logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କୋଡିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡ଼ା ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜ ପାଳିବା ପାଇଁ ସାଙ୍ଗସାଥୀଙ୍କ ସହ ଚନ୍ଦ୍ରାବତୀ ନାମକ ଜଣେ ମହିଳା ଯାଇଥିବା ବେଳେ ଆଜି ସକାଳୁ ତାଙ୍କ ରକ୍ତାକ୍ତ ମୃତଦେହ ଘର ବାରିପଟେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ଦେଖି ପରିବାର ଲୋକେ ଓ ଗ୍ରାମବାସୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

1 hr ago
user_Gam Khabar
Gam Khabar
Local News Reporter କୋସାଗୁମୁଡା, ନବରଙ୍ଗପୁର, ଓଡ଼ିଶା•
1 hr ago

କୋଡିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡ଼ା ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜ ପାଳିବା ପାଇଁ ସାଙ୍ଗସାଥୀଙ୍କ ସହ ଚନ୍ଦ୍ରାବତୀ ନାମକ ଜଣେ ମହିଳା ଯାଇଥିବା ବେଳେ ଆଜି ସକାଳୁ ତାଙ୍କ ରକ୍ତାକ୍ତ ମୃତଦେହ ଘର ବାରିପଟେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ଦେଖି ପରିବାର ଲୋକେ ଓ ଗ୍ରାମବାସୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

More news from ଓଡ଼ିଶା and nearby areas
  • କୋଡିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡ଼ା ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜ ପାଳିବା ପାଇଁ ସାଙ୍ଗସାଥୀଙ୍କ ସହ ଚନ୍ଦ୍ରାବତୀ ନାମକ ଜଣେ ମହିଳା ଯାଇଥିବା ବେଳେ ଆଜି ସକାଳୁ ତାଙ୍କ ରକ୍ତାକ୍ତ ମୃତଦେହ ଘର ବାରିପଟେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ଦେଖି ପରିବାର ଲୋକେ ଓ ଗ୍ରାମବାସୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
    1
    କୋଡିଙ୍ଗା ଥାନା ଅନ୍ତର୍ଗତ ଚଚରାଗୁଡ଼ା ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜ ପାଳିବା ପାଇଁ ସାଙ୍ଗସାଥୀଙ୍କ ସହ ଚନ୍ଦ୍ରାବତୀ ନାମକ ଜଣେ ମହିଳା ଯାଇଥିବା ବେଳେ ଆଜି ସକାଳୁ ତାଙ୍କ ରକ୍ତାକ୍ତ ମୃତଦେହ ଘର ବାରିପଟେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ଦେଖି ପରିବାର ଲୋକେ ଓ ଗ୍ରାମବାସୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
    user_Gam Khabar
    Gam Khabar
    Local News Reporter କୋସାଗୁମୁଡା, ନବରଙ୍ଗପୁର, ଓଡ଼ିଶା•
    1 hr ago
  • ଆନ୍ଧ୍ର ପ୍ରଦେଶରୁ ହାତୀମାନେ ଓଡ଼ିଶାରେ ପ୍ରବେଶ କରିଥିବା ଜଣାପଡିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମନରେ ଅଶାନ୍ତି ସୃଷ୍ଟି କରିଛି। ଚାଷୀମାନେ ଭୟ କରୁଛନ୍ତି ଯେ ଏହି ହାତୀମାନେ ରାତିରେ ଶହ ଶହ ଏକର ଫସଲ ଖାଇ ନଷ୍ଟ କରିଦେଇପାରନ୍ତି।
    1
    ଆନ୍ଧ୍ର ପ୍ରଦେଶରୁ ହାତୀମାନେ ଓଡ଼ିଶାରେ ପ୍ରବେଶ କରିଥିବା ଜଣାପଡିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମନରେ ଅଶାନ୍ତି ସୃଷ୍ଟି କରିଛି। ଚାଷୀମାନେ ଭୟ କରୁଛନ୍ତି ଯେ ଏହି ହାତୀମାନେ ରାତିରେ ଶହ ଶହ ଏକର ଫସଲ ଖାଇ ନଷ୍ଟ କରିଦେଇପାରନ୍ତି।
    user_Santosh kumar
    Santosh kumar
    Court reporter କୋସାଗୁମୁଡା, ନବରଙ୍ଗପୁର, ଓଡ଼ିଶା•
    1 hr ago
  • ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଆଟିଗାଁ ପଞ୍ଚାୟତର ଚଚରଗୁଡା ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ସଦନ ଭତ୍ରାଙ୍କ ଝିଅ ଚନ୍ଦ୍ରା ଭତ୍ରା (୨୧)ଙ୍କୁ ଗତ ରବିବାର ରାତିରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗକୁ ଭିତ୍ତିକରି କୋଡ଼ିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଆଟିଗାଁ ଗ୍ରାମର ସନ୍ଧର ମାଝୀଙ୍କ ପୁଅ ଦଶରଥ ମାଝୀ (୨୫)ଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ପୋଲିସର ପଚରାଉଚରା ପରେ ଦଶରଥ ଯୁବତୀଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିଲେ। କୋଡ଼ିଙ୍ଗା ପୋଲିସ ଏ ନେଇ ୧୦୧/୨୬ ନମ୍ବରରେ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ଦଶରଥ ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜଣେ ଅରୋକ୍ଷ ଅଧିକ୍ଷକ ଏକ ପ୍ରେସ ମିଟରେ ଏହି ସୂଚନା ଦେଇଛନ୍ତି।
    1
    ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଆଟିଗାଁ ପଞ୍ଚାୟତର ଚଚରଗୁଡା ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ସଦନ ଭତ୍ରାଙ୍କ ଝିଅ ଚନ୍ଦ୍ରା ଭତ୍ରା (୨୧)ଙ୍କୁ ଗତ ରବିବାର ରାତିରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଏହି ଅଭିଯୋଗକୁ ଭିତ୍ତିକରି କୋଡ଼ିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଆଟିଗାଁ ଗ୍ରାମର ସନ୍ଧର ମାଝୀଙ୍କ ପୁଅ ଦଶରଥ ମାଝୀ (୨୫)ଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ପୋଲିସର ପଚରାଉଚରା ପରେ ଦଶରଥ ଯୁବତୀଙ୍କୁ ହତ୍ୟା କରିଥିବା ସ୍ୱୀକାର କରିଥିଲେ।

