logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି । ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି । ଗଣେଶ ପାଣିଗ୍ରାହୀ ରିପୋର୍ଟ

on 10 March
user_GANESH PANlGRAHl
GANESH PANlGRAHl
ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
on 10 March

ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି । ପୋଲସରା:- ବର୍ତ୍ତିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଯାହା ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତି ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ପ୍ରଦାନ କରିଛନ୍ତି । ଗଣେଶ ପାଣିଗ୍ରାହୀ ରିପୋର୍ଟ

More news from ଓଡ଼ିଶା and nearby areas
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    3 hrs ago
  • Post by Ganjam Khabar
    1
    Post by Ganjam Khabar
    user_Ganjam Khabar
    Ganjam Khabar
    Brahmapur (M.Corp.), Ganjam•
    3 hrs ago
  • ଥରୁଟିଏ ଶୁଣନ୍ତୁ ସିଜିମାଳୀ ର ପୁରାଣ #spnewstvliveodia #shorts #latestnews #sijimali
    1
    ଥରୁଟିଏ ଶୁଣନ୍ତୁ ସିଜିମାଳୀ ର ପୁରାଣ #spnewstvliveodia #shorts #latestnews #sijimali
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    3 hrs ago
  • Post by Rabindra Mandal
    1
    Post by Rabindra Mandal
    user_Rabindra Mandal
    Rabindra Mandal
    Farmer R.Udayagiri, Gajapati•
    23 hrs ago
  • ତା. 15/04/2026 ରିଖ ଇଣ୍ଡୋ-ନରୱ୍ବେ ଟିମ ର ପ୍ରତିନିଧି ମାନେ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପକୁ ପରିଦର୍ଶନ କରିଛନ୍ତି।ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଚିତ୍ରା ଅରୁମୁଗମ ଙ୍କ ନେତୃତ୍ୱରେ ଆସିଥିବା ଏହି ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ନୋଡାଲ ଅଫିସର ଶରତ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ କରିଥିଲେ।ଇଣ୍ଡୋ-ନରୱ୍ବେ ସହଯୋଗିତା ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କୁ ଟିମର ପ୍ରତିନିଧି ମାନେ ଅନୁଧ୍ୟାନ କରିବା ସହ ଦାୟିତ୍ୱ ରେ ଥିବା ଅଧିକାରୀ କର୍ମଚାରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।