logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମା ମଙ୍ଗଳାଙ୍କ ମାତୃଶକ୍ତି ପୀଠରେ ଚୈତିପର୍ବ ଆରମ୍ଭ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ ଓ କଳସ ଯାତ୍ରା କଣାସ ବ୍ଲକ କଣାସ ପାୟତ ଜଳିଆପଡା ଗ୍ରାମରେ ପ୍ରତିଷ୍ଠିତ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଥିବା ମା ମଙ୍ଗଳାଙ୍କ ପୀଠରେ ଗତକାଲି ଠାରୁ ଚୈତିପର୍ବ ଆରମ୍ଭ ହେବା ସଂଙ୍ଗେ ସଂଙ୍ଗେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଆଜି କଳସ ଯାତ୍ରା ଉତ୍ସବ ଥିବାରୁ ମାଙ୍କ ପୀଠରୁ ରାଜ୍ୟରୁ ବିଭିନ୍ନ ସ୍ଥାନରୁ ଆସିଥିବା 10 ହଜାରରୁ ଉର୍ଦ୍ଧ ଭକ୍ତ ଯଜ୍ଞ ସ୍ଥଳରୁ ବାହାରି ଜଳିଆପଡା,କଣାସ,ଗୋଲାବଜାର ଦେଇ ଦୋକନ୍ଦା ଦୟାନଦୀ ତୁଠରେ ପହଁଚିଥିଲେ । କଳସ ଯାତ୍ରା ଆଗେ ଆଗେ ବିଭିନ୍ନ ବାଦ୍ୟ ଘଣ୍ଟି ,ଘିଣ୍ଟ ,ତଗାନାଚ, ପଶୁପକ୍ଷି ନାଚ,ଭଲୁନାଚ,କଣ୍ଢଇ ନାଚ ଚାଲିଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ କଣାସ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦୟା ନଦୀ ତୁଠରେ ପୂଜା ଅର୍ଚ୍ଚନା ସାରିବା ପରେ ଭକ୍ତମାନେ କଳସ ବୁଢାଇ ପୁନଶ୍ଚ ଯଜ୍ଞ ସ୍ଥଳକୁ ଫେରି ଆସିଥିଲେ । ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଚାରିଦିନ ଧରି ଅଙ୍କୁରୋପଣ,ମଣ୍ଡଳକରଣ,ଜଳଯାତ୍ରା,ଅଗ୍ନିସ୍ଥାପନ,ସୂର୍ଯ୍ୟପୂଜା,ଚଣ୍ଡୀପାଠ,ଯଜ୍ଞଆହୁତି,ଅଳତା ସେବା ଅନୁଷ୍ଠିତ ହେବା ସହ ୨ ତାରିଖ ସଂନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ଅନୁଷ୍ଠିତ ହେବ । ଚାରି ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି  ।

3 hrs ago
user_Sujit Tripathy
Sujit Tripathy
Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
3 hrs ago

ମା ମଙ୍ଗଳାଙ୍କ ମାତୃଶକ୍ତି ପୀଠରେ ଚୈତିପର୍ବ ଆରମ୍ଭ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ ଓ କଳସ ଯାତ୍ରା କଣାସ ବ୍ଲକ କଣାସ ପାୟତ ଜଳିଆପଡା ଗ୍ରାମରେ ପ୍ରତିଷ୍ଠିତ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଥିବା ମା ମଙ୍ଗଳାଙ୍କ ପୀଠରେ ଗତକାଲି ଠାରୁ ଚୈତିପର୍ବ ଆରମ୍ଭ ହେବା ସଂଙ୍ଗେ ସଂଙ୍ଗେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଆଜି କଳସ ଯାତ୍ରା ଉତ୍ସବ ଥିବାରୁ ମାଙ୍କ ପୀଠରୁ ରାଜ୍ୟରୁ ବିଭିନ୍ନ ସ୍ଥାନରୁ

ଆସିଥିବା 10 ହଜାରରୁ ଉର୍ଦ୍ଧ ଭକ୍ତ ଯଜ୍ଞ ସ୍ଥଳରୁ ବାହାରି ଜଳିଆପଡା,କଣାସ,ଗୋଲାବଜାର ଦେଇ ଦୋକନ୍ଦା ଦୟାନଦୀ ତୁଠରେ ପହଁଚିଥିଲେ । କଳସ ଯାତ୍ରା ଆଗେ ଆଗେ ବିଭିନ୍ନ ବାଦ୍ୟ ଘଣ୍ଟି ,ଘିଣ୍ଟ ,ତଗାନାଚ, ପଶୁପକ୍ଷି ନାଚ,ଭଲୁନାଚ,କଣ୍ଢଇ ନାଚ ଚାଲିଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ କଣାସ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦୟା ନଦୀ ତୁଠରେ ପୂଜା

