବ୍ରିଜ ଲାଇଟ ଖରାପ ହେବାରୁ ସମଗ୍ର ସେତୁ ଅନ୍ଧାରରେ ଡୁବିଯାଉଛି। ଏହା ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଗଭୀର ଆଶଙ୍କା ସୃଷ୍ଟି କରୁଛି।
ଅନେକ ଥର ସ୍ଥାନୀୟ ଲୋକମାନେ ପ୍ରଶାସନକୁ ଏହି ସମସ୍ୟା ବିଷୟରେ ଜଣାଇଥିଲେ ମଧ୍ୟ, କେବଳ ତତ୍କାଳିକ ମରାମତି ହେଉଛି, କିନ୍ତୁ ସ୍ଥାୟୀ ସମାଧାନ ମିଳୁନାହିଁ। ଏପରି ଅବସ୍ଥା ଦିନକୁ ଦିନ ଅସହ୍ୟ ହେଉଛି ଓ ଯାତାୟାତ ସମୟରେ ଦୁର୍ଘଟଣା ଆଶଙ୍କା ବଢ଼ି ଚାଲିଛି।
ଏହି ପରିସ୍ଥିତିରେ ଆମେ ପ୍ରଶାସନ ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କୁ ଜୋରଦାର ଭାବରେ ତାଗିଦ୍ କରୁଛୁ ଯେ—
ସେତୁରେ ଉଚ୍ଚ ଗୁଣସ୍ତରର ସ୍ଥାୟୀ ଲାଇଟ ବ୍ୟବସ୍ଥା କରାଯାଉ
ନିୟମିତ ମେଣ୍ଟେନାନ୍ସ ପାଇଁ ଦାୟୀ ଅଧିକାରୀ ନିଯୁକ୍ତ ହେଉ
ଶୀଘ୍ର ସମୟ ମଧ୍ୟରେ ସମସ୍ୟାର ଦୀର୍ଘମିୟାଦୀ ସମାଧାନ କରାଯାଉ
ସେତୁର ଆଲୋକ ବ୍ୟବସ୍ଥା କେବଳ ସୁବିଧା ନୁହେଁ, ଏହା ଲୋକମାନଙ୍କ ସୁରକ୍ଷା ସହ ଜଡିତ ଏକ ମୌଳିକ ଆବଶ୍ୟକତା। ତେଣୁ ପ୍ରଶାସନ ଏହାକୁ ଗୁରୁତ୍ୱର ସହିତ ନେଇ ତତ୍କାଳ ଓ ସ୍ଥାୟୀ ପଦକ୍ଷେପ ନେବାକୁ ସମସ୍ତ ୪୨ମୌଜା ବାସୀଙ୍କ  ଦାବି।
    user_Bishnu charandash
    Bishnu charandash
    କଟକ ସଦର, କଟକ, ଓଡ଼ିଶା•
    14 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    6 min ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.