logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ କମିଟି ବୈଠକ ଅନୁଷ୍ଠିତ, କଙ୍କିନlଳି ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବାଉଳିଗୋଡ, ଗୋଡାସନ୍ତ୍ରି ଗ୍ରାମପଞ୍ଚାୟତ ର ଭକ୍ତପୁର, ଗୋଡସନ୍ନ୍ତ୍ରି ଅରା ହାଟ ବଉଳିଗୋଡ, ସିମିଲିଛୁଇଁ, ଯୁହlରପୂର୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ

2 hrs ago
user_Laxmi behera
Laxmi behera
Social worker ବନାରପାଳ, ଅନୁଗୁଳ, ଓଡ଼ିଶା•
2 hrs ago
226b5a82-539c-4505-bbb1-7818d80d2c15

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ କମିଟି ବୈଠକ ଅନୁଷ୍ଠିତ, କଙ୍କିନlଳି ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବାଉଳିଗୋଡ, ଗୋଡାସନ୍ତ୍ରି ଗ୍ରାମପଞ୍ଚାୟତ ର ଭକ୍ତପୁର, ଗୋଡସନ୍ନ୍ତ୍ରି ଅରା ହାଟ ବଉଳିଗୋଡ, ସିମିଲିଛୁଇଁ, ଯୁହlରପୂର୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ

