Shuru
Apke Nagar Ki App…
ନେପାଳରେ ବନ୍ୟା ବିତ୍ପାତ: ୨୮୮ ଭାରତୀୟଙ୍କ ସହ ଯୋଗାଯୋଗ ନାହିଁ.. ନେପାଳ ବନ୍ୟାରେ ୨୮୮ ଭାରତୀୟଙ୍କ ମିଳୁନି ପତ୍ତା । ଏମାନଙ୍କ ଭିତରେ ତ୍ରିଶୂଳୀ-୧ ପାଓ୍ୱାର ପ୍ରୋଜେକ୍ଟରେ କାମ କରୁଥିଲେ ୭୩ ଜଣ। ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ଓ ବାଧାପ୍ରାପ୍ତରୁ ଗ୍ରାଉଣ୍ଡରେ ଥିବା ଲୋକଙ୍କ ସହ ସମ୍ପର୍କ ହୋଇପାରୁନି। ଦୁଇଟି ଗ୍ରୁପରେ ତାମିଲନାଡ଼ୁରୁ ଯାଇଥିଲେ ୮୬। ଗୋଟିଏ ଗ୍ରୁପରେ ୩୭ ଓ ଅନ୍ୟ ଗ୍ରୁପରେ ୪୯। ସମ୍ରାଟ ଟ୍ରାଭେଲ୍ସ ଓ ଫ୍ଲାଏ ଏଭରେଷ୍ଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ। ପଶ୍ଚିମବଙ୍ଗରୁ ସମ୍ରାଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ ୩୨। ଏମାନେ ରସୁଓ୍ୱା ଜିଲ୍ଲାର ତିମୁରେରେ ଥିଲେ। ଯେଉଁଠି ଫ୍ଲାସଫ୍ଲଡ୍ ଆସିଥିଲା। ୬୧ ଜଣ ରିଚା ଟୁରସ ଜରିଆରେ ନେପାଳ ପହଞ୍ଚିଥିଲେ। ୫ଟି ବଡ଼ ଗ୍ରୁପ ବାବଦରେ ଏବେ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି କହିଲେ ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସଓ୍ୱାଲ। ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha
Nanda Kishor Naik
ନେପାଳରେ ବନ୍ୟା ବିତ୍ପାତ: ୨୮୮ ଭାରତୀୟଙ୍କ ସହ ଯୋଗାଯୋଗ ନାହିଁ.. ନେପାଳ ବନ୍ୟାରେ ୨୮୮ ଭାରତୀୟଙ୍କ ମିଳୁନି ପତ୍ତା । ଏମାନଙ୍କ ଭିତରେ ତ୍ରିଶୂଳୀ-୧ ପାଓ୍ୱାର ପ୍ରୋଜେକ୍ଟରେ କାମ କରୁଥିଲେ ୭୩ ଜଣ। ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ଓ ବାଧାପ୍ରାପ୍ତରୁ ଗ୍ରାଉଣ୍ଡରେ ଥିବା ଲୋକଙ୍କ ସହ ସମ୍ପର୍କ ହୋଇପାରୁନି। ଦୁଇଟି ଗ୍ରୁପରେ ତାମିଲନାଡ଼ୁରୁ ଯାଇଥିଲେ ୮୬। ଗୋଟିଏ ଗ୍ରୁପରେ ୩୭ ଓ ଅନ୍ୟ ଗ୍ରୁପରେ ୪୯। ସମ୍ରାଟ ଟ୍ରାଭେଲ୍ସ ଓ ଫ୍ଲାଏ ଏଭରେଷ୍ଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ। ପଶ୍ଚିମବଙ୍ଗରୁ ସମ୍ରାଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ ୩୨। ଏମାନେ ରସୁଓ୍ୱା ଜିଲ୍ଲାର ତିମୁରେରେ ଥିଲେ। ଯେଉଁଠି ଫ୍ଲାସଫ୍ଲଡ୍ ଆସିଥିଲା। ୬୧ ଜଣ ରିଚା ଟୁରସ ଜରିଆରେ ନେପାଳ ପହଞ୍ଚିଥିଲେ। ୫ଟି ବଡ଼ ଗ୍ରୁପ ବାବଦରେ ଏବେ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି କହିଲେ ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସଓ୍ୱାଲ। ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha
More news from ଓଡ଼ିଶା and nearby areas
- ନେପାଳରେ ବନ୍ୟା ବିତ୍ପାତ: ୨୮୮ ଭାରତୀୟଙ୍କ ସହ ଯୋଗାଯୋଗ ନାହିଁ.. ନେପାଳ ବନ୍ୟାରେ ୨୮୮ ଭାରତୀୟଙ୍କ ମିଳୁନି ପତ୍ତା । ଏମାନଙ୍କ ଭିତରେ ତ୍ରିଶୂଳୀ-୧ ପାଓ୍ୱାର ପ୍ରୋଜେକ୍ଟରେ କାମ କରୁଥିଲେ ୭୩ ଜଣ। ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ଓ ବାଧାପ୍ରାପ୍ତରୁ ଗ୍ରାଉଣ୍ଡରେ ଥିବା ଲୋକଙ୍କ ସହ ସମ୍ପର୍କ ହୋଇପାରୁନି। ଦୁଇଟି ଗ୍ରୁପରେ ତାମିଲନାଡ଼ୁରୁ ଯାଇଥିଲେ ୮୬। ଗୋଟିଏ ଗ୍ରୁପରେ ୩୭ ଓ ଅନ୍ୟ ଗ୍ରୁପରେ ୪୯। ସମ୍ରାଟ ଟ୍ରାଭେଲ୍ସ ଓ ଫ୍ଲାଏ ଏଭରେଷ୍ଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ। ପଶ୍ଚିମବଙ୍ଗରୁ ସମ୍ରାଟ ଟ୍ରାଭେଲ ଏଜେଣ୍ଟ ଜରିଆରେ ଯାଇଥିଲେ ୩୨। ଏମାନେ ରସୁଓ୍ୱା ଜିଲ୍ଲାର ତିମୁରେରେ ଥିଲେ। ଯେଉଁଠି ଫ୍ଲାସଫ୍ଲଡ୍ ଆସିଥିଲା। ୬୧ ଜଣ ରିଚା ଟୁରସ ଜରିଆରେ ନେପାଳ ପହଞ୍ଚିଥିଲେ। ୫ଟି ବଡ଼ ଗ୍ରୁପ ବାବଦରେ ଏବେ ସୁଦ୍ଧା କୌଣସି ସୂଚନା ନାହିଁ ବୋଲି କହିଲେ ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସଓ୍ୱାଲ। ଭୁବନେଶ୍ୱର, ଓଡ଼ିଶା #Bhubaneswar #Odisha1
- ଯାତ୍ରା ମଞ୍ଚରୁ ପଡିଗଲେ ପିୟୂଷ :ଯାତ୍ରା ପରିବେଷଣ ସମୟରେ ମଞ୍ଚରେ ହଠାତ୍ ମୁଣ୍ଡ ବୁଲାଇବାରୁ ଅସୁସ୍ଥ ହୋଇଗଲେ । ଯାତ୍ରା ପରିବେଷଣ ସମୟରେ ମଞ୍ଚରେ ହଠାତ୍ ଅସୁସ୍ଥ ହୋଇ ପଡ଼ିଯାଇଛନ୍ତି ଲୋକପ୍ରିୟ ଯାତ୍ରା ଅଭିନେତା ପୀୟୁଷ ତ୍ରିପାଠୀ ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବାସୁପାଲି ଗାଁ।ମଞ୍ଚରେ ଅଭିନୟ କରୁଥିବା ସମୟରେ ହଠାତ୍ ମୁଣ୍ଡ ବୁଲାଇବାରୁ ସେ ଳଳି ପଡ଼ିଥିଲେ।ଅଭିନେତା ଅସୁସ୍ଥ ହେବା ପରେ ସେଠାରେ ଯାତ୍ରା ପରିବେଷଣ ବନ୍ଦ କରାଯାଇଥିଲା।1