କୋଡ଼ିଙ୍ଗା ପୋଲିସ ଏ ନେଇ ୧୦୧/୨୬ ନମ୍ବରରେ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ଦଶରଥ ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜଣେ ଅରୋକ୍ଷ ଅଧିକ୍ଷକ ଏକ ପ୍ରେସ ମିଟରେ ଏହି ସୂଚନା ଦେଇଛନ୍ତି।
    user_Narendra Patra
    Narendra Patra
    Local News Reporter କୋସାଗୁମୁଡା, ନବରଙ୍ଗପୁର, ଓଡ଼ିଶା•
    17 hrs ago
  • କୋରାପୁଟ ଜିଲ୍ଲାର କୋଟପାଡ଼ରେ ଏକ କାର୍ଯ୍ୟକ୍ରମରେ ମଞ୍ଚ ଉପରେ ବିଧାୟକ ରୁପୁ ଭତ୍ରା ବର୍ଷିଛନ୍ତି।
    1
    କୋରାପୁଟ ଜିଲ୍ଲାର କୋଟପାଡ଼ରେ ଏକ କାର୍ଯ୍ୟକ୍ରମରେ ମଞ୍ଚ ଉପରେ ବିଧାୟକ ରୁପୁ ଭତ୍ରା ବର୍ଷିଛନ୍ତି।
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    17 hrs ago
  • ଦେଖନ୍ତୁ 🙏🙏🙏
    1
    ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    ଥୁଆମୂଳ ରାମପୁର, କଳାହାଣ୍ଡି, ଓଡ଼ିଶା•
    17 hrs ago
  • କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକର ଚାରାଙ୍ଗୁଳ ପଞ୍ଚାୟତ ଅନ୍ତର୍ଗତ ଭେଜାପୁଟ ସତସଂଗ କଲୋନୀ ଶିବାଜୀ ନଗର ଅଞ୍ଚଳରେ ମୋହନ ସରକାରଙ୍କ 'ବିକଶିତ ଗାଁ ବିକଶିତ ଓଡ଼ିଶା' କାର୍ଯ୍ୟକ୍ରମ ଚାଲିଛି। ଏହି ଯୋଜନା ଅଧୀନରେ ୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ କଲଭର୍ଟ ନିର୍ମାଣ କରାଯାଉଛି। ବର୍ଷା ଯୋଗୁଁ କଲଭର୍ଟର କଂକ୍ରିଟ ଉପରେ ପଲିଥିନ ଢଙ୍କା ଯାଇଥିବା ବେଳେ କଂକ୍ରିଟ କାମ ପାଇଁ ରାସ୍ତାକୁ ବ୍ଲକ କରିଦିଆଯାଇଛି। ଫଳରେ ନିଜ ନିଜ ଡ୍ୟୁଟି ସାରି ସାହି ଭିତରେ ଥିବା ଘରକୁ ଫେରିବା ପାଇଁ ସ୍ଥାନୀୟ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି।
    1
    କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକର ଚାରାଙ୍ଗୁଳ ପଞ୍ଚାୟତ ଅନ୍ତର୍ଗତ ଭେଜାପୁଟ ସତସଂଗ କଲୋନୀ ଶିବାଜୀ ନଗର ଅଞ୍ଚଳରେ ମୋହନ ସରକାରଙ୍କ 'ବିକଶିତ ଗାଁ ବିକଶିତ ଓଡ଼ିଶା' କାର୍ଯ୍ୟକ୍ରମ ଚାଲିଛି। ଏହି ଯୋଜନା ଅଧୀନରେ ୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ କଲଭର୍ଟ ନିର୍ମାଣ କରାଯାଉଛି।

