logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଷ୍ଟାର୍ଟଅପ୍ ଇନୋଭେସନ ପ୍ରୋଗ୍ରାମ ବରଗଡ(ସନ୍ଧାନ ନିଉଜ)୨୫/୮ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନବସୃଜନ ଉଦ୍ୟୋଗକୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । " ବଡ଼ ପରିବର୍ତ୍ତନ ସବୁବେଳେ ବଡ଼ ଚିନ୍ତାରୁ ନୁହେଁ , ଏକ ଛୋଟ ନୂଆ ଧାରଣାରୁ ମଧ୍ୟ ଆରମ୍ଭ ହୋଇପାରେ ବୋଲି ଅଧ୍ୟକ୍ଷ ଶ୍ରୀ ବାରିକ ମତ ରଖିଥିଲେ । ଇଂରାଜୀ ବିଭାଗର ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଧାରଣା ଦେବା ସହିତ ସେ ଦିଗରେ କାର୍ଯ୍ୟ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ପ୍ରାଧ୍ୟାପକ ପ୍ରଭାତ କୁମାର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଆମନିର୍ଭର ହେବା ପାଇଁ ପ୍ରେରଣା ଦେଇଥିଲେ । ଅଧ୍ୟାପକ ପ୍ରଦୀପ କୁମାର ଦେୱାନ ନୂଆ ନୂଆ ଚିନ୍ତାଧାରା ଉପରେ ମନ୍ତବ୍ୟ ରଖିଥିବା ବେଳେ ପ୍ରାଧ୍ୟାପିକା ମୀନା କୁମାରୀ ସାହୁ ମଧ୍ୟ ନବସୃଜନାତ୍ମକ ଶକ୍ତି ମାଧ୍ୟମରେ କାମ କରି ଆଗକୁ ବଢିବା ପାଇଁ ପ୍ରେରଣା ଦେଇଥିଲେ । ଏହି ଅବସରରେ ଷ୍ଟାର୍ଟଅପ୍ ଇନୋଭେସନ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ସହ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।କୃତି ଛାତ୍ରଛାତ୍ରୀ ମାନେ ହେଲେ ସୌମ୍ୟରଞ୍ଜନ ହୋତା (ପ୍ରଥମ ) ଭାରତୀ ପଟେଲ (ଦ୍ୱିତୀୟ) ଓ ସୁରଜ ପ୍ରଧାନ (ତୃତୀୟ ) । ସଭା ଶେଷରେ ଅଧ୍ୟାପିକା ପୁଷ୍ପ ମଞ୍ଜରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସଭାଟିକୁ ସଫଳ କରିବାରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ ।

12 hrs ago
user_Manash Rout
Manash Rout
ଧର୍ମଶାଳା, ଯାଜପୁର, ଓଡ଼ିଶା•
12 hrs ago
0859f400-731b-43a3-a27a-8bdce14ca235

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଷ୍ଟାର୍ଟଅପ୍ ଇନୋଭେସନ ପ୍ରୋଗ୍ରାମ ବରଗଡ(ସନ୍ଧାନ ନିଉଜ)୨୫/୮ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନବସୃଜନ ଉଦ୍ୟୋଗକୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । " ବଡ଼ ପରିବର୍ତ୍ତନ ସବୁବେଳେ ବଡ଼ ଚିନ୍ତାରୁ ନୁହେଁ , ଏକ ଛୋଟ ନୂଆ ଧାରଣାରୁ ମଧ୍ୟ ଆରମ୍ଭ ହୋଇପାରେ ବୋଲି ଅଧ୍ୟକ୍ଷ ଶ୍ରୀ ବାରିକ ମତ ରଖିଥିଲେ । ଇଂରାଜୀ ବିଭାଗର ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଧାରଣା ଦେବା ସହିତ ସେ ଦିଗରେ କାର୍ଯ୍ୟ କରିବା ପାଇଁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ପ୍ରାଧ୍ୟାପକ ପ୍ରଭାତ କୁମାର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଆମନିର୍ଭର ହେବା ପାଇଁ ପ୍ରେରଣା ଦେଇଥିଲେ । ଅଧ୍ୟାପକ ପ୍ରଦୀପ କୁମାର ଦେୱାନ ନୂଆ ନୂଆ ଚିନ୍ତାଧାରା ଉପରେ ମନ୍ତବ୍ୟ ରଖିଥିବା ବେଳେ ପ୍ରାଧ୍ୟାପିକା ମୀନା କୁମାରୀ ସାହୁ ମଧ୍ୟ ନବସୃଜନାତ୍ମକ ଶକ୍ତି ମାଧ୍ୟମରେ କାମ କରି ଆଗକୁ ବଢିବା ପାଇଁ ପ୍ରେରଣା ଦେଇଥିଲେ । ଏହି ଅବସରରେ ଷ୍ଟାର୍ଟଅପ୍ ଇନୋଭେସନ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣପତ୍ର ସହ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।କୃତି ଛାତ୍ରଛାତ୍ରୀ ମାନେ ହେଲେ ସୌମ୍ୟରଞ୍ଜନ ହୋତା (ପ୍ରଥମ ) ଭାରତୀ ପଟେଲ (ଦ୍ୱିତୀୟ) ଓ ସୁରଜ ପ୍ରଧାନ (ତୃତୀୟ ) । ସଭା ଶେଷରେ ଅଧ୍ୟାପିକା ପୁଷ୍ପ ମଞ୍ଜରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ ସଭାଟିକୁ ସଫଳ କରିବାରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ ।