- କ୍କବ ସ୍ତରୀୟ ଫୁଟବଲ ଟୁଣ୍ଣାମେଣ୍ଟ ଢେଙ୍କାନାଳ ମୂଖ୍ୟ ଷାଡିୟମ ଠାରେ ସପ୍ଳଶଯ୍ୟା ଏବଂ ନଢଣ ପୁର ମଧ୍ୟରେ ଅନୁଷ୍ଠିତ ହେଉଛି1
- ଏହି ଦିନ ବନ୍ଧାହେବ ରାକ୍ଷୀ (ହଟିବ ଦ୍ଵନ୍ଦ )🌺🌺🌺🌺🌺🌺🌺🌺🌺1
- Slug- ସାମ୍ବାଦିକ ସଂଘଜିଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଅତ୍ୟାଧୁନିକ ରୋଗ ନିଦାନ ଯନ୍ତ୍ର ମୁଖ୍ୟ ଚିକିତ୍ସାଳୟ କୁ ପ୍ରଦାନ କରାଗଲା l ମୁଖ୍ୟ ଚିକିତ୍ସାଳରେ ଉନ୍ନତ ମାନର ରକ୍ତ ପରିକ୍ଷା ମେସିନ୍ ଉଦ୍ଘାଟିତ । ରିପୋର୍ଟ - Place -ଢେଙ୍କାନାଳ Date -25-08-26 Faramt -AVB Anchar- ଢ଼େଙ୍କାନାଳ ମୂଖ୍ୟ ଚିକିତ୍ସାଳୟକୁ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଏକ ଅତ୍ୟଧୁନିକ ଟେକ୍ନୋଲୋଜି ଆଧାରିତ biochemical analyser ମେସିନ ପ୍ରଦାନ କରାଯାଇଛି l ଜାପାନ ନିର୍ମିତ Astira LX-400 ANALYSER Machine ରେ 44 ପ୍ରକାର ରୋଗର ସିରମ୍ ନମୁନା ଟେଷ୍ଟ କରିବାର କ୍ଷମତା ରଖୁଛି l ମାଗଣା ରେ 1 ଘଣ୍ଟାରେ 400 ରୋଗୀଙ୍କ ନମୁନା ପରୀକ୍ଷା କରାଯାଇପାରିବ l ଲିଭର, କିଡନୀ, ବ୍ଲଡ ସୁଗାରର କ୍ରିଟିକାଲ ପରୀକ୍ଷା ପାଇଁ ଢ଼େଙ୍କାନାଳ ବାସୀ କଟକ କିମ୍ବା ଭୁବନେଶ୍ୱର ଯାଉଥିଲେ ଏବଂ ଖର୍ଚ୍ଚ ବହୁଳ ହେଉଥିଲା ତାହା ଏବେ ଅଳ୍ପ ସମୟ ଭିତରେ 100% ସଠିକ ନିରୂପଣ କରିବାର କ୍ଷମତା ରଖୁଛି l ଦକ୍ଷ technician ଙ୍କୁ ନିଯୁକ୍ତି ପାଇ ଏହି ଯନ୍ତ୍ର କୁ ପରିଚାଲନା କରିବେ ବୋଲି CDMO କହିଛନ୍ତି l ମୁଖ୍ୟ ଡ଼ାକ୍ତରଖାନା ନମୁନା ପରୀକ୍ଷା ଗବେଷଣା କେନ୍ଦ୍ରରେ ଏହି ଯନ୍ତ୍ରଟିକୁ ଆନୁଷ୍ଠାନିକ ଭାବରେ ମୁନସିପାଲଟି ଅଧ୍ୟକ୍ଷା ଜୟନ୍ତୀ ପାତ୍ର ଫିତା କାଟି ଉଦଘାଟନ କରିଛନ୍ତି l ଅନ୍ୟତମ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଜିଲ୍ଲପାଳ ରମେଶ ଚନ୍ଦ୍ର