logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଟ୍ରାକ୍ଟର ଧକ୍କା ରେ ଦିବ୍ୟଙ୍ଗ ଙ୍କ ମୃତୁ। ଉତ୍ୟକ୍ତ ଲୋକମାନେ କ୍ଷତି ପୂରଣ ଦାବୀ ରେ ରାସ୍ତା ଅବରୋଧ କଲେ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରା ଛକ ଉପରେ ଟ୍ରାକ୍ଟର ଧକ୍କା ରେ ଜଣେ ଦିବ୍ୟଙ୍ଗ ଙ୍କ ଘଟଣା ସ୍ଥଳ ରେ ମୃତୁ ଘଟିଥିଲା, ମୃତ ଜଣକ ହେଲେ ସାନ ଚଢ଼ିଆପଢା ଗ୍ରାମ ର ମୁନା ଜେନା ବୋଲି ଜଣାପଡିଛି, ସେ ଛକ ରେ ପରିବା ବିକ୍ରି କରିବା ସମୟ ରେ ଏହି ଘଟଣା ଘଟିଥିଲା। ଘଟଣା ପ୍ରକଟ ହେବା ପରେ ଉତକ୍ତ୍ ଲୋକେ ରାସ୍ତା ଅବରୋଧ କରି ଥିଲେ। ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି।

1 day ago
user_User9947
User9947
Social worker Asika, Ganjam•
1 day ago
92f13659-6a06-4d47-979c-22fb64f0e5b9
9be23e06-6dbd-4d48-bd73-583bbaa1b06d
e9a10cbc-046a-4415-8068-d5a32020e97c
57c2d5c3-c0e6-407e-8cd5-a81b1aa34ebb

ଟ୍ରାକ୍ଟର ଧକ୍କା ରେ ଦିବ୍ୟଙ୍ଗ ଙ୍କ ମୃତୁ। ଉତ୍ୟକ୍ତ ଲୋକମାନେ କ୍ଷତି ପୂରଣ ଦାବୀ ରେ ରାସ୍ତା ଅବରୋଧ କଲେ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରା ଛକ ଉପରେ ଟ୍ରାକ୍ଟର ଧକ୍କା ରେ ଜଣେ ଦିବ୍ୟଙ୍ଗ ଙ୍କ ଘଟଣା ସ୍ଥଳ ରେ ମୃତୁ ଘଟିଥିଲା, ମୃତ ଜଣକ ହେଲେ ସାନ ଚଢ଼ିଆପଢା ଗ୍ରାମ ର ମୁନା ଜେନା ବୋଲି ଜଣାପଡିଛି, ସେ ଛକ ରେ ପରିବା ବିକ୍ରି କରିବା ସମୟ ରେ ଏହି ଘଟଣା ଘଟିଥିଲା। ଘଟଣା ପ୍ରକଟ ହେବା ପରେ ଉତକ୍ତ୍ ଲୋକେ ରାସ୍ତା ଅବରୋଧ କରି ଥିଲେ। ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି।