More news from ଓଡ଼ିଶା and nearby areas
  • ❤️❤️❤️🌺🌺🌺🙏🙏🙏ଓଁ ଜୟ ଜଗଦୀଶ ହରେ. 🙏🙏🙏🌺🌺🌺❤️❤️❤️..
    1
    ❤️❤️❤️🌺🌺🌺🙏🙏🙏ଓଁ ଜୟ ଜଗଦୀଶ ହରେ. 🙏🙏🙏🌺🌺🌺❤️❤️❤️..
    user_ରମେଶ ଚନ୍ଦ୍ର ଜେନା
    ରମେଶ ଚନ୍ଦ୍ର ଜେନା
    Teacher ଧର୍ମଶାଳା, ଯାଜପୁର, ଓଡ଼ିଶା•
    9 hrs ago
  • ରିଲିଫ କୁ ନେଇ ପ୍ରମିଳା ଓ ବବିତା ମୁହାଁମୁହିଁ, ବନ୍ୟା ବେଳେ ବାଦିପାଲା,ନେତାମାନଙ୍କ ମଧ୍ୟରେ ଥମିବାର ନାଁ ଧରୁନି ବାକ୍ ଯୁଦ୍ଧ । ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବନ୍ୟା ଓ ରିଲିଫ ବଣ୍ଟନକୁ ନେଇ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଏବଂ ବିଜେପି ନେତ୍ରୀ ବବିତା ମଲ୍ଲିକଙ୍କ ମଧ୍ୟରେ ରାଜନୈତିକ ତର୍କ ଏବଂ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି।ପ୍ରମିଳା ବନ୍ୟା ଓ ରିଲିଫ ବଣ୍ଟନରେ ଅବହେଳା ଏବଂ ପ୍ରଶାସନିକ ବିଳମ୍ବ ପ୍ରସଙ୍ଗରେ ବିଜେଡି MLA ପ୍ରମିଳା ମଲ୍ଲିକ ସରକାର ତଥା କର୍ତ୍ତୃପକ୍ଷଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି।ଅନ୍ୟପକ୍ଷରେ ବିଜେପି ନେତ୍ରୀ ବବିତା ମଲ୍ଲିକ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରମିଳା ମଲ୍ଲିକଙ୍କ ରାଜନୀତିକୁ ଟାର୍ଗେଟ କରି କଡ଼ା ଜବାବ ଦେଇଛନ୍ତି
    1
    ରିଲିଫ କୁ ନେଇ ପ୍ରମିଳା ଓ ବବିତା ମୁହାଁମୁହିଁ, ବନ୍ୟା ବେଳେ ବାଦିପାଲା,ନେତାମାନଙ୍କ ମଧ୍ୟରେ ଥମିବାର ନାଁ ଧରୁନି ବାକ୍ ଯୁଦ୍ଧ ।  
ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବନ୍ୟା ଓ ରିଲିଫ ବଣ୍ଟନକୁ ନେଇ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଏବଂ ବିଜେପି ନେତ୍ରୀ ବବିତା ମଲ୍ଲିକଙ୍କ ମଧ୍ୟରେ ରାଜନୈତିକ ତର୍କ ଏବଂ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି।ପ୍ରମିଳା ବନ୍ୟା ଓ ରିଲିଫ ବଣ୍ଟନରେ ଅବହେଳା ଏବଂ ପ୍ରଶାସନିକ ବିଳମ୍ବ ପ୍ରସଙ୍ଗରେ ବିଜେଡି MLA ପ୍ରମିଳା ମଲ୍ଲିକ ସରକାର ତଥା କର୍ତ୍ତୃପକ୍ଷଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି।ଅନ୍ୟପକ୍ଷରେ ବିଜେପି ନେତ୍ରୀ ବବିତା ମଲ୍ଲିକ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରମିଳା ମଲ୍ଲିକଙ୍କ ରାଜନୀତିକୁ ଟାର୍ଗେଟ କରି କଡ଼ା ଜବାବ ଦେଇଛନ୍ତି
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    13 hrs ago
  • ଚୋରା ନିଶାଦ୍ରବ୍ୟ କାରବାର ବିରୋଧରେ ରାଷ୍ଟ୍ରୀୟ ବଜରଂଗ ଦଳ ଘେରୋଉ କଲେ ଅବକାରୀ ଅଫିସ। ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଚୋରା ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗୁଛି। ଆଜିର ଦିନରେ ଗାଁ ଗଣ୍ଡାରେ ଯୁବ ପିଢିଙ୍କୁ ପଥଭ୍ରଷ୍ଟ କରୁଛି ବିଭିନ୍ନ ପ୍ରକାରର ନିଶା । ଏହି ନିଶା ବେପାରୀଙ୍କ ବିରୋଧରେ ରାଷ୍ଟ୍ରୀୟ ବଜରଂଗ ଦଳ ଘେରାଉ କଲେ ଅବକାରୀ ଅଫିସ ।
    1
    ଚୋରା ନିଶାଦ୍ରବ୍ୟ କାରବାର ବିରୋଧରେ ରାଷ୍ଟ୍ରୀୟ ବଜରଂଗ ଦଳ ଘେରୋଉ କଲେ ଅବକାରୀ ଅଫିସ।

ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଚୋରା ନିଶାଦ୍ରବ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗୁଛି। ଆଜିର ଦିନରେ ଗାଁ ଗଣ୍ଡାରେ ଯୁବ ପିଢିଙ୍କୁ ପଥଭ୍ରଷ୍ଟ କରୁଛି ବିଭିନ୍ନ ପ୍ରକାରର ନିଶା । ଏହି ନିଶା ବେପାରୀଙ୍କ ବିରୋଧରେ ରାଷ୍ଟ୍ରୀୟ ବଜରଂଗ ଦଳ ଘେରାଉ କଲେ ଅବକାରୀ ଅଫିସ ।
    user_ରଞ୍ଜନ କୁମାର ଦଳାଇ
    ରଞ୍ଜନ କୁମାର ଦଳାଇ
    ଧର୍ମଶାଳା, ଯାଜପୁର, ଓଡ଼ିଶା•
    17 hrs ago
  • balibil gopala sahi ra pani rastare jami rahithibaru jiba asiba pani asubidha hauchi
    1
    balibil gopala sahi ra pani rastare jami rahithibaru jiba asiba pani asubidha hauchi
    user_Kunal
    Kunal
    Grain Shop ବାରି ରାମଚନ୍ଦ୍ରପୁର, ଯାଜପୁର, ଓଡ଼ିଶା•
    16 hrs ago
  • ତିନି ଲକ୍ଷ ଲୋକଙ୍କ ନିର୍ଭର କରୁଥିବା ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତର ଖାନାରେ ଡକ୍ତର ଅଭାବ ତିନି ଲକ୍ଷ ଲୋକଙ୍କ ନିର୍ଭର କରୁଥିବା ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତର ଖାନାରେ ଡକ୍ତର ଅଭାବ #LatestNews #UpdateNews #apanankakhabara #news #OdishaNews #odisha
    1
    ତିନି ଲକ୍ଷ ଲୋକଙ୍କ ନିର୍ଭର କରୁଥିବା ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତର ଖାନାରେ ଡକ୍ତର ଅଭାବ 
ତିନି ଲକ୍ଷ ଲୋକଙ୍କ ନିର୍ଭର କରୁଥିବା ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତର ଖାନାରେ ଡକ୍ତର ଅଭାବ #LatestNews #UpdateNews #apanankakhabara #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    14 hrs ago
  • ବନ୍ତ ପୋଲିସ ର ବଡ ସଫଳତା କୁଖ୍ୟାତ ଡକାୟତଙ୍କୁ ଧରିବାରେ ସଫଳ ହେଲା ବନ୍ତ ପୋଲିସ। ବନ୍ତ ପୋଲିସ ର ବଡ ସଫଳତା କୁଖ୍ୟାତ ଡକାୟତଙ୍କୁ ଧରିବାରେ ସଫଳ ହେଲା ବନ୍ତ ପୋଲିସ। ରାତି ଅନ୍ଧାର ର ସୁଜଗ ନେଇ ଚୋରି କରୁଥିଲେ ଟ୍ରାନସଫର୍ମର ରୁ ମୂଲ୍ୟବାନ କଏଲ ଓ ଲାଇନ୍ ତାର ।
    1
    ବନ୍ତ ପୋଲିସ ର ବଡ ସଫଳତା କୁଖ୍ୟାତ ଡକାୟତଙ୍କୁ ଧରିବାରେ ସଫଳ ହେଲା ବନ୍ତ ପୋଲିସ।