More news from Odisha and nearby areas
  • ଅଙ୍ଗାରବନ୍ଧ ବାବା ଚମ୍ପେଶ୍ୱର ପୀଠରେ ଶ୍ରାବଣ ଶେଷ ସୋମବାର: କାଉଡ଼ିଆ ଓ ଭକ୍ତଙ୍କ ପ୍ରବଳ ଭିଡ଼ ଅନୁଗୋଳ: ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଅନୁଗୋଳ ଜିଲ୍ଲା ଅଙ୍ଗାରବନ୍ଧସ୍ଥିତ ଚଣ୍ଡୀଖମଣ ବାବା ଚମ୍ପେଶ୍ୱର ଶୈବପୀଠରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ଭୋରୁ ଭୋରୁ ବାବାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଓ କାଉଡ଼ିଆଙ୍କ ଲମ୍ବା ଧାଡ଼ି ଲାଗିଥିଲା। ବହୁ ପୁରାତନ ଏହି ଶୈବପୀଠକୁ ଦୂରଦୂରାନ୍ତରୁ ବହୁ ସଂଖ୍ୟାରେ କାଉଡ଼ିଆ ଓ ଭକ୍ତମାନେ ଆସି ବାବା ଚମ୍ପେଶ୍ୱରଙ୍କ ଦର୍ଶନ କରିଥିଲେ। ମନ୍ଦିର ରାତି ପ୍ରାୟ ୩ଟାରେ ଖୋଲିବା ପୂର୍ବରୁ ହିଁ କାଉଡ଼ିଆମାନେ ଦର୍ଶନ ପାଇଁ ଧାଡ଼ିରେ ଅପେକ୍ଷା କରିଥିଲେ। ସକାଳ ହେବା ସହିତ ଅନ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟ ବଢ଼ିଥିଲା। ଭକ୍ତମାନେ ଯେପରି ସୁବ୍ୟବସ୍ଥିତ ଭାବେ ବାବାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ମନ୍ଦିର କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିଲା। ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଭିଡ଼ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଦୂରଦୂରାନ୍ତରୁ ଆସିଥିବା ଭକ୍ତଙ୍କ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସାଦ ସେବନ ଓ ଥଣ୍ଡା ପାନୀୟର ବ୍ୟବସ୍ଥା କରାଯାଇଥିଲା। ଏଥିସହ ବିଭିନ୍ନ ଯୁବ ସମାଜସେବୀ ସଂଗଠନ ପକ୍ଷରୁ ମଧ୍ୟ ଷ୍ଟଲ୍ ଖୋଲାଯାଇ ଭକ୍ତମାନଙ୍କୁ ବିଭିନ୍ନ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଇଥିଲା। ମନ୍ଦିର ପରିସର ଓ ଏହାର ଆଖପାଖରେ ବହୁ ସଂଖ୍ୟାରେ ଭୋଗ ସାମଗ୍ରୀ ଦୋକାନ ଖୋଲିଥିବାରୁ ପୂଜାର୍ଚ୍ଚନା ସହ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଶ୍ରାବଣ ଶେଷ ସୋମବାରରେ ବାବାଙ୍କ ଦର୍ଶନ ପାଇ ଭକ୍ତ ଓ କାଉଡ଼ିଆଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହର ମାହୋଲ ଦେଖିବାକୁ ମିଳିଥିଲା। ଅଙ୍ଗାରବନ୍ଧ ବାବା ଚମ୍ପେଶ୍ୱର ପୀଠରେ ଶ୍ରାବଣ ଶେଷ ସୋମବାର: କାଉଡ଼ିଆ ଓ ଭକ୍ତଙ୍କ ପ୍ରବଳ ଭିଡ଼ ଅନୁଗୋଳ: ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଅନୁଗୋଳ ଜିଲ୍ଲା ଅଙ୍ଗାରବନ୍ଧସ୍ଥିତ ଚଣ୍ଡୀଖମଣ ବାବା ଚମ୍ପେଶ୍ୱର ଶୈବପୀଠରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ଭୋରୁ ଭୋରୁ ବାବାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଓ କାଉଡ଼ିଆଙ୍କ ଲମ୍ବା ଧାଡ଼ି ଲାଗିଥିଲା। ବହୁ ପୁରାତନ ଏହି ଶୈବପୀଠକୁ ଦୂରଦୂରାନ୍ତରୁ ବହୁ ସଂଖ୍ୟାରେ କାଉଡ଼ିଆ ଓ ଭକ୍ତମାନେ ଆସି ବାବା ଚମ୍ପେଶ୍ୱରଙ୍କ ଦର୍ଶନ କରିଥିଲେ। ମନ୍ଦିର ରାତି ପ୍ରାୟ ୩ଟାରେ ଖୋଲିବା ପୂର୍ବରୁ ହିଁ କାଉଡ଼ିଆମାନେ ଦର୍ଶନ ପାଇଁ ଧାଡ଼ିରେ ଅପେକ୍ଷା କରିଥିଲେ। ସକାଳ ହେବା ସହିତ ଅନ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟ ବଢ଼ିଥିଲା। ଭକ୍ତମାନେ ଯେପରି ସୁବ୍ୟବସ୍ଥିତ ଭାବେ ବାବାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ମନ୍ଦିର କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିଲା। ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଭିଡ଼ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଦୂରଦୂରାନ୍ତରୁ ଆସିଥିବା ଭକ୍ତଙ୍କ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସାଦ ସେବନ ଓ ଥଣ୍ଡା ପାନୀୟର ବ୍ୟବସ୍ଥା କରାଯାଇଥିଲା। ଏଥିସହ ବିଭିନ୍ନ ଯୁବ ସମାଜସେବୀ ସଂଗଠନ ପକ୍ଷରୁ ମଧ୍ୟ ଷ୍ଟଲ୍ ଖୋଲାଯାଇ ଭକ୍ତମାନଙ୍କୁ ବିଭିନ୍ନ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଇଥିଲା। ମନ୍ଦିର ପରିସର ଓ ଏହାର ଆଖପାଖରେ ବହୁ ସଂଖ୍ୟାରେ ଭୋଗ ସାମଗ୍ରୀ ଦୋକାନ ଖୋଲିଥିବାରୁ ପୂଜାର୍ଚ୍ଚନା ସହ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଶ୍ରାବଣ ଶେଷ ସୋମବାରରେ ବାବାଙ୍କ ଦର୍ଶନ ପାଇ ଭକ୍ତ ଓ କାଉଡ଼ିଆଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହର ମାହୋଲ ଦେଖିବାକୁ ମିଳିଥିଲା।
    3
    ଅଙ୍ଗାରବନ୍ଧ ବାବା ଚମ୍ପେଶ୍ୱର ପୀଠରେ ଶ୍ରାବଣ ଶେଷ ସୋମବାର: କାଉଡ଼ିଆ ଓ ଭକ୍ତଙ୍କ ପ୍ରବଳ ଭିଡ଼

