logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

4 hrs ago
user_Uttam Kumar Mahakud 9777334422
Uttam Kumar Mahakud 9777334422
Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
4 hrs ago

More news from ଓଡ଼ିଶା and nearby areas
  • Post by Uttam Kumar Mahakud 9777334422
    1
    Post by Uttam Kumar Mahakud 9777334422
    user_Uttam Kumar Mahakud 9777334422
    Uttam Kumar Mahakud 9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    3 hrs ago
  • କରଞ୍ଜିଆ,୧୭/୨(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ୱାର୍ଡ ନମ୍ବର ୧ ସରୁବାଲି ସ୍ଥିତ ଜାଗୃତୀ ସ୍ଵୟଂସହାୟିକା ଗୋଷ୍ଠୀ ମହିଳାଙ୍କୁ ବାମନାଶାଳ ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ୧୪ ଲକ୍ଷ ୮୦ ହଜାର ଟଙ୍କାର କାର୍ଯ୍ୟାଦେଶ ୨୦୨୩-୨୪ ମସିହାରେ ମୁକ୍ତା ଯୋଜନାରେ ପ୍ରଦାନ କରାଯାଇଥିଲା। ମହିଳା ମାନେ ଖୁସିରେ ଏହି କାର୍ଯ୍ୟ ସମ୍ପାଦନ ମଧ୍ୟ କଲେ। ହେଲେ ଦୁଃଖର କଥା ଯେ କାର୍ଯ୍ୟ ସମାପ୍ତ ପରେ ମୁକ୍ତା ଯୋଜନା ବନ୍ଦ ହୋଇଯାଇଥିବା ଆଳ ଦେଖାଇ ସେମାନଙ୍କ ବିଲ୍ ପାରିତ କରାଗଲା ନାହିଁ । ଏହା ଭିତରେ ୨ ବର୍ଷ ଅତିବାହିତ ହୋଇ ସାରିଛି।ଏବିଷୟରେ ମହିଳା ଗଣ ବାରମ୍ବାର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଫେରାଦ ହେଲେ ମଧ୍ୟ ସୁଫଳ ନପାଇ ଜିଲ୍ଲାପାଳଙ୍କ ନିକଟରେ ଫେରଦ ହେଇଛନ୍ତି। ସଂଘର ସଭାନେତ୍ରୀ ସାବିତ୍ରୀ ମହାନ୍ତ ଓ ସମ୍ପାଦୀକା କଲ୍ୟାଣୀ ମହାନ୍ତ କହିଛନ୍ତି ଯେ ସେମାନେ ବ୍ୟାଙ୍କ ଋଣ କରି କାର୍ଯ୍ୟ କରିଥିଲେ ଏବଂ ବ୍ୟାଙ୍କ ଋଣ ସୁଝିବାକୁ ବାରମ୍ବାର ଆମର ଦ୍ୱାରସ୍ଥ ହେଉଛି।
    1
    କରଞ୍ଜିଆ,୧୭/୨(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ୱାର୍ଡ ନମ୍ବର ୧ ସରୁବାଲି ସ୍ଥିତ ଜାଗୃତୀ ସ୍ଵୟଂସହାୟିକା ଗୋଷ୍ଠୀ ମହିଳାଙ୍କୁ ବାମନାଶାଳ ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ୧୪ ଲକ୍ଷ ୮୦ ହଜାର ଟଙ୍କାର କାର୍ଯ୍ୟାଦେଶ ୨୦୨୩-୨୪ ମସିହାରେ ମୁକ୍ତା ଯୋଜନାରେ ପ୍ରଦାନ କରାଯାଇଥିଲା। ମହିଳା ମାନେ ଖୁସିରେ ଏହି କାର୍ଯ୍ୟ ସମ୍ପାଦନ ମଧ୍ୟ କଲେ। ହେଲେ ଦୁଃଖର କଥା ଯେ କାର୍ଯ୍ୟ ସମାପ୍ତ ପରେ ମୁକ୍ତା ଯୋଜନା ବନ୍ଦ ହୋଇଯାଇଥିବା ଆଳ ଦେଖାଇ ସେମାନଙ୍କ ବିଲ୍ ପାରିତ କରାଗଲା ନାହିଁ । ଏହା ଭିତରେ ୨ ବର୍ଷ ଅତିବାହିତ ହୋଇ ସାରିଛି।ଏବିଷୟରେ ମହିଳା ଗଣ ବାରମ୍ବାର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଫେରାଦ ହେଲେ ମଧ୍ୟ ସୁଫଳ ନପାଇ ଜିଲ୍ଲାପାଳଙ୍କ ନିକଟରେ ଫେରଦ ହେଇଛନ୍ତି। ସଂଘର ସଭାନେତ୍ରୀ ସାବିତ୍ରୀ ମହାନ୍ତ ଓ ସମ୍ପାଦୀକା କଲ୍ୟାଣୀ ମହାନ୍ତ କହିଛନ୍ତି ଯେ ସେମାନେ ବ୍ୟାଙ୍କ ଋଣ କରି କାର୍ଯ୍ୟ କରିଥିଲେ ଏବଂ ବ୍ୟାଙ୍କ ଋଣ ସୁଝିବାକୁ ବାରମ୍ବାର ଆମର ଦ୍ୱାରସ୍ଥ ହେଉଛି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    2 hrs ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • The Shocking Ground Reality of Sukinda........... #TheRajdharma #KaliapaniUpdate #highlight #Sukinda #Jajpur #Odisha
    1
    The Shocking Ground Reality of Sukinda...........