ବର୍ଷା ଯୋଗୁଁ କଲଭର୍ଟର କଂକ୍ରିଟ ଉପରେ ପଲିଥିନ ଢଙ୍କା ଯାଇଥିବା ବେଳେ କଂକ୍ରିଟ କାମ ପାଇଁ ରାସ୍ତାକୁ ବ୍ଲକ କରିଦିଆଯାଇଛି। ଫଳରେ ନିଜ ନିଜ ଡ୍ୟୁଟି ସାରି ସାହି ଭିତରେ ଥିବା ଘରକୁ ଫେରିବା ପାଇଁ ସ୍ଥାନୀୟ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି।
    user_Manas Ranjan Kar
    Manas Ranjan Kar
    Insurance Agent ଦାମନଯୋଡି, କୋରାପୁଟ, ଓଡ଼ିଶା•
    5 hrs ago
  • ମାଲକାନଗିରି ଜିଲ୍ଲା ମାଥିଲିରେ ଏକ ଭାଲୁର ଆତଙ୍କ ଦେଖିବାକୁ ମିଳିଛି। ଏହି ଭାଲୁ ଗାଁ ଭିତରେ ପଶି ଦୁଇଟି ମୋଟରସାଇକେଲ ଭାଙ୍ଗି ଦେଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଥିଲା।
    1
    ମାଲକାନଗିରି ଜିଲ୍ଲା ମାଥିଲିରେ ଏକ ଭାଲୁର ଆତଙ୍କ ଦେଖିବାକୁ ମିଳିଛି। ଏହି ଭାଲୁ ଗାଁ ଭିତରେ ପଶି ଦୁଇଟି ମୋଟରସାଇକେଲ ଭାଙ୍ଗି ଦେଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଥିଲା।
    user_ଆଦର୍ଶ ନ୍ୟୁଜ live
    ଆଦର୍ଶ ନ୍ୟୁଜ live
    Business Centre ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    3 hrs ago
  • ମାଲକାନଗିରି ଜିଲ୍ଲାର କାଲିମେଳା ପୋଲିସ ବେଆଇନ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ପୋତାଖାଲ ଗ୍ରାମ ନିକଟରେ ଚଢ଼ାଉ କରି ପ୍ରାୟ ୧୦୦ କେଜି ଗଞ୍ଜେଇ ଜବତ କରିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ଅତି ଚତୁରତାର ସହ କମ୍ବଳ ଭିତରେ ଗଞ୍ଜେଇ ଲୁଚାଇ ଚୋରା ଚାଲାଣ କରୁଥିଲେ। ଜବତ ହୋଇଥିବା ଗଞ୍ଜେଇ ସହ ଚୋରା ଚାଲାଣରେ ବ୍ୟବହୃତ ୩ଟି ମୋଟରସାଇକେଲ ଏବଂ ୪ଟି ମୋବାଇଲ୍ ଫୋନ୍ ମଧ୍ୟ ପୋଲିସ ଜବତ କରିଛି। ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ, ମହମଦ ଜିସାନ (୩୨), ଅଫତାବ ଅଲି (୨୪), ଏବଂ ଅରମାନ ଖାନ (୧୯) ଉତ୍ତରପ୍ରଦେଶର ବୋଲି ଜଣାପଡ଼ିଛି। ଚତୁର୍ଥ ଅଭିଯୁକ୍ତ ଇର୍ମା ପଡ଼ିଆମୀ (୩୫) ମାଲକାନଗିରି ଜିଲ୍ଲା ଦରବାଗୁଡ଼ାର ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ଏନଡିପିଏସ ଆକ୍ଟ ଅନୁଯାୟୀ କେସ୍ ନମ୍ବର ୧୩୯/୨୬ ରେ ଏକ ମାମଲା ରୁଜୁ କରାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା କାଲିମେଳା ଥାନା ଅଧିକାରୀ ପ୍ରଭୁ ଦତ୍ତ ବିଶ୍ୱାଳ ସୂଚନା ଦେଇଛନ୍ତି।
    4
    ମାଲକାନଗିରି ଜିଲ୍ଲାର କାଲିମେଳା ପୋଲିସ ବେଆଇନ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ପୋତାଖାଲ ଗ୍ରାମ ନିକଟରେ ଚଢ଼ାଉ କରି ପ୍ରାୟ ୧୦୦ କେଜି ଗଞ୍ଜେଇ ଜବତ କରିଛି, ଯାହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ଅତି ଚତୁରତାର ସହ କମ୍ବଳ ଭିତରେ ଗଞ୍ଜେଇ ଲୁଚାଇ ଚୋରା ଚାଲାଣ କରୁଥିଲେ।