ଅର୍ଚ୍ଚନା ସାରିବା ପରେ ଭକ୍ତମାନେ କଳସ ବୁଢାଇ ପୁନଶ୍ଚ ଯଜ୍ଞ ସ୍ଥଳକୁ ଫେରି ଆସିଥିଲେ । ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଚାରିଦିନ ଧରି ଅଙ୍କୁରୋପଣ,ମଣ୍ଡଳକରଣ,ଜଳଯାତ୍ରା,ଅଗ୍ନିସ୍ଥାପନ,ସୂର୍ଯ୍ୟପୂଜା,ଚଣ୍ଡୀପାଠ,ଯଜ୍ଞଆହୁତି,ଅଳତା ସେବା ଅନୁଷ୍ଠିତ ହେବା ସହ ୨ ତାରିଖ ସଂନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ଅନୁଷ୍ଠିତ ହେବ । ଚାରି ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି  ।

More news from ଓଡ଼ିଶା and nearby areas
  • କଣାସ ବ୍ଲକ କଣାସ ପାୟତ ଜଳିଆପଡା ଗ୍ରାମରେ ପ୍ରତିଷ୍ଠିତ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଥିବା ମା ମଙ୍ଗଳାଙ୍କ ପୀଠରେ ଗତକାଲି ଠାରୁ ଚୈତିପର୍ବ ଆରମ୍ଭ ହେବା ସଂଙ୍ଗେ ସଂଙ୍ଗେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଆଜି କଳସ ଯାତ୍ରା ଉତ୍ସବ ଥିବାରୁ ମାଙ୍କ ପୀଠରୁ ରାଜ୍ୟରୁ ବିଭିନ୍ନ ସ୍ଥାନରୁ ଆସିଥିବା 10 ହଜାରରୁ ଉର୍ଦ୍ଧ ଭକ୍ତ ଯଜ୍ଞ ସ୍ଥଳରୁ ବାହାରି ଜଳିଆପଡା,କଣାସ,ଗୋଲାବଜାର ଦେଇ ଦୋକନ୍ଦା ଦୟାନଦୀ ତୁଠରେ ପହଁଚିଥିଲେ । କଳସ ଯାତ୍ରା ଆଗେ ଆଗେ ବିଭିନ୍ନ ବାଦ୍ୟ ଘଣ୍ଟି ,ଘିଣ୍ଟ ,ତଗାନାଚ, ପଶୁପକ୍ଷି ନାଚ,ଭଲୁନାଚ,କଣ୍ଢଇ ନାଚ ଚାଲିଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ କଣାସ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦୟା ନଦୀ ତୁଠରେ ପୂଜା ଅର୍ଚ୍ଚନା ସାରିବା ପରେ ଭକ୍ତମାନେ କଳସ ବୁଢାଇ ପୁନଶ୍ଚ ଯଜ୍ଞ ସ୍ଥଳକୁ ଫେରି ଆସିଥିଲେ । ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଚାରିଦିନ ଧରି ଅଙ୍କୁରୋପଣ,ମଣ୍ଡଳକରଣ,ଜଳଯାତ୍ରା,ଅଗ୍ନିସ୍ଥାପନ,ସୂର୍ଯ୍ୟପୂଜା,ଚଣ୍ଡୀପାଠ,ଯଜ୍ଞଆହୁତି,ଅଳତା ସେବା ଅନୁଷ୍ଠିତ ହେବା ସହ ୨ ତାରିଖ ସଂନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ଅନୁଷ୍ଠିତ ହେବ । ଚାରି ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି  ।
    3
    କଣାସ ବ୍ଲକ କଣାସ ପାୟତ ଜଳିଆପଡା ଗ୍ରାମରେ ପ୍ରତିଷ୍ଠିତ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଥିବା ମା ମଙ୍ଗଳାଙ୍କ ପୀଠରେ ଗତକାଲି ଠାରୁ ଚୈତିପର୍ବ ଆରମ୍ଭ ହେବା ସଂଙ୍ଗେ ସଂଙ୍ଗେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଆଜି କଳସ ଯାତ୍ରା ଉତ୍ସବ ଥିବାରୁ ମାଙ୍କ ପୀଠରୁ ରାଜ୍ୟରୁ ବିଭିନ୍ନ ସ୍ଥାନରୁ ଆସିଥିବା 10 ହଜାରରୁ ଉର୍ଦ୍ଧ ଭକ୍ତ ଯଜ୍ଞ ସ୍ଥଳରୁ ବାହାରି ଜଳିଆପଡା,କଣାସ,ଗୋଲାବଜାର ଦେଇ ଦୋକନ୍ଦା ଦୟାନଦୀ ତୁଠରେ ପହଁଚିଥିଲେ । କଳସ ଯାତ୍ରା ଆଗେ ଆଗେ ବିଭିନ୍ନ ବାଦ୍ୟ ଘଣ୍ଟି ,ଘିଣ୍ଟ ,ତଗାନାଚ,