ପ୍ରଥମେ ନୂଆନଈ ବାଲୁଖଣ୍ଡ ଠାରେ ସି ମାଉଥ ସ୍ଥାନରେ ପହଞ୍ଚି ମୃତ୍ତିକା କ୍ଷୟ ରୋକିବା ଓ ଜଳର ତାପମାତ୍ରା ନିୟନ୍ତ୍ରଣ କରିବା ପ୍ରକଳ୍ପ ଯାହାକି ଏକ କେଶ ଷ୍ଟଡି କୁ ନିରୀକ୍ଷଣ କରିବା ପରେ ଇକୋ ରିଟ୍ରିଟ ପରିଦର୍ଶନ କରିଥିଲେ।ପରେ ଚନ୍ଦ୍ରଭାଗା ଏଫଏଲସି ବା ମତ୍ସ୍ୟ ଅବତରଣ କେନ୍ଦ୍ର କୁ ଅନୁଧ୍ୟାନ କରିବା ସହ ଚିଙ୍ଗୁଡ଼ି ଜାଆଁଳ ହାଚେରୀ ସମ୍ପର୍କରେ ପଚାରି ବୁଝିଥିଲେ।ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ।ଏହି ଗସ୍ତ ସମୟରେ ନରୱ୍ବେ ପ୍ରତିନିଧି ମଣ୍ଡଳ,ବିଜ୍ଞାନ ଓ ବୈଷୟିକ ଅତିରିକ୍ତ ସଚିବ ପୂଜା ମିଶ୍ର,ଉପ ନିର୍ଦ୍ଦେଶକ ଡଃ ଏଚ କେ ଦାସ, ଏସିଏଫ ଅଶୋକ କୁମାର ବେହେରା, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଅମୀୟ ସେଠ୍ , ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର।
    1
    ତା. 15/04/2026 ରିଖ ଇଣ୍ଡୋ-ନରୱ୍ବେ ଟିମ ର ପ୍ରତିନିଧି ମାନେ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପକୁ ପରିଦର୍ଶନ କରିଛନ୍ତି।ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଚିତ୍ରା ଅରୁମୁଗମ ଙ୍କ ନେତୃତ୍ୱରେ ଆସିଥିବା ଏହି ଟିମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ନୋଡାଲ ଅଫିସର ଶରତ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ କରିଥିଲେ।ଇଣ୍ଡୋ-ନରୱ୍ବେ ସହଯୋଗିତା ରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କୁ ଟିମର ପ୍ରତିନିଧି ମାନେ ଅନୁଧ୍ୟାନ କରିବା ସହ ଦାୟିତ୍ୱ ରେ ଥିବା ଅଧିକାରୀ କର୍ମଚାରୀ ମାନଙ୍କ ସହ ବାର୍ତ୍ତାଳାପ କରିଥିଲେ।ପ୍ରଥମେ ନୂଆନଈ ବାଲୁଖଣ୍ଡ ଠାରେ ସି ମାଉଥ ସ୍ଥାନରେ ପହଞ୍ଚି ମୃତ୍ତିକା କ୍ଷୟ ରୋକିବା ଓ ଜଳର ତାପମାତ୍ରା ନିୟନ୍ତ୍ରଣ କରିବା ପ୍ରକଳ୍ପ ଯାହାକି ଏକ କେଶ ଷ୍ଟଡି କୁ ନିରୀକ୍ଷଣ କରିବା ପରେ ଇକୋ ରିଟ୍ରିଟ ପରିଦର୍ଶନ କରିଥିଲେ।ପରେ ଚନ୍ଦ୍ରଭାଗା ଏଫଏଲସି ବା ମତ୍ସ୍ୟ ଅବତରଣ କେନ୍ଦ୍ର କୁ ଅନୁଧ୍ୟାନ କରିବା ସହ ଚିଙ୍ଗୁଡ଼ି ଜାଆଁଳ ହାଚେରୀ ସମ୍ପର୍କରେ ପଚାରି ବୁଝିଥିଲେ।ପରେ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ।ଏହି ଗସ୍ତ ସମୟରେ ନରୱ୍ବେ ପ୍ରତିନିଧି ମଣ୍ଡଳ,ବିଜ୍ଞାନ ଓ ବୈଷୟିକ ଅତିରିକ୍ତ ସଚିବ ପୂଜା ମିଶ୍ର,ଉପ ନିର୍ଦ୍ଦେଶକ  ଡଃ ଏଚ କେ ଦାସ, ଏସିଏଫ ଅଶୋକ କୁମାର ବେହେରା, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଅମୀୟ ସେଠ୍ , ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ ସରୋଜ କାନ୍ତ ପ୍ରଧାନ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଜୟ କୁମାର ବସ୍ତିଆ, ସାମୁଦ୍ରିକ ମତ୍ସ୍ୟ ଅଧିକାରୀ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର।