ଅନୁଗୋଳ: ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଅନୁଗୋଳ ଜିଲ୍ଲା ଅଙ୍ଗାରବନ୍ଧସ୍ଥିତ ଚଣ୍ଡୀଖମଣ ବାବା ଚମ୍ପେଶ୍ୱର ଶୈବପୀଠରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ଭୋରୁ ଭୋରୁ ବାବାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଓ କାଉଡ଼ିଆଙ୍କ ଲମ୍ବା ଧାଡ଼ି ଲାଗିଥିଲା।

ବହୁ ପୁରାତନ ଏହି ଶୈବପୀଠକୁ ଦୂରଦୂରାନ୍ତରୁ ବହୁ ସଂଖ୍ୟାରେ କାଉଡ଼ିଆ ଓ ଭକ୍ତମାନେ ଆସି ବାବା ଚମ୍ପେଶ୍ୱରଙ୍କ ଦର୍ଶନ କରିଥିଲେ। ମନ୍ଦିର ରାତି ପ୍ରାୟ ୩ଟାରେ ଖୋଲିବା ପୂର୍ବରୁ ହିଁ କାଉଡ଼ିଆମାନେ ଦର୍ଶନ ପାଇଁ ଧାଡ଼ିରେ ଅପେକ୍ଷା କରିଥିଲେ। ସକାଳ ହେବା ସହିତ ଅନ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ମଧ୍ୟ ବଢ଼ିଥିଲା।

ଭକ୍ତମାନେ ଯେପରି ସୁବ୍ୟବସ୍ଥିତ ଭାବେ ବାବାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ମନ୍ଦିର କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିଲା। ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଭିଡ଼ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା।

ଦୂରଦୂରାନ୍ତରୁ ଆସିଥିବା ଭକ୍ତଙ୍କ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସାଦ ସେବନ ଓ ଥଣ୍ଡା ପାନୀୟର ବ୍ୟବସ୍ଥା କରାଯାଇଥିଲା। ଏଥିସହ ବିଭିନ୍ନ ଯୁବ ସମାଜସେବୀ ସଂଗଠନ ପକ୍ଷରୁ ମଧ୍ୟ ଷ୍ଟଲ୍ ଖୋଲାଯାଇ ଭକ୍ତମାନଙ୍କୁ ବିଭିନ୍ନ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଇଥିଲା।

ମନ୍ଦିର ପରିସର ଓ ଏହାର ଆଖପାଖରେ ବହୁ ସଂଖ୍ୟାରେ ଭୋଗ ସାମଗ୍ରୀ ଦୋକାନ ଖୋଲିଥିବାରୁ ପୂଜାର୍ଚ୍ଚନା ସହ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଶ୍ରାବଣ ଶେଷ ସୋମବାରରେ ବାବାଙ୍କ ଦର୍ଶନ ପାଇ ଭକ୍ତ ଓ କାଉଡ଼ିଆଙ୍କ ମଧ୍ୟରେ ଆନନ୍ଦ ଓ ଉତ୍ସାହର ମାହୋଲ ଦେଖିବାକୁ ମିଳିଥିଲା।