ପଶୁପକ୍ଷି ନାଚ,ଭଲୁନାଚ,କଣ୍ଢଇ ନାଚ ଚାଲିଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ କଣାସ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦୟା ନଦୀ ତୁଠରେ ପୂଜା ଅର୍ଚ୍ଚନା ସାରିବା ପରେ ଭକ୍ତମାନେ କଳସ ବୁଢାଇ ପୁନଶ୍ଚ ଯଜ୍ଞ ସ୍ଥଳକୁ ଫେରି ଆସିଥିଲେ । ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଚାରିଦିନ ଧରି ଅଙ୍କୁରୋପଣ,ମଣ୍ଡଳକରଣ,ଜଳଯାତ୍ରା,ଅଗ୍ନିସ୍ଥାପନ,ସୂର୍ଯ୍ୟପୂଜା,ଚଣ୍ଡୀପାଠ,ଯଜ୍ଞଆହୁତି,ଅଳତା ସେବା ଅନୁଷ୍ଠିତ ହେବା ସହ ୨ ତାରିଖ ସଂନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ଅନୁଷ୍ଠିତ ହେବ । ଚାରି ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି  ।
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    3 hrs ago
  • Post by Rajesh Samantaray
    1
    Post by Rajesh Samantaray
    user_Rajesh Samantaray
    Rajesh Samantaray
    Bank Sadar, Puri•
    10 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    28 min ago
  • Post by Sibanava Panda
    1
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    13 hrs ago
  • ତାରିଣୀ ଛକରେ ବୀର ମାଟିକୁ ନେଇ ଗର୍ଜିଲା କଂଗ୍ରେସ #spnewstvliveodia #bjd4odisha #congress #bankinews
    1
    ତାରିଣୀ ଛକରେ ବୀର ମାଟିକୁ ନେଇ ଗର୍ଜିଲା କଂଗ୍ରେସ #spnewstvliveodia #bjd4odisha #congress #bankinews
    user_ସର୍ବେଶ୍ୱର ନାୟକ
    ସର୍ବେଶ୍ୱର ନାୟକ
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    1 hr ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • ବାଇଗୁଣିଆ ଗ୍ରାମର ଧୋବା ସାହି ଦୀର୍ଘ 22 ବର୍ଷ ହେବ ଏମିତି ହଇରାଣ ହେଉଛୁ
    1
    ବାଇଗୁଣିଆ ଗ୍ରାମର ଧୋବା ସାହି
ଦୀର୍ଘ 22 ବର୍ଷ ହେବ ଏମିତି ହଇରାଣ ହେଉଛୁ
    user_JAGUAR GAMING
    JAGUAR GAMING
    ଖଣ୍ଡପଡ଼ା, ନୟାଗଡ଼, ଓଡ଼ିଶା•
    16 hrs ago
  • ଧାନ କିଣାରେ ବିରାଟ ଘୋଟଲାର ପର୍ଦାଫାଶ କଲା କଂଗ୍ରେସ ସମସ୍ତ ଚାଷୀଙ୍କ ଠାରୁ ଧାନ ସରକାର ନକିଣିଲେ ଆନ୍ଦୋଳନ କରିବ:କଂଗ୍ରେସ*
    1
    ଧାନ କିଣାରେ ବିରାଟ ଘୋଟଲାର ପର୍ଦାଫାଶ କଲା କଂଗ୍ରେସ
ସମସ୍ତ ଚାଷୀଙ୍କ ଠାରୁ ଧାନ ସରକାର ନକିଣିଲେ ଆନ୍ଦୋଳନ କରିବ:କଂଗ୍ରେସ*
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    45 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.