logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଡ଼ି ଏ ଭି ପବ୍ଲିକ ସ୍କୁଲ ନିମାପଡା ରେ ମହାତ୍ମା ହଂସରାଜ ଙ୍କ ଜୟନ୍ତୀ ପାଳିତ l ନିମାପଡା (19.4.26) ଆଜି ଡ଼ି ଏ ଭି ପବ୍ଲିକ ସ୍କୁଲ ନିମାପଡାରେ ମହାତ୍ମା ହଂସରାଜଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l ଏହି ପବିତ୍ର ଦିବସ ଅବସରରେ ବିଦ୍ୟାଳୟ ପ୍ରାଙ୍ଗଣରେ ହୋମ ଯଜ୍ଞ ଆୟୋଜିତ ହୋଇଥିଲା l ଏହି ହୋମ ଯଜ୍ଞରେ ବିଦ୍ୟାଳୟର ଶିକ୍ଷକ - ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ l ବିଦ୍ୟାଳୟର ପ୍ରିନସିପାଲ ଏମ ଏମ ହକ, ଅମୂଲ୍ୟ ଶତପଥି ଓ ସୌମ୍ୟ ରଞ୍ଜନ ସ୍ୱାଇଁ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ l ପ୍ରିନସିପାଲ ଏବଂ ସମସ୍ତ ଶିକ୍ଷକ - ଶିକ୍ଷୟିତ୍ରୀ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ମହାତ୍ମା ହଂସରାଜଙ୍କ ପ୍ରତିମୂର୍ତ୍ତି ଓ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିଥିଲେ l ଛାତ୍ରଛାତ୍ରୀମାନେ ହଂସରାଜଙ୍କ ପବିତ୍ର ଜନ୍ମଦିନ ଅବସରରେ ହଂସରାଜଙ୍କ ସମାଜ ପ୍ରତି ଅବଦାନ ସମ୍ପର୍କରେ ଭାଷଣ ପ୍ରଦାନ କରିଥିଲେ l ସେ ଜଣେ ଶିକ୍ଷାବିତ ଓ ସମାଜ ସଂସ୍କାରକ ଥିଲେ l ବିଦ୍ୟାଳୟର କୁନି କୁନି ଛାତ୍ରମାନେ ମହାତ୍ମା ହଂସରାଜଙ୍କ ପରି ପୋଷାକ ପରିଧାନ କରି ବକ୍ତୃତାରେ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ l ବିଦ୍ୟାଳୟର ପ୍ରିନସିପାଲ ଏମ ଏମ ହକ ମହାତ୍ମା ହଂସରାଜଙ୍କ ଜୟନ୍ତୀ ଅବସରରେ ଛାତ୍ରଛାତ୍ରୀଙ୍କୁ ଓଜସ୍ୱିନୀ ଅଭିବ୍ୟକ୍ତି ପ୍ରଦାନ କରିଥିଲେ l ହଂସରାଜ ଜଣେ ଦକ୍ଷ ସମାଜ ସୁଧାରକ,ଶିକ୍ଷାବିତ, ସମାଜ ସଂସ୍କାରକ ଓ ପରୋପକାରୀ ବ୍ୟକ୍ତି ଥିଲେ l ବିଦ୍ୟାଳୟର ଶିକ୍ଷୟିତ୍ରୀ ଲଷ୍ମୀପ୍ରିୟା ସl ବକ୍ତୃତା ମାଧ୍ୟମରେ ହଂସରାଜଙ୍କ ପାରଦର୍ଶିତା ଶୁଣାଇଥିଲେ l ଶେଷରେ ଶିକ୍ଷୟିତ୍ରୀ ବାଗେଶ୍ବରୀ ଦାସ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ - ଶିକ୍ଷୟିତ୍ରୀ ଓ ପ୍ରିନସିପାଲଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

21 hrs ago
user_Bibhuti TV
Bibhuti TV
Artist ନିମାପଡା, ପୁରୀ, ଓଡ଼ିଶା•
21 hrs ago
bceed8ba-e796-413b-88fe-8283dd03a6d3

More news from ଓଡ଼ିଶା and nearby areas
  • Post by Prabhati Sahoo
    1
    Post by Prabhati Sahoo
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by ମନୋଜ କୁମାର ପୁଣ୍ଟିଆ
    1
    Post by ମନୋଜ କୁମାର ପୁଣ୍ଟିଆ
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • Post by SOUMYA RANJAN
    2
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel ପୁରୀ (M), ପୁରୀ, ଓଡ଼ିଶା•
    41 min ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Rajesh Samantaray
    1
    Post by Rajesh Samantaray
    user_Rajesh Samantaray
    Rajesh Samantaray
    Bank Sadar, Puri•
    1 hr ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    2 hrs ago
  • ଵଦଳିଲା ପ୍ରଭାତ ବିଶ୍ବାଳଙ୍କ ପୋଷାକର ରଙ୍ଗ।ଖଇରିଆରୁ ଧଳା ହେଲା ପୋଷାକ। ସାମ୍ବାଦିକ ସମ୍ମିଳନୀ କରି କହିଲେ କାହିଁକି ପିନ୍ଧୁଥିଲେ ଖଇରିଆ ପୋଷାକ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେଉଁ ନେତାଙ୍କ ପାଇଁ ଖଇରିଆ ପୋଷାକ ପିନ୍ଧୁଥିଲେ ।
    1
    ଵଦଳିଲା ପ୍ରଭାତ ବିଶ୍ବାଳଙ୍କ ପୋଷାକର ରଙ୍ଗ।ଖଇରିଆରୁ ଧଳା ହେଲା ପୋଷାକ। ସାମ୍ବାଦିକ ସମ୍ମିଳନୀ କରି କହିଲେ କାହିଁକି ପିନ୍ଧୁଥିଲେ ଖଇରିଆ ପୋଷାକ। ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେଉଁ ନେତାଙ୍କ ପାଇଁ ଖଇରିଆ ପୋଷାକ ପିନ୍ଧୁଥିଲେ ।
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    23 hrs ago
  • Post by Prabhati Sahoo
    1
    Post by Prabhati Sahoo
    user_Prabhati Sahoo
    Prabhati Sahoo
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.