    user_Shibaram naik
    Shibaram naik
    Nurse Anugul, Odisha•
    22 hrs ago
  • ହିନ୍ଦୋଳ ବନାଞ୍ଚଳ ଖାଲିବୋରେଇ ଫରେଷ୍ଟ ଏବଂ ବିଦ୍ୟୁତ ପ୍ରହରୀ ହାତୀ ମୃତ୍ୟୁ ଘଟଣାରେ ନିଲମ୍ବିତ. ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଖାଲିବିରେଇ ସେକ୍ସନ ଫରେଷ୍ଟର ଅନୁରାଗ ଆଚାର୍ଯ୍ୟ ଏବଂ ବିଦ୍ୟୁତ ପ୍ରହରୀ ଅରବିନ୍ଦ ନାୟକ ଆଜି ନିଲମ୍ବିତ. ଗତ ଏକ ସପ୍ତାହ ତଳେ ଈଶ୍ୱରାପାଳ ଶାଳ ଜଙ୍ଗଲରେ ଏକ ଦନ୍ତା ହାତୀ ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ମୃତ୍ୟୁ ଘଟିଥିଲା. କାର୍ଯ୍ୟରେ ଅବହେଳା ପାଇଁ ଆଜି ନିଲମ୍ବିତ ହୋଇଥିବାର ସୂଚନା.
    1
    ହିନ୍ଦୋଳ ବନାଞ୍ଚଳ ଖାଲିବୋରେଇ ଫରେଷ୍ଟ ଏବଂ ବିଦ୍ୟୁତ ପ୍ରହରୀ ହାତୀ ମୃତ୍ୟୁ ଘଟଣାରେ ନିଲମ୍ବିତ.
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଖାଲିବିରେଇ ସେକ୍ସନ ଫରେଷ୍ଟର ଅନୁରାଗ ଆଚାର୍ଯ୍ୟ ଏବଂ ବିଦ୍ୟୁତ ପ୍ରହରୀ ଅରବିନ୍ଦ ନାୟକ ଆଜି ନିଲମ୍ବିତ. ଗତ ଏକ ସପ୍ତାହ ତଳେ ଈଶ୍ୱରାପାଳ ଶାଳ ଜଙ୍ଗଲରେ ଏକ ଦନ୍ତା ହାତୀ ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ମୃତ୍ୟୁ ଘଟିଥିଲା. କାର୍ଯ୍ୟରେ ଅବହେଳା ପାଇଁ ଆଜି ନିଲମ୍ବିତ ହୋଇଥିବାର ସୂଚନା.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    19 hrs ago
  • ଢେଙ୍କାନାଳ ପୌରଅଧ୍ୟକ୍ଷ୍ୟା ପ୍ରୋସ ମିଟିଙ୍ଗି ରେ ବରିଷ୍ଟ ସମାଜସେବି ରାମଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା
    1
    ଢେଙ୍କାନାଳ ପୌରଅଧ୍ୟକ୍ଷ୍ୟା ପ୍ରୋସ ମିଟିଙ୍ଗି ରେ ବରିଷ୍ଟ ସମାଜସେବି ରାମଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    2 hrs ago
  • Slug: ଚୁକ୍ତିନାମା ଖିଲାପ କରି କାରଖାନା ଚଳାଇବାକୁ ଧମକ ଅଭିଯୋଗ.. Anchor: ଢେଙ୍କାନାଳର କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ କାରଖାନା ବିରୋଧରେ ଶ୍ରମିକ ସଂଘ ଆଣିଛି ସଙ୍ଗୀନ ଅଭିଯୋଗ, ଚୁକ୍ତିନାମାର ସମାଧାନ ନକରି ଏବଂ ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ ନକରି କାରଖାନା ଚଳାଇବାକୁ ଧମକ ଦିଆଯାଉଥିବା ସଂଘ ଅଭିଯୋଗ କରିଛି। ଦାବି ପୂରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ ଲେବର ୟୁନିୟନ ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀଙ୍କୁ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର ଅଭିଯୋଗ ଅନୁଯାୟୀ, ଗତ ଜାନୁଆରୀ ୬ ତାରିଖରୁ କାରଖାନାରେ ତାଲାବନ୍ଦ ରହିଛି, ଚୁକ୍ତିନାମାକୁ ୧୧ ମାସ ବିତିଥିଲେ ମଧ୍ୟ ଏହାର ସମାଧାନ ହୋଇନାହିଁ,ଏହା ସହିତ ଶ୍ରମିକଙ୍କ ୭ ମାସର ଇପିଏଫ୍‌ ପୈଠ ହୋଇନଥିବା ଅଭିଯୋଗ କରିଛି ସଂଘ, ତାଲାବନ୍ଦ ଉଠାଯାଇନଥିବା ସତ୍ତ୍ୱେ ବାହାର ଶ୍ରମିକଙ୍କୁ ନେଇ କାରଖାନା ଭିତରେ ମେସିନ୍‌ ମରାମତି କରାଯାଇଥିବା ମଧ୍ୟ ସଂଘ ଅଭିଯୋଗ କରିଛି। ଏହା ସହିତ କାରଖାନା ସମ୍ପର୍କିତ ବିବାଦରେ ଜିଲା ଶ୍ରମ ଅଧିକାରୀ ଶ୍ରମିକଙ୍କ ସ୍ୱାର୍ଥ ବିରୋଧରେ କାରଖାନା କର୍ତ୍ତୃପକ୍ଷଙ୍କୁ ସମର୍ଥନ କରୁଥିବା ସଂଘ ଅଭିଯୋଗ କରିଛି, ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ, ଚୁକ୍ତିନାମାର ସମାଧାନ ଏବଂ କାରଖାନା ପରିଚାଳନା ସମ୍ପର୍କିତ ବିବାଦର ଆଇନସମ୍ମତ ସମାଧାନ ପାଇଁ ପ୍ରଶାସନ ତୁରନ୍ତ ହସ୍ତକ୍ଷେପ କରୁ ବୋଲି ସଂଘ ଦାବି କରିଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି, ତେବେ ଏହି ଅଭିଯୋଗ ନେଇ କାରଖାନା କର୍ତ୍ତୃପକ୍ଷ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ, #tag #DhenkanalNews #Dhenkanal #KalingaJuteProducts #LabourUnion #WorkerProtest #EPF #FactoryDispute #LabourIssue #DhenkanalNewsOdisha #OdishaNews #BreakingNews #OdiaNews #WorkersRights #LabourNews
    1
    Slug: ଚୁକ୍ତିନାମା ଖିଲାପ କରି କାରଖାନା ଚଳାଇବାକୁ ଧମକ ଅଭିଯୋଗ..