ଜବତ ହୋଇଥିବା ଗଞ୍ଜେଇ ସହ ଚୋରା ଚାଲାଣରେ ବ୍ୟବହୃତ ୩ଟି ମୋଟରସାଇକେଲ ଏବଂ ୪ଟି ମୋବାଇଲ୍ ଫୋନ୍ ମଧ୍ୟ ପୋଲିସ ଜବତ କରିଛି। ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ, ମହମଦ ଜିସାନ (୩୨), ଅଫତାବ ଅଲି (୨୪), ଏବଂ ଅରମାନ ଖାନ (୧୯) ଉତ୍ତରପ୍ରଦେଶର ବୋଲି ଜଣାପଡ଼ିଛି। ଚତୁର୍ଥ ଅଭିଯୁକ୍ତ ଇର୍ମା ପଡ଼ିଆମୀ (୩୫) ମାଲକାନଗିରି ଜିଲ୍ଲା ଦରବାଗୁଡ଼ାର ବୋଲି ପୋଲିସ ସୂଚନା ଦେଇଛି।

ଏହି ଘଟଣାରେ ଏନଡିପିଏସ ଆକ୍ଟ ଅନୁଯାୟୀ କେସ୍ ନମ୍ବର ୧୩୯/୨୬ ରେ ଏକ ମାମଲା ରୁଜୁ କରାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା କାଲିମେଳା ଥାନା ଅଧିକାରୀ ପ୍ରଭୁ ଦତ୍ତ ବିଶ୍ୱାଳ ସୂଚନା ଦେଇଛନ୍ତି।
    user_Update Malkangiri news
    Update Malkangiri news
    ମାଲକାନଗିରି, ମାଲକାନଗିରି, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.