Shuru
Apke Nagar Ki App…
ବୌଦ୍ଧ ଜ଼ିଲ୍ଲାର ନୂତନ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ବିଦ୍ୟାପତି ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଗତମାସରେ ବୌଦ୍ଧରେ ରହିଥିବା ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହଙ୍କ ଝାରସୁଗୁଡ଼ା ବଦଳି ହୋଇଥିବା ବେଳେ ବୌଦ୍ଧ କୁ ବିଦ୍ୟାପତି ପଣ୍ଡା ଙ୍କ ବଦଳି ହୋଇଥିଲା ।
Ranjan Kumar Dash
ବୌଦ୍ଧ ଜ଼ିଲ୍ଲାର ନୂତନ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ବିଦ୍ୟାପତି ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଗତମାସରେ ବୌଦ୍ଧରେ ରହିଥିବା ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହଙ୍କ ଝାରସୁଗୁଡ଼ା ବଦଳି ହୋଇଥିବା ବେଳେ ବୌଦ୍ଧ କୁ ବିଦ୍ୟାପତି ପଣ୍ଡା ଙ୍କ ବଦଳି ହୋଇଥିଲା ।
More news from ଓଡ଼ିଶା and nearby areas
- ବୌଦ୍ଧ, ତା. ୧୭/୦୪ ଜନସାଧାରଣଙ୍କ ପାଖରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କିପରି ଉପଲବ୍ଧ ହେଉଛି, ତାହାର କ୍ଷେତ୍ରୀୟ ଅନୁସନ୍ଧାନ ପାଇଁ ଆଜି ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ବିଭିନ୍ନ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର ଓ ସ୍ୱାସ୍ଥ୍ୟକେନ୍ଦ୍ର ଅଚାନକ ପରିଦର୍ଶନ କରିଥିଲେ। ଏହି ପରିଦର୍ଶନ କ୍ରମରେ ସେ ପନଖିମାଲ ଓ କନକପୁର ପ୍ରାଥମିକ ବିଦ୍ୟାଳୟ ସହିତ ଗାଁ ର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯାଇଥିଲେ। ସେହିପରି ଦେଓବନ୍ଧ ବିଦ୍ୟାଳୟକୁ ମଧ୍ୟ ଗସ୍ତ କରିଥିଲେ। ସ୍କୁଲ୍ ଛାତ୍ରଛାତ୍ରୀମାନଙ୍କ ସହ କିଛି ସମୟ ବିତାଇ ତାଙ୍କୁ ପାଠ୍ୟପୁସ୍ତକ ପଢ଼ିବାକୁ କହି ସେମାନଙ୍କ ପଠନ କୌଶଳ ପରୀକ୍ଷା କରିଥିଲେ।ଏହା ସହିତ ଜିଲ୍ଲାପାଳ ବିଦ୍ୟାଳୟର ଶିକ୍ଷକମାନଙ୍କ ସହ ବାର୍ତ୍ତାଳାପ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ l ପରବର୍ତ୍ତୀକ୍ରମେ ସେ ବଘିଆପଡ଼ା ଓ ଆମ୍ବଝରି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପରିଦର୍ଶନ କରି ଡାକ୍ତର ଓ ରୋଗୀମାନଙ୍କ ସହ ମତବିନିମୟ କରିଥିଲେ। ସେଠାରେ ସ୍ୱାସ୍ଥ୍ୟ ସେବାର ମାନ ସମ୍ବନ୍ଧରେ ସମୀକ୍ଷା କରିଥିଲେ। ଜିଲ୍ଲାପାଳ ସମସ୍ତ ଶିକ୍ଷକ, ଅଙ୍ଗନବାଡ଼ି କର୍ମୀ, କର୍ମଚାରୀ ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇ କହିଥିଲେ ଯେ, ଜନସାଧାରଣଙ୍କ ପାଇଁ ସରକାରୀ ସେବା ସହଜ ଓ ଅବାଧ ଭାବେ ପ୍ରାପ୍ତ ହେବା ନିମିତ୍ତ ସମସ୍ତେ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ। ଏହି ଗସ୍ତ ସମୟରେ ଜିଲ୍ଲାପାଳଙ୍କ ସହ ବୌଦ୍ଧ ତହସିଲଦାର ଅନିତା କୁମାରୀ ସାହୁ ମଧ୍ୟ ଉପସ୍ଥିତ ଥିଲେ।1
- Post by Pitambar Sahu1
- Post by BAHUJAN ADHIKAR1
- ବୁଧବାର ଯାଏଁ ସମୟ ମାଗିଲେ ଜିଲ୍ଲାପାଳ ସୁବର୍ଣ୍ଣପୁର: ସୋନପୁର ପଲିଟେକନିକର ଛାତ୍ରୀଛାତ୍ରମାନେ ନିଜ ଆତ୍ମସମ୍ମାନ ପାଇଁ କଲେଜର ଅଧ୍ୟକ୍ଷଙ୍କ ବଦଳି ଦାବିରେ ଜିଲ୍ଲାପାଳଙ୍କୁ ଘେରାଓ କରିଥିଲେ। ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଛାତ୍ରୀଛାତ୍ରମାନଙ୍କୁ ଆଗାମୀ ବୁଧବାର ଦିନ ଯାଏଁ ସମାଧାନ ପାଇଁ ସମୟ ମାଗିଛନ୍ତି। ସୂଚନାଯୋଗ୍ୟଯେ, ପ୍ରିନ୍ସିପାଲ ପୁରୁଷ ଷ୍ଟାଫ ନେଇ ଛାତ୍ରୀଙ୍କ କଠୋରିକୁ ପ୍ରବେଶ କରିବା, ନିମ୍ନ ମାନର ପୋକରା ଖାଦ୍ୟ ପରିବେଷଣ କରିବା, ଅନାବଶ୍ୟକ ଟଙ୍କା ଅସୁଲି ପାଇଁ ଅଡ଼ିବସିବା ସହିତ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଭଳି ସଙ୍ଗିନ ଅଭିଯୋଗ କରିଥିଲେ ଛାତ୍ରୀଛାତ୍ରମାନେ।1
- Post by SONEPUR NEWS1
- Post by Sonepur news khulasa1
- Post by BAHUJAN ADHIKAR1
- Post by ଶ୍ରୀ ବଳଦେବ ବେଦବାକ୍1
- ଖରା ପାଇଁ ସ୍କୁଲ ଛୁଟି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ସ୍କୁଲ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି। ପରେ ପରିସ୍ଥିତି ଦେଖି ଖରାଛୁଟି ନିଷ୍ପତ୍ତି ନେବ ପ୍ରଶାସନ2