logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅବକାରୀ ବିଭାଗରେ ୩କୋଟି ୬୭ ଲକ୍ଷ ଟଙ୍କାର ମହାଘୋଟାଲା । ୨୪ ଲକ୍ଷ ନଗଦ ଟଙ୍କା ଜବତ ହେବା ସହ ୨ଗିରଫ । ସମ୍ବଲପୁର ଜିଲ୍ଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ସାମ୍ନାକୁ ଆସିଛି । ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି ଟଙ୍କା ହରିଲୁଟ୍ ଅଭିଯୋଗରେ ସମ୍ବଲପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଅବକାରୀ କାର୍ଯ୍ୟାଳୟର ନିଲମ୍ବିତ ଜୁନିଅର ଆସିଷ୍ଟାଣ୍ଟ ସନ୍ଦୀପ କୁମାର ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଏଏସଆଇ ଶରତ ଚନ୍ଦ୍ର ବେହେରା । ଏହି ଘଟଣାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଅବସରପ୍ରାପ୍ତ ଏଏସଆଇ ଅଚ୍ୟୁତ ଦେହୁରୀଙ୍କ ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଛି ।

3 hrs ago
user_SOUMYA RANJAN
SOUMYA RANJAN
Extended stay hotel ପୁରୀ (M), ପୁରୀ, ଓଡ଼ିଶା•
3 hrs ago
ebb524c8-e92f-4f64-8530-ddcf2503c1fb
9dce7b36-d47a-4554-9c83-ed7bd827e35a

ଅବକାରୀ ବିଭାଗରେ ୩କୋଟି ୬୭ ଲକ୍ଷ ଟଙ୍କାର ମହାଘୋଟାଲା । ୨୪ ଲକ୍ଷ ନଗଦ ଟଙ୍କା ଜବତ ହେବା ସହ ୨ଗିରଫ । ସମ୍ବଲପୁର ଜିଲ୍ଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ସାମ୍ନାକୁ ଆସିଛି । ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି ଟଙ୍କା ହରିଲୁଟ୍ ଅଭିଯୋଗରେ ସମ୍ବଲପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଅବକାରୀ କାର୍ଯ୍ୟାଳୟର ନିଲମ୍ବିତ ଜୁନିଅର ଆସିଷ୍ଟାଣ୍ଟ ସନ୍ଦୀପ କୁମାର ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଏଏସଆଇ ଶରତ ଚନ୍ଦ୍ର ବେହେରା । ଏହି ଘଟଣାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଅବସରପ୍ରାପ୍ତ ଏଏସଆଇ ଅଚ୍ୟୁତ ଦେହୁରୀଙ୍କ ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଛି ।

More news from ଓଡ଼ିଶା and nearby areas
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel ପୁରୀ (M), ପୁରୀ, ଓଡ଼ିଶା•
    15 min ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    23 min ago
  • Post by Rajesh Samantaray
    1
    Post by Rajesh Samantaray
    user_Rajesh Samantaray
    Rajesh Samantaray
    Bank Sadar, Puri•
    8 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by Sibanava Panda
    2
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    20 hrs ago
  • ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ
    1
    ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ
    user_Susanta Kumar Behera
    Susanta Kumar Behera
    ବିରିଡି, ଜଗତସିଂହପୁର, ଓଡ଼ିଶା•
    6 hrs ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    25 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.