More news from Ganjam and nearby areas
  • ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକ ର ଅଧ୍ୟକ୍ଷ ଶ୍ରୀ ଯୁକ୍ତ କୃଷ୍ଣ ଚନ୍ଦ୍ର ନାୟକ ଙ୍କ ଉପରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇ ଥିଲା, ସୂଚନା ଅନୁସାରେ ଶ୍ରୀ ନାୟକ ବ୍ଲକ ପରିସର କାର୍ଯ୍ୟ ରତ ଥିବା ସମୟ ରେ କିଛି ଦୁର୍ବୃତ୍ତ ଅତର୍କିତ ଭାବେ ଆକ୍ରମଣ କରି ଲହୁ ଲୁହାଣ କରି ଦେଇଥିଲେ, ସ୍ଥାନୀୟ ଲୋକ ଉଦ୍ଧାର କରି ମେଡ଼ିକାଲ ନେଇ ଭର୍ତ୍ତି କରିଛନ୍ତି, ପୋଲିସ ଦୁର୍ବୃତ୍ତ ମାନଙ୍କୁ ଧରିବାକୁ ବିଭିନ୍ନ ଜାଗାରେ ଚଢାଉ କରିଛି। ଏବଂ ଖୁବ୍ ଶୀଘ୍ର ଅପରାଧୀ ମାନଙ୍କୁ ଗିରଫ କରାଯିବ ବୋଲି କୁହାଯାଇଛି।
    1
    ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକ ର ଅଧ୍ୟକ୍ଷ ଶ୍ରୀ ଯୁକ୍ତ କୃଷ୍ଣ ଚନ୍ଦ୍ର ନାୟକ ଙ୍କ ଉପରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇ ଥିଲା, ସୂଚନା ଅନୁସାରେ ଶ୍ରୀ ନାୟକ ବ୍ଲକ ପରିସର କାର୍ଯ୍ୟ ରତ ଥିବା ସମୟ ରେ କିଛି ଦୁର୍ବୃତ୍ତ ଅତର୍କିତ ଭାବେ ଆକ୍ରମଣ କରି ଲହୁ ଲୁହାଣ କରି ଦେଇଥିଲେ, ସ୍ଥାନୀୟ ଲୋକ ଉଦ୍ଧାର କରି ମେଡ଼ିକାଲ ନେଇ ଭର୍ତ୍ତି କରିଛନ୍ତି, ପୋଲିସ ଦୁର୍ବୃତ୍ତ ମାନଙ୍କୁ ଧରିବାକୁ ବିଭିନ୍ନ ଜାଗାରେ ଚଢାଉ କରିଛି। ଏବଂ ଖୁବ୍ ଶୀଘ୍ର ଅପରାଧୀ ମାନଙ୍କୁ ଗିରଫ କରାଯିବ ବୋଲି କୁହାଯାଇଛି।
    user_User9947
    User9947
    Social worker Asika, Ganjam•
    6 hrs ago
  • ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | ଗଣେଶ ପାଣିଗ୍ରାହୀ ବରାଡ଼ବିଲି 10/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | 
ଗଣେଶ ପାଣିଗ୍ରାହୀ  ବରାଡ଼ବିଲି 10/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି   ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ  ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି  ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | 
ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_Utkal Gourav
    Utkal Gourav
    Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    7 hrs ago

    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    9 hrs ago

  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    5 hrs ago
  • Post by Social Service
    1
    Post by Social Service
    user_Social Service
    Social Service
    ଖଣ୍ଡପଡ଼ା, ନୟାଗଡ଼, ଓଡ଼ିଶା•
    3 hrs ago
  • କଣାସ ବ୍ଲକ ର ଅଣ୍ଡାଳସିଂହ ନିକଟରେ ଆଜି ସନ୍ଧ୍ୟାରେ ବାଇକି ଓଡି13ୟୁ 9407 ମଟର ସାଇକେଲରେ ଯୋଗେ ଦୁଇ ଜଣ ଯୁବକ ଆସୁଥିବା ବେଳେ ଗୋଟିଏ କାର ଓଡି 02ବି ଜେ 1368 ନାଲି ରଙ୍ଗର କାର ଟି ବାଇକି କୁ ଧକା ଦେବାରୁ ବାଇକିରେ ଆସୁଥିବା ସତ୍ୟବାଦୀ ମଧୁବନ ଅଂଚଳର ନାରାୟଣ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିଶ୍ଚିତ ହେଉଛନ୍ତି, ଖବର ପାଇ କଣାସ ପୁଲିସ ଘଟଣା ସ୍ଥଳରେ ପହଂଚି କାରକୁ ଜବତ କରି ତଦନ୍ତ ଚଳାଇଛନ୍ତି |
    2
    କଣାସ ବ୍ଲକ ର ଅଣ୍ଡାଳସିଂହ ନିକଟରେ ଆଜି ସନ୍ଧ୍ୟାରେ ବାଇକି ଓଡି13ୟୁ 9407 ମଟର ସାଇକେଲରେ ଯୋଗେ ଦୁଇ ଜଣ ଯୁବକ ଆସୁଥିବା ବେଳେ ଗୋଟିଏ କାର ଓଡି 02ବି ଜେ 1368 ନାଲି ରଙ୍ଗର କାର ଟି ବାଇକି କୁ ଧକା ଦେବାରୁ ବାଇକିରେ ଆସୁଥିବା ସତ୍ୟବାଦୀ ମଧୁବନ ଅଂଚଳର ନାରାୟଣ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିଶ୍ଚିତ ହେଉଛନ୍ତି, ଖବର ପାଇ କଣାସ ପୁଲିସ ଘଟଣା ସ୍ଥଳରେ ପହଂଚି କାରକୁ ଜବତ କରି ତଦନ୍ତ ଚଳାଇଛନ୍ତି |
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    18 min ago
  • ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | ଗଣେଶ ପାଣିଗ୍ରାହୀ ବରାଡ଼ବିଲି 10/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | 
ଗଣେଶ ପାଣିଗ୍ରାହୀ  ବରାଡ଼ବିଲି 10/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି   ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ  ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି  ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | 
ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.