#TheRajdharma #KaliapaniUpdate #highlight 
#Sukinda #Jajpur #Odisha
    user_RAJENDRA MAHANTA
    RAJENDRA MAHANTA
    କାଳିଆପାଣି, ଯାଜପୁର, ଓଡ଼ିଶା•
    2 hrs ago
  • Post by Rajib Behera
    3
    Post by Rajib Behera
    user_Rajib Behera
    Rajib Behera
    ସାମ୍ବାଦିକ Mayurbhanj, Odisha•
    5 hrs ago
  • ତାଳଚେର:- ତାଳଚେର ପୋଲିସ ପକ୍ଷରୁ ଶନିବାର ସାପ୍ତାହିକ ହାଟ ପାଖରେ ବ୍ରାଉନସୁଗାର ବିକ୍ରି ପାଇଁ ଗ୍ରାହକ ଅପେକ୍ଷାରେ ଥିବା ବେଳେ ୩ ଜଣ ମହିଳାଙ୍କ ସମେତ ମୋଟ ୬ ଜଣକୁ ଗିରଫ କରାଯାଇଛି l ସେମାନଙ୍କ ନିକଟରୁ ୧୩ ଗ୍ରାମ ବ୍ରାଉନସୁଗାର ସହ ୧୦ ହଜାର ଟଙ୍କା ଓ ଗୋଟିଏ ମୋଟର ସାଇକେଲ ଓ ଦୁଇଟି ମୋବାଇଲ ଫୋନ ପୋଲିସ ଜବତ କରିଛି l ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି l ଘଟଣାରୁ ପ୍ରକାଶ, ତାଳଚେର ଶନିବାର ସାପ୍ତାହିକ ହାଟ ଭିତରେ ତିନି ଜଣ ବେପାରୀ ବ୍ରାଉନସୁଗାର ବିକ୍ରି କରିବା ପାଇଁ ଗ୍ରାହକ ଅପେକ୍ଷାରେ ରହିଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ତାଳଚେର ପୋଲିସ ପହଁଚି ସେମାନଙ୍କୁ କାବୁ କରିବାରେ ସଫଳ ହୋଇଥିଲେ l ଗିରଫ ୬ ଜଣ ତାଳଚେର ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇ ଥିବା ପୋଲିସ ପକ୍ଷରୁ କୁହାଯାଇଛି l
    1
    ତାଳଚେର:- ତାଳଚେର ପୋଲିସ ପକ୍ଷରୁ ଶନିବାର ସାପ୍ତାହିକ ହାଟ ପାଖରେ ବ୍ରାଉନସୁଗାର ବିକ୍ରି ପାଇଁ ଗ୍ରାହକ ଅପେକ୍ଷାରେ ଥିବା ବେଳେ ୩ ଜଣ ମହିଳାଙ୍କ ସମେତ ମୋଟ ୬ ଜଣକୁ ଗିରଫ କରାଯାଇଛି l ସେମାନଙ୍କ ନିକଟରୁ ୧୩ ଗ୍ରାମ ବ୍ରାଉନସୁଗାର ସହ ୧୦ ହଜାର ଟଙ୍କା ଓ ଗୋଟିଏ ମୋଟର ସାଇକେଲ ଓ ଦୁଇଟି ମୋବାଇଲ ଫୋନ ପୋଲିସ ଜବତ କରିଛି l ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି l ଘଟଣାରୁ ପ୍ରକାଶ, ତାଳଚେର ଶନିବାର ସାପ୍ତାହିକ ହାଟ ଭିତରେ ତିନି ଜଣ ବେପାରୀ ବ୍ରାଉନସୁଗାର ବିକ୍ରି କରିବା ପାଇଁ ଗ୍ରାହକ ଅପେକ୍ଷାରେ ରହିଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ତାଳଚେର ପୋଲିସ ପହଁଚି ସେମାନଙ୍କୁ କାବୁ କରିବାରେ ସଫଳ ହୋଇଥିଲେ l ଗିରଫ ୬ ଜଣ ତାଳଚେର ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇ ଥିବା ପୋଲିସ ପକ୍ଷରୁ କୁହାଯାଇଛି l
    user_Priyamadhaba Das
    Priyamadhaba Das
    Journalists Talcher Sadar, Anugul•
    25 min ago
  • ବନ୍ତ ବ୍ଲକ୍ ସ୍ଥିତ ପୁରୁଷଣ୍ଢ ମଣ୍ଡଳରେ ବିଶାଳ ହିନ୍ଦୁ ସମ୍ମିଳନୀ ଅବସରରେ ପାଞ୍ଚଶହ ଆଠ ମହିଳାଙ୍କ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଚଣ୍ଡୀ ପୁଷ୍କରିଣୀ ରୁ ଘଟ ଉତଳନ ହୋଇଥିଲା।
    1
    ବନ୍ତ ବ୍ଲକ୍ ସ୍ଥିତ ପୁରୁଷଣ୍ଢ ମଣ୍ଡଳରେ ବିଶାଳ ହିନ୍ଦୁ ସମ୍ମିଳନୀ ଅବସରରେ ପାଞ୍ଚଶହ ଆଠ ମହିଳାଙ୍କ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଚଣ୍ଡୀ ପୁଷ୍କରିଣୀ ରୁ ଘଟ ଉତଳନ ହୋଇଥିଲା।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    1 hr ago
  • Post by Uttam Kumar Mahakud 9777334422
    1
    Post by Uttam Kumar Mahakud 9777334422
    user_Uttam Kumar Mahakud 9777334422
    Uttam Kumar Mahakud 9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.