ବନ୍ତ ପୋଲିସ ର ବଡ ସଫଳତା କୁଖ୍ୟାତ ଡକାୟତଙ୍କୁ ଧରିବାରେ ସଫଳ ହେଲା ବନ୍ତ ପୋଲିସ। ରାତି ଅନ୍ଧାର ର ସୁଜଗ ନେଇ ଚୋରି କରୁଥିଲେ ଟ୍ରାନସଫର୍ମର ରୁ ମୂଲ୍ୟବାନ କଏଲ ଓ ଲାଇନ୍ ତାର ।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    22 hrs ago
  • Slug: ଚୁକ୍ତିନାମା ଖିଲାପ କରି କାରଖାନା ଚଳାଇବାକୁ ଧମକ ଅଭିଯୋଗ.. Anchor: ଢେଙ୍କାନାଳର କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ କାରଖାନା ବିରୋଧରେ ଶ୍ରମିକ ସଂଘ ଆଣିଛି ସଙ୍ଗୀନ ଅଭିଯୋଗ, ଚୁକ୍ତିନାମାର ସମାଧାନ ନକରି ଏବଂ ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ ନକରି କାରଖାନା ଚଳାଇବାକୁ ଧମକ ଦିଆଯାଉଥିବା ସଂଘ ଅଭିଯୋଗ କରିଛି। ଦାବି ପୂରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ ଲେବର ୟୁନିୟନ ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀଙ୍କୁ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଂଘର ଅଭିଯୋଗ ଅନୁଯାୟୀ, ଗତ ଜାନୁଆରୀ ୬ ତାରିଖରୁ କାରଖାନାରେ ତାଲାବନ୍ଦ ରହିଛି, ଚୁକ୍ତିନାମାକୁ ୧୧ ମାସ ବିତିଥିଲେ ମଧ୍ୟ ଏହାର ସମାଧାନ ହୋଇନାହିଁ,ଏହା ସହିତ ଶ୍ରମିକଙ୍କ ୭ ମାସର ଇପିଏଫ୍‌ ପୈଠ ହୋଇନଥିବା ଅଭିଯୋଗ କରିଛି ସଂଘ, ତାଲାବନ୍ଦ ଉଠାଯାଇନଥିବା ସତ୍ତ୍ୱେ ବାହାର ଶ୍ରମିକଙ୍କୁ ନେଇ କାରଖାନା ଭିତରେ ମେସିନ୍‌ ମରାମତି କରାଯାଇଥିବା ମଧ୍ୟ ସଂଘ ଅଭିଯୋଗ କରିଛି। ଏହା ସହିତ କାରଖାନା ସମ୍ପର୍କିତ ବିବାଦରେ ଜିଲା ଶ୍ରମ ଅଧିକାରୀ ଶ୍ରମିକଙ୍କ ସ୍ୱାର୍ଥ ବିରୋଧରେ କାରଖାନା କର୍ତ୍ତୃପକ୍ଷଙ୍କୁ ସମର୍ଥନ କରୁଥିବା ସଂଘ ଅଭିଯୋଗ କରିଛି, ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ, ଚୁକ୍ତିନାମାର ସମାଧାନ ଏବଂ କାରଖାନା ପରିଚାଳନା ସମ୍ପର୍କିତ ବିବାଦର ଆଇନସମ୍ମତ ସମାଧାନ ପାଇଁ ପ୍ରଶାସନ ତୁରନ୍ତ ହସ୍ତକ୍ଷେପ କରୁ ବୋଲି ସଂଘ ଦାବି କରିଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି, ତେବେ ଏହି ଅଭିଯୋଗ ନେଇ କାରଖାନା କର୍ତ୍ତୃପକ୍ଷ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ, #tag #DhenkanalNews #Dhenkanal #KalingaJuteProducts #LabourUnion #WorkerProtest #EPF #FactoryDispute #LabourIssue #DhenkanalNewsOdisha #OdishaNews #BreakingNews #OdiaNews #WorkersRights #LabourNews
    1
    Slug: ଚୁକ୍ତିନାମା ଖିଲାପ କରି କାରଖାନା ଚଳାଇବାକୁ ଧମକ ଅଭିଯୋଗ..