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    20 hrs ago
  • ବେଆଇନ ଜବରଦଖଲ ଉଚ୍ଛେଦ ନେଇ ରଣପୁର ତହସିଲଦାର ଙ୍କୁ ଗ୍ରାମବାସୀ ଙ୍କ ବିରୋଧ । ଗ୍ରାମବାସୀ ଙ୍କ ବିରୋଧ ପାଇଁ ଉଚ୍ଛେଦ ପ୍ରକ୍ରିୟା ସ୍ଥଗିତ । ନୟାଗଡ଼ ଜିଲ୍ଲା ରଣପୁର ତହସିଲ ଲୋଧଚୁଆ ରାଜସ୍ୱ ନିରୀକ୍ଷକଙ୍କ ସର୍କଲ ରେ ଥିବା ବାଙ୍କପୁର ମୈଜା ର ଖାତା ନଂ -୨୩୬,ପ୍ଲଟ ନଂ -୪୩୨ ବଗାୟତ ୨ ଅନାବାଦୀ କିସମ ଜମିକୁ ଗ୍ରାମବାସୀ ଭୋଗଦଖଲ କରିଆସୁଥିବା ବେଳେ ସେହି ଗ୍ରାମ ର ପୃଥିରାଜ ସାମନ୍ତରାୟ ଏହାକୁ ନିଜର ପୈତୃକ ସମ୍ପତ୍ତି ବୋଲି ଦାବି କରି ଆସୁଥିଲେ । ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଗ୍ରାମ ର କିଛି ଗରିବ ଶ୍ରେଣୀ ର ବାସହୀନ ଲୋକଙ୍କୁ ଘର କରିବା ପାଇଁ ଦେଇଥିଲେ ଏବଂ କିଛି ଜଣ ମଧ୍ୟ ଏହି ଜାଗା ରେ ଘର କରି ବସବାସ କରୁଥିଲେ । ଏହାକୁ ନେଇ ପୃଥିରାଜ ସାମନ୍ତରାୟ ମାନ୍ୟବର ହାଇକୋର୍ଟ ଙ୍କ ନିକଟରେ ୦୮/୦୯/୨୦୨୫ ରେ O.P.L.E କେସ ନଂ ୩୬/୨୫-୨୬ ଏକ ମାମଲା ରୁଜୁ କରିଥିଲେ । ମାନ୍ୟବର ହାଇକୋର୍ଟ ୨୯/୦୯/୨୦୨୫ ରେ ଚିଠି ନଂ ୨୩୯୧୭/୨୫ ରେ ନୟାଗଡ଼ ସବ୍ କଲେକ୍ଟର ଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରଣପୁର ତହସିଲଦାର ଓ ଲୋଧଚୁଆ ରାଜସ୍ୱ ବିଭାଗ ଏହାର ତଦନ୍ତ କରି ସବ୍ କଲେକ୍ଟର ଙ୍କୁ ରିପୋର୍ଟ ଦେଲାପରେ ରଣପୁର ତହସିଲଦାର ୨୬/୦୩/୨୦୨୬ ଚିଠି ନଂ ୨୪୯୭ ରେ ଜବରଦଖଲକାରୀ ଙ୍କୁ ଜାଗା ଖାଲି କରିବା ପାଇଁ ନୋଟିସ ଦେଇଥିଲେ ।ଆଜି ରଣପୁର ତହସିଲଦାର ଏନଫୋର୍ସମେଣ୍ଟ ଟିମ୍ ର ସହାୟତା ରେ ଜବରଦଖଲ ଉଚ୍ଛେଦ ପାଇଁ ଆସିଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ ପରେ ରଣପୁର ତହସିଲଦାର ଓ ପୋଲିସ ଅଧିକାରୀ ଲୋକଙ୍କୁ ବୁଝସୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା ।ବାଧ୍ୟ ହୋଇ ପ୍ରଶାସନ ଆଜିର ଉଚ୍ଛେଦ ପ୍ରକ୍ରିୟା କୁ ସ୍ଥଗିତ ରଖିଥିବା ବେଳେ ରଣପୁର ପୋଲିସ ସରକାରୀ କାର୍ଯ୍ୟ ରେ ବାଧା ଦେବା ପାଇଁ ଗ୍ରାମବାସୀ ଙ୍କ ବିରୋଧ ରେ ମାମଲା ରୁଜୁ କରିଛି।
    1
    ବେଆଇନ ଜବରଦଖଲ ଉଚ୍ଛେଦ ନେଇ ରଣପୁର ତହସିଲଦାର ଙ୍କୁ ଗ୍ରାମବାସୀ ଙ୍କ ବିରୋଧ ।  
