logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଉତ୍କଳ ଦିବସ ପାଳିତ*ଢେଙ୍କାନାଳ ଶାଖା ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି *ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଉତ୍କଳ ଦିବସ ପାଳିତ* ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସମ୍ପାଦକ ଅନିଲ ସାମଲଙ୍କ ତତ୍ୱାବଧାନରେ ରାଜ୍ୟ ସଂଗଠନ ସମ୍ପାଦକ ଭରତ କୁମାର ଦାସ, ସଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା, ଓଡାପଡ଼ା ବ୍ଲକ ସଭାପତି ଇଂ ପିତାମ୍ବର ଦାସ, ନଗର ଉପସଭାପତି ବିଜୟ ଦାସ, ବରିଷ୍ଠ ସଦସ୍ୟ ପ୍ରସନ୍ନ ବରାଳ, ଜୟଦେବ ବେହେରା, ଚିନ୍ମୟ ସେନାପତି, ବିଜୟ ନାଏକ ପ୍ରମୁଖ ଯୋଗଦେଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ଧୂପଦାନ ସହିତ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଓଡିଶା ପ୍ରଦେଶ ଗଠନ ଓ ମଧୁବାବୁଙ୍କ ବିଷୟରେ ଏକ ଆଲୋଚନା ଚକ୍ରରେ ସମସ୍ତେ ନିଜ ନିଜର ସୁଚିନ୍ତିତ ମତାମତ ରଖିଥିଲେ।

8 hrs ago
user_Tapasdas 6372788705
Tapasdas 6372788705
Photographer Gandia, Dhenkanal•
8 hrs ago
12abf7a0-d94a-45e3-bbad-eb5c3afe5e91
9f714610-ad67-434f-9af5-6f03b60f1dc9
a1eb92ca-7c48-4248-b545-c2f014495adb
d61ce647-b590-4d64-bf95-02823758e741

ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଉତ୍କଳ ଦିବସ ପାଳିତ*ଢେଙ୍କାନାଳ ଶାଖା ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି *ଢେଙ୍କାନାଳ ଆମ୍ ଆଦମୀ ପାର୍ଟି ପକ୍ଷରୁ ଉତ୍କଳ ଦିବସ ପାଳିତ* ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସମ୍ପାଦକ ଅନିଲ ସାମଲଙ୍କ ତତ୍ୱାବଧାନରେ ରାଜ୍ୟ ସଂଗଠନ ସମ୍ପାଦକ ଭରତ କୁମାର ଦାସ, ସଂସଦୀୟ କ୍ଷେତ୍ର ସଭାପତି ପଙ୍କଜ ନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର ବେହେରା, ଓଡାପଡ଼ା ବ୍ଲକ ସଭାପତି ଇଂ ପିତାମ୍ବର ଦାସ, ନଗର ଉପସଭାପତି ବିଜୟ ଦାସ, ବରିଷ୍ଠ ସଦସ୍ୟ ପ୍ରସନ୍ନ ବରାଳ, ଜୟଦେବ ବେହେରା, ଚିନ୍ମୟ ସେନାପତି, ବିଜୟ ନାଏକ ପ୍ରମୁଖ ଯୋଗଦେଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ଧୂପଦାନ ସହିତ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଓଡିଶା ପ୍ରଦେଶ ଗଠନ ଓ ମଧୁବାବୁଙ୍କ ବିଷୟରେ ଏକ ଆଲୋଚନା ଚକ୍ରରେ ସମସ୍ତେ ନିଜ ନିଜର ସୁଚିନ୍ତିତ ମତାମତ ରଖିଥିଲେ।