Anchor:
ଢେଙ୍କାନାଳର କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ କାରଖାନା ବିରୋଧରେ ଶ୍ରମିକ ସଂଘ ଆଣିଛି ସଙ୍ଗୀନ ଅଭିଯୋଗ, ଚୁକ୍ତିନାମାର ସମାଧାନ ନକରି ଏବଂ ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ ନକରି କାରଖାନା ଚଳାଇବାକୁ ଧମକ ଦିଆଯାଉଥିବା ସଂଘ ଅଭିଯୋଗ କରିଛି। ଦାବି ପୂରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି କଳିଙ୍ଗ ଝୁଟ୍‌ ପ୍ରଡକ୍ଟସ୍‌ ଲେବର ୟୁନିୟନ

ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀଙ୍କୁ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ସଂଘର ଅଭିଯୋଗ ଅନୁଯାୟୀ, ଗତ ଜାନୁଆରୀ ୬ ତାରିଖରୁ କାରଖାନାରେ ତାଲାବନ୍ଦ ରହିଛି, ଚୁକ୍ତିନାମାକୁ ୧୧ ମାସ ବିତିଥିଲେ ମଧ୍ୟ ଏହାର ସମାଧାନ ହୋଇନାହିଁ,ଏହା ସହିତ ଶ୍ରମିକଙ୍କ ୭ ମାସର ଇପିଏଫ୍‌ ପୈଠ ହୋଇନଥିବା ଅଭିଯୋଗ କରିଛି ସଂଘ,

ତାଲାବନ୍ଦ ଉଠାଯାଇନଥିବା ସତ୍ତ୍ୱେ ବାହାର ଶ୍ରମିକଙ୍କୁ ନେଇ କାରଖାନା ଭିତରେ ମେସିନ୍‌ ମରାମତି କରାଯାଇଥିବା ମଧ୍ୟ ସଂଘ ଅଭିଯୋଗ କରିଛି।

ଏହା ସହିତ କାରଖାନା ସମ୍ପର୍କିତ ବିବାଦରେ ଜିଲା ଶ୍ରମ ଅଧିକାରୀ ଶ୍ରମିକଙ୍କ ସ୍ୱାର୍ଥ ବିରୋଧରେ କାରଖାନା କର୍ତ୍ତୃପକ୍ଷଙ୍କୁ ସମର୍ଥନ କରୁଥିବା ସଂଘ ଅଭିଯୋଗ କରିଛି,

ଶ୍ରମିକଙ୍କ ବକେୟା ଇପିଏଫ୍‌ ପୈଠ, ଚୁକ୍ତିନାମାର ସମାଧାନ ଏବଂ କାରଖାନା ପରିଚାଳନା ସମ୍ପର୍କିତ ବିବାଦର ଆଇନସମ୍ମତ ସମାଧାନ ପାଇଁ ପ୍ରଶାସନ ତୁରନ୍ତ ହସ୍ତକ୍ଷେପ କରୁ ବୋଲି ସଂଘ ଦାବି କରିଛି। ଦାବି ପୂରଣ ନହେଲେ ଆଗାମୀ ଦିନରେ ଶ୍ରମିକମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି,

ତେବେ ଏହି ଅଭିଯୋଗ ନେଇ କାରଖାନା କର୍ତ୍ତୃପକ୍ଷ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ,

#tag



#DhenkanalNews #Dhenkanal #KalingaJuteProducts #LabourUnion #WorkerProtest #EPF #FactoryDispute #LabourIssue #DhenkanalNewsOdisha #OdishaNews #BreakingNews #OdiaNews #WorkersRights #LabourNews
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    1 hr ago
  • 🌺🌺🌺🌺🌺🙏🙏🙏🙏🙏ଜୟ ଶ୍ରୀରାମ 🙏🙏🙏🙏🙏🌺🌺🌺🌺🌺.....
    1
    🌺🌺🌺🌺🌺🙏🙏🙏🙏🙏ଜୟ ଶ୍ରୀରାମ 🙏🙏🙏🙏🙏🌺🌺🌺🌺🌺.....
    user_ରମେଶ ଚନ୍ଦ୍ର ଜେନା
    ରମେଶ ଚନ୍ଦ୍ର ଜେନା
    Teacher ଧର୍ମଶାଳା, ଯାଜପୁର, ଓଡ଼ିଶା•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.