Anchor:
ଢେଙ୍କାନାଳର କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ କାରଖାନା ବିରୋଧରେ ଶ୍ରମିକ ସଂଘ ଆଣିଛି ସଙ୍ଗୀନ ଅଭିଯୋଗ, ଚୁକ୍ତିନାମାର ସମାଧାନ ନକରି ଏବଂ ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ ନକରି କାରଖାନା ଚଳାଇବାକୁ ଧମକ ଦିଆଯାଉଥିବା ସଂଘ ଅଭିଯୋଗ କରିଛି। ଦାବି ପୂରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ ଲେବର ୟୁନିୟନ

ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀଙ୍କୁ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ସଂଘର ଅଭିଯୋଗ ଅନୁଯାୟୀ, ଗତ ଜାନୁଆରୀ ୬ ତାରିଖରୁ କାରଖାନାରେ ତାଲାବନ୍ଦ ରହିଛି, ଚୁକ୍ତିନାମାକୁ ୧୧ ମାସ ବିତିଥିଲେ ମଧ୍ୟ ଏହାର ସମାଧାନ ହୋଇନାହିଁ,ଏହା ସହିତ ଶ୍ରମିକଙ୍କ ୭ ମାସର ଇପିଏଫ୍‌ ପୈଠ ହୋଇନଥିବା ଅଭିଯୋଗ କରିଛି ସଂଘ,

ତାଲାବନ୍ଦ ଉଠାଯାଇନଥିବା ସତ୍ତ୍ୱେ ବାହାର ଶ୍ରମିକଙ୍କୁ ନେଇ କାରଖାନା ଭିତରେ ମେସିନ୍‌ ମରାମତି କରାଯାଇଥିବା ମଧ୍ୟ ସଂଘ ଅଭିଯୋଗ କରିଛି।

ଏହା ସହିତ କାରଖାନା ସମ୍ପର୍କିତ ବିବାଦରେ ଜିଲା ଶ୍ରମ ଅଧିକାରୀ ଶ୍ରମିକଙ୍କ ସ୍ୱାର୍ଥ ବିରୋଧରେ କାରଖାନା କର୍ତ୍ତୃପକ୍ଷଙ୍କୁ ସମର୍ଥନ କରୁଥିବା ସଂଘ ଅଭିଯୋଗ କରିଛି,

ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ, ଚୁକ୍ତିନାମାର ସମାଧାନ ଏବଂ କାରଖାନା ପରିଚାଳନା ସମ୍ପର୍କିତ ବିବାଦର ଆଇନସମ୍ମତ ସମାଧାନ ପାଇଁ ପ୍ରଶାସନ ତୁରନ୍ତ ହସ୍ତକ୍ଷେପ କରୁ ବୋଲି ସଂଘ ଦାବି କରିଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି,

ତେବେ ଏହି ଅଭିଯୋଗ ନେଇ କାରଖାନା କର୍ତ୍ତୃପକ୍ଷ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ,

