Shuru
Apke Nagar Ki App…
ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
Ajira Samachar
ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l1
- ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ1
- ଶ୍ରାବଣ ମାସର ଶେଷ ଦିନରେ ଘଣ୍ଟାପଡ଼ା ଶିବ ମନ୍ଦିରରେ ବାବା ଯୋଗେଶ୍ଵର କମିଟିର କାଉଡ଼ିଆଙ୍କ ପକ୍ଷରୁ ପୂର୍ଣ୍ଣାହୂତିର ଜଳାଭିଷେକ ନିମନ୍ତେ କଳସ ଯାତ୍ରା1
- ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ ଘଟଣା ସ୍ଥଳକୁ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ଫେରାର l ବୌଦ୍ଧ:ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅଞ୍ଚଳରୁ ପୁଣିଥରେ ବିପୁଳ ପରିମାଣର ଗଞ୍ଜେଇ ଜବତ। ପେଟ୍ରୋଲିଙ୍ଗ ସମୟରେ ପୋଲିସ ଦୁଇଟି ବସ୍ତାରୁ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ତେବେ ଘଟଣାସ୍ଥଳରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ କିଛି ଲୋକ ଫେରାର ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ବୁଧବାର ଦିନ ମନମୁଣ୍ଡା ଥାନା ପୋଲିସ ର ଏକ ଟିମ୍ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଙ୍ଗାଡ଼ି ଗ୍ରାମ ନିକଟସ୍ଥ ଅଞ୍ଚଳରେ ସନ୍ଦେହଜନକ ଭାବେ ରଖାଯାଇଥିବା ଦୁଇଟି ବସ୍ତା ଉପରେ ନଜର ପଡ଼ିଥିଲା। ପରେ ପୋଲିସ ଉକ୍ତ ବସ୍ତାଗୁଡ଼ିକ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ସାକ୍ଷୀମାନଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯିବାରୁ ମୋଟ ୧ କ୍ୟୁଣ୍ଟାଲ ୪୬୦ ଗ୍ରାମ ହୋଇଥିବା ଜଣାପଡ଼ିଛି l ଘଟଣାସ୍ଥଳରେ ଗଞ୍ଜେଇ ଚାଲାଣ ପାଇଁ କିଛି ଲୋକ ଗଞ୍ଜେଇ ଗଚ୍ଛିତ ରଖି ଥିବା ପୋଲିସ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଆସୁଥିବା ଜାଣି ପାରି ଚାଲାଣ କାରୀ ମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୫/୨୬ରେ ଏନ୍ଡିପିଏସ୍ ଆକ୍ଟର ଧାରା ୨୦(ବି)(ii)(C) ଅନୁଯାୟୀ ମାମଲା ରୁଜୁ କରାଯାଇଛି। ଫେରାର ଥିବା ବ୍ୟକ୍ତିମାନଙ୍କୁ ଧରିବା ସହ ଘଟଣାର ଅଧିକ ତଦନ୍ତ ଚାଲିଛି। ସୂଚନା ଅନୁସାରେ, ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ପକ୍ଷରୁ ମୋଟ ୧୧ଟି ମାମଲା ରୁଜୁ କରାଯାଇ ୩୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହାସହ ୩୯୦୦କ୍ୟୁଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ,ଚାଲାଣରେ ବ୍ୟବହୃତ ଯାନବାହନ ମଧ୍ୟ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।1
- ମନମୁଣ୍ଡା ଥାନା ପୋଲିସ ପକ୍ଷରୁ ୧ କ୍ୱିଣ୍ଟାଲ ୪୬୦ ଗ୍ରାମ ଗଞ୍ଜେଇ ଜବତ1
- ୧କ୍ୱିଣ୍ଟାଲ ଗଂଜେଇ ଜବତ କଲା ମନମୁଣ୍ଡା ପୋଲିସ , ଘଟଣା ସ୍ଥଳରୁ ମାଫିଆ ଫେରାର ଆଜି ମନମୁଣ୍ଡା ଥାନା ପୋଲିସ ଟିମ ଶଗଡା ଫାଣ୍ଡି ଅନ୍ତର୍ଗତ ସିଗାଡି ଗ୍ରାମ ନିକଟରେ ପେଟ୍ରୋଲିଂ କରୁଥିବା ସମୟରେ ଗ୍ରାମ ଜଙ୍ଗଲ ନିକଟରେ ଚୋରା ଚାଲାଣ ପାଇଁ ରଖା ଯାଇଥିବା ୨ଗୋଟି ବସ୍ତାରେ ଗଞ୍ଜେଇ ପାଇଥିଲେ । ମାଜିଷ୍ଟେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ୧ କୁଇଣ୍ଟାଲ ହୋଇଥିଲା । କିଛି ଅଜଣା ଲୋକ ଉକ୍ତ ଗଞ୍ଜେଇ ପରିବହନ ନିମନ୍ତେ ଗଚ୍ଛିତ ରଖିଥିଲେ । ଏ ନେଇ ମନମୁଣ୍ଡା ଥାନାରେ ୩୪୫/୨୬ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବ ବେହେରା ସୂଚନା ଦେଇଛନ୍ତି | ଗତ ଦୁଇ ମାସ ମଧ୍ୟରେ ମନମୁଣ୍ଡା ପୋଲିସ ସମୁଦାୟ ୧୧ ଟି ମାମଲା ରୁଜୁ କରି ୩୨ ଜଣ ଲୋକଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ ସମୁଦାୟ ୩୯କୁଇଣ୍ଟାଲ ଗଞ୍ଜେଇ ଓ ୯ ଗୋଟି ବନ୍ଧୁକ ଜବତ କରିଥିବା ସୂଚନା ମିଳିଛି ।2
- ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି। ଭୂଆସୁଣୀ ପାହାଡ଼ ରେ ବେଆଇନ ଖନନ ଓ ଲୁଟ ଅଭିଯୋଗ, ପୂର୍ବ ରୁ ଲିଜ ନେଇ ବ୍ୟାପକ ଜାଲିଆତି।1
- ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହରର ସୁବର୍ଣ୍ଣମେରୁ ମନ୍ଦିର ଠାରେ ଆଜି ବାବା ଙ୍କ ଜଳସାଇ ହୋଇଯାଇଛି l ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହରର ସୁବର୍ଣ୍ଣମେରୁ ମନ୍ଦିର ଠାରେ ଆଜି ବାବା ଙ୍କ ଜଳସାଇ ହୋଇଯାଇଛି l ଏହି ଉତ୍ସବ ରେ ସହ ସହ ଭକ୍ତ ଙ୍କ ସମାବେଶ ହୋଇଥିଲା ଜଳସାଇ ପରେ ସମସ୍ତେ ଆନନ୍ଦ ରେ ପ୍ରସାଦ ସେବନ କଲେ l1