ଗ୍ରାମବାସୀ ଙ୍କ ବିରୋଧ ପାଇଁ ଉଚ୍ଛେଦ ପ୍ରକ୍ରିୟା ସ୍ଥଗିତ ।
ନୟାଗଡ଼ ଜିଲ୍ଲା ରଣପୁର ତହସିଲ ଲୋଧଚୁଆ  ରାଜସ୍ୱ ନିରୀକ୍ଷକଙ୍କ ସର୍କଲ ରେ ଥିବା ବାଙ୍କପୁର ମୈଜା ର ଖାତା ନଂ -୨୩୬,ପ୍ଲଟ ନଂ -୪୩୨ ବଗାୟତ ୨ ଅନାବାଦୀ କିସମ ଜମିକୁ ଗ୍ରାମବାସୀ ଭୋଗଦଖଲ କରିଆସୁଥିବା ବେଳେ ସେହି ଗ୍ରାମ ର ପୃଥିରାଜ ସାମନ୍ତରାୟ ଏହାକୁ ନିଜର  ପୈତୃକ ସମ୍ପତ୍ତି ବୋଲି ଦାବି କରି ଆସୁଥିଲେ । ଏହାକୁ ଗ୍ରାମବାସୀ ବିରୋଧ କରିବା ସହ ଗ୍ରାମ ର କିଛି ଗରିବ ଶ୍ରେଣୀ ର ବାସହୀନ ଲୋକଙ୍କୁ ଘର କରିବା ପାଇଁ ଦେଇଥିଲେ ଏବଂ କିଛି ଜଣ ମଧ୍ୟ ଏହି ଜାଗା ରେ ଘର  କରି ବସବାସ କରୁଥିଲେ   । ଏହାକୁ ନେଇ ପୃଥିରାଜ ସାମନ୍ତରାୟ ମାନ୍ୟବର ହାଇକୋର୍ଟ ଙ୍କ ନିକଟରେ  ୦୮/୦୯/୨୦୨୫ ରେ  O.P.L.E  କେସ ନଂ ୩୬/୨୫-୨୬ ଏକ ମାମଲା ରୁଜୁ କରିଥିଲେ । ମାନ୍ୟବର ହାଇକୋର୍ଟ ୨୯/୦୯/୨୦୨୫ ରେ ଚିଠି  ନଂ ୨୩୯୧୭/୨୫ ରେ  ନୟାଗଡ଼ ସବ୍ କଲେକ୍ଟର ଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରଣପୁର ତହସିଲଦାର ଓ ଲୋଧଚୁଆ ରାଜସ୍ୱ ବିଭାଗ ଏହାର ତଦନ୍ତ କରି ସବ୍ କଲେକ୍ଟର ଙ୍କୁ ରିପୋର୍ଟ ଦେଲାପରେ ରଣପୁର ତହସିଲଦାର ୨୬/୦୩/୨୦୨୬  ଚିଠି ନଂ ୨୪୯୭ ରେ ଜବରଦଖଲକାରୀ ଙ୍କୁ  ଜାଗା ଖାଲି କରିବା ପାଇଁ  ନୋଟିସ ଦେଇଥିଲେ ।ଆଜି ରଣପୁର ତହସିଲଦାର ଏନଫୋର୍ସମେଣ୍ଟ ଟିମ୍ ର ସହାୟତା ରେ ଜବରଦଖଲ ଉଚ୍ଛେଦ ପାଇଁ ଆସିଥିବା ବେଳେ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ ପରେ ରଣପୁର ତହସିଲଦାର ଓ ପୋଲିସ ଅଧିକାରୀ ଲୋକଙ୍କୁ ବୁଝସୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା ।ବାଧ୍ୟ ହୋଇ ପ୍ରଶାସନ ଆଜିର ଉଚ୍ଛେଦ ପ୍ରକ୍ରିୟା କୁ ସ୍ଥଗିତ ରଖିଥିବା ବେଳେ ରଣପୁର ପୋଲିସ ସରକାରୀ କାର୍ଯ୍ୟ ରେ ବାଧା ଦେବା ପାଇଁ ଗ୍ରାମବାସୀ ଙ୍କ ବିରୋଧ ରେ ମାମଲା ରୁଜୁ କରିଛି।
    user_Biswajit Nayak
    Biswajit Nayak
    Court reporter ରଣପୁର, ନୟାଗଡ଼, ଓଡ଼ିଶା•
    22 hrs ago
  • Post by Sujit Tripathy
    1
    Post by Sujit Tripathy
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    22 hrs ago
  • ଉଦଯାପିତ ହେଲା ଦୁଲଣା ମହୋତ୍ସବ #spnewstvliveodia #breakingnews #bankinews
    1
    ଉଦଯାପିତ ହେଲା ଦୁଲଣା ମହୋତ୍ସବ #spnewstvliveodia #breakingnews #bankinews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.