#tag

#DhenkanalNews #Dhenkanal #KalingaJuteProducts #LabourUnion #WorkerProtest #EPF #FactoryDispute #LabourIssue #DhenkanalNewsOdisha #OdishaNews #BreakingNews #OdiaNews #WorkersRights #LabourNews
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    9 hrs ago
  • ୪୦ଟି ବାଲିଘାଟର ହେବ ନିଲାମ । କଟକ ଜିଲ୍ଲାରେ ବାଲି ଚୋରା ଚାଲାଣ ଉପରେ ଲାଗିପାରେ ବଡ଼ ରୋକ୍ ୪୦ଟି ବାଲିଘାଟର ହେବ ନିଲାମ । କଟକ ଜିଲ୍ଲାରେ ବାଲି ଚୋରା ଚାଲାଣ ଉପରେ ଲାଗିପାରେ ବଡ଼ ରୋକ୍ #LatestNews #UpdateNews #apanankakhabara #cuttack #Niali #jagatsinghpur #news #OdishaNews #odisha
    1
    ୪୦ଟି ବାଲିଘାଟର ହେବ ନିଲାମ । କଟକ ଜିଲ୍ଲାରେ ବାଲି ଚୋରା ଚାଲାଣ ଉପରେ ଲାଗିପାରେ ବଡ଼ ରୋକ୍ 
୪୦ଟି ବାଲିଘାଟର ହେବ ନିଲାମ । କଟକ ଜିଲ୍ଲାରେ ବାଲି ଚୋରା ଚାଲାଣ ଉପରେ ଲାଗିପାରେ ବଡ଼ ରୋକ୍  #LatestNews #UpdateNews #apanankakhabara #cuttack #Niali #jagatsinghpur #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    17 min ago
  • ଢେଙ୍କାନାଳ ଜିଲ୍ଲା ପୌରଅଧ୍ୟକ୍ଷ୍ୟା ଙ୍କ ପ୍ରୋସ୍ ମିଟିଙ୍ଗି ଶ୍ରୀମତୀ ଜୟନ୍ତି ପାତ୍ର କୁଟୁଣିଆ ବସ୍ତି ଭଙ୍ଗା ଯିବା ଘଟଣ କୁ ନେଇ
    1
    ଢେଙ୍କାନାଳ ଜିଲ୍ଲା ପୌରଅଧ୍ୟକ୍ଷ୍ୟା ଙ୍କ ପ୍ରୋସ୍ ମିଟିଙ୍ଗି ଶ୍ରୀମତୀ ଜୟନ୍ତି ପାତ୍ର
କୁଟୁଣିଆ ବସ୍ତି ଭଙ୍ଗା ଯିବା ଘଟଣ କୁ ନେଇ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    2 hrs ago
  • ଖମାର ମାର୍କେଟ ରେ ଟ୍ରକ୍ ଦୁର୍ଘଟଣା ରେ ଛାତ୍ର ମୃତ ............
    1
    ଖମାର ମାର୍କେଟ ରେ ଟ୍ରକ୍ ଦୁର୍ଘଟଣା ରେ ଛାତ୍ର ମୃତ ............
    user_DEB REPOTER
    DEB REPOTER
    Credit reporting agency Anugul, Odisha•
    18 hrs ago
  • ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡ, ଏନେଇ ଆଇନଜୀବିଙ୍କ ପ୍ରତିକ୍ରିୟା ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡରେ ଦଣ୍ଡ ଶୁଣାଇଲେ ଅନୁଗୋଳ ଆଡ ହକ୍ ଜଜ୍ (ଫାଷ୍ଟ ଟ୍ରାକ) ବିରଞ୍ଚି ନାରାୟଣ ମିଶ୍ର l ଏନେଇ ଆଇନଜୀବୀଙ୍କ ପ୍ରତିକ୍ରିୟା l
    1
    ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡ, ଏନେଇ ଆଇନଜୀବିଙ୍କ ପ୍ରତିକ୍ରିୟା 
ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡରେ ଦଣ୍ଡ ଶୁଣାଇଲେ ଅନୁଗୋଳ ଆଡ ହକ୍ ଜଜ୍ (ଫାଷ୍ଟ ଟ୍ରାକ) ବିରଞ୍ଚି ନାରାୟଣ ମିଶ୍ର l ଏନେଇ ଆଇନଜୀବୀଙ୍କ ପ୍ରତିକ୍ରିୟା l
    user_Priya Madhaba Das
    Priya Madhaba Das
    Journalist ତାଳଚେର ସଦର, ଅନୁଗୁଳ, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.