logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।

1 hr ago
user_Pitabas dash
Pitabas dash
Asika, Ganjam•
1 hr ago

ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।

More news from ଓଡ଼ିଶା and nearby areas
  • ଭଞ୍ଜନଗରରେ ସାଙ୍ଗଠନିକ ଜିଲ୍ଲା ସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା... #ଭଞ୍ଜନଗର #ତିରଙ୍ଗାଯାତ୍ରା #ତିରଙ୍ଗାଶୋଭାଯାତ୍ରା #ସ୍ୱାଧୀନତାଦିବସ #ଦେଶପ୍ରେମ #ଜାତୀୟଏକତା #ହରଘରତିରଙ୍ଗା #ଆମତିରଙ୍ଗା #ଘୁମୁସର #ଭଞ୍ଜନଗରଖବର #ଗଞ୍ଜାମଖବର #OdishaNews #Bhanjanagar #GanjamNews #TirangaYatra #IndependenceDay #HarGharTiranga #ProudIndian 🇮🇳
    1
    ଭଞ୍ଜନଗରରେ ସାଙ୍ଗଠନିକ ଜିଲ୍ଲା ସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା...
#ଭଞ୍ଜନଗର #ତିରଙ୍ଗାଯାତ୍ରା #ତିରଙ୍ଗାଶୋଭାଯାତ୍ରା #ସ୍ୱାଧୀନତାଦିବସ #ଦେଶପ୍ରେମ #ଜାତୀୟଏକତା
#ହରଘରତିରଙ୍ଗା #ଆମତିରଙ୍ଗା #ଘୁମୁସର #ଭଞ୍ଜନଗରଖବର
#ଗଞ୍ଜାମଖବର #OdishaNews #Bhanjanagar #GanjamNews #TirangaYatra #IndependenceDay
#HarGharTiranga #ProudIndian 🇮🇳
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    18 hrs ago
  • ତ୍ରିରଙ୍ଗା ରେ ତ୍ରିରଙ୍ଗା ଛଳନା ରଙ୍ଗରେ ସାରା ଦୁନିଆ ରଙ୍ଗା
    1
    ତ୍ରିରଙ୍ଗା  ରେ  ତ୍ରିରଙ୍ଗା  ଛଳନା ରଙ୍ଗରେ ସାରା ଦୁନିଆ ରଙ୍ଗା
    user_Gouri shankar mahapatra
    Gouri shankar mahapatra
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    4 hrs ago
  • ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    1
    ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    9 hrs ago
  • ଗଞ୍ଜାମ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ ୩୦ ହଜାର ଟଙ୍କାର ଏକ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (R&R) ପ୍ୟାକେଜ୍ ଘୋଷଣା କରିବା ସହ ଏହାର ଶୁଭାରମ୍ଭ କରିଛନ୍ତି। ଏହାସହିତ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମର ଆରମ୍ଭରେ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମଞ୍ଚ ଉପରେ ନିଜ ହାତରେ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରିଥିଲେ। #Live_odisha_News_update #FacebookPage
    1
    ଗଞ୍ଜାମ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ
ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ ୩୦ ହଜାର ଟଙ୍କାର ଏକ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (R&R) ପ୍ୟାକେଜ୍ ଘୋଷଣା କରିବା ସହ ଏହାର ଶୁଭାରମ୍ଭ କରିଛନ୍ତି। ଏହାସହିତ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମର ଆରମ୍ଭରେ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମଞ୍ଚ ଉପରେ ନିଜ ହାତରେ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରିଥିଲେ।
#Live_odisha_News_update #FacebookPage
    user_Live Odisha NewsUpdate Distric
    Live Odisha NewsUpdate Distric
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    6 hrs ago
  • ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ଏକ ପଂଚାୟତ ର ବିଦ୍ୟାଳୟ ରେ ତେଲୁଗୁ ସିନିମା ସୁଟିଙ୍ଗି ହେଇଥିବା ବେଳେ ପ୍ରଶାସନ ର ବିନା ଅନୁମତି ରେ କିପରି ହେଲା ଫୁଣି ସରପଞ୍ଚ ନିଜେ ଭାଇରଲ କଲେ
    1
    ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ଏକ ପଂଚାୟତ ର ବିଦ୍ୟାଳୟ ରେ ତେଲୁଗୁ ସିନିମା ସୁଟିଙ୍ଗି ହେଇଥିବା ବେଳେ ପ୍ରଶାସନ ର ବିନା ଅନୁମତି ରେ କିପରି ହେଲା ଫୁଣି ସରପଞ୍ଚ ନିଜେ ଭାଇରଲ କଲେ
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    2 hrs ago
  • ନୟାଗଡ଼ରେ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ଆନ୍ଦୋଳନ ବେଳେ ଉତ୍ତେଜନା ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଉତ୍ତେଜନା
    1
    ନୟାଗଡ଼ରେ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ଆନ୍ଦୋଳନ ବେଳେ ଉତ୍ତେଜନା 
ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଉତ୍ତେଜନା
    user_ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    Voice of people ନୂଆଗାଁ, ନୟାଗଡ଼, ଓଡ଼ିଶା•
    4 hrs ago
  • ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।
    1
    ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର 
ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର  ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।
    user_Pitabas dash
    Pitabas dash
    Asika, Ganjam•
    1 hr ago
  • ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ବଡ଼ବଜାର ପୋଲିସର ଚଢ଼ାଉ। ଗୁପ୍ତ ସୂଚନା ଆଧାରରେ କାଳୁପାତ୍ର ସାହିର ଏକ ଭଡ଼ା ଘରର ତୃତୀୟ ମହଲାରେ ଚାଲିଥିବା ଜୁଆ ଆସର ଉପରେ ରେଡ୍‌ କରାଯାଇଥିଲା। ଘଟଣାସ୍ଥଳରୁ ୭ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ₹୩ ଲକ୍ଷ ୯୪ ହଜାର ୧୫୦ ନଗଦ ଟଙ୍କା, ୫ଟି ବାଇକ୍‌, ୭ଟି ଦାମୀ ମୋବାଇଲ୍‌ ଫୋନ୍‌ ଓ ତାସ୍‌ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। #BerhampurNews #GanjamNews #OdishaNews #PoliceRaid #GamblingRaid #OdishaBreakingNews #CrimeNews #Brahmapur #Ganjam #Odisha
    1
    ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ବଡ଼ବଜାର ପୋଲିସର ଚଢ଼ାଉ। ଗୁପ୍ତ ସୂଚନା ଆଧାରରେ କାଳୁପାତ୍ର ସାହିର ଏକ ଭଡ଼ା ଘରର ତୃତୀୟ ମହଲାରେ ଚାଲିଥିବା ଜୁଆ ଆସର ଉପରେ ରେଡ୍‌ କରାଯାଇଥିଲା। ଘଟଣାସ୍ଥଳରୁ ୭ ଜଣଙ୍କୁ ଗିରଫ କରାଯାଇଛି।

ପୋଲିସ ₹୩ ଲକ୍ଷ ୯୪ ହଜାର ୧୫୦ ନଗଦ ଟଙ୍କା, ୫ଟି ବାଇକ୍‌, ୭ଟି ଦାମୀ ମୋବାଇଲ୍‌ ଫୋନ୍‌ ଓ ତାସ୍‌ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

#BerhampurNews #GanjamNews #OdishaNews #PoliceRaid #GamblingRaid #OdishaBreakingNews #CrimeNews #Brahmapur #Ganjam #Odisha
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.