ସେଠି, CDMO ଦାୟିତ୍ୱରେ ଥିବା ଡ ଏନ୍ ଡି ସି ବେହେରା, ମେଡିସିନ ସ୍ପେଶିଆଲିଷ୍ଟ ଡ ରାଜେନ୍ଦ୍ର କୁମାର ସେଠି ଓ ଜିଲ୍ଲା ସାମ୍ୱାଦିକ ସଙ୍ଘ ସଭାପତି ପ୍ରସନ୍ନ ପଟ୍ଟନାୟକ ଉପସ୍ଥିତ ଥିଲେ l ଏହି Astira ବାୟୋକେମିକାଲ ମେସିନ କୁ ପରିଚାଲନା କରିବାକୂ ଦୀପଙ୍କର ରାୟ, ସୁନୀଲ ପ୍ରଧାନ, ରଞ୍ଜନ ପୋଥାଳ, ଶିଶିର ସେନାପତି ପ୍ରମୁଖ ଅତିଥିଙ୍କୁ ଅନାଲିଜାର ମେସିନ ଉପାଦେୟତା ସମ୍ପର୍କରେ ଅବଗତ କରାଇ ଥିଲେ l ସାମ୍ବାଦିକ ସଙ୍ଘର ସାମ୍ୱାଦିକମାନେ ମଧ୍ୟ୍ୟ ଉପସ୍ଥିତ ଥିଲେ ଲ #DhenkanalNews #Dhenkanal #DhenkanalDistrict #DhenkanalHospital #HealthNews #MedicalNews #BiochemicalAnalyser #AstiraLX400 #DistrictJournalistsAssociation #OdishaNews #Odisha #Healthcare #DhenkanalNewsOdisha1
- ପବିତ୍ର ରକ୍ଷ୍ୟା ବନ୍ଧନ ଉତ୍ସବ ଉପଲକ୍ଷେ କିଟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ତରଫରୁ ପାଟ୍ଟ ରାଖୀ ପବିତ୍ର ରକ୍ଷ୍ୟା ବନ୍ଧନ ଉତ୍ସବ ଉପଲକ୍ଷେ କିଟ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ତରଫରୁ ପାଟ୍ଟ ରାଖୀ #LatestNews #UpdateNews #apanankakhabara #boudha #news #OdishaNews #odisha1
- ଆଠଗଡ ବ୍ଲକ ବଡ଼ଭୂଇଁ ପଞ୍ଚାୟତର ସରପଞ୍ଚ ଗୋପାଳ ସାହୁ କାହିଁକି ବିଜେପି ଦଳରେ ମିଶିଲେ ଶୁଣନ୍ତୁ। ଆଠଗଡ ବିଜେଡ଼ି ଦଳ ପରିତ୍ୟାଗ କରି ବିଜେପି ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଆଠଗଡ ତିଗିରିଆ ବିଜେପି ନେତା Abhaya Kumar Barik ଙ୍କ ନେତୃତ୍ୱରେ ବଡ଼ଭୂଇଁ ପଞ୍ଚାୟତ ଶତାଧିକ ବିଜେଡ଼ି କର୍ମୀ, ସରପଞ୍ଚ ଓ ୱାର୍ଡ ମେମ୍ବର ଙ୍କ ସମେତ ଜନ ସାଧାରଣ ବିଜେପି ଦଳରେ ଯୋଗଦାନ କରିଛନ୍ତି।1
- . *🙏 ଶୁଭ ସନ୍ଧ୍ୟା 🙏* . *ଭଲ କର୍ମଦ୍ୱାରା ଆମ ଭାଗ୍ୟକୁ ବଦଳେଇବା। ⭕‼️⭕#jagannath #odia #devotional #motivation* . *🙏ଜୟ ଶ୍ରୀ ଜଗନ୍ନାଥ 🙏* *🙏ଜୟ ଶ୍ରୀ କୃଷ୍ଣ 🙏*1