More news from Odisha and nearby areas
  • Post by Dipak Kumar Nayak
    2
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    4 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    6 hrs ago
  • ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି । ଭୁବନ ଥାନା ମାଳପୁର ଗ୍ରାମର ଯୁବକ ଆଲୋକ ସାମଲ ଗୁରୁତର ଭାବେ ଭର୍ତ୍ତି ହୋଇ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି । ,ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଆଲୋକଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଦାବି କରାଯାଇଛି, ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଥିଲା । ପରିବାର ପକ୍ଷରୁ ଅଭିଯୋଗ ଅନୁଯାୟୀ ମାଳପୁର ଗାମର ପବିତ୍ର ସାମଲଙ୍କ ପୁଅ ଆଲୋକ ସାମଲ ଗତକାଲି ପରେ ଏକ କାନ୍ଥ ଉପରକୁ ଚଢିଥିଲେ । ସେଠାରୁ ତଳକୁ ଡେଇଁପଡିବାରୁ ତଳେଥିବା ଏକ ସ୍ଲାବରେ ପେଟ ମାଡ ହୋଇଥିଲା । ଗୁରୁତର ଭାବେ ଉଦ୍ଧାର କରାଯାଇ ପ୍ରଥମେ ନିକଟସ୍ଥ ଚିକିତ୍ସାଳୟ ଓ ପରେ ଗତ ରାତିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଏଠାରେ ଡାକ୍ତର ଓ ନର୍ସ ଚିକିତ୍ସା କରିବାରେ ଅବହେରା କରିବାରୁ ଯୁବକ ଆଲୋକର ଜୀବନ ଚାଲିଯାଇଛି । ଏହାକୁ ନେଇ ଉତେଜନା ପ୍ରକାଶ ପାଇଥିଲା । ପରିବାର ଲୋକ ନ୍ୟାୟ ପାଇଁ ଦାବି କରିଛନ୍ତି ।
    1
    ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି । ଭୁବନ ଥାନା ମାଳପୁର ଗ୍ରାମର ଯୁବକ ଆଲୋକ ସାମଲ ଗୁରୁତର ଭାବେ ଭର୍ତ୍ତି ହୋଇ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି । ,ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଆଲୋକଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଦାବି କରାଯାଇଛି, ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଥିଲା । ପରିବାର ପକ୍ଷରୁ ଅଭିଯୋଗ ଅନୁଯାୟୀ ମାଳପୁର ଗାମର ପବିତ୍ର ସାମଲଙ୍କ ପୁଅ ଆଲୋକ ସାମଲ ଗତକାଲି ପରେ ଏକ କାନ୍ଥ ଉପରକୁ ଚଢିଥିଲେ । ସେଠାରୁ ତଳକୁ ଡେଇଁପଡିବାରୁ ତଳେଥିବା ଏକ ସ୍ଲାବରେ ପେଟ ମାଡ ହୋଇଥିଲା । ଗୁରୁତର ଭାବେ ଉଦ୍ଧାର କରାଯାଇ ପ୍ରଥମେ ନିକଟସ୍ଥ ଚିକିତ୍ସାଳୟ ଓ ପରେ ଗତ ରାତିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଏଠାରେ ଡାକ୍ତର ଓ ନର୍ସ ଚିକିତ୍ସା କରିବାରେ ଅବହେରା କରିବାରୁ ଯୁବକ ଆଲୋକର ଜୀବନ ଚାଲିଯାଇଛି । ଏହାକୁ ନେଇ ଉତେଜନା ପ୍ରକାଶ ପାଇଥିଲା । ପରିବାର ଲୋକ ନ୍ୟାୟ ପାଇଁ ଦାବି କରିଛନ୍ତି ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    8 hrs ago
  • ୫ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର।
    1
    ୫ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    15 hrs ago
  • Post by NEWS7ODIA
    1
    Post by NEWS7ODIA
    user_NEWS7ODIA
    NEWS7ODIA
    କୋରାଇ, ଯାଜପୁର, ଓଡ଼ିଶା•
    11 hrs ago
  • ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ନେଇଥିବା ମହାପୁରୁଷଙ୍କ ସ୍ମୃତିଚାରଣ କରିବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟ ସଭାପତି
    1
    ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ନେଇଥିବା ମହାପୁରୁଷଙ୍କ ସ୍ମୃତିଚାରଣ କରିବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟ ସଭାପତି
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    3 min ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    2 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.