Shuru
Apke Nagar Ki App…
ଶିବରାତ୍ରୀ ସାରି ଫେରୁଥିବା ବେଳେ ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଢେଙ୍କାନାଳ -: ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କାମାକ୍ଷାନଗର-ଢେଙ୍କାନାଳ ମୁଖ୍ୟ ରାସ୍ତାର ମହୁଲି ଗାଁ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କର ଜୀବନ ଯାଇଛି। ମୃତ ଯୁବକ ଜଣଙ୍କ ନୂଆ ମହୁଲି ଗାଁର ପୃଥ୍ଵୀରାଜ ବିଶ୍ୱାଳ। ପୃଥ୍ଵୀରାଜ ବିଳମ୍ବିତ ରାତିରେ ଅଁଳାବେରେଣୀ ଶିବ ମନ୍ଦିରରୁ ଜାଗର ସାରି ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ତେବେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ତୁମୁସିଙ୍ଗା ପୋଲିସ ମୃତଦେହକୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ସେପଟେ ପୃଥ୍ଵୀରାଜଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଢେଙ୍କାନାଳରୁ ସ୍ୱତନ୍ତ୍ର ପ୍ରତିନିଧି ଅକ୍ଷୟ କୁମାର ନନ୍ଦଙ୍କ ରିପୋର୍ଟ dhenkanal news odisha
Dhenkanal News

More news from ଓଡ଼ିଶା and nearby areas
- ଚାଷୀଙ୍କ ପାଇଁ ବିଜେଡି ଫଁ ଫଁ ହେଉଛି | ବିଜେଡ଼ି ଅମଳରେ ଥିଲା କି ସତ୍ୟ ଯୁଗ ! ଭୁବନେଶ୍ବର, ଓଡ଼ିଶା #bhubaneswar #odisha1
- Post by NEWS MANORANJAN1
- Post by Gagan Bhoi1
- ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟ କେଲୁଅ ନଦୀରେ ଗାଧୋଇବା ସମୟରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ସୂଚନା ମୁତାବକ କୁଆଖିଆ ଥାନା ଅନ୍ତର୍ଗତ ଢିଅ କୁରାନ୍ସ ଗ୍ରାମର ଆସିଫ ଖାଁ ଧର୍ମଶାଳା ଥାନା ନେଉଳ ପୁର ଗ୍ରାମକୁ ବିବାହ ଉତ୍ସବରେ ଆସିଥିଲା l ସେ ଓ ତାଙ୍କ ସାଙ୍ଗମାନେ ମିର୍ଜାପୁର ନିକଟ କେଲୁଅ ନଦୀରେ ଗାଧୋଇବା ପାଇଁ ଯାଇଥିଲେl ସେଠାରେ ଗାଧୋଇବା ସମୟରେ ତୁଠ ପଥରରେ ଗୋଡ଼ ଖସି ଯାଇଥିଲା...1
- Post by ନିଷ୍ଠୁର ଦୁନିଆ Live1
- ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ1
- ବହୁତ୍ କିଛି କହିଗଲେ ସମ୍ବଲପୁରର ବିଜେଡ଼ି ନେତା | ଆମ ବେଳେ ଏମିତି ନଥିଲା, ତୁମ ବେଳେ କାହିଁକି ! ଭୁବନେଶ୍ୱର ସ୍ଥିତ, ଶଙ୍ଖ ଭବନରେ ହୋଇଥିବା ସାମ୍ବାଦିକ ସମ୍ମିଳନୀ | ଭୁବନେଶ୍ବର, ଓଡ଼ିଶା #bhubaneswar #odisha1
- Post by NEWS MANORANJAN1
- Post